Latest Odisha News

BREAKING NEWS

Browsing Category

ଫିଚର

ବିବେକ ନିର୍ମାଣ କରିବେ ଦି କଶ୍ମୀର ଫାଇଲ୍ସ ଅନରିପୋର୍ଟେଡ

ମୁମ୍ବାଇ: ଦି କଶ୍ମୀର ଫାଇଲ୍ସ ଫିଲ୍ମକୁ ନେଇ ବିବାଦ ଥମିବାରେ ନାଁ ଧରୁନି । ଗୋଆରେ ଅର୍ଗାନାଇଜ ଆଇଏଫଏଫଆଇ ୨୦୨୨ର ଇଭେଂଟରେ ସାମିଲ ହୋଇଥିବା ଇସ୍ରାଏଲ ଜୁରୀ ଏହି ଫିଲ୍ମକୁ ଭଲଗାର ଓ ପ୍ରୋପାଗଣ୍ଡା ବୋଲି କହିଥିଲେ । ଯାହାକୁ ନେଇ ବିବେକ ତୀବ୍ର ପ୍ରତିକ୍ରିୟା ବ୍ୟକ୍ତ କରିଥିଲେ । ସେ କହିଥିଲେ…

ପୁଣି ମାସେ ବଢ଼ିଲା ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ ଅବଧି

କଟକ: ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ ଅବଧିକୁ ରାଜ୍ୟ ସରକାର ଆଉ ମାସକ ଲାଗି ବୃଦ୍ଧି କରିଛନ୍ତି । ଗାଡ଼ି ପଞ୍ଜିକରଣ ନମ୍ବରର ଶେଷ ଅଙ୍କ ୧, ୨, ୩ ଓ ୪ ଥିଲେ ନଭେମ୍ବର ୩୦ ସୁଦ୍ଧା HSRP ଲଗାଇବାକୁ ନିର୍ଦ୍ଦେଶନାମା ଥିଲା । ଏବେ ଅବଧି ଏକ ମାସ ବୃଦ୍ଧି ପରେ ଗାଡ଼ି ପଞ୍ଜିକରଣ…

‘ଲାଇଗର’ ପାଇଁ ଫଣ୍ଡିଂକୁ ନେଇ ଅଭିନେତା ବିଜୟ ଦେବରକୋଣ୍ଡାଙ୍କୁ ଇଡିର ଜେରା

ହାଇଦ୍ରାବାଦ: ଫିଲ୍ମ ‘ଲାଇଗର’ ପାଇଁ ବିଦେଶରୁ ଆସିଛି କି ଟଙ୍କା ? ବିଦେଶରୁ ଆସିଥିବା ଅର୍ଥର ଉତ୍ସକୁ ନେଇ ଖୋଳତାଡ଼ ଆରମ୍ଭ କରିଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଭିନେତା ବିଜୟ ଦେବରକୋଣ୍ଡାଙ୍କୁ ପଚରାଉଚରା କରିଛି । ସୂଚନା ଅନୁସାରେ, ବିଦେଶ ଫଣ୍ଡିରେ ଆଇନ୍ ଉଲ୍ଲଂଘନ ଅଭିଯୋଗରେ ଇଡି…

ଅଜଣା ଭାଇରସରେ ଆକ୍ରାନ୍ତ ହେଲେ ଇଂଲଣ୍ଡ କ୍ରିକେଟ ଖେଳାଳି

ଇସଲାମବାଦ: ପାକିସ୍ତାନ ଗସ୍ତରେ ଯାଇଥିବା ଇଂଲଣ୍ଡ କ୍ରିକେଟ ଦଳର ଅଧିକାଂଶ ଖେଳାଳି ଅଜଣା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି । ଗୁରୁବାର ଦୁଇ ଦେଶ ମଧ୍ୟରେ ଟେଷ୍ଟ ସିରିଜ ଆରମ୍ଭ ହେବ । ଅଧିନାୟକ ବେନ ଷ୍ଟୋକ୍ସଙ୍କ ସମେତ ୧୪ଜଣ ସଦସ୍ୟଙ୍କୁ ହୋଟେଲରେ ବିଶ୍ରାମ ନେବାକୁ ପରାମର୍ଶ ଦିଆଯାଇଛି । ଜୋ…

ହନିଟ୍ରାପ୍ ମାମଲାରେ ଅର୍ଚ୍ଚନା ନାଗର ଜାମିନ୍ ଆବେଦନ ଖାରଜ କଲେ କୋର୍ଟ

ଭୁବନେଶ୍ୱର: ବ୍ଲାକମେଲିଂ ମାମଲାରେ ଗିରଫ ଅର୍ଚ୍ଚନା ନାଗର ଜାମିନ୍ ଆବେଦନ ଖାରଜ ହୋଇଛି । ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ବ୍ଲାକମେଲିଂ ମାମଲାରେ କୋର୍ଟ ଅର୍ଚ୍ଚନା ନାଗର ଜାମିନ୍ ଆବେଦନକୁ ଖାରଜ କରିଛନ୍ତି । ଅକ୍ଷୟ ପରିଜାଙ୍କୁ, ଅର୍ଚ୍ଚନା ବ୍ଲାକମେଲ୍ କରିବା ନେଇ ନୟାପଲ୍ଲୀ ଥାନାରେ…

ବର୍ଷା ଯୋଗୁ ତୃତୀୟ ଦିନିକିଆ ବାତିଲ, ୧-୦ରେ ସିରିଜ ଜିତିଲା ନ୍ୟୁଜିଲାଣ୍ଡ

କ୍ରାଇଷ୍ଟଚର୍ଚ୍ଚ: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଏଠାରେ ଖେଳା ଯାଇଥିବା ତୃତୀୟ ଦିନିକିଆ କ୍ରିକେଟ ମ୍ୟାଚ ବର୍ଷା ଯୋଗୁ ବାତିଲ ହୋଇଯାଇଛି । ଫଳରେ ନ୍ୟୁଜିଲାଣ୍ଡ ୧-୦ ଗୋଲରେ ସିରିଜ ବିଜୟୀ ହୋଇଛି । ଟସ ହାରି ଭାରତ ପ୍ରଥମେ ବ୍ୟାଟିଂ କରି ୪୭.୩ ଓଭରରେ ୨୧୯ ରନ କରି ଅଲଆଉଟ ହୋଇ ଯାଇଥିଲା ।…

ନାବାଳିକାକୁ ଦୁଷ୍କର୍ମକାରୀଙ୍କଠାରୁ ବଞ୍ଚାଇବା ବଦଳରେ ସେହି ଦୁଷ୍କର୍ମରେ ସାମିଲ ହୋଇଗଲେ ପ୍ରଧାନଶିକ୍ଷକ

ନୂଆଦିଲ୍ଲୀ : ବିହାରର କୈମୁର ଗାଁରେ ଲଜ୍ୟାଜନକ ଘଟଣା ସାମ୍ନାକୁ ଆସିଛି  । ୧୪ ବର୍ଷର ନାବାଳିକାକୁ ଗଣଦୁଷ୍କର୍ମ । ନାବାଳିକା ଜଣକ ଶୌଚ ହେବାକୁ ଯାଉଥିବା ବେଳେ ୪ ଜଣ ଯୁବକ ଅପହରଣ କରି ଦୁଷ୍କର୍ମ କରିଛନ୍ତି । ଏଭଳି ଜଘନ୍ୟ କାଣ୍ଡ ଘଟୁଥିବା ଦେଖି ସେହି ଦୁଷ୍କର୍ମରେ ସାମିଲ ହୋଇଥିଲେ ଜଣେ…

ପିଜ୍ଜା,ବର୍ଗର ଖାଉଛନ୍ତି କି ! ତେବେ ହୋଇଯାଆନ୍ତୁ ସାବଧାନ… କାରଣ ହାେଇପାରେ କ୍ୟାନ୍ସର

ଓଡ଼ିଶା ସମ୍ବାଦ ବ୍ୟୁରୋ : ଅନେକ ସମୟରେ ଆମେ ଘର ଖାଦ୍ୟ ନ ଖାଇ ବାହାର ଖାଦ୍ୟ ଖାଇଥାଆନ୍ତି  । ବିଶେଷ କରି ଯୁବପିଢ଼ି ମାନେ ଫାଷ୍ଟଫୁଡ ଖାଇବାକୁ ଅଧିକ ପସନ୍ଦ କରିଥାଆନ୍ତି  । ସେହିପରି କିଛି ବୟସ୍କ ଲୋକ ମଧ୍ୟ ଫାଷ୍ଟଫୁଡ ଖାଦ୍ୟ ପ୍ରତି ଆକୃଷ୍ଟ ହୋଇଥାନ୍ତି । ତେବେ ଫାଷ୍ଟଫୁଡ ଖାଦ୍ୟ ମଧ୍ୟରୁ…

ପରଲୋକରେ ସାହିତ୍ୟିକା ଗୀତା ହୋତା

ଭୁବନେଶ୍ବର : ବିଶିଷ୍ଟ ସାହିତ୍ୟିକା ତଥା ଲୋକପ୍ରିୟ ସାହିତ୍ୟ ପତ୍ରିକା ‘ଅମୃତାୟନ’ର ସମ୍ପାଦିକା ଗୀତା ହୋତାଙ୍କର ପରଲୋକ ଘଟିଛି। ତାଙ୍କର ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନସ୍ଥିତ ତାଙ୍କ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା।…

୧୦ ବର୍ଷ ତଳେ ଜବତ ଦେଶୀ ବନ୍ଧୁକ ପାଇଁ ୫ ଜଣ ମେଡିକାଲରେ ଭର୍ତ୍ତି

ନବରଙ୍ଗପୁର: ବାରହା ମାରି ଫସିଥିଲେ, ଏବେ ପୁଣି ଫସିବେ । ୧୦ ବର୍ଷ ତଳେ ଜବତ ଦେଶୀ ବନ୍ଧୁକ ପାଇଁ ୫ ଜଣ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଏ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ମୈଦଲପୁର ସାପ୍ତାହିକ ହାଟରେ । ଦେଶୀ ବନ୍ଧୁକ ସଜାଡ଼ିବା ବେଳେ ବାରୁଦ ଫୁଟିବାରୁ ୫ ଜଣ ଆହତ ହୋଇ ମେଦଲପୁର…