Latest Odisha News

BREAKING NEWS

Browsing Category

ଫିଚର

ଏଲୋନ୍ ମସ୍କ ଟୁଇଟ କରି କହିଲେ ‘ନମସ୍ତେ’

ଓ୍ବାସିଂଟନ: ଟ୍ୱିଟରର ନୂଆ ମାଲିକ ଏଲୋନ୍ ମସ୍କଙ୍କ ମିଜାଜକୁ ନେଇ ଅନେକ ସମୟରେ ଚର୍ଚା ହୁଏ । ଭାରତୀୟ ସମୟ ମଧ୍ୟ ରାତ୍ରିରେ  ଏବେ ତାଙ୍କର  ତାଙ୍କର ଗୋଟିଏ ଟୁଇଟ୍ କୁ ନେଇ ଭାରତରେ ଚର୍ଚା ଚାଲିଛି ।  ସେ ଟ୍ୱିଟ୍ କରି ବ୍ୟବହାରକାରୀଙ୍କୁ ନମସ୍ତେ କହିଛନ୍ତି । ଏହା ସାଧାରଣତ ଭାରତୀୟ ୟୁଜରଙ୍କ…

ଆନ୍ତର୍ଜାତିକ ଯାତ୍ରୀଙ୍କ ପାଇଁ ‘ଏୟାର ସୁବିଧା ପୋର୍ଟାଲ’ରେ ଟୀକାକରଣ ଫର୍ମ ବାଧ୍ୟତାମୂଳକ ନୁହେଁ

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ବିମାନର ଯାତ୍ରୀମାନଙ୍କ ପାଇଁ କୋଭିଡ ନିୟମ କୋହଳ ହେଲା । କୋଭିଡ ପାଇଁ ନିୟମ ଜାରି କରିଥିଲା ଭାରତ । ଭାରତକୁ ଆସୁଥିବା ବିଦେଶୀ ଯାତ୍ରୀ ତଥା ବିଦେଶ ଫେରନ୍ତାଙ୍କୁ ଦେବାକୁ ପଡୁଥିଲା କୋଭିଡ ଟୀକାକରଣର ସେଲ୍ଫ୍ ଡିକ୍ଲାରେସନ୍ ଫର୍ମ । ଏୟାର ସୁବିଧା ପୋର୍ଟାଲରେ ଏହି…

ପ୍ରେମିକାକୁ ୬ ଖଣ୍ଡ କାଟି କୂଅରେ ଫିଙ୍ଗିଥିଲା ପ୍ରେମିକ

ଆଜମଗଡ଼ :ପ୍ରେମ କରି ପରେ ପ୍ରେମିକାକୁ ହତ୍ୟା କରିବା ଏବେ ପ୍ରତିଦିନ ଗୋଟେ ପରେ ଘଟିବାରେ ଲାଗିଛି । କେଉଁଠି ବିବାହର ପ୍ରତିଶ୍ରୁତି ଦେବା ପରେ ପ୍ରେମିକାକୁ ନୃଶଂସଭାବେ ହତ୍ୟା କରୁଛି ପ୍ରେମିକା ତ କେଉଁଠି ପ୍ରତିଶୋଧ ପରାୟଣ ହୋଇ ହତ୍ୟା କରାଯାଉଛି । ଭଲ ପାଇବାକୁ ନେଇ ଛଳନା ପରେ ଦିନେ ଅତି…

ଆପ୍ ବିରୁଦ୍ଧରେ ଘୋଡ଼ା ବେପାର ଅଭିଯୋଗ, ବିଧାୟକଙ୍କୁ ଗୋଡ଼ାଇ ଗୋଡ଼ାଇ ମାଡ଼

ନୂଆଦିଲ୍ଲୀ: ଦିଲ୍ଲୀରେ ଆଗକୁ ରହିଛି ନଗର ନିଗମ ନିର୍ବାଚନ । ବିଜେପି ଓ ଆମ ଆଦମୀ ପାର୍ଟି ମଧ୍ୟରେ ଚାଲିଛି କଡ଼ା ପ୍ରତିଯୋଗୀତା । ଆପ୍ ବିରୁଦ୍ଧରେ ବିଜେପି ଆଣିଛି ଘୋଡ଼ା ବେପାର ଅଭିଯୋଗ। ବିଜେପିର ଅଭିଯୋଗ ଦଳୀୟ ଟିକେଟ୍ ବିକୁଛି ଆପ୍ । ଗତକାଲିଠୁ ଦିଲ୍ଲୀ ରାଜନୀତି ଖୁବ ସରଗରମ ରହିଛି ।…

ହକି ବିଶ୍ବକପର ପ୍ରି ରେଜିଷ୍ଟ୍ରେସନ

ଭୁବନେଶ୍ବର: ଓଡ଼ିଶାରେ ହକି ବିଶ୍ୱକପ ଟିକେଟ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି । ଭୁବନେଶ୍ୱର ଓ ରାଉରକେଲାରେ ହେବାକୁ ଥିବା ହକି ବିଶ୍ୱକପ ପାଇଁ ଖେଳପ୍ରେମୀଙ୍କ ଉତ୍କଣ୍ଠା ବଢ଼ିଥିବା ବେଳେ ଏଥିପାଇଁ  ଆରମ୍ଭ ହୋଇଛି ପ୍ରି ରେଜିଷ୍ଟ୍ରେସନ । ଖେଳ ଦେଖିବାକୁ ଇଚ୍ଛୁକ ଦର୍ଶକ ହକି ବିଶ୍ୱକପର…

କିପରି କତାର ପାଇଲା ବିଶ୍ବକପ୍ ଫୁଟବଲ ଆୟୋଜନ? ଦୁଇ ଲକ୍ଷ ମିଲିୟନ ଡଲାର କରିଛି ଖର୍ଚ

କତାର: ବିଶ୍ପକପ୍ ଫୁଟବଲ ମହାସମର ଏବେ କତାରରେ ଚାଲିଛି । ବିଶ୍ବର କୋଣଅନୁକୋଣରୁ ଫୁଟବଲ ପ୍ରେମୀମାନେ କତାରରେ ଡେରା ପକାଇଛନ୍ତି । କତାର ଭଳି ଛୋଟିଆ ଦେଶ ଯାହାର ଲୋକସଂଖ୍ୟା ୨୮ ଲକ୍ଷ । କିପରି ଫୁଟବଲ ବିଶ୍ବକପ୍ ଆୟୋଜନ କରିବାକୁ ଅନୁମତି ପାଇଲା ଏବଂ ତାହା ସଫଳ ଆୟୋଜନ କରିବାରେ ସମର୍ଥ…

ରାଜଧାନୀରେ ଦମ୍ ଦେଖାଇଲେ ଅଙ୍ଗନବାଡି ଦିଦି

ଭୁବନେଶ୍ୱର: ରାଜ୍ୟ ସରକାର ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାହା ପାଳନ କରିନାହାନ୍ତି। ଏପରି ଅଭିଯୋଗ ଆଣି ସୋମବାର ହଜାର ହଜାର ଅଙ୍ଗନବାଡି କର୍ମୀ ଲୋୟର ପିଏମଜି ଛକରେ ଧାରଣା ଦେବା ଆରମ୍ଭ କରିଛନ୍ତି। ସେପଟେ ଦାବି ପୂରଣ ନହେବା ଯାଏ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନ ଜାରି ରଖିବାକୁ…

‘ଚାଷୀଙ୍କ ପ୍ରତି ପୋଷ୍ୟ ପୁତ୍ର ଆଚରଣ ବନ୍ଦ କରନ୍ତୁ ରାଜ୍ୟ ସରକାର’

ଭୁବନେଶ୍ୱର: ଚତୁର୍ଥ ଦିନରେ ବିଧାନସଭା ସାମ୍ନାରେ ବିଜେପିର ସତ୍ୟାଗ୍ରହ। ମିଥ୍ୟା ପ୍ରତିଶ୍ରୁତି ପେଡି ଖୋଲିବା ଓ ନିଜର କୁକର୍ମର ଗାରିମା ଲୁଚାଇବା ବନ୍ଦ କରୁ ବିଜେଡି କହିଲେ ବିରୋଧୀ ଦଳର ନେତା ଜୟନାରାୟଣ ମିଶ୍ର। ସେ କହିଛନ୍ତି, ଦୀର୍ଘ ୨୨ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ଶାସନ କ୍ଷମତାରେ…

ରାଜନୀତିରେ ‘ରେଳ ଲାଇନ୍ ପ୍ରକଳ୍ପ’, ପରସ୍ପରକୁ ଦୋଷ ଠେଲିଲେ ରାଜ୍ୟ-କେନ୍ଦ୍ର

ଭୁବନେଶ୍ୱର: ବରଗଡ ଜିଲ୍ଲା ପଦ୍ମପୁର ଉପନିର୍ବାଚନ ରୋଚକ ହେଉଛି। ପ୍ରଥମେ ଫସଲ ବୀମାକୁ ନେଇ ରାଜନୀତି ଜୋରଦାର ହୋଇଥିବା ବେଳେ ଏବେ କେନ୍ଦ୍ର ରେଳ ଲାଇନ୍ ପ୍ରକଳ୍ପକୁ ନେଇ ତେଜିଛି ରାଜନୀତି। ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ଆରୋପ ପ୍ରତ୍ୟାରୋପ କରି ପରସ୍ପରକୁ ଦୋଷ ଠେଲୁଥିବା ଦେଖିବାକୁ…

ଗୁଜରାଟ ନିର୍ବାଚନ: ଏଥର କାହାକୁ ସମର୍ଥନ ଦେବେ ମୁସଲିମ୍ ମତଦାତା ?

ଅହମଦାବାଦ: ଗୁଜୁରାଟ ବିଧାନସଭା ନିର୍ବାଚନକୁ ନେଇ ଏବେ ସାରା ଦେଶର ନଜର ରହିଛି । ଏହି ବିଧାନସଭା ନିର୍ବାଚନରେ ମୁସଲିମ ଭୋଟର କାହାକୁ ସମର୍ଥନ କରିବେ ତାହା ମଧ୍ୟ ଚର୍ଚା ହେଉଛି । ବିଜେପି ପୂର୍ବଥର ଭଳି ଏଥର ମଧ୍ୟ ଜଣେ ବି ମୁସଲିମ ପ୍ରାର୍ଥୀଙ୍କୁ ଟିକେଟ ଦେଇନଥିବା ବେଳେ କଂଗ୍ରେସ ୬ ଜଣଙ୍କୁ…