Latest Odisha News

BREAKING NEWS

Browsing Category

ଫିଚର

ମେରୀ କମଙ୍କ ଅବସର ବିବାଦ: କେତେବେଳେ ହଁ ତ କେବେ ନାଁ

ନୂଆଦିଲ୍ଲୀ: ବୁଧବାର ଭାରତର ମହାନ ମହିଳା ବକ୍ସର ହଠାତ ବକ୍ସିଂରୁ ଅବସର ଘୋଷଣା କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରି ଦେଇଥିଲେ । ତେବେ ପୁନର୍ବାର ତାଙ୍କର ଆଉ ଏକ ବୟାନ କ୍ରୀଡାପ୍ରେମୀଙ୍କୁ ଦ୍ୱନ୍ଦ୍ୱରେ ପକାଇଛି । ଏବେ ସେ କହିଛନ୍ତି ମୁଁ ଅବସର ଘୋଷଣା କରି ନାହିଁ । ଯେବେ ମୁଁ ଅବସର ଘୋଷଣା…

ଆଜି ଭାରତ ଆସିବେ ଫ୍ରାନ୍ସ ରାଷ୍ଟ୍ରପତି, ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଦେବେ ଯୋଗ

ନୂଆଦିଲ୍ଲୀ: ଆଜିଠୁ ଦୁଇ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ । ଭାରତର ୭୫ତମ ସାଧାରଣତନ୍ତ୍ର ଦିବସରେ ମୁଖ୍ୟଅତିଥି ହେବେ ଇମାନୁଏଲ ମାକ୍ରନ । ଆଜି ରାଜସ୍ଥାନରେ ପହଞ୍ଚିବେ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ । ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର…

ଏଥର ଅନୁଗୋଳରୁ ପ୍ରାର୍ଥୀ କିଏ ?

ଭୁବନେଶ୍ୱର: ବିଜେଡ଼ିର ଗଡ଼ ଅନୁଗୋଳ। ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ସରକାର ଆସିବା ପରଠାରୁ ହିଁ ଜିଲ୍ଲାରେ ବିଜେଡ଼ି ବାଜିମାତ କରି ଆସୁଛି। ୨୦୦୦ ଓ ୨୦୦୪ ମସିହା ନିର୍ବାଚନକୁ ବାଦ ଦେଲେ ଜିଲ୍ଲାର ୫ଟି ଯାକ ବିଧାନସଭା ଆସନ ଅନୁଗୋଳ, ଛେଣ୍ଡିପଦା, ଆଠମଲ୍ଲିକ, ପାଳଲହଡ଼ା ଓ ତାଳଚେରରେ…

ଧରା ପଡିଲେ ଜମତାରା ଗ୍ୟାଙ୍ଗ, ୪ ଅଭିଯୁକ୍ତଙ୍କୁ ଗିରଫ କଲା କେନ୍ଦୁଝର ପୋଲିସ

କେନ୍ଦୁଝର: କେନ୍ଦୁଝର ପୋଲିସର ବଡ ସଫଳତା । ସାଇବର କ୍ରାଇମ ପାଇଁ ବ୍ୟବହାର ହେଉଥିବା ନକଲି ୪ ହଜାର ସିମକାର୍ଡ଼ ବିକ୍ରି କରିଥିବା ୪ଜଣ ଅପରାଧୀଙ୍କୁ ଗିରଫ କରିଛି କେନ୍ଦୁଝର ଜିଲ୍ଲା ପୋଲିସ । ଏହି ୪ ହଜାରରୁ ଉର୍ଦ୍ଧ୍ଵ ନକଲି ସିମ୍ କାର୍ଡ଼ ଝାଡଖଣ୍ଡ, ବିହାର, ରାଜସ୍ଥାନ ଆଦି ରାଜ୍ୟର ସାଇବର୍…

କ୍ଷୁଦ୍ରତମ ରାମ ମନ୍ଦିର କଲେ ଉଦୟପୁରର କଳାକାର

ଉଦୟପୁର: ଅଯୋଧ୍ୟାରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ ହୋଇଯାଇଛି । ଏଥିନେଇ ଭାରତ ରାମମୟ ହୋଇ ଉଠିଛି । ଯିଏ ଯାହାର ଶୈଳୀରେ ଏହି ଉତ୍ସବ ମନେଇବାରେ ବ୍ୟସ୍ତ । ଉଦୟପୁରର ପୀୟୁଷ ପ୍ରତାପ ସିଂ ଗହମଠାରୁ କ୍ଷୁଦ୍ର ରାମ ମନ୍ଦିର କଳାକୃତି ପ୍ରସ୍ତୁତ କରିଛନ୍ତି । ଏହାର ଓଜନ ୦.୦୨୦…

ଆସନ୍ତାକାଲିଠୁ ପାଗ ବଦଳିବ, ୩୧ ଯାଏଁ ରାଜ୍ୟରେ ଜାରି ରହିବ କୋହଲା ପାଗ ସାଙ୍ଗକୁ ଥଣ୍ଡା ପବନ

ଭୁବନେଶ୍ବର: ରାଜ୍ୟରେ ଏବେ ବର୍ଷା ସାଙ୍ଗକୁ ଲାଗି ରହିଛି କୋହଲା ପାଗ । ଯାହାଫଳରେ ଅସ୍ତବ୍ୟସ୍ତ ହୋଇପଡିଛି ଜନଜୀବନ । ବର୍ତ୍ତମାନ ସମୟରେ ପଶ୍ଚିମ ଓଡ଼ିଶାରେ ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଶୀତରେ ଥରୁଛି ଦକ୍ଷିଣ ଓଡ଼ିଶା । ଉପକୂଳ ଓଡ଼ିଶାରେ ସ୍ଥାନେ ସ୍ଥାନେ ବର୍ଷା ସାଙ୍ଗକୁ…

ରାମ ମନ୍ଦିରକୁ ନେଇ ପ୍ରଧାମନ୍ତ୍ରୀଙ୍କୁ ଦିଗବିଜୟ ସିଂହଙ୍କ ୪ଟି ପ୍ରଶ୍ନ

ନୂଆଦିଲ୍ଲୀ: ରଘୁନନ୍ଦନ ରାମଲାଲାଙ୍କର ଭବ୍ୟ ପ୍ରାଣ ପ୍ରତିଷ୍ଠା ପରେ ଥମିବାରେ ନାଁ ନେଉନି ରାଜନୀତି। ଶାସକ ଦଳକୁ ବିରୋଧୀ ଟାର୍ଗେଟ କରିବାରେ କୌଣସି ସୁଯୋଗ ହାତ ଛଡ଼ା କରୁନାହାନ୍ତି। ଏହି କ୍ରମରେ କଂଗ୍ରେସ ନେତା ଦିଗବିଜୟ ସିଂ ରାମଲାଲାଙ୍କ ସମର୍ପଣ ସମାରୋହକୁ ନେଇ ପ୍ରଶ୍ନ ଉଠାଇଛନ୍ତି।…

ରାହୁଲ ଗାନ୍ଧିଙ୍କୁ ଗିରଫ କରାଯିବ: ଆସାମ ମୁଖ୍ୟମନ୍ତ୍ରୀ

ଆସାମ: ଲଗାତାର କିଛି ଦିନ ହେବ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା ଓ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ନେ଼ଇ ଚାଲିଥିବା ଆରୋପ ପ୍ରତ୍ୟାରୋପ ମଧ୍ୟରେ କଥା ପହଞ୍ଚିଛି ରାହୁଲଙ୍କ ଗିରଫଦାରୀରେ। ହିମନ୍ତ କହିଛନ୍ତି, ରାହୁଲ ଗାନ୍ଧିଙ୍କୁ ଗିରଫ କରାଯିବ । ତାଙ୍କ କହିବା କଥା ଯେ,…

ସମଲେଇ ପ୍ରକଳ୍ପ ଲୋକାର୍ପଣ: ୨୭ରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ବର: ଆସନ୍ତା ୨୭ତାରିଖରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ସେଦିନ ଚତୁର୍ଥ ଶନିବାର ଥିବାରୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ଥିବା ବେଳେ ସମସ୍ତ ଶିକ୍ଷାନୁଷ୍ଠାକୁ ବନ୍ଦ ଘୋଷାଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ଵରୀ…

ଆଜି ଠାରୁ ହାଇଦ୍ରାବାଦ ଟେଷ୍ଟ, ଘରୋଇ ଦଳର ଏଭଳି ରହିଛି ରେକର୍ଡ

ହାଇଦ୍ରାବାଦ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ଟିକିଆ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଆଜି ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଆରମ୍ଭ ହେବ। ୬ ବର୍ଷ ପରେ ହାଇଦ୍ରାବାଦରେ ଏକ ଆନ୍ତର୍ଜାତୀୟ ଟେଷ୍ଟ ମ୍ୟାଚ୍ ଖେଳାଯାଉଛି। ଶେଷ ଥର ପାଇଁ ଟିମ୍ ଇଣ୍ଡିଆ ୨୦୧୮ରେ…