Latest Odisha News

BREAKING NEWS

Browsing Category

ଫିଚର

ବାପା ହେବେ ବରୁଣ ଧଓ୍ବନ, ହିଣ୍ଟ୍‌ ଦେଲେ ସଲମାନ ଖାନ୍‌

ନୂଆଦିଲ୍ଲୀ : ବାପା ହେବାକୁ ଯାଉଛନ୍ତି ବରୁଣ ଧଓ୍ପନ । ଘରକୁ ଆସିବେ କୁନି ଅତିଥି  । ବାପା ହେବା କଥା ନେଇ ରିୟାଲିଟି ଟିଭି ଶୋ ବିଗ୍‌ବସ୍‌ରେ ଖୁଲାସା । ଲାଜେଇ ଗଲେ ବରୁନ ଧଓ୍ବନ ।  ରଣବୀର କପୁର କରଣ ସିଂ ଗ୍ରୋଭର ପରେ ବରୁଣ ମଧ୍ୟ ବାପା ହେବେ । ବଲିଓଡ ଅଭିନେତ୍ରୀ ଆଲିଆଭଟ ଓ ବିପାଶା…

ହିଜାବ ଆନ୍ଦୋଳନ: ପ୍ରଥମ ଥର ପାଇଁ ଆନ୍ଦୋଳନକାରୀଙ୍କୁ ଫାଶୀ ଦେବେ ଇରାନ ସରକାର

ତେହେରାନ: ହିଜାବକୁ ବିରୋଧ କରି ଇରାନରେ ସେପ୍ଟମ୍ବର ୧୬ରୁ ଆନ୍ଦୋଳନ ଚାଲିଛି । ଏଥିରେ ଅନେକ ମୃତାହତ ମଧ୍ୟ ହେଲେଣି । ତେବେ ଅନ୍ଦୋଳନ କମିବା ବଦଳରେ ବଢ଼ି ଚାଲିଛି । କେତେକ ବିଦେଶୀ ମିଡିଆ ରିପୋର୍ଟ ଅନୁସାରେ ଏହି ଆନ୍ଦୋଳନରେ ସାମିଲ ଜଣେ ବ୍ୟକ୍ତିଙ୍କୁ ଫାଶୀ ଦଣ୍ଡ ଦେବା ପାଇଁ ଇରାନ ସରକାରଙ୍କ…

ନେତାଜୀ ଜୟନ୍ତୀ ଜାତୀୟ ଛୁଟି ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀକୁ ଜାତୀୟ ଛୁଟି ଭାବେ ଘୋଷଣା କରିବାକୁ ନେଇ ଦାୟର ମାମଲାକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ଏହାସହିତ ସେଦିନ ପରାକ୍ରମ ଦିବସ ବି ପାଳନ କରାଯିବନି ବୋଲି କହିଛନ୍ତି ସୁପ୍ରିମକୋର୍ଟ । ସୁପ୍ରିମକୋର୍ଟ କହିଛନ୍ତି, କୌଣସି ଦିବସକୁ ଜାତୀୟ…

ଚିଟଫଣ୍ଡ ମାମଲା; ଆମିକସକ୍ୟୁରୀ ନିଯୁକ୍ତ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଚିଟଫଣ୍ଡ ଠକେଇ ମାମଲାରେ ବରିଷ୍ଠ ଆଇନଜୀବୀ ଗୌରବ ଅଗ୍ରଓ୍ୱାଲଙ୍କୁ ଆମିକସକ୍ୟୁରୀ ଭାବେ ନିଯୁକ୍ତ କଲେ ସୁପ୍ରିମକୋର୍ଟ । ଆଜି ଚିଟଫଣ୍ଡ ଠକେଇ ନେଇ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା । ସିବିଆଇ ସତ୍ୟପାଠ ଦାଖଲ ପାଇଁ ସମୟ ମାଗିଛି । ତେଣୁ ସୁପ୍ରିମକୋର୍ଟ ୨୫ ତାରିଖରେ ସତ୍ୟପାଠ…

ନାମାଙ୍କନ ଦାଖଲ ନକରି ଫେରିଲେ ପ୍ରଦୀପ ପୁରୋହିତ

ପଦ୍ମପୁର: ବରଗଡ଼ ଜିଲ୍ଲାର ପଦ୍ମପୁର ଆସନ ପାଇଁ ଉପନିର୍ବାଚନ ଲାଗି ନାମାଙ୍କନ ଦାଖଲ କଲେନି ପ୍ରଦୀପ ପୁରୋହିତ । ବିଜେପିରୁ ପ୍ରାର୍ଥୀ ଭାବେ ତାଙ୍କ ନାଁ ଘୋଷଣା କରାଯାଇଥିଲା । ପୂର୍ବରୁ କାର୍ଯ୍ୟକ୍ରମ ସ୍ଥିର ହୋଇଥିଲେ ସୁଦ୍ଧା ଆଜି ନାମାଙ୍କନ ଦାଖଲ ନକରି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ସେ…

ସାଜିଦଙ୍କ ଅଡୁଆ ବଢ଼ିଲା, ସାଂଘାତିକ ଅଭିଯୋଗ ଆଣିଲେ ପ୍ରିୟା

ମୁମ୍ବାଇ: ନିର୍ଦ୍ଦେଶକ ସାଜିଦ ଖାଁଙ୍କ ଅଡୁଆ କମିବାର ନାମ ଧରୁନି । ଜଣଙ୍କ ପରେ ଜଣେ ମଡେଲ କିମ୍ବା ଅଭିନେତ୍ରୀ ତାଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିବାରେ ଲାଗିଛନ୍ତି । ସୋମବାର ଦକ୍ଷିଣ ଭାରତ ଅଭିନେତ୍ରୀ ତଥା ମଡେଲ ଶୀଲା ପ୍ରିୟା ସେଠ ତାଙ୍କ ବିରୋଧରେ ସେକ୍ସୁଆଲ ହାରାଶମେଂଟ ଅଭିଯୋଗ…

ବରିହାଙ୍କ ବଡ଼ ଝିଅ ବର୍ଷାଙ୍କୁ ପ୍ରାର୍ଥୀ କଲା ବିଜେଡି

ଭୁବନେଶ୍ୱର: ପଦ୍ମପୁର ଉପନିର୍ବାଚନରେ ବର୍ଷା ବରିହାଙ୍କୁ ପ୍ରାର୍ଥୀ କରିଛି ବିଜେଡି । ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବର୍ଷାରାଣୀ ବରିହାଙ୍କୁ ବିଜେଡି ପ୍ରାର୍ଥୀ ଘୋଷଣା କରିଛନ୍ତି । ଦିବଙ୍ଗତ ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ ପରେ ଉପନିର୍ବାଚନ ତାରିଖ ଘୋଷଣା ହୋଇଥିଲା…

ଯନ୍ତ୍ରୀଙ୍କ ସମୁଦି ଘରୁ ନଗଦ ୨୫ ଲକ୍ଷ ଟଙ୍କା ଜବତ କଲା ଭିଜିଲାନ୍ସ

ଭୁବନେଶ୍ୱର:  ଆରଡବ୍ଲ୍ୟୁଏସ୍ଏସ୍ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପର୍କୀୟଙ୍କ ଘରୁ ୨୫ ଲକ୍ଷ ଟଙ୍କା ଠାବ ।   ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ଜିଲ୍ଲା ଉଦଳାଠାରେ ଆରଡବ୍ଲ୍ୟୁଏସ୍ଏସ୍ ରେ କାର୍ଯ୍ୟରତ ସହକାରୀ ନିର୍ବାହୀ ଯନ୍ତ୍ରୀ ରବିନାରାୟଣ ପଣ୍ଡାଙ୍କ ଘରେ ଆଜି ସକାଳୁ  …

ଜଳିଗଲା ପୂର୍ବତନ ମନ୍ତ୍ରୀ ବିଜୟ ମହାପାତ୍ରଙ୍କ ଘର

କେନ୍ଦ୍ରାପଡ଼ା: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ରଙ୍କ ଘର ନିଆଁ ଲାଗି ସମ୍ପୂର୍ଣ୍ଣ ଜଳି ପୋଡ଼ି ପାଉଁଶ ହୋଇ ଯାଇଛି । କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁର ବ୍ଲକ ତଳକୁସୁମା ପଞ୍ଚାୟତରେ ଥିବା ବିଜୟ ମହାପାତ୍ରଙ୍କ ଚାଳ ଛପର ଘରେ ଆଜି ମଧ୍ୟାହ୍ନରେ ହଠାତ୍ ନିଆଁ ଲାଗି…

ଯୁବତୀଙ୍କ ଶରୀରକୁ ୩୫ ଖଣ୍ଡ କରି ୧୮ ଦିନ ଧରି ରାତି ଅଧରେ ଫିଙ୍ଗୁଥିଲା ପ୍ରେମିକ

ନୂଆଦିଲ୍ଲୀ: ମୁମ୍ବାଇରେ ଚାକିରି ବେଳେ ପ୍ରେମ ଆଉ ତା’ପରେ ଡେଟିଂ ଆଉ ଲିଭ୍ ଇନ୍ ରିଲେସନସିପ୍ । ଫିଲ୍ମ କାହାଣୀ ଭଳି ଗଡ଼ି ଚାଲିଥିଲା ଜୀବନ ଗାଡ଼ି । ହେଲେ ହଠାତ୍ ସବୁକିଛି ବଦଳି ଗଲା । ଆଉ ରାକ୍ଷାସ ସାଜିଲା ପ୍ରେମିକ । ପ୍ରେମିକାର ଶରୀରକୁ ୩୫ ଖଣ୍ଡ କରି କାଟିବା ପରେ ୧୮ ଦିନ ଧରି…