Latest Odisha News

BREAKING NEWS

Browsing Category

ଫିଚର

ନିଜ ରାଜ୍ୟରେ ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ ନବୀନ ପଟ୍ଟନାୟକ: ଇଣ୍ଡିଆ ଟୁଡେ ସର୍ଭେ

ଭୁବନେଶ୍ବର: ପୁଣି ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ ଅଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । 'ଇଣ୍ଡିଆ ଟୁଡେ ମୁଡ୍‌ସ ଅଫ୍‌ ଦ ନେସନ' ସର୍ଭେରେ ନିଜ ରାଜ୍ୟରେ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ପୁଣି ଅନ୍ୟ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ପଛରେ…

ସାଂସଦ ରମେଶ ମାଝୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଗୋଡରେ ଲାଗିଛି ଆଘାତ

ନବରଙ୍ଗପୁର: ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ସାଂସଦ ଓ ତାଙ୍କ ଡ୍ରାଇଭରଙ୍କ ସମେତ ୩ ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ପ୍ରଥମେ ଚିକିତ୍ସା ପାଇଁ ଉମରକୋଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଚିକିତ୍ସା ପରେ ସମସ୍ତେ ଘରକୁ ଫେରିଛନ୍ତି ।…

କାଠି କଣ୍ଢେଇ ଦେଇଛି ଉଷସୀଙ୍କୁ ପରିଚୟ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ଆୟୋଜିତ ଏକାମ୍ର ଉତ୍ସବ ଶୁକ୍ରବାର ଶେଷ ହୋଇଛି। ଉତ୍ସବରେ ସ୍ଥାନୀୟ କଳାକାରଙ୍କୁ ନେଇ ରାତ୍ରୀକାଳୀନ ବଜାର ଖୋଲା ଯାଇଛି। ଯେଉଁଠି ଓଡ଼ିଶାର କାରିଗରମାନେ ନିଜର ଉତ୍ପାଦ ଦେଖାଇବାକୁ ସୁଯୋଗ ପାଇଛନ୍ତି। ବର୍ତ୍ତମାନ ସମୟରେ ସବୁଠି…

ହାଇୱା-ବୋଲେରୋ ମୁହାଁମୁହିଁ ଧକ୍କା; ଜଣେ ମୃତ, ୧୦ ଆହତ

ଭଦ୍ରକ: ହାଇୱା ଓ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ,୧୦ ଜଣ ଆହତ ହୋଇଛନ୍ତି । ଭଦ୍ରକର ଆରଡି ଛକ ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଦୁର୍ଘଟଣା  । ଖବର ମୁତାବକ, ଜଗା ଦର୍ଶନ ସାରି ବୋଲେରୋ ଟି…

ବିଳମ୍ବିତ ରାତିରେ ସାମ୍ବାଦିକଙ୍କୁ ଆକ୍ରମଣ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ଭୁବନେଶ୍ବର: ରାଜଧାନୀରେ ଅସୁରକ୍ଷିତ ହୋଇପଡିଛନ୍ତି ସାମ୍ବାଦିକ । ପୁଣି ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା ସାମ୍ନାକୁ ଆସିଛି । ଏକ ଘରୋଇ ଟିଭି ଚ୍ୟାନେଲର ରିପୋର୍ଟର ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ଗତକାଲି ବିଳମ୍ବିତ ରାତିରେ ୪ ଜଣ ଯୁବକ ୨ଟା ବାଇକରେ ଆସି ଖଣ୍ଡାରେ ଆକ୍ରମଣ କରିଛନ୍ତି ।…

ଟ୍ରାଫିକ ଇନ୍‌ସପେକ୍ଟର ପ୍ରଶାନ୍ତ ମହାପାତ୍ର ଗିରଫ, ୬ ଲକ୍ଷ ୭୯ ହଜାର ଟଙ୍କା ଜବତ

ଜଗତସିଂହପୁର: ଗିରଫ ହେଲେ ଜଗତସିଂହପୁର ଆରଟିଓ କାର୍ଯ୍ୟାଳୟର ଟ୍ରାଫିକ ଇନ୍ସପେକ୍ଟର ପ୍ରଶାନ୍ତ ମହାପାତ୍ର । ଦୁର୍ନୀତି ମାମଲାରେ ଆଜି ପ୍ରଶାନ୍ତ ମହାପାତ୍ରଙ୍କୁ ଗିରଫ କଲା ଭିଜିଲାନ୍ସ । ତାଙ୍କ ନିରଟରୁ ୬ ଲକ୍ଷ ୭୯ ହଜାର ଟଙ୍କା ଜବତ କରାଯାଇଛି । ସୂଚନା ମୁତାବକ, ଶୁକ୍ରବାର ପ୍ରଶାନ୍ତ…

କାରକୁ ପଛରୁ ପିଟିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ଦୁଇ ମହିଳା

ଭୁବନେଶ୍ବର: ଭୁବନେଶ୍ୱର ନୟାପଲ୍ଲୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କାରକୁ ପଛପଟୁ ଧକ୍କା ଦେଇଛି ଏକ ଟ୍ରକ୍ । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ରାସ୍ତାର ଆରପଟେ ଆସି କାରଟି ଛିଟିକି ପଡ଼ିଥିଲା । ରାସ୍ତା ମଝିରେ ଥିବା ଡିଭାଇଡରକୁ ଭାଙ୍ଗି କାରଟି ଦୁର୍ଘଟଣା ଘଟିଛି । କାର ଭିତରେ ଥିବା…

ଓଡ଼ିଶାକୁ ଶହେ ବର୍ଷ ପୂର୍ତ୍ତି ସମୟରେ ଶହେ ପିଲାଙ୍କର ୧୦୦ କୋଟି ଟଙ୍କା ବ୍ୟବସାୟ କରାଇବା ଲକ୍ଷ୍ୟ: ଧର୍ମେନ୍ଦ୍ର…

ଭୁବନେଶ୍ୱର: ଷ୍ଟାର୍ଟଅପକୁ ପ୍ରୋତ୍ସାହିତ କରିବା ସହ ଓଡ଼ିଶାକୁ ଶିଳ୍ପ ଜଗତର ପେଣ୍ଠସ୍ଥଳୀ ଭାବରେ ପ୍ରତିଷ୍ଠା କରିବା ଲକ୍ଷ୍ୟରେ ଆସନ୍ତାକାଲି ଆଇଆଇଟି ଭୁବନେଶ୍ୱରର ଗବେଷଣା ଏବଂ ଉଦ୍ୟମିତା ପାର୍କର ୧୦୦ କ୍ୟୁବ୍ ଷ୍ଟାର୍ଟଅପ ପଦକ୍ଷେପର ଶୁଭାରମ୍ଭ ହେବ । ଏହାର ଅବ୍ୟବହିତ ପୂର୍ବରୁ ଭୁବନେଶ୍ୱର…

୧୯ ବର୍ଷରୁ କମ ବିଶ୍ୱକପରୁ ସିନିୟର ଟିମରେ ଷ୍ଟାର ସାଜିଥିବା ଖେଳାଳି

ନୂଆଦିଲ୍ଲୀ: ୧୯ ବର୍ଷରୁ କମ ବିଶ୍ୱକପ କ୍ରିକେଟ ଫାଇନାଲ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ । ୨୪ ବର୍ଷ ତଳେ ଭାରତ କଲମ୍ବୋରେ ଶ୍ରୀଲଙ୍କାକୁ ହରାଇ ପ୍ରଥମ ଥର ଏହି ଟ୍ରଫି ହାସଲ କରିଥିଲା । ଏବେ ୫ମ ଥର ପାଇଁ ଟାଇଟଲ ଜିତିବା ପାଇଁ ପଡିଆକୁ ଓହ୍ଲାଇବ । ୨୦୦୪ରେ ମହମ୍ମଦ କୈଫଙ୍କ ନେତୃତ୍ୱରେ…

ବିଧାନସଭା ପରିସରରେ ରାଣୀ ମା’ଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି 

ଭୁବନେଶ୍ବର:ଭୁବନେଶ୍ବରରେ ରାଣୀସାହେବାଙ୍କ ଶେଷ ଦର୍ଶନ। ବିଧାନସଭା ପରିସରରେ ବିଧାୟକ ଗଣଙ୍କ ଉପସ୍ଥିତିରେ ଦିଆଯାଇଛି ଶ୍ରଦ୍ଧାଞ୍ଜଳି। ପ୍ରଖ୍ୟାତ ରାଜନୀତିଜ୍ଞ, ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାର ଦେଓଙ୍କର ପାର୍ଥିବ ଶରୀର ଓଡ଼ିଶାରେ ପହଞ୍ଚିଛି। ସ୍ଵତନ୍ତ୍ର ବ୍ୟବସ୍ଥା ସହ ତାଙ୍କ ମରଶରୀର…