Latest Odisha News

BREAKING NEWS

Browsing Category

ଫିଚର

ଧାମନଗର ବିଜୟ ପରେ ବିଜେପି କହିଲା ‘ମିଛ କୁହନ୍ତୁନି ମୁଖ୍ୟମନ୍ତ୍ରୀ’

ଭୁବନେଶ୍ୱର: 'ଆଶା ଥିଲା ବିଜେପି ଜିତିବ' । ଧାମନଗର ଉପନିର୍ବାଚନରେ ବିଜେପିର ବିଜୟକୁ ନେଇ ବିଜେଡି ସୁପ୍ରିମୋଙ୍କ ଏହି ମନ୍ତବ୍ୟ ଏବେ ସୃଷ୍ଟି କରିଛି ଝଡ଼ । ବିଜେପି, ବିଜେଡିକୁ କାଉଣ୍ଟର କରି କହିଛି ଶାସକ ଦଳ ଧାମନଗରରେ ଦଳ, ବଳ, କୌଶଳ ସବୁ ଲଗାଇଥିଲା । ଲୋକଙ୍କୁ ଟଙ୍କା ବାଣ୍ଟିବା ସହ ଧମକ…

ଡବଲ ମର୍ଡର କେସ୍ : ଅନୁପ ସାଏଙ୍କୁ ବଡ଼ ଆଶ୍ୱସ୍ତି

ରାୟପୁର : ଡବଲ ମର୍ଡର ମାମଲାରେ ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ବଡ଼ ଆଶ୍ୱସ୍ତି । ତଳକୋର୍ଟର ସମସ୍ତ ଦଣ୍ଡାଦେଶ ଉପରେ ରୋକ୍ ଲଗାଇଲେ ଛତିଶଗଡ଼ ହାଇକୋର୍ଟ । ହାଇକୋର୍ଟରେ  କ୍ରିମିନାଲ ଅପିଲ ମାମଲା ଶେଷ ଯାଏ ଲାଗିଲା ରୋକ୍  ।  ଅନୁପ ସାଏଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ ଦେଇଥିଲେ…

ଭାରତ ସମେତ ୧୨ ଟିମ ୨୦୨୪ ଟି୨୦ ବିଶ୍ୱକପ ପାଇଁ ହାସଲ କଲେ ଯୋଗ୍ୟତା

ମେଲବୋର୍ଣ୍ଣ: ଅଷ୍ଟ୍ରେଲିଆର ଟି୨୦ ବିଶ୍ୱକପ ଅନ୍ତିମ ପର୍ଯ୍ୟାୟରେ ପଂହଚିଛି । ଇତି ମଧ୍ୟରେ ୨୦୨୪ ବିଶ୍ୱକପ ପାଇଁ ଭାରତ ସମେତ ୧୨ ଟିମ ସିଧାସଳଖ ଯୋଗ୍ୟତା ହାସଲ କରିଛନ୍ତି । ୱେଷ୍ଟଇଣ୍ଡିଜ-ଆମେରିକାରେ ହେବାକୁ ଥିବା ଏହି ବିଶ୍ୱକପ ପାଇଁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଆୟୋଜକ ଭାବେ…

ପଦ୍ମପୁର ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ହେବା ନେଇ ଆଶାବାଦୀ ତିଲୋତ୍ତମା

ବରଗଡ଼: ଧାମନଗର ପରେ ଏବେ ସମସ୍ତଙ୍କ ଆଖି ପଦ୍ମପୁର ଉପନିର୍ବାଚନ ଉପରେ । ଅନୁକମ୍ପା ଭୋଟରେ ବିଜେପି ବିଜୟୀ ହୋଇ ଆସନକୁ ବଜାୟ ରଖିଥିବା ବେଳେ ପଦ୍ମପୁରରେ କଣ ହେବ ? ବିଜେଡି ଅନୁକମ୍ପା କାର୍ଡ ଖେଳି ଦିବଙ୍ଗତ ବିଧାୟକଙ୍କ ସ୍ତ୍ରୀ ତିଲୋତ୍ତମା ବରିହାଙ୍କୁ ପ୍ରାର୍ଥୀ କରିବ କି ନାହିଁ ସେନେଇ ଦଳ…

ଓଡ଼ିଶାର ତିନି ଜଣଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗଲ୍ ପୁରସ୍କାର

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ହାତରୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗଲ୍ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ତିନି ଜଣ । ନର୍ସ ଖୁଲଣା ବାରିକ ଓ ନର୍ସ ଶିବାନୀ ଦାସ ଏବଂ ଏଏନ୍ଏମ୍ ଦମୟନ୍ତୀ ରାଉତ ରାଷ୍ଟ୍ରପତିଙ୍କ ଠାରୁ ପୁରସ୍କୃତ ହୋଇଛନ୍ତି । ୨୦୨୧ ପାଇଁ ସେମାନଙ୍କୁ ଏହି…

ଗର୍ଭଗୃହକୁ ଯିବେ ଓ ମହାପ୍ରସାଦ ସେବନ କରିବେ ରାଷ୍ଟ୍ରପତି

ପୁରୀ : ଆସନ୍ତା ୧୦ ତାରିଖରେ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସକାଳେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବେ । ସେଠାରୁ ପୁରୀ ଆସି ସିଂହଦ୍ଵାର ନିକଟରେ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାଶଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ।…

ଆସନ୍ତାକାଲି ଚଳିତବର୍ଷର ଶେଷ ଚନ୍ଦ୍ରଗ୍ରହଣ

ଭୁବନେଶ୍ୱର : ଆସନ୍ତାକାଲି ଚଳିତବର୍ଷର ଶେଷ ଚନ୍ଦ୍ରଗ୍ରହଣ । ଅପରାହ୍ନ ୨ଟା ୩୮ ମିନିଟରେ ଗ୍ରହଣ ସ୍ପର୍ଶ ହେବ । ସନ୍ଧ୍ୟା ୫ଟା ୧୧ରୁ ଚନ୍ଦ୍ର ଗ୍ରହଣ ଦୃଶ୍ୟମାନ ହୋଇ ୬ଟା୧୮ ମିନିଟରେ ଗ୍ରହଣ ସର୍ବମୋକ୍ଷ ହେବ । ମୋଟ ୧ଘଣ୍ଟା ୧୨ ମିନିଟ ୪୮ ସେକେଣ୍ଡ ଚନ୍ଦ୍ର ଗ୍ରହଣ ଦୃଶ୍ୟମାନ ହେବ । ଦେଶସାରା…

ଲଷ୍ମୀନୃସିଂହ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ

ପୁରୀ : ଆଜି ପଞ୍ଚୁକ ଶୁକ୍ଲ ଚର୍ତୁଦ୍ଦଶୀ ତିଥି ।  ଲଷ୍ମୀନୃସିଂହ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ। ଆଜି ସକାଳେ ଅବକାଶ ନୀତି ବଢ଼ିବା ପରେ ମହାପ୍ରଭୁଙ୍କୁ ଲଷ୍ମୀ ନୃସିଂହ ବେଶରେ ସଜ୍ଜିତ କରାଯାଇଥିଲା। ମହାପ୍ରଭୁଙ୍କ ଏହି ଦୁର୍ଲ୍ଲଭ ବେଶ ଦେଖିବା ପାଇଁ ଶ୍ରୀମନ୍ଦିରରେ ପ୍ରବଳ…

ବଡ଼ଓଷାରେ ବି ଶୀତ ନାହିଁ, ୨ ଦିନ ହାଲୁକା କୁହୁଡ଼ି

ଭୁବନେଶ୍ୱର: କାର୍ତ୍ତିକ ସରିବାକୁ ବସିଲାଣି ହେଲେ ଶୀତର ଦେଖା ନାହିଁ । ଅନ୍ୟ ବର୍ଷ ଅପେକ୍ଷା ଚଳିତବର୍ଷ ଆଶାତୀତ ଶୀତ ଅନୁଭୂତ ହେଉନାହିଁ । ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟରେ ସେଭଳି ତାପମାତ୍ରା ମଧ୍ୟ ଖସିବାର ସମ୍ଭାବନା ନଥିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।…

ଗୁଜରାଟ ନିର୍ବାଚନ: ଭାରିଜା ନା ଉଭଣୀ.. ଜାଡେଜା କାହା ସମର୍ଥନରେ କରିବେ ବ୍ୟାଟିଂ?

ଅହମଦାବାଦ: ଘରେ ମା' ଛେଉଣ୍ଡ ପିଲା ଥିଲେ ଯଦି ଉଭଣୀଟିଏ ଥାଏ ତେହେଲେ ସାନ ଭାଇଟେ ବଡ ଆଶ୍ୱସ୍ତ ହୋଇଯାଏ। କାରଣ ତା'ର ଲାଳନ ପାଳନ ବଡ ଉଭଣୀ ହାତରେ ନ୍ୟସ୍ତ ଥାଏ। କିନ୍ତୁ ସମୟ ଚକ୍ରରେ ଉଭୟ ନିଜ ଗୋଡରେ ଛିଡା ହୁଅନ୍ତି। କିନ୍ତୁ ଏକ ପରିସ୍ଥିତି ଏପରି ଆସେ ଯେଉଁଠି ଭାଇଟିଏ ପରିବାରର…