Latest Odisha News

BREAKING NEWS

Browsing Category

ଫିଚର

ଦୁବାଇରୁ ଶାହାରୁଖ ଆଣିଥିଲେ ଲକ୍ଷ ଲକ୍ଷ ଟଙ୍କାର ଘଡି, ପେନାଲ୍ଟି ଦେଲେ ୭ ଲକ୍ଷ

ମୁମ୍ବାଇ: ଦୁବାଇରୁ ଲକ୍ଷ ଲକ୍ଷ ଟଙ୍କାର ଦାମୀ ଘଡି ଆଣି ଅଡୁଆରେ ପଡିଛନ୍ତି ବଲିଉଡ ହୀରୋ ଶାହାରୁଖ ଖାଁ । ମୁମ୍ବାଇ ବିମାନ ବନ୍ଦରରେ କଷ୍ଟମ ବିଭାଗ ପକ୍ଷରୁ ତାଙ୍କୁ ଅଟକ ରଖାଯାଇ ତଲାସି ନିଆଯାଇଥିଲା । ଆଶ୍ଚର୍ଯ୍ୟଜନକ ଭାବେ ଶାହାରୁଖଙ୍କ ନିକଟରୁ ବଡ ବଡ କମ୍ପାନୀର ଘଡି ମିଳିଥିଲା । କଷ୍ଟମ…

ଆନ୍ଧ୍ରପ୍ରଦେଶକୁ ୧୦,୫୦୦ କୋଟିର ଭେଟି ଦେଲେ ପ୍ରଧାନମନ୍ତ୍ରୀ

ବିଶାଖାପାଟନମ୍ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ବିଶାଖାପାଟନମ ଠାରେ ଭିତ୍ତି ପ୍ରସ୍ତର ସ୍ଥାପନ କରି ୧୦,୫୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ପ୍ରକଳ୍ପକୁ  ଦେଶ ପାଇଁ ଉତ୍ସର୍ଗ କରିଛନ୍ତି । ବିପ୍ଳବ ଭେରୁଦୁ ଆଲୁରୁ ସୀତାରାମରାଜଙ୍କ ୧୨୫ ତମ ଜନ୍ମ ବାର୍ଷିକୀରେ ସେ…

ଟଙ୍କା ପାଇଁ ନିଜ ସ୍ତ୍ରୀକୁ ପରପୁରୁଷକୁ ବିକିଦେଲା ସ୍ବାମୀ

କଳାହାଣ୍ଡି : ରକ୍ଷକ ସାଜିଲା ଭକ୍ଷକ । ସାମାନ୍ୟ କିଛି ଟଙ୍କା ପାଇଁ ନିଜ ଧର୍ମପତ୍ନୀକୁ ପରପୁରୁଷକୁ ବିକ୍ରି କରିଦେଲା ସ୍ବାମୀ । କଥାରେ ଅଛି ପ୍ରେମ ମଣିଷକୁ ଅନ୍ଧ କରିଦିଏ କିନ୍ତୁ ବର୍ତ୍ତମାନ ସମୟରେ ଟଙ୍କା ମଣିଷକୁ ଅନ୍ଧ କରୁଥିବା ନଜିର ରହିଛି । ତେବେ ଏଭଳି ଅମାନବୀୟ ଘଟଣା କଳାହାଣ୍ଡି…

ଜରାଶ୍ରମର ସଭାପତିଙ୍କୁ ବୀଭତ୍ସ ହତ୍ୟା

ପାରାଦୀପ : ଜରାଶ୍ରମର ସଭାପତିଙ୍କୁ ନିର୍ମମ ହତ୍ୟା। କଟୁରୀ ରେ ହାଣି ହତ୍ୟା କରିଥିବା ଅଭିଯୋଗ । ତେବେ  ଜରାଶ୍ରମର ଜଣେ କର୍ମଚାରୀ ହତ୍ୟା କରିଛନ୍ତି । ମୃତକ ଜଣକ ହେଲେ ରତ୍ନମାଳୀଜେମା ଜରାଶ୍ରମର ସଭାପତି ସନ୍ତୋଷ ବେହେରା। ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ଜଣକ ଆତ୍ମହତ୍ୟା କରିବା ପାଇଁ ଉଦ୍ୟମ…

ରାତାରାତି କାଙ୍ଗାଳ ହୋଇଗଲେ କୋଟିପତି ଯୁବକ, ବୁଡିଗଲା ୧୪.୬ ଅରବ ଡଲାର

ରାତାରାତି କୋଟିପତିରୁ କାଙ୍ଗାଳ ହୋଇଗଲେ  ଏଫଟିଏକ୍ସର ସିଇଓ ସେମ୍ ବ୍ୟାଙ୍କମ୍ୟାନ ଫ୍ରାଏଡ । ମାତ୍ର ୨୪ ଘଣ୍ଟାରେ ତାଙ୍କ ସମ୍ପତିର ନେଟ ୱର୍ଥ ୯୪ ପ୍ରତିଶତ ତଳକୁ ଖସି ଆସିଛି । ତାଙ୍କର ମୂଳ ସମ୍ପତ୍ତି ୧୫.୬ ଅରବ ଡଲାର ଥିଲା  । କିନ୍ତୁ ଗୋଟିଏ ଦିନରେ ଏହାର ମୂଲ୍ୟ ୧୪.୬ ଅରବ ଡଲାର  ହ୍ରାସ…

ସଟସର୍କିଟରୁ ଜଳିଗଲା ୮ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

କାମାକ୍ଷାନଗର : ଖଟଖୁରା ଗାଁରେ ଭୟାବହ ଅଗ୍ନିକାଣ୍ଡ । ନିଆଁରେ ଜଳିଗଲା ୮ ବଖରା ଘର । ଏନେଇ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଏହା ବିଦ୍ୟୁତ ସର୍ଟସର୍କିଟ କାରଣରୁ ହୋଇଥିବା ସନ୍ଦେହ କରାଯାଉଛି । ଖଟଖୁରା ଗାଁ ନୂଆସାହିର ଜମ୍ବେଶ୍ଵର ବିଶ୍ୱାଳ, ଗୋପାଳ ବିଶ୍ୱାଳ ଓ ସୁବଳ…

୩୩ଟି ରୁଟରେ ବିହାର-ଓଡ଼ିଶା ମଧ୍ୟରେ ଗଡ଼ିବ ବସ୍

କଟକ: ଏଣିକି ୧୫ଟି ନୁହେଁ, ୩୩ଟି ରୁଟରେ ବିହାର ଓ ଓଡ଼ିଶା ମଧ୍ୟରେ ହେବ ବସ୍ ଚଳାଚଳ । ଏନେଇ ଓଡିଶା ଏବଂ ବିହାର ସରକାରରଙ୍କ ମଧ୍ୟରେ ଚୁକ୍ତିନାମା ସ୍ୱାକ୍ଷର ହୋଇଛି । ଚୁକ୍ତିନାମା ଅନୁଯାୟୀ, ବର୍ତ୍ତମାନ ଉଭୟ ସରକାରଙ୍କ ପରିବହନ ବିଭାଗର ପ୍ରାୟ ୨୧, ୮୬୭ କିଲାମିଟର ଅତିକ୍ରମ କରୁଥିବା ୩୩…

ଟି୨୦ ବିଶ୍ୱକପ ଫାଇନାଲରେ ଲା ଲୀନା ଭୟ

ମେଲବୋର୍ଣ୍ଣ: ଟି୨୦ ବିଶ୍ୱକପ କ୍ରିକେଟ ଫାଇନାଲ ରବିବାର ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଖେଳାଯିବ । ତେବେ ଫାଇନାଲରେ ବର୍ଷା ଆଶଙ୍କା ରହିଛି । ପାଣିପାଗ ରିପୋର୍ଟ ଅନୁସାରେ ବର୍ତମାନ ରବିବାର ଶତ ପ୍ରତିଶତ ଏବଂ ରିଜର୍ଭ ଡେ ସୋମବାରରେ ୯୫ ପ୍ରତିଶତ ବର୍ଷା ହୋଇପାରେ । ତେବେ ଅଷ୍ଟ୍ରେଲିଆରେ…

ଅଖିଳ ଗିରିଙ୍କ ୟୁ-ଟର୍ଣ୍ଣ; ଇସ୍ତଫା ଦାବି କଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ତାତ୍ସଲ୍ୟ ମାମଲାରେ ବିଜେପି ପକ୍ଷରୁ ଜୋରଦାର ବିରୋଧ ହୋଇଛି । ମମତା ବାନାର୍ଜିଙ୍କ ସରକାରରେ ମନ୍ତ୍ରୀ ଥିବା ଅଖିଳ ଗିରିଙ୍କ ମନ୍ତବ୍ୟ ଆପତ୍ତିଜନକ ଓ ଅତ୍ୟନ୍ତ ନିନ୍ଦନୀୟ । ତାଙ୍କୁ ତୁରନ୍ତ ପଦତ୍ୟାଗ କରିବା ଉଚିତ ବୋଲି କହିଛନ୍ତି କେନ୍ଦ୍ର…