Latest Odisha News

BREAKING NEWS

Browsing Category

ଫିଚର

ଆଜିଠାରୁ ହବିଷ୍ୟାଳୀଙ୍କ ଅନଲାଇନ ଆବେଦନ…

ଭୁବନେଶ୍ୱର: 'ହବିଷ୍ୟାଳୀ ୨୦୨୬' ପାଇଁ ଅନ୍‌ଲାଇନ୍ ପଞ୍ଜୀକରଣ ଅକ୍ଟୋବର ୬ ଅର୍ଥାତ୍ ଆଜିଠାରୁ ଆରମ୍ଭ ହେବ। ଇଚ୍ଛୁକ ହବିଷ୍ୟାଳୀ ମାନେ https://edistrict.odisha.gov.in ଅଫିସିଆଲ୍ ୱେବସାଇଟ୍ ମାଧ୍ୟମରେ ଆବେଦନ କରିପାରିବେ। ଧାର୍ଯ୍ୟ ସଂଖ୍ୟା ପୂରଣ ହେବା ପର୍ଯ୍ୟନ୍ତ ଚାଲିବ ଏହି…

ଭୂକମ୍ପରେ ଥରିଲା ଆସାମର ନାଗାଓଁ; ତୀବ୍ରତା ୪.୫…

ଗୌହାଟି: ଆସାମର ନାଗାଓଁ ଜିଲ୍ଲାରେ ମଙ୍ଗଳବାର ସକାଳେ ଏକ ମଧ୍ୟମଧରଣ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିଲା। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୫ ମପାଯାଇଥିଲା। ଏନେଇ NCS କହିଛି ଯେ ଭୂକମ୍ପ ସକାଳ ୪:୨୩ ରେ ରେକର୍ଡ କରାଯାଇଥିଲା।…

ଲାଞ୍ଚ ନେଇ ଫସିଲେ ଆରଆଇ, ପ୍ରମାଣପତ୍ର ପାଇଁ ୫ ହଜାର…

ଭୁବନେଶ୍ୱର: ଆଇନଗତ ଉତ୍ତରାଧିକାରୀ ପ୍ରମାଣପତ୍ର ପ୍ରଦାନ ପାଇଁ ତଦନ୍ତ ରିପୋର୍ଟ ଆଗକୁ ବଢ଼ାଇବା ନିମନ୍ତେ ୫,୦୦୦ ଟଙ୍କା  ଲାଞ୍ଚ ନେଉଥିବା ବେଳେ ସୋମବାର ଦିନ ଓଡ଼ିଶା ଭିଜିଲାନ୍ସ ବିଭାଗ ଭୁବନେଶ୍ୱରର ୟୁନିଟ୍-୬ ଅନ୍ତର୍ଗତ କେଶରୀ ନଗର ସର୍କଲର ରାଜସ୍ୱ ନିରୀକ୍ଷକ (ଆରଆଇ) ନିରଞ୍ଜନ ସିଂହଙ୍କୁ…

ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଛେଦ; ୧୫ରେ ଛାତ୍ର ସଂସଦ ନିର୍ବାଚନ

ଭୁବନେଶ୍ୱର: ବହୁ ଚର୍ଚ୍ଚା ପରେ ବାଜିଲା ଛାତ୍ର ସଂସଦ ନିର୍ବାଚନ ବିଗୁଲ। ଖୁବଶୀଘ୍ର ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବା ନେଇ ଆଜି ସୂଚନା ଦେଇଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ପରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, "…

ଫ୍ଲାଇଦୁବାଇ ହାଇଜାକର ଅଲ୍ ହମାମୀର ବିସ୍ଫୋରକ ସ୍ଵୀକାରୋକ୍ତି; ମୁଁ ମରିବାକୁ ଡରେ ନାହିଁ…

ନୂଆଦିଲ୍ଲୀ: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଏଦୁବାଇ ବିମାନ ଅପହରଣ କରିବାକୁ ଚେଷ୍ଟା କରିଥିବା ସହ-ପାଇଲଟ୍ ସମ୍ପର୍କରେ ନୂଆ ଖୁଲାସା ହୋଇଛି। ଓମାନ ପାଇଲଟ୍ ହମାମ ଅଲ-ହାମାମିଙ୍କ ଜେରାରେ ସାମିଲ ଥିବା ଜଣେ ସାଉଦି ଅଧିକାରୀ କହିଛନ୍ତି ଯେ ହମାମି କ୍ୟାପ୍ଟେନ ସ୍ମିତ୍ ମାଛରଙ୍କୁ ଆକ୍ରମଣ…

ଭାରତୀୟ କମ୍ପାନୀ ଉପରେ ଋଷର ଡ୍ରୋନ ଆକ୍ରମଣ, ଜଣେ ମୃତ

କିଭ୍: ୟୁକ୍ରେନରେ ଭାରତୀୟ ଔଷଧ କମ୍ପାନୀ କୁସୁମ ଗ୍ରୁପ୍‌ର ଔଷଧ କାରଖାନା ଉପରେ ଏକ ରୁଷିଆ ଡ୍ରୋନ୍ ଆକ୍ରମଣ କରିଥିଲା। ଏଥିରେ ଜଣେ ବ୍ୟକ୍ତି ପ୍ରାଣ ହରାଇଥିଲେ ଏବଂ ଅନେକ ଆହତ ହୋଇଥିଲେ। ଅଧିକାରୀଙ୍କ ଅନୁଯାୟୀ, ୟୁକ୍ରେନର ସୁମିରେ ଥିବା କାରଖାନାରେ ଆକ୍ରମଣ ହୋଇଥିଲା, ଯାହା ପ୍ରାୟତଃ…

ଆସୁଛି ଲଘୁଚାପ, ପାର୍ବଣରେ ଭିଜିବ ଓଡ଼ିଶା

ଭୁବନେଶ୍ୱର: ଦୁର୍ଗା ପୂଜା ସମୟରେ ଓଡ଼ିଶାରେ ପାଣିପାଗ ପୁଣି ଥରେ ପରିବର୍ତ୍ତନ ହୋଇପାରେ। କାରଣ ଅକ୍ଟୋବର ୧୨ ତାରିଖ ଆଖପାଖରେ ଉତ୍ତର ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହା ଫଳରେ ଅକ୍ଟୋବର ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।…

ବରଗଡ଼ ଧନୁଯାତ୍ରା ଉପରେ ଆଧାରିତ ପ୍ରାମାଣିକ ଚଳଚ୍ଚିତ୍ର ‘ମାମୁ ଘରକୁ ଯାତ୍ରା’ର ସ୍କ୍ରିନିଂ ଉତ୍ସବ

ଭୁବନେଶ୍ୱର: ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଧନୁଯାତ୍ରାର ୭୯ ବର୍ଷର ସମୃଦ୍ଧ ପରମ୍ପରା ଓ ଏହା ସହ ଜଡ଼ିତ ଲୋକଙ୍କ ଭାବନା ଓ ଅନନ୍ୟ କଳାକୁ ନେଇ ପ୍ରସ୍ତୁତ ହୋଇଛି ଏକ ପୂର୍ଣ୍ଣାଙ୍ଗ ପ୍ରାମାଣିକ ଚଳଚ୍ଚିତ୍ର ‘ମାମୁ ଘରକୁ ଯାତ୍ରା’। ଶନିବାର ସନ୍ଧ୍ୟାରେ ଭୁବନେଶ୍ୱରଠାରେ ଆୟୋଜିତ ଏକ…

ନଭେମ୍ବର ସୁଦ୍ଧା ଅଧ୍ୟାପକ ନିଯୁକ୍ତି ସମାପ୍ତ କରିବାକୁ ରାଜ୍ୟପାଳଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ନଭେମ୍ବର ମାସର ପ୍ରଥମ ସପ୍ତାହ ସୁଦ୍ଧା ଅଧ୍ୟାପକ ପଦବୀ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରନ୍ତୁ ଏବଂ ମାସ ଶେଷ ସୁଦ୍ଧା ଏହାକୁ ସମ୍ପୂର୍ଣ୍ଣ କରନ୍ତୁ। ଏନେଇ ଓଡ଼ିଶାର ରାଜ୍ୟପାଳ ହରି ବାବୁ କମ୍ଭମପତି ଶନିବାର ଦିନ ରାଜ୍ୟର ସରକାରୀ ବିଶ୍ୱବିଦ୍ୟାଳୟ ଗୁଡ଼ିକର କୁଳପତିମାନଙ୍କୁ…

Asian Games: ଏସୀୟ କ୍ରୀଡ଼ାରେ ଇତିହାସ ରଚିଲା ଭାରତ, ପାକିସ୍ତାନକୁ ହରାଇ ଗୋଲ୍ଡ ହାତେଇଲା ଟିମ୍ ଇଣ୍ଡିଆ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ଦଳ ଏସୀୟ କ୍ରୀଡ଼ା ପୁରୁଷ କ୍ରିକେଟ୍ ପ୍ରତିଯୋଗିତାରେ ପାକିସ୍ତାନକୁ ପରାସ୍ତ କରି ସ୍ୱର୍ଣ୍ଣ ପଦକ ଜିତିଛି। ପୂର୍ବରୁ ଭାରତୀୟ ମହିଳା ଦଳ ମଧ୍ୟ ସ୍ୱର୍ଣ୍ଣ ପଦକ ଜିତିଥିଲା। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଟିମ୍ ଇଣ୍ଡିଆ ଚମତ୍କାର ପ୍ରଦର୍ଶନ କରି…