Latest Odisha News

BREAKING NEWS

Browsing Category

ଫିଚର

ପଞ୍ଚୁକରେ ଧବଳେଶ୍ୱରଙ୍କ ଭର୍ଚୁଆଲ୍ ଦର୍ଶନ

କଟକ : ପଞ୍ଚୁକରେ ଭର୍ଚୁଆଲ୍ ମୋଡ୍ ରେ ଦର୍ଶନ ଦେବେ ପ୍ରଭୁ ଧବଳେଶ୍ୱର । ଧବଳେଶ୍ୱର ମେଳା ବାତିଲ୍ ହେବା ପରେ ଦର୍ଶନ ପାଇଁ ମନଊଣା କରିଥିଲେ ଶ୍ରଦ୍ଧାଳୁ । ହେଲେ କଟକ ଜିଲ୍ଲା ପ୍ରଶାସନ ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର ଘୋଷଣା କରିଛି । ଭୋଳାନାଥଙ୍କ ଅନଲାଇନ୍ ଦର୍ଶନ ପାଇଁ ଏଲଇଡି ଲଗାଇବାକୁ…

ସାମନ୍ଥାକୁ ନେଇ ଚିନ୍ତାରେ ପୂର୍ବ ସ୍ୱାମୀ ନାଗା ଚୈତନ୍ୟ

ମୁମ୍ବାଇ : ଚର୍ଚ୍ଚାରେ ରହିଆସିଥିବା ସାଉଥ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୃ ବର୍ତ୍ତମାନ ମାୟୋସିଟିସର ରୋଗରେ ପୀଡ଼ିତ ଅଛନ୍ତି। ସାମନ୍ଥାଙ୍କ ସ୍ଵାସ୍ଥ୍ୟ ବିଷୟରେ ଜାଣି ଚିନ୍ତାରେ ପୂର୍ବତନ ସ୍ବାମୀ ନାଗା ଚୈତନ୍ୟ । ଛାଡପତ୍ର ପରେ ସାମନ୍ଥାଙ୍କ ପୂର୍ବତନ ସ୍ଵାମୀ ନାଗା ଏବଂ ତାଙ୍କ ପରିବାର…

ନେଦରଲାଣ୍ଡ ନିକଟରୁ ହାରି ବିଶ୍ୱକପରୁ ବିଦାୟ ନେଲା ଜିମ୍ବାୱେ

ମେଲବୋର୍ଣ୍ଣ: ଚଳିତ ଟି୨୦ ବିଶ୍ୱକପ କ୍ରିକେଟରେ ନେଦରଲାଣ୍ଡ ନିକଟରୁ ହାରି ଜିମ୍ବାୱେ ଟୁର୍ଣ୍ଣାମେଂଟରୁ ବାଦ ପଡିଛି । ଜିମ୍ବାୱେ ପ୍ରଥମେ ବ୍ୟାଟିଂ କରି ୧୯.୨ ଓଭରରେ ୧୧୭ ରନ କରି ଅଲଆଉଟ ହୋଇ ଯାଇଥିଲା । ସିକନ୍ଦର ରାଜା ୪୦ ରନ କରିଥିଲେ । ୯ଜଣ ବ୍ୟାଟ୍ସମ୍ୟାନ ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ…

ଚୀନର ‘ଫକ୍ସକନ୍ ଆଇଫୋନ ସିଟି’ରେ ଲକଡାଉନ୍

ବେଜିଂ : ଚୀନରେ ପୁଣି ଲକଡାଉନ । ଝେଙ୍ଗଝୁସ୍ଥିତ ଫକ୍ସକନ୍ ଟେକ୍ନୋଲଜି ଗ୍ରୁପର ମୁଖ୍ୟ କାରଖାନା ଆଖପାଖରେ ଲକଡାଉନ ଜାରି କରିଛି ସ୍ଥାନୀୟ ପ୍ରଶାସନ । ଯାହା ‘ଫକ୍ସକନ ଆଇଫୋନ ସିଟି’ ପ୍ଲାଣ୍ଟ ନାମରେ ପରିଚିତ । ଏହି କାରଖାନାଟି ବିଶ୍ୱର ସର୍ବବୃହତ୍ ଆଇଫୋନ୍ ଫ୍ୟାକ୍ଟ୍ରି । ନଭେମ୍ୱର ୯ ତାରିଖ…

ପ୍ରଦୂଷଣ ପାଇଁ ନିର୍ମାଣ ବନ୍ଦ, ଶ୍ରମିକଙ୍କୁ ମାସିକ ୫ ହଜାର ଟଙ୍କା ଦେବେ ସରକାର

ନୂଆଦିଲ୍ଲୀ: ଦୀପାବଳି ପର ଠାରୁ ଦିଲ୍ଲୀରେ ବଢ଼ିଛି ପ୍ରଦୂଷଣ । ଘରୁ ପଦାକୁ ବାହାରିବା ମାତ୍ରେ ରୁନ୍ଧି ହୋଇ ଯାଉଛି ନିଶ୍ୱାସ । ଫଳରେ ସରକାର ଦିଲ୍ଲୀ-ଏନସିଆରରେ ସମସ୍ତ ନିର୍ମାଣ ଓ ଉଚ୍ଛେଦ କାମ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି । ନିର୍ମାଣ କାର୍ଯ୍ୟ ବନ୍ଦ ଯୋଗୁଁ ଘରେ ହାତ ବାନ୍ଧି ବସିଛନ୍ତି…

ସହର ଅପେକ୍ଷା ଗାଁରେ ଅକ୍ଟୋବରରେ ବଢ଼ିଛି ବେରୋଜଗାରୀ

ନୂଆଦିଲ୍ଲୀ: ଗତମାସ ତୁଳନାରେ ଦେଶରେ ଅକ୍ଟୋବର ମାସରେ ବେରୋଜଗାରୀ ବଢ଼ିଛି । ଆଉ ସହରାଞ୍ଚଳ ତୁଳନାରେ ଗ୍ରାମାଞ୍ଚଳର ଅଧିକାଂଶ ଲୋକ ଚାକିରି ହରାଇଛନ୍ତି । ଚେନ୍ନାଇ ସ୍ଥିତ ସେଣ୍ଟର ଫର୍ ମନିଟରିଂ ଇଣ୍ଡିଆନ୍ ଇକୋନୋମି (CMIE) ଏହି ସୂଚନା ଦେଇଛି । ସିଏମ୍ଆଇ ଅନୁସାରେ, ଅକ୍ଟୋବର ମାସରେ…

ଇଟା ଭାଟିରେ ଜଳିଗଲା ପୁଅର ଗୋଡ଼, ଅନ୍ଧୁଣି ମା’କୁ ପୋଷିବ କିଏ ?

କାମାକ୍ଷାନଗର : ଅନ୍ଧୁଣି ମା‘ର ସାହାରା ଥିଲା ୧୪ ବର୍ଷର ପୁଅ। ମା’ ମୁହଁରେ ଆହାର ମୁଠାଏ ଦେବାକୁ ଯାଇ ମୃତ୍ୟୁ ମୁଖରେ ପଡ଼ିଛି ପୁଅ । ଇଟା ଭାଟିରେ କାମ କରିବାକୁ ଯାଇଥିଲା ନାବାଳକ ପୁଅ । ମାତ୍ର ସାମାନ୍ୟ ଅସାବଧାନତା ଯୋଗୁଁ ପୁଅର ଦୁଇଟି ଯାକ ଗୋଡ଼ ଜଳିଗଲା । ଗୁରୁତର ଅବସ୍ଥାରେ…

ଚଳିତ ମାସରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ରାଷ୍ଟ୍ରପତି ହେବା ପରେ ପ୍ରଥମଥର ପାଇଁ ଓଡ଼ିଶା ଗସ୍ତରେ ଆସିବେ ଦ୍ରୌପଦୀ ମୁର୍ମୁ । ଆସନ୍ତା ୧୦ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସିବେ ବୋଲି ଜଣାପଡ଼ିଛି । ଜୁଲାଇ ୨୫ରେ ରାଷ୍ଟ୍ରପତି ଭାବେ ଶପଥ ନେବା ପରେ ଦ୍ରୌପଦୀ ମୁର୍ମୁଙ୍କ ଏହା ପ୍ରଥମ ଓଡ଼ିଶା…

ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହେଲା କାର୍, ୩ ଜଣଙ୍କ ମୃତ୍ୟୁ

ଖୋର୍ଦ୍ଧା: ଭୋର୍ ସମୟରେ ଭୟଙ୍କର ଦୁର୍ଘଟଣା । ୫୭ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ବୋଲଗଡ଼ ବ୍ଲକ ପଞ୍ଚକୋଟା ନିକଟରେ ଭୋର୍ ସମୟରେ ଏହି ଦୁର୍ଘଟଣା ଘଟିଛି । ସୂଚନା ଅନୁସାରେ, ଗୁଜରାଟ ନମ୍ବର ପ୍ଲେଟ୍ କାରଟି ଭୁବନେଶ୍ୱରରୁ…

ହେମନ୍ତ ସୋରେନଙ୍କୁ ଇଡି ସମନ୍

ନୂଆଦିଲ୍ଲୀ : ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସ୍କାନରରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ । ରାଜ୍ୟରେ ବେଆଇନ ଖଣି ଖନନ ସହ ମନି ଲଣ୍ଡରିଂ ମାମଲାରେ ତାଙ୍କୁ ଇଡି ସମନ୍ ଜାରି କରିଛି । ରାଞ୍ଚିସ୍ଥିତ ଇଡି କାର୍ଯ୍ୟାଳୟରେ ତାଙ୍କୁ ଗୁରୁବାର ଜେରା କରାଯିବା ନେଇ ସମନ୍ ରେ ନିର୍ଦ୍ଦେଶ…