Latest Odisha News

BREAKING NEWS

Browsing Category

ଫିଚର

ତିହିଡି ବ୍ଲକରେ ନିର୍ବାଚନ ପରବର୍ତ୍ତୀ ହିଂସା; ୩ ଜଣ ଡାକ୍ତରଖାନାରେ ଭର୍ତ୍ତି

ଭଦ୍ରକ : ଭଦ୍ରକ ଜିଲ୍ଲା ତିହିଡି ବ୍ଲକରେ ଦେଖିବାକୁ ମିଳିଛି ନିର୍ବାଚନ ପରବର୍ତ୍ତୀ ହିଂସା । ଗତକାଲି ୨ ଜଣ ଓ ଆଜି ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପୀଡ଼ିତଙ୍କ ଅଭିଯୋଗକୁ ଆଧାକ କରି ଦୁଇଟି ପୃଥକ ମାମଲା ପୋଲିସ ରୁଜୁ କରିଛି । ତେବେ ଘଟଣାରେ କାହାରିକୁ ଗିରଫ କରାଯାଇନାହିଁ ।…

କ୍ରିକେଟ GODଙ୍କ ରେକର୍ଡ ଭାଙ୍ଗିବେ କି KING ?

ପୁରୀ: କ୍ରିକେଟ ଦୁନିଆର ଗଡ ଏବଂ କିଙ୍ଗ ମଧ୍ୟରେ ଏବେ ଚାଲିଛି ମୁକାବିଲା । ଆଜି ଭାରତୀୟ କ୍ରିକେଟର କିଙ୍ଗ ଭାବେ ପରିଚିତ ବିରାଟ କୋହଲି ୩୪ ବର୍ଷରେ ପଦାର୍ପଣ କରିଛନ୍ତି । ଦୀର୍ଘ ଦିନ ଧରି ଖରାପ ଫର୍ମରେ ରହିବା ପରେ ସେ ଏବେ ଲୟକୁ ଫେରିଛନ୍ତି । ବର୍ତମାନ ପ୍ରଶଂସକଙ୍କ ମଧ୍ୟରେ ପ୍ରଶ୍ନ ଉଙ୍କି…

ମୋର୍ବି ଟ୍ରାଜେଡି : ୨କୋଟିରୁ ମାତ୍ର ୧୨ ଲକ୍ଷ ଟଙ୍କା ଖର୍ଚ୍ଚ କରିଛି ଓରେଭା ଗ୍ରୁପ୍

ସୁରଟ : ଗୁଜରାଟର ମୋର୍ବି ଝୁଲା ପୋଲ ଅଘଟଣ ନେଇ ସାମ୍ନାକୁ ଆସିଛି ସାଂଘାତିକ ତଥ୍ୟ । ମୋର୍ବି ଟ୍ରାଜେଡିରେ ୧୩୦ରୁ ଅଧିକ ଲୋକଙ୍କ ପ୍ରାଣହାନୀ ହୋଇଥିଲା । ପୋଲ ମରାମତି କାମର ଟେଣ୍ଡର ନେଇଥିବା ଓରେଭା ଗ୍ରୁପ୍ ପୋଲ ମରାମତି ପାଇଁ ମଞ୍ଜୁର ୨ କୋଟି ଟଙ୍କାରୁ ମାତ୍ର ୧୨ ଲକ୍ଷ ଟଙ୍କା ଖର୍ଚ୍ଚ…

ହିନ୍ଦୁ ନେତା ସୁଧୀର ସୁରୀଙ୍କୁ ହତ୍ୟା କରିଛି ଖଲିସ୍ତାନୀ ଆତଙ୍କୀ ଲଖବୀର ?

ଅମ୍ରିତସର: ପଞ୍ଜାବର ଅମ୍ରିତସରରେ ଶୁକ୍ରବାର ହିନ୍ଦୁ ନେତା ସୁଧୀର ସୁରୀଙ୍କୁ ଗୁଳି କରି ହତ୍ୟା କରାଯିବା ପରେ ସାରା ଦେଶରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ଏବେ ଏହି ଘଟଣା ନୂଆ ମୋଡ ନେଇଛି । କାନାଡାରେ ରହୁଥିବା ଖଲିସ୍ତାନୀ ଆତଙ୍କୀ ଲଖବୀର ଲଣ୍ଡା ଏହି ହତ୍ୟା ଘଟଣାରେ ନିଜକୁ ଦାୟୀ…

ବାଙ୍କଚୂଡ଼ା ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଲେ ମହାପ୍ରଭୁ  

ପୁରୀ : ଆଜି ହେଉଛି ପଞ୍ଚୁକର ଦ୍ବିତୀୟ ଦିନ । ଏହି ଅବସରରେ କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ଦ୍ଵାଦଶୀ ତିଥିରେ ଶ୍ରଦ୍ଧାଳୁଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ  । ଯେତେବେଳେ ଅକ୍ରୁର ଯାଇଥିଲେ ଗୋପପୁରକୁ ଶ୍ରୀକୃଷ୍ଣ ଓ ବଳରାମଙ୍କୁ ମଥୁରାକୁ ଆଣିବାକୁ  ସେ ସମୟରେ ବ୍ରଜ ଦାଣ୍ଡ…

ଟ୍ୱିଟରର ୫୦% କର୍ମଚାରୀ ଚାକିରୀରୁ ବହିସ୍କୃତ

ନୂଆଦିଲ୍ଲୀ : ଟ୍ୱିଟର ଗ୍ରହଣ କରିବାର ସପ୍ତାହ ମଧ୍ୟରେ ଏଲୋନ୍ ମସ୍କ ବହୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ସାରା ବିଶ୍ବରେ ଟ୍ବିଟର ଅଧାରୁ ଅଧିକ କର୍ମଚାରୀଙ୍କୁ ଛଟେଇ କରିବ ବୋଲି କର୍ମଚାରୀମାନେ ଆଶଙ୍କା ରହିଥିବା ବେଳେ ତାହା ଆଜି ସତ ହୋଇଛି । ଏଲନ୍ ମସ୍କଙ୍କ ଏଭଳି…

ଓଡ଼ିଶାର ପଦ୍ମପୁର ସହ ୫ ରାଜ୍ୟରେ ବିଧାନସଭା ଉପନିର୍ବାଚନ ପାଇଁ ତାରିଖ ଘୋଷଣା

ନୂଆଦିଲ୍ଲୀ : ଦେଶର ୫ ବିଧାନସଭା ଓ ଗୋଟିଏ ଲୋକସଭା ଆସନ ପାଇଁ ଉପନିର୍ବାଚନର ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ ଆୟୋଗ  । ଡିସେମ୍ୱର ୫ ତାରିଖରେ ଉପନିର୍ବାଚନ ହେବାକୁ ଥିବା ରାଜ୍ୟ ଗୁଡିକ ହେଉଛି ଓଡିଶା, ରାଜସ୍ଥାନ, ବିହାର, ଉତ୍ତରପ୍ରଦେଶ ଓ ଛତିଶଗଡ । ଡିସେମ୍ୱର ୮ ତାରିଖରେ…

ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲିଙ୍କ ଜନ୍ମଦିନ

ନୂଆଦିଲ୍ଲୀ: ୩୪ ବର୍ଷରେ ପାଦ ଥାପିଲେ ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି। ସରାବିଶ୍ବରୁ ଜନ୍ମଦିନ ପାଇଁ ସବୁଆଡ଼ୁ ଛୁଟୁଛି ଶୁଭେଚ୍ଛାର ସୁଅ । ୧୯୮୮ ମସିହା ନଭେମ୍ବର ୫ତାରିଖରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ କୋହଲି । ୨୦୦୮ରେ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ମ୍ୟାଚରେ ଡେବ୍ୟୁ କରିଥିଲେ…

ସ୍ବାଧିନ ଭାରତର ପ୍ରଥମ ଭୋଟରଙ୍କ ପରଲୋକ

ନୂଆଦିଲ୍ଲୀ: ସବୁଦିନ ପାଇଁ ଆଖି ବୁଜିଲେ ସ୍ୱାଧୀନ ଭାରତର ପ୍ରଥମ ଭୋଟର ଶ୍ୟାମ ସରଣ ନେଗୀ । ହିମାଚଳ ପ୍ରଦେଶ କାଲ୍‌ପା ବାସଭବନରେ ୧୦୬ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ନେଗୀ। ଶେଷଥର ପାଇଁ ୨ ତାରିଖରେ ମତଦାନ କରିଥିଲେ ନେଗୀ  । ଆସନ୍ତା ୧୨ ତାରିଖରେ ହେବାକୁ ଥିବା ହିମାଚଳ…

ଭୋଟ ଫଳାଫଳ ପୂର୍ବରୁ ତିହିଡ଼ିରେ ନିର୍ବାଚନୀ ହିଂସା, ଦୁଇ ଆହତ

ଧାମନଗର: ଧାମନଗର ଉପନିର୍ବାଚନ ଫଳାଫଳ ବାହାରିବା ପୂର୍ବରୁ  ପୁଣି ହିଂସାକାଣ୍ଡ ଘଟିଛି ।  ଉପନିର୍ବାଚନ ଫଳାଫଳ ଲାଗି  ଆଉ ଗୋଟିଏ ଦିନ ବାକି ଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ତିହିଡ଼ି ବ୍ଲକର ତଳ ଗୋପବିନ୍ଧା ଗାଁରେ ଗୋଟିଏ ପରିବାର ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ତଳ…