Latest Odisha News

BREAKING NEWS

Browsing Category

ଫିଚର

ସରଗୋସୀ ବିବାଦ: ୬ ବର୍ଷ ତଳୁ ବିବାହ କରିଥିଲେ ନୟନତାରା-ବିଘ୍ନେଶ

ମାଡ୍ରାସ: ଦକ୍ଷିଣ ଭାରତ ଅଭିନେତ୍ରୀ ନୟନତାରା ଏବଂ ବିଘ୍ନେଶ ଶିବନ ସରୋଗସୀ ମାଧ୍ୟମରେ ଯମଜ ସନ୍ତାନଙ୍କ ମାତା-ପିତା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି । ତେବେ ବିବାହର ୪ ମାସ ମଧ୍ୟରେ ଏହି ସନ୍ତାନ ହୋଇଥିବାରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା । ଏପରିକି ସ୍ୱାସ୍ଥ୍ୟ ମନ୍ତ୍ରୀ…

ଟି୨୦ ବିଶ୍ୱକପ: ଭାଷ୍ୟକାର ତାଲିକାର ୩ ଭାରତୀୟ

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପ କ୍ରିକେଟ ପାଇଁ ୨୦ ଏଲିଟ ଭାଷ୍ୟକାରଙ୍କ ନାମ ଆଇସିସି ପକ୍ଷରୁ ଘୋଷଣା କରାଯାଇଛି । ଏଥିରେ ଭାରତର ୩ଜଣଙ୍କୁ ସୁଯୋଗ ମିଳିଛି । ସେମାନେ ହେଲେ ରବି ଶାସ୍ତ୍ରୀ, ସୁନୀଲ ଗାଭାସ୍କର ଓ ହର୍ଷ ଭୋଗଲେ । ଏମାନଙ୍କ ବ୍ୟତୀତ ଇଆନ ମୋର୍ଗାନ, ପ୍ରେଷ୍ଟନ ମୋମସେନ, ଡେଲ ଷ୍ଟେଇନ…

ସଂଘର୍ଷପୂର୍ଣ୍ଣ ମୁକାବିଲାରେ ୟୁଏଇକୁ ହରାଇଲା ନେଦରଲାଣ୍ଡ

ଗିଲୋଙ୍ଗ: ଟି୨୦ ବିଶ୍ୱକପର ରବିବାର ଅନୁଷ୍ଠିତ କ୍ୱାଲିଫାଇଂ ରାଉଣ୍ଡର ଦ୍ୱିତୀୟ ମ୍ୟାଚରେ ୟୁଏଇକୁ ୩ ୱିକେଟରେ ନେଦରଲାଣ୍ଡକୁ ପରାସ୍ତ କରିଛି । ଏହି ସଂଘର୍ଷପୂର୍ଣ୍ଣ ମୁକାବିଲା ଶେଷ ଓଭର ଯାଁଏ ଯାଇଥିଲା । ଟସ ଜିତି ୟୁଏଇ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୮ ୱିକେଟ ହରାଇ ୧୧୧ରନ ସଂଗ୍ରହ…

ଆଇପିଏଲ ୨୦୨୩ର ନିଲାମ ଡିସେମ୍ବର ୧୬ରେ

ନୂଆଦିଲ୍ଲୀ: ଇଣ୍ଡିଆନ ପ୍ରିମିୟର ଲିଗର ୨୦୨୩ ସଂସ୍କରଣର ନିଲାମ ପ୍ରକ୍ରିୟା ଚଳିତ ବର୍ଷ ଡିସେମ୍ବରରେ ହେବ । ପ୍ରକାଶିତ ରିପୋର୍ଟ ଅନୁସାରେ ଡିସେମ୍ବର ୧୬ରେ ବାଙ୍ଗାଲୋର ନିଲାମ ପ୍ରକ୍ରିୟା ଆୟୋଜିତ ହେବ । ଏଥର ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଂଟ ଭାରତରେ ଖେଳାଯିବ । ମ୍ୟାଚଗୁଡିକ ପୂର୍ବଭଳି ହୋମ ଏବଂ…

ଟି୨୦ ବିଶ୍ୱକପ କ୍ରିକେଟ: ପୂର୍ବତନ ଚାମ୍ପିୟନକୁ ହରାଇଲା ନାମ୍ବିଆ

ଗିଲୋଙ୍ଗ: ଟି୨୦ ବିଶ୍ୱକପ କ୍ରିକେଟରେ ଆଜି ନାମ୍ବିଆର ପ୍ରଦର୍ଶନ ସମସ୍ତଙ୍କୁ ଚକିତ କରିଦେଇଛି । ନାମ୍ବିଆ ପ୍ରଥମ ରାଉଣ୍ଡ ଗ୍ରୁପ ଏ ମୁକାବିଲାରେ ପୂର୍ବତନ ବିଶ୍ୱ ଚାମ୍ପିୟନ ଶ୍ରୀଲଙ୍କାକୁ ୫୫ ରନରେ ପରାସ୍ତ କରିଛି । ଶ୍ରୀଲଙ୍କା ଟସ ଜିତି ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଥିଲା ।…

ଆତ୍ମହତ୍ୟା କଲେ ଟେଲି ଅଭିନେତ୍ରୀ ବୈଶାଳୀ ଠକ୍କର

ମୁମ୍ବାଇ: ଟେଲି ଅଭିନେତ୍ରୀ ବୈଶାଳୀ ଠକ୍କରଙ୍କ ଆତ୍ମହତ୍ୟା। ଇନ୍ଦୋର ସ୍ଥିତ ନିଜ ଘରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି ଅଭିନେତ୍ରୀ ବୈଶାଳୀ ଠକ୍କର । ଏଥିସହିତ ଅଭିନେତ୍ରୀ ଜଣକ ସୁସାଇଡ୍ ନୋଟ୍ ମଧ୍ୟ ଛାଡି ଯାଇଛନ୍ତି। ଅଭିନେତ୍ରୀ ବୈଶାଳୀ ଠକ୍କର ଗତ ୧ ବର୍ଷ ହେଲା ଇନ୍ଦୋରରେ ରହୁଥିଲେ।…

ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର : ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି । ଗତକାଲି ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ  । ଏନେଇ ଚୁକ୍ତି ଭିତ୍ତିକ ନିଯୁକ୍ତି ଉଚ୍ଛେଦ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି  । ସାଧାରଣ ପ୍ରଶାସନ ଓ ସାଧାରଣ…

ସାହିତ୍ୟ, ନିଜ ଗତିପଥ ନିଜେ ନିର୍ଦ୍ଧାରଣ କରେ : ଶତ୍ରୁଜିତ

ଓଡ଼ିଶା ସାହିତ୍ୟରେ ଜଣେ ଅଗ୍ରଣୀ ଲେଖକ ଭାବେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଶତ୍ରୁଜିତ ( ଦିଲୀପ ମିଶ୍ର )। ସ୍ତମ୍ଭ , ଗଳ୍ପ , କବିତା, ଫିଚର, ଭଳି ଓଡ଼ିଆ ସାହିତ୍ୟର ବିବିଧ କ୍ଷେତ୍ରରେ ନିଜର ପାରଦର୍ଶିତା ପ୍ରଦର୍ଶନ କରି ବିପୁଳ ପାଠକୀୟ ଆଦୃତି ଲାଭ କରିଛନ୍ତି ସେ। ତାଙ୍କ…

ଟି୨୦ ବିଶ୍ୱକପରେ ଭାଙ୍ଗିବ ଏହି ୧୦ ରେକର୍ଡ

ପୁରୀ: ଟି୨୦ ବିଶ୍ୱକପ ଆରମ୍ଭ ହୋଇଯାଇଛି । ୧୩ ନଭେମ୍ବରରେ ଜଣାପଡିବ କେଉଁ ଟିମ ବାଜି ମାରିବ । ତେବେ ଏହି ବିଶ୍ୱକପରେ ୧୦ ରେକର୍ଡ ଭାଙ୍ଗିବା ସମ୍ଭାବନା ସୃଷ୍ଟି ହୋଇଛି । ଆସନ୍ତୁ ଜାଣିବା କଣ ସେହି ରେକର୍ଡ.. ୧.ସର୍ବାଧିକ ବ୍ୟକ୍ତିଗତ ରନ: ଟି୨୦ ବିଶ୍ୱକପରେ ସର୍ବାଧିକ ବ୍ୟକ୍ତିଗତ ରନ…

ବ୍ରିଟେନ ପ୍ରଧାନମନ୍ତ୍ରୀ ଲିଜ ଟ୍ରସ ଇସ୍ତଫା ଦେଇପାରନ୍ତି

ଲଣ୍ଡନ:  ଲିଜ ଟ୍ରସ ବ୍ରିଟେନର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି । ଏହି ଚର୍ଚା ଏବେ ଆନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି । ମିଥ୍ୟା ପ୍ରତିଶ୍ରୁତି ଦେଇ ନିର୍ବାଚନ ଜିତିଥିବାରୁ ବ୍ରିଟେନବାସୀ ଏବେ ଅସନ୍ତୋଷ ପ୍ରକାଶ କରୁଛନ୍ତି । ନେତୃତ୍ବ ସଂକଟ ନେଇ ସାଂସଦମାନେ ମଧ୍ୟ…