Latest Odisha News

BREAKING NEWS

Browsing Category

ଫିଚର

ନୀତୀଶଙ୍କ ପରେ ଏନଡିଏ ମୁହାଁ ଉଦ୍ଧବ ଠାକରେ!

ମୁମ୍ବାଇ: ନୀତୀଶ କୁମାରଙ୍କ ଆୟା ରାମ୍ ଗୟା ରାମ୍ ନୀତି କାହାକୁ ଅଛପା ନାହିଁ। ଇଣ୍ଡିଆ ମେଣ୍ଟରୁ ଓହରିବା ଓ ଏନଡିଏ ସହ ମିଶିବା ତାଙ୍କ ଦଳ ଡିଆଁ ନୀତିକୁ ବେଶ୍ ସ୍ପଷ୍ଟ କରିଦେଇଛି। ତେବେ ଏହି ଟ୍ରେଣ୍ଡରେ ସାମିଲ୍ ହେବେ କି ଇଣ୍ଡିଆ ଗଠବନ୍ଧନର ଆଉ ଜଣେ ଟାଣୁଆ ନେତା? ରାଜନୈତିକ ଉଡ଼ା ମହଲରେ…

ପରୀ ହତ୍ୟା ମାମଲା: ଦୋଷୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ

ନୟାଗଡ: ବହୁ ଚର୍ଚ୍ଚିତ ନୟାଗଡ ପରୀ ଦୁଷ୍କର୍ମ ଓ ହତ୍ୟା ମାମଲା । ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଲେ ନୟାଗଡ ଚିଲଡ୍ରେନ୍ସ କୋର୍ଟ । ଏଥିସହ ୬ହଜାର ଟଙ୍କା ଜୋରିମାନା ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ସେପଟେ ସାବାଳକ ହୋଇଥିଲା ଅଭୁଯୁକ୍ତକୁ ମୃତ୍ୟୁଦଣ୍ଡାଦେଶ ହୋଇଥାଆନ୍ତା ବୋଲି…

ଗ୍ୟାସ ଟ୍ୟାଙ୍କର ଓଲଟି ବାଇକ ଆରୋହୀ ମୃତ

ପାରାଦୀପ: ପାରାଦୀପରେ ଦେଖାବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଗ୍ୟାସ ଟ୍ୟାଙ୍କର ଓଲଟିପଡିବାରୁ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ କେନ୍ଦ୍ରାପଡା ଜିଲ୍ଲା ଗରଜଙ୍ଗା ଗାଁର ପ୍ରଭାତ ପାତ୍ର ବୋଲି ଜଣାପଡିଛି । ସୂଚନା ମୁତାବକ, ପ୍ରଭାତ ପାରାଦ୍ଵୀପର ଏକ କମ୍ପାନୀରେ ପାଇପ…

ରାଜ୍ୟସଭା ଯିବେ କୁମାର ବିଶ୍ୱାସ! କେଉଁ ଦଳରୁ ହେବେ ପ୍ରାର୍ଥୀ?

ଲକ୍ଷ୍ନୌ: ବର୍ତ୍ତମାନ ରାଜ୍ୟସଭା ନିର୍ବାଚନ ପାଇଁ ପ୍ରସ୍ତୁତି ପରିବେଶ ଆରମ୍ଭ ହୋଇଗଲାଣି। ସମସ୍ତ ରାଜନୈତିକ ଦଳ ନିଜ ନିଜ ଯୋଜନାରେ କାମ କରୁଛନ୍ତି। ଏହି ସମୟରେ ଉତ୍ତରପ୍ରଦେଶ ବିଜେପି ୭ ଟି ରାଜ୍ୟସଭା ଆସନ ପାଇଁ ୩୫ ଟି ନାମର ଏକ ପ୍ୟାନେଲ ପ୍ରସ୍ତୁତ କରିଛି। ଏହି ପ୍ୟାନେଲରେ ବିଶିଷ୍ଟ କବି…

୭ବର୍ଷର ନାବାଳିକାକୁ ମନ୍ଦିରରେ ଦୁଷ୍କର୍ମ କରିବା ଅଭିଯୋଗରେ ୩୦ ବର୍ଷ ଜେଲ୍ ଦଣ୍ଡାଦେଶ

ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶର ଏକ ମନ୍ଦିରରେ ଜଣେ ସାତ ବର୍ଷର ନାବାଳିକାକୁ ବଳାତ୍କାର କରିଥିବା ଅଭିଯୋଗରେ ସୁପ୍ରିମକୋର୍ଟ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଏଥିସହ ଏହା ଅତ୍ୟନ୍ତ ବର୍ବର ଜନିତ କାଣ୍ଡ ବୋଲି କହି ଅଭିଯୁକ୍ତକୁ ୩୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ୨୦୧୮ ମସିହାରେ…

କ୍ୟାନସରରେ ପୀଡିତ ବ୍ରିଟେନର ରାଜା ଚାର୍ଲସ ତୃତୀୟ

ଲଣ୍ଡନ: ବ୍ରିଟେନ ରାଜା ଚାର୍ଲସ ତୃତୀୟ କର୍କଟ ବା କ୍ୟାନ୍ସର ରେ ପିଡିତ । ଏନେଇ ବଙ୍କିମହାମ ପ୍ୟାଲେସ ପକ୍ଷରୁ ଏକ ବିବୃତ୍ତିରେ କୁହାଯାଇଛି । ପ୍ରୋଷ୍ଟେଟ ଗ୍ରନ୍ଥି ପରୀକ୍ଷା କରିବା ସମୟରେ ଜଣାପଡିଥିଲା କି ସେ କର୍କଟ ରୋଗରେ ପୀଡିତ । ତେବେ ସେ କେଉଁ କର୍କଟରେ ଆକ୍ରାନ୍ତ ହୋଇଛନ୍ତି ସେନେଇ…

୨୦୨୪ ସୁଦ୍ଧା ସବୁ ଗାଁରେ ପାଇପ୍‌ ଯୋଗେ ପାଣି ଯୋଗାଇବା ଲକ୍ଷ୍ୟ

ଭୁବନେଶ୍ଵର: ଆଜି ବିଧାନସଭାରେ ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ । ଗୃହ କାର୍ଯ୍ୟ ଆରମ୍ଭରୁ ସୁରୁଖୁରୁରେ ଚାଲିଛି ପ୍ରଶ୍ନକାଳ । ଗୃହରେ ବିଭିନ୍ନ ସଦସ୍ୟ ନିଜ ନିଜ ପ୍ରଶ୍ନ ପଚାରୁଥିବାବେଳେ ବିଭାଗୀୟ ମନ୍ତ୍ରୀ ସେମାନଙ୍କ ସମସ୍ତ ପ୍ରଶ୍ନର ଉତ୍ତର ରଖୁଛନ୍ତି । ଏକ ପ୍ରଶ୍ନର ଉତ୍ତରରେ ପଞ୍ଚାୟତିରାଜ…

ଅର୍ପଣ ଚାଉଳରୁ ବାହାରିଲା ଉଷୁନା ଚାଉଳ, ଶ୍ରୀମନ୍ଦିରରେ ମହାପ୍ରସାଦ ନେଇ ତେଜିଲା ବିବାଦ

ପୁରୀ: ଜଗନ୍ନାଥ ସଂସ୍କୃତି ଓ ଓଡ଼ିଆଙ୍କ ଭାବାବେଗ ସହ ପୁଣି ଖେଳ ଖେଳିଛନ୍ତି ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର । ସରକାରଙ୍କ ଅର୍ପଣ ରଥରେ ସଂଗୃହିତ ଚାଉଳରେ ଉଷୁନା ଚାଉଳ ବାହାରିବାକୁ ନେଇ ଦେଖାଦେଇଛି ଅସନ୍ତୋଷ । ଏଭଳି ଅଭିଯୋଗ ଆଣିଛନ୍ତି ଚାଉଳ ମାନ ନିର୍ଦ୍ଧାରଣ କମିଟି ସଦସ୍ୟ ଦାମୋଦର…

ଉତ୍ତରାଖଣ୍ଡରେ ଐତିହାସିକ ୟୁସିସି ବିଲ୍ ଆଗତ, ବିଲ୍ ଆଗତ କଲେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡ ପାଇଁ ଆଜି ହେଉଛି ଏକ ବଡ ଦିନ । କାରଣ ଉତ୍ତରାଖଣ୍ଡ ବିଧାନସଭାରେ ଆଗତ ହେଲା ଐତିହାସିକ ସମାନ ନାଗରିକ ସଂହିତା ବିଲ୍‌ । ବିଧାନସଭାରେ ବିଲ୍‌ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ । ସେପଟେ କିନ୍ତୁ ବିଲ୍ ଆଗତ ବେଳେ ଦେଖିବାକୁ ମିଳିଛି ବିରୋଧୀ କଂଗ୍ରେସ…

ଜାଭେଦ ମୋତେ ଯେତେ କଥା ଶୁଣାଉଛନ୍ତି, ପୁଅକୁ ମିର୍ଜାପୁର ନେଇ କାହିଁକି କହୁ ନ ଥିଲେ: ସନ୍ଦୀପ

ମୁମ୍ବାଇ: ଆନିମଲ ଫିଲ୍ମର ସଫଳତା ନେଇ ନିର୍ଦ୍ଦେଶକ ସନ୍ଦୀପ ରେଡ୍ଡୀ ବାଙ୍ଗା ବେଶ ଚର୍ଚ୍ଚିତ ହୋଇ ଉଠିଛନ୍ତି । ଏହି ଫିଲ୍ମ ଯୋଗୁ ସେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରି ପାରିଛନ୍ତି । ତେବେ ଏଥିନେଇ ତାଙ୍କୁ ଅନେକ ସମାଲୋଚନାର ଶୀକାର ହେବାକୁ ମଧ୍ୟ ପଡିଛି । ପ୍ରତିଷ୍ଠିତ ଗୀତିକାର…