Latest Odisha News

BREAKING NEWS

Browsing Category

ଫିଚର

ରାତି ପାହିଲେ U17 ମହିଳା ଫିଫା ବିଶ୍ବକପ: ଭାରତ-ୟୁଏସ ମଧ୍ୟରେ ହେବ ମୁକାବିଲା

ଭୁବନେଶ୍ବର: ରାତି ପାହିଲେ ଆରମ୍ଭ ହେବ ଅଣ୍ଡର -୧୭ ମହିଳା ଫିଫା ବିଶ୍ବକପ । ଖେଳ ଆରମ୍ଭ ହେବା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ପ୍ରଥମ ଥର ପାଇଁ ଓଡ଼ିଶାରେ ଫିଫା ବିଶ୍ବକପ ଭଳି ଏକ ଓ୍ବାଲ୍ଡ କ୍ଲାସ ଇଭେଣ୍ଟ ଆୟୋଜିତ ହେବାକୁ ଯାଉଛି । ଏଥିପାଇଁ ଫୁଟବଲ ପ୍ରେମୀମାନେ ରାଜଧାନୀରେ…

ଶିବସେନାର ଦୁଇ ଗୋଷ୍ଠୀଙ୍କୁ ମିଳିଲା ଦୁଇ ନୂଆ ଦଳର ନାମ

ମୁମ୍ବାଇ: ମହାରାଷ୍ଟ୍ର ରାଜନୀତିରେ ଶିବସେନାର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଦୁଇ ଗୋଷ୍ଠୀଙ୍କୁ  ନୂଆ ନାମ ମିଳିଛି । କିଛି ଦିନ ଧରି ଉଦ୍ଧବଙ୍କ ଗୋଷ୍ଠୀ ଏବଂ ଏକନାଥଙ୍କ ଗୋଷ୍ଠୀଙ୍କ ମଧ୍ୟରେ ଦଳର ନାମ ଓ ଚିହ୍ନକୁ ନେଇ ବିବାଦ ଲାଗି ରହିଥିଲା । ଏହି ମାମଲା…

ହବିଷ୍ୟାଳି ଯୋଜନାରେ ମା’ମାନଙ୍କୁ ମିଳିବ ଶାଲ୍‌ : ମୁଖ୍ୟମନ୍ତ୍ରୀ

ପୁରୀ : ପୁରୀରେ ହବିଷ୍ୟାଳି ମା ମାନଙ୍କର କାର୍ତ୍ତିକ ବ୍ରତ ଆରମ୍ଭ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ହବିଷ୍ୟାଳି ମା ମାନଙ୍କ ପାଇଁ ‘ବୃନ୍ଦାବତୀ ନିବାସ’ ଭିଡିଓ କନଫରେନସିଂ ମାଧ୍ୟମରେ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସବୁ ହବିଷ୍ୟାଳି ମା…

ବାତ୍ୟା ପାଇଁ ପ୍ରସ୍ତୁତି ବୈଠକ: ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଓଡ଼ିଶାରେ ସାଧାରଣତ ଅକ୍ଟୋବର, ନଭେମ୍ବର ମାସରେ ବାତ୍ୟା ହୋଇଥାଏ । ଏପରିକି ଚଳିତ ବର୍ଷ ମାସେ ହେଲା ଲଘୁଚାପ ଯୋଗୁଁ ବର୍ଷା, ପବନ, ଘଡ଼ଘଡ଼ି ହେଉଛି । ତେଣୁ ଆଗାମୀ ଦିନରେ  ବାତ୍ୟା ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟ ଶାସନ ସଚିବ ସବୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ…

ବିସିସିଆଇର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଗାଙ୍ଗୁଲିଙ୍କ ଭବିଷ୍ୟତ ନେଇ ହେବ ଆଲୋଚନା

ମୁମ୍ବାଇ: ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡର ନୂତନ ଅଧ୍ୟକ୍ଷ ନେଇ ଆଲୋଚନା ଜୋର ଧରିଛି । ରିପୋର୍ଟ ମୁତାବକ ବର୍ତମାନ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଆଗାମୀ ନିର୍ବାଚନ ଲଢ଼ିବେ ନାହିଁ । ତାଙ୍କ ସ୍ଥାନରେ ପୂର୍ବତନ ମହାନ ଖେଳାଳି ରୋଜର ବିନ୍ନୀଙ୍କୁ ଏହି ଦାୟିତ୍ୱ ପ୍ରଦାନ କରାଯାଇପାରେ । ବିସିସିଆଇର…

ବିଭିନ୍ନ ଜିଲ୍ଲାରେ ବଜ୍ରପାତ ଓ ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଲାଗି ରହିବ ବର୍ଷା ଓ ବଜ୍ରପାତ । ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଏବଂ ତତସଂଲଗ୍ନ ଉତ୍ତର ଶ୍ରୀଲଙ୍କା ଉପକୂଳ ଉପରେ ଘୂର୍ଣ୍ଣିବଳୟ ରହିଛି । ପ୍ରଭାବରେ ରାଜ୍ୟରେ ୧୩ ତାରିଖ ଯାଏ ବଜ୍ରପାତ ଓ ଘଡ଼ଘଡ଼ି ଲାଗି ରହିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

ଏସିଆ କପ ମହିଳା କ୍ରିକେଟ: ଥାଇଲାଣ୍ଡ ବିପକ୍ଷରେ ଭାରତର ବୃହତ ବିଜୟ

ସିଲହଟ: ଚଳିତ ଏସିଆ କପ ମହିଳା କ୍ରିକେଟରେ ଭାରତର ପ୍ରଭାବୀ ପ୍ରଦର୍ଶନ ଜାରୀ ରହିଛି । ରାଉଣ୍ଡ ରବିନ ଷ୍ଟେଜର ଅନ୍ତିମ ମ୍ୟାଚରେ ଥାଇଲାଣ୍ଡ ବିପକ୍ଷରେ ଭାରତ ବୃହତ ବିଜୟ ହାସଲ କରିଛି । ସେମିଫାଇନାଲରେ ପ୍ରବେଶ କରି ସାରିଥିବା ଭାରତ ଟସ ଜିତି ପ୍ରଥମେ ଫିଲ୍ଡିଂ ନିଷ୍ପତି ନେଇଥିଲା । ଥାଇଲାଣ୍ଡ…

ଅର୍ଥନୀତି ପାଇଁ ୩ଜଣ ପାଇବେ ନୋବେଲ ପୁରସ୍କାର

ନୂଆଦିଲ୍ଲୀ : ଅର୍ଥନୀତି ପାଇଁ ନୋବେଲ ପୁରସ୍କାର ଘୋଷଣା ହୋଇଛି  । ଚଳିତ ବର୍ଷ ମେଡିସିନ୍, ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ସାହିତ୍ୟ, ଶାନ୍ତି ଏବଂ ଅର୍ଥନୀତି ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ତେବେ ଅକ୍ଟୋବର ୩ ତାରିଖରୁ ଆରମ୍ଭ ହୋଇଥିବା ଆଜି ଅର୍ଥନୀତି ବିଜ୍ଞାନରେ…

ବର୍ଜ୍ୟ ପାଇଁ ବିଏମସି କଠୋର, ଏଣେତେଣେ ଫିଙ୍ଗିଲେ ଗଣିବେ ତଣ୍ଡ

ଭୁବନେଶ୍ୱର: ରାଜଧାନୀକୁ ସ୍ୱଚ୍ଛ ସହ ସରସ ସୁନ୍ଦର କରିବାକୁ ଅଣ୍ଟା ଭିଡ଼ିଛି ଭୁବନେଶ୍ୱର ମହାନଗର ନିଗମ । ବିଏମସିର ପ୍ରତି ୱାର୍ଡରେ ଅଳିଆ ଗାଡ଼ି ବୁଲୁଥିବା ବେଳେ ହାଟ, ମାର୍କେଟର ସ୍ୱଚ୍ଛତା ପରଖିଛନ୍ତି ଅଧିକାରୀ । ୟୁନିଟ୍-୧ ହାଟରେ ଥିବା ବିଭିନ୍ନ ଦୋକାନ ବିଏମସିର ଗାଇଡଲାଇନ୍ ମାନୁ…

ବୁମରାହଙ୍କ ସ୍ଥାନରେ ଟି୨୦ ବିଶ୍ୱକପ ଦଳରେ ସାମିଲ ହେବେ ସାମୀ

ମୁମ୍ବାଇ: ଟି୨୦ ବିଶ୍ୱକପ ଠିକ ପୂର୍ବରୁ ଆଘାତ ସମସ୍ୟା ଯୋଗୁ ଷ୍ଟାର ବୋଲର ଯଶପ୍ରୀତ ବୁମରାହ ଓହରି ଯାଇଛନ୍ତି । ତାଙ୍କ ସ୍ଥାନରେ ଭାରତୀୟ କିଏ ସାମିଲ ହେବ ସେ ନେଇ ଆଲୋଚନା ଜୋର ଧରିଛି । ତେବେ ମହମ୍ମଦ ସାମୀ ଏହି ଦୌଡରେ ଆଗରେ ଅଛନ୍ତି ଏବଂ ତାଙ୍କୁ ସାମିଲ କରାଯିବ ବୋଲି ବିସିସିଆଇର ଜନୈକ…