Latest Odisha News

BREAKING NEWS

Browsing Category

ଫିଚର

ବଢିଲା ମହୁଆ ମୋଇତ୍ରାଙ୍କ ଅଡ଼ୁଆ: ତୁରନ୍ତ ସରକାରୀ ବଙ୍ଗଳା ଖାଲି କରିବାକୁ ନୋଟିସ୍

ନୂଆଦିଲ୍ଲୀ: ବଢ଼ିବାରେ ଲାଗିଛି ବହିଷ୍କୃତ ଟିଏମସି ସାଂସଦ ମହୁଆ ମୋଇତ୍ରାଙ୍କ ଅଡ଼ୁଆ। ତୁରନ୍ତ ସରକାରୀ ବଙ୍ଗଳା ଖାଲି କରିବାକୁ ମହୁଆଙ୍କୁ ପୁଣି ନୋଟିସ୍ ଜାରି କରାଯାଇଛି। ଲୋକସଭାରୁ ବହିଷ୍କାର ହେବା ପରେ ସରକାରୀ ବଙ୍ଗଳା ଖାଲି କରିବାକୁ ନୋଟିସ ଜାରି ହୋଇଛି। ମହୁଆ ଯଦି ତୁରନ୍ତ ସରକାରୀ…

ଚୀନରେ କମୁଛି ଜନସଂଖ୍ୟା: କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ ଜନ୍ମହାରରେ ହ୍ରାସ

ବେଜିଂ: ଚୀନରେ କମୁଛି ଜନସଂଖ୍ୟା। ଲଗାତାର ଦ୍ୱିତୀୟ ଥର ପାଇଁ ଚୀନରେ ଜନସଂଖ୍ୟା ହ୍ରାସ ପାଇଛି। ଚୀନର ଜାତୀୟ ପରିସଂଖ୍ୟାନ ବ୍ୟୁରୋ କହିଛି ଯେ ଗତ ବର୍ଷଠାରୁ ବର୍ତ୍ତମାନ ଯାଏ ଚୀନର ଜନସଂଖ୍ୟା ୨୦ ଲକ୍ଷ ୮୦ ହଜାର ହ୍ରାସ ପାଇଛି। ଜନସଂଖ୍ୟାରେ ଚୀନ୍ ଦ୍ୱିତୀୟ ସ୍ଥାନରେ ଥିବାବେଳେ ଭାରତ ପ୍ରଥମ…

ଜଳବାୟୁ ପରିବର୍ତ୍ତନ ଯୋଗୁଁ ୨୦୫୦ସୁଦ୍ଧା ୧କୋଟି ୪୫ଲକ୍ଷ ଲୋକ ପ୍ରାଣ ହରାଇ ପାରନ୍ତି: WEF ରିପୋର୍ଟ

ନୂଆଦିଲ୍ଲୀ: ବିଶ୍ୱ ଅର୍ଥନୈତିକ ଫୋରମ୍ ବା WEF ଜଳବାୟୁ ପରିବର୍ତ୍ତନ ନେଇ ଏକ ରିପୋର୍ଟ ପ୍ରକାଶ କରିଛି । ଜଳବାୟୁ ସଙ୍କଟ କାରଣରୁ ୨୦୫୦ସୁଦ୍ଧା ବିଶ୍ୱର ୧କୋଟି ୪୫ଲକ୍ଷ ଲୋକଙ୍କ ଜୀବନ ଯାଇପାରେ । ଏଥିସହ ବିଶ୍ୱରେ ୧୨.୫ ଟ୍ରିଲିୟନ ଆମେରିକୀୟ ଡଲାରର ଆର୍ଥିକ କ୍ଷତି ହେବା ନେଇ ଆକଳନ କରିଛି।…

ସପରିବାର ସହ କଂଗ୍ରେସକୁ ଫେରିଲେ ଗିରିଧର ଗମାଙ୍ଗ

ଭୁବନେଶ୍ବର: କଂଗ୍ରେସକୁ ଫେରିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ । ଆଜି ଦିଲ୍ଲୀ ସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ ଗିରିଧର ଗମାଙ୍ଗଙ୍କ ସହ ତାଙ୍କ ପତ୍ନୀ ପୂର୍ବତନ ସାଂସଦ ହେମା ଗମାଙ୍ଗ ଓ ପୁଅ ଶିଶିର ଗମାଙ୍ଗ ଯୋଗ ଦେଇଛନ୍ତି । କଂଗ୍ରେସ ପକ୍ଷରୁ ସେମାନଙ୍କୁ ସ୍ୱାଗତ କରାଯାଇଛି ।…

ବିଶ୍ୱନାଥନ ଆନନ୍ଦଙ୍କୁ ପଛରେ ପକାଇଲେ ପ୍ରଜ୍ଞାନନନ୍ଦ

ନୂଆଦିଲ୍ଲୀ: ଭାରତର ଷ୍ଟାର ଚେସ ଖେଳାଳି ଆର.ପ୍ରଜ୍ଞାନନନ୍ଦ ଆଉ ଏକ କୀର୍ତିମାନ ନିଜ ନାମରେ ଯୋଡିଛନ୍ତି । ଟିଟା ଷ୍ଟିଲ ଚେସରେ ସେ ବିଶ୍ୱ ଚାମ୍ପିୟନ ଡିଙ୍ଗ ଲାଇରେନଙ୍କୁ ପରାସ୍ତ କରିଥିଲେ । ଏଥିସହ ସେ ବିଶ୍ୱନାଥନ ଆନନ୍ଦଙ୍କୁ ପଛରେ ପକାଇ ଭାରତର ଏକ ନମ୍ବର ଚେସ ଖେଳାଳି ପାଲଟିଛନ୍ତି ।…

ଆଇପିଏଲ ୨୦୨୪: ଏଥର ପର୍ଯ୍ୟାୟକ୍ରମେ ଘୋଷଣା କରାଯିବ କାର୍ଯ୍ୟସୂଚୀ

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପ ଚଳିତ ବର୍ଷ ଜୁନ ମାସରୁ ଖେଳାଯିବ । ଏବେ ସମସ୍ତଙ୍କ ନଜର ଆଇପିଏଲ ୨୦୨୪ କାର୍ଯ୍ୟସୂଚୀ ଉପରେ ରହିଛି । ରିପୋର୍ଟ ଅନୁସାରେ ଆଇପିଏଲ ୨୧ମାର୍ଚ୍ଚରୁ ମେ ୨୬ ପର୍ଯ୍ୟନ୍ତ ଖେଳାଯାଇପାରେ । ଏହାର କାର୍ଯ୍ୟସୂଚୀ ପ୍ରଥମ ଥର ପାଇଁ ପର୍ଯ୍ୟାୟକ୍ରମେ ଘୋଷଣା କରାଯିବ ବୋଲି…

ମାହାଙ୍ଗା ଡବଲ ମର୍ଡର: ବିଧାୟକ ପ୍ରତାପ ଜେନାଙ୍କୁ ଆଶ୍ୱସ୍ତି, ଅନ୍ତରୀଣ ସୁରକ୍ଷା ଫେବୃଆରୀ ୧ ଯାଏଁ ବଳବତ୍ତର

କଟକ: ମାହାଙ୍ଗା ଡବଲ ମର୍ଡର ଘଟଣାରେ ବିଧାୟକ ପ୍ରତାପ ଜେନାଙ୍କୁ ପୁଣି ଆଶ୍ୱସ୍ତି ମିଳିଛି । ଫେବ୍ରୁଆରି ୧ ଯାଏଁ ବଢ଼ିଲା ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ଅବଧି । ସାଲେପୁର ଜେଏମଏଫସି ଅଦାଲତଙ୍କ ୨୦୨୩, ସେପ୍ଟେମ୍ବର ୨୫ର ନିର୍ଦ୍ଦେଶ ବିରୋଧରେ ପ୍ରଦାପ ଜେନା ଦାୟର କରିଥିବା…

ଫେକ୍‌ ଆକାଉଣ୍ଟ ମାମଲା: ର‍୍ୟାକେଟ୍‌ର ଅନ୍ୟତମ ସଦସ୍ୟ ସୌରଭ ମାଇତି ଗିରଫ

ଭୁବନେଶ୍ବର: ଫେକ୍‌ ଆକାଉଣ୍ଟ ମାମଲାରେ ଆଉ ଜଣେ ଗିରଫ । ପଶ୍ଚିମବଙ୍ଗ ମେଦିନାପୁରରୁ (୩୦) କୁ ଗିରଫ କଲା ଏସ୍‌ଟିଏଫ୍ । ଗିରଫ ପରେ ସୌରଭକୁ ୪ ଦିନିଆ ଟ୍ରାଞ୍ଜିଟ୍ ରିମାଣ୍ଡରେ ଭୁବନେଶ୍ବର ଅଣାଯାଉଛି । ଗରିବ ଓ ଅପାଠୁଆ ଲୋକଙ୍କ ଠାରୁ ଡକ୍ୟୁମେଣ୍ଟ ଆଣି ତାଙ୍କ ନାଁ ରେ ଆକାଉଣ୍ଟ ଖୋଲି ବେଆଇନ…

ରାଜଧାନୀରୁ ବିପୁଳ ପରିମାଣର କଫ୍ ସିରଫ ଜବତ, ୨ ଗିରଫ

ଭୁବନେଶ୍ବର: ବିପୁଳ ପରିମାଣର କଫ ସିରପ ଜବତ କଲା ନୟାପଲ୍ଲୀ ପୋଲିସ । ୧୬୮୦ ଟି ବୋତଲ ଜବତ କରିବା ସହ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଦୁଇ ଅଭିଯୁକ୍ତ ହେଲେ ମହିମା ନଗର ଗାଢକଣ ର ଜଗନ୍ନାଥ ଜେନା ଓରଫ ଜଗନ (୪୭) ଓ ସାଲିଆ ସାହି ବସ୍ତିର ଅନିଲ କୁମାର ନାୟକ ଓରଫ ଅଞ୍ଛୁ (୨୫) ।…

ପ୍ରତୀକ୍ଷାର ଅନ୍ତ ଘଟିଲା; ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଲୋକାର୍ପିତ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ପୁରୀ: ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ଶେଷରେ ଭକ୍ତଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ । ନିର୍ଦ୍ଧାରିତ ସମୟ ଅନୁସାରେ ଗଜପତି ମହାରାଜାଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରକଳ୍ପ ଲୋକାର୍ପଣ ସହ ଫଳକ ଉନ୍ମୋଚନ ହୋଇଛି । ତିନି ଦିନ ଧରି…