Latest Odisha News

BREAKING NEWS

Browsing Category

ଫିଚର

ରାଖି ପୂର୍ଣ୍ଣିମାରେ ମହିଳାଙ୍କୁ ଗିଫ୍ଟ; ଜୟପୁରରୁ ମିଳିବ ସୁଭଦ୍ରାର ୩ୟ କିସ୍ତି

ଭୁବନେଶ୍ୱର: ଅଗଷ୍ଟ ୯ ତାରିଖରେ ମହିଳାଙ୍କୁ ରକ୍ଷା ବନ୍ଧନ ଉପହାର ଦେବେ ସରକାର। ସୁଭଦ୍ରା ଯୋଜନା ଅଧୀନରେ ମୋଟ ୧.୨୪ କୋଟି ମହିଳା ହିତାଧିକାରୀ ୫,୦୦୦ ଟଙ୍କାର ତୃତୀୟ କିସ୍ତି ପାଇବେ ବୋଲି ଉପମୁଖ୍ୟମନ୍ତ୍ରୀ ରବିବାର ସୂଚନା ଦେଇଛନ୍ତି।…

ଆଇଏଏସ୍ ସ୍ତରରେ ପୁଣି ଅଦଳବଦଳ, ଜାଣନ୍ତୁ କାହାକୁ କେଉଁ ଦାୟିତ୍ଵ.. 

ଭୁବନେଶ୍ୱର: ଓଡ଼ିଶା ସରକାର ପ୍ରମୁଖ ଆଇଏଏସ୍ ଅଧିକାରୀଙ୍କ ମଧ୍ୟରେ ଆଉ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏଥିସହିତ ଟ୍ରେନିଂରୁ ଫେରିଥିବା ଅନେକ ଯୁବ ଅଧିକାରୀଙ୍କୁ ବିଭିନ୍ନ ଜିଲ୍ଲାରେ ଉପ ଜିଲ୍ଲାପାଳ ଭାବରେ ନିଯୁକ୍ତି ଦେଇଛନ୍ତି। ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ବିଭିନ୍ନ…

IAS ସ୍ତରରେ ବଡ଼ ଧରଣର ଅଦଳବଦଳ; ବଦଳିଲେ ବିଏମସି କମିଶନର, ହେମନ୍ତ ଶର୍ମା ଏସିଏସ…

ଭୁବନେଶ୍ୱର: ଓଡ଼ିଶା ସରକାର ମଙ୍ଗଳବାର ଦିନ IAS ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ତଦନୁଯାୟୀ, ୧୯୯୫ ବ୍ୟାଚ୍ ଆଇଏଏସ୍ ଅଧିକାରୀ ହେମନ୍ତ ଶର୍ମାଙ୍କୁ ସୂଚନା ଏବଂ ଲୋକସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବରେ ନିଯୁକ୍ତି ଦିଆଯାଇଛି। ନୂତନ ଦାୟିତ୍ୱ ସହିତ ସେ ଶିଳ୍ପ ବିଭାଗର…

ପାଇକ ବିଦ୍ରୋହ ପ୍ରସଙ୍ଗରେ ନବୀନଙ୍କ ମନ୍ତବ୍ୟକୁ ହାସ୍ୟାସ୍ପଦ କହିଲେ ମନ୍ତ୍ରୀ

ଭୁବନେଶ୍ୱର: ଅଷ୍ଟମ ଶ୍ରେଣୀ ବହିରୁ ପାଇକ ବିଦ୍ରୋହକୁ ବାଦ ଦିଆଯିବା ପ୍ରସଙ୍ଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଏନସିଇଆରଟି ଉପରେ ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି। ତେବେ ତାଙ୍କ ଦାବିକୁ ଅତ୍ୟନ୍ତ ହାସ୍ୟାସ୍ପଦ ଏବଂ ରାଜନୈତିକ ଉଦ୍ଦେଶ୍ୟମୂଳକ ବୋଲି କହିଛନ୍ତି…

ସ୍ୱଚ୍ଛ ସହର ସର୍ବେକ୍ଷଣ; ଦ୍ୱିତୀୟ ସ୍ଥାନ ହାସଲ କଲା ଆସ୍କା ବିଜ୍ଞାପିତ ଅଞ୍ଚଳ ପରିଷଦ

ଭୁବନେଶ୍ୱର: ଦେଶର ସ୍ୱଚ୍ଛ ସହର ସର୍ଭେରେ ଗଞ୍ଜାମ ଜିଲ୍ଲାର ଆସ୍କା ବିଜ୍ଞାପିତ ଅଞ୍ଚଳ ପରିଷଦ ଦ୍ୱିତୀୟ ସ୍ଥାନ ହାସଲ କରିଛି। ଚଳିତ ମାସ ୧୭ରେ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରାଳୟ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହ…

ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଲେ ଜଗଦୀପ ଧନଖଡ

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ ନିଜର ସ୍ଵାସ୍ଥ୍ୟଗତ କାରଣ ଦର୍ଶାଇ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଏକ ଚିଠି ଲେଖିଛନ୍ତି। ଏଥିସହିତ ତାଙ୍କ ସ୍ୱାସ୍ଥ୍ୟକୁ ପ୍ରାଥମିକତା ଦେଇ ଡାକ୍ତରଙ୍କ ପରାମର୍ଶରେ ଏହି ନିଷ୍ପତ୍ତି ନେଇଥିବା କହିଛନ୍ତି।…

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ମାନସ ରଞ୍ଜନ ପାଠକଙ୍କ ଶପଥ ଗ୍ରହଣ 

କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବରେ ସୋମବାର ଦିନ ଜଷ୍ଟିସ ମାନସ ରଞ୍ଜନ ପାଠକ ଶପଥ ଗ୍ରହଣ କରିଛନ୍ତି। ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଆଡଭୋକେଟ୍ ଜେନେରାଲ ପିତାମ୍ବର ଆଚାର୍ଯ୍ୟ ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଉପସ୍ଥିତିରେ ମୁଖ୍ୟ ବିଚାରପତି ହରିଶ ଟଣ୍ଡନ, ଜଷ୍ଟିସ…

ବଳଙ୍ଗା ପୀଡ଼ିତାଙ୍କ ଅବସ୍ଥା ଗୁରୁତର, ଅକ୍ସିଜେନ୍‌ ସପୋର୍ଟରେ ରହିଛନ୍ତି: ଦିଲ୍ଲୀ ଏମ୍ସ

ଭୁବନେଶ୍ବର: ଉନ୍ନତ ଚିକିତ୍ସା ପାଇଁ ଆଜି ଭୁବନେଶ୍ବର ବିମାନବନ୍ଦରରୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ ହୋଇଥିଲେ ବଳଙ୍ଗା ପୀଡ଼ିତା। ପୀଡ଼ିତାଙ୍କୁ ଗ୍ରୀନ କରିଡ଼ରରେ ଏୟାରପୋର୍ଟ ନିଆଯାଇଥିଲା। ଦିଲ୍ଲୀ ଏମ୍ସରେ ପୀଡିତାଙ୍କ ଚିକିତ୍ସା କରୁଛନ୍ତି ସ୍ବତନ୍ତ୍ର ଡାକ୍ତରୀ ଟିମ୍। ତେବେ ପୀଡ଼ିତାଙ୍କ…

ଅହମଦାବାଦ ବିମାନ ଦୁର୍ଘଟଣାର ଶେଷ ୧୦ ସେକେଣ୍ଡ ପୁଣି ରହସ୍ୟ ବଢ଼ାଇଲା

ନୂଆଦିଲ୍ଲୀ: ଜୁନ ୧୨ରେ ଅହମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ବୋଇଂ ୭୮୭-୮ ଡ୍ରିମଲାଇନର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ୨୬୦ରୁ ଅଧିକ ଲୋକଙ୍କ ଜୀବନ ଯାଇଛି। ଏହି ଦୁର୍ଘଟଣା ସମ୍ପର୍କରେ ଭାରତର ବିମାନ ଦୁର୍ଘଟଣା ତଦନ୍ତ ବ୍ୟୁରୋ (AAIB) ପ୍ରାରମ୍ଭିକ ରିପୋର୍ଟ ଜାରି କରିଛି, ଯେଉଁଥିରେ…

ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ପ୍ରମୁଖ ପ୍ରସଙ୍ଗ ଉପରେ ଆଲୋଚନା…

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜ୍ୟର ବିକାଶ ଏବଂ ଭବିଷ୍ୟତ ରଣନୀତି ସମ୍ବନ୍ଧୀୟ ପ୍ରମୁଖ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ…