Latest Odisha News

BREAKING NEWS

Browsing Category

ଫିଚର

ହବିଷ୍ୟାଳି ଯୋଜନାରେ ମା’ମାନଙ୍କୁ ମିଳିବ ଶାଲ୍‌ : ମୁଖ୍ୟମନ୍ତ୍ରୀ

ପୁରୀ : ପୁରୀରେ ହବିଷ୍ୟାଳି ମା ମାନଙ୍କର କାର୍ତ୍ତିକ ବ୍ରତ ଆରମ୍ଭ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ହବିଷ୍ୟାଳି ମା ମାନଙ୍କ ପାଇଁ ‘ବୃନ୍ଦାବତୀ ନିବାସ’ ଭିଡିଓ କନଫରେନସିଂ ମାଧ୍ୟମରେ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସବୁ ହବିଷ୍ୟାଳି ମା…

ବାତ୍ୟା ପାଇଁ ପ୍ରସ୍ତୁତି ବୈଠକ: ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଓଡ଼ିଶାରେ ସାଧାରଣତ ଅକ୍ଟୋବର, ନଭେମ୍ବର ମାସରେ ବାତ୍ୟା ହୋଇଥାଏ । ଏପରିକି ଚଳିତ ବର୍ଷ ମାସେ ହେଲା ଲଘୁଚାପ ଯୋଗୁଁ ବର୍ଷା, ପବନ, ଘଡ଼ଘଡ଼ି ହେଉଛି । ତେଣୁ ଆଗାମୀ ଦିନରେ  ବାତ୍ୟା ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟ ଶାସନ ସଚିବ ସବୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ…

ବିସିସିଆଇର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଗାଙ୍ଗୁଲିଙ୍କ ଭବିଷ୍ୟତ ନେଇ ହେବ ଆଲୋଚନା

ମୁମ୍ବାଇ: ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡର ନୂତନ ଅଧ୍ୟକ୍ଷ ନେଇ ଆଲୋଚନା ଜୋର ଧରିଛି । ରିପୋର୍ଟ ମୁତାବକ ବର୍ତମାନ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଆଗାମୀ ନିର୍ବାଚନ ଲଢ଼ିବେ ନାହିଁ । ତାଙ୍କ ସ୍ଥାନରେ ପୂର୍ବତନ ମହାନ ଖେଳାଳି ରୋଜର ବିନ୍ନୀଙ୍କୁ ଏହି ଦାୟିତ୍ୱ ପ୍ରଦାନ କରାଯାଇପାରେ । ବିସିସିଆଇର…

ବିଭିନ୍ନ ଜିଲ୍ଲାରେ ବଜ୍ରପାତ ଓ ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଲାଗି ରହିବ ବର୍ଷା ଓ ବଜ୍ରପାତ । ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଏବଂ ତତସଂଲଗ୍ନ ଉତ୍ତର ଶ୍ରୀଲଙ୍କା ଉପକୂଳ ଉପରେ ଘୂର୍ଣ୍ଣିବଳୟ ରହିଛି । ପ୍ରଭାବରେ ରାଜ୍ୟରେ ୧୩ ତାରିଖ ଯାଏ ବଜ୍ରପାତ ଓ ଘଡ଼ଘଡ଼ି ଲାଗି ରହିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

ଏସିଆ କପ ମହିଳା କ୍ରିକେଟ: ଥାଇଲାଣ୍ଡ ବିପକ୍ଷରେ ଭାରତର ବୃହତ ବିଜୟ

ସିଲହଟ: ଚଳିତ ଏସିଆ କପ ମହିଳା କ୍ରିକେଟରେ ଭାରତର ପ୍ରଭାବୀ ପ୍ରଦର୍ଶନ ଜାରୀ ରହିଛି । ରାଉଣ୍ଡ ରବିନ ଷ୍ଟେଜର ଅନ୍ତିମ ମ୍ୟାଚରେ ଥାଇଲାଣ୍ଡ ବିପକ୍ଷରେ ଭାରତ ବୃହତ ବିଜୟ ହାସଲ କରିଛି । ସେମିଫାଇନାଲରେ ପ୍ରବେଶ କରି ସାରିଥିବା ଭାରତ ଟସ ଜିତି ପ୍ରଥମେ ଫିଲ୍ଡିଂ ନିଷ୍ପତି ନେଇଥିଲା । ଥାଇଲାଣ୍ଡ…

ଅର୍ଥନୀତି ପାଇଁ ୩ଜଣ ପାଇବେ ନୋବେଲ ପୁରସ୍କାର

ନୂଆଦିଲ୍ଲୀ : ଅର୍ଥନୀତି ପାଇଁ ନୋବେଲ ପୁରସ୍କାର ଘୋଷଣା ହୋଇଛି  । ଚଳିତ ବର୍ଷ ମେଡିସିନ୍, ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ସାହିତ୍ୟ, ଶାନ୍ତି ଏବଂ ଅର୍ଥନୀତି ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ତେବେ ଅକ୍ଟୋବର ୩ ତାରିଖରୁ ଆରମ୍ଭ ହୋଇଥିବା ଆଜି ଅର୍ଥନୀତି ବିଜ୍ଞାନରେ…

ବର୍ଜ୍ୟ ପାଇଁ ବିଏମସି କଠୋର, ଏଣେତେଣେ ଫିଙ୍ଗିଲେ ଗଣିବେ ତଣ୍ଡ

ଭୁବନେଶ୍ୱର: ରାଜଧାନୀକୁ ସ୍ୱଚ୍ଛ ସହ ସରସ ସୁନ୍ଦର କରିବାକୁ ଅଣ୍ଟା ଭିଡ଼ିଛି ଭୁବନେଶ୍ୱର ମହାନଗର ନିଗମ । ବିଏମସିର ପ୍ରତି ୱାର୍ଡରେ ଅଳିଆ ଗାଡ଼ି ବୁଲୁଥିବା ବେଳେ ହାଟ, ମାର୍କେଟର ସ୍ୱଚ୍ଛତା ପରଖିଛନ୍ତି ଅଧିକାରୀ । ୟୁନିଟ୍-୧ ହାଟରେ ଥିବା ବିଭିନ୍ନ ଦୋକାନ ବିଏମସିର ଗାଇଡଲାଇନ୍ ମାନୁ…

ବୁମରାହଙ୍କ ସ୍ଥାନରେ ଟି୨୦ ବିଶ୍ୱକପ ଦଳରେ ସାମିଲ ହେବେ ସାମୀ

ମୁମ୍ବାଇ: ଟି୨୦ ବିଶ୍ୱକପ ଠିକ ପୂର୍ବରୁ ଆଘାତ ସମସ୍ୟା ଯୋଗୁ ଷ୍ଟାର ବୋଲର ଯଶପ୍ରୀତ ବୁମରାହ ଓହରି ଯାଇଛନ୍ତି । ତାଙ୍କ ସ୍ଥାନରେ ଭାରତୀୟ କିଏ ସାମିଲ ହେବ ସେ ନେଇ ଆଲୋଚନା ଜୋର ଧରିଛି । ତେବେ ମହମ୍ମଦ ସାମୀ ଏହି ଦୌଡରେ ଆଗରେ ଅଛନ୍ତି ଏବଂ ତାଙ୍କୁ ସାମିଲ କରାଯିବ ବୋଲି ବିସିସିଆଇର ଜନୈକ…

କେମିତି ଦୂର ହେବ କୋଷ୍ଠକାଠିନ୍ୟ ସମସ୍ୟା ?

ଓଡ଼ିଶା ସମ୍ବାଦ ବ୍ୟୁରୋ: ଆଜିକାଲର ଖରାପ ଜୀବନଶୈଳୀ ଯୋଗୁଁ ଲୋକଙ୍କ ପେଟ ସମ୍ବନ୍ଧୀୟ ସମସ୍ୟା ଅଧିକ ଦେଖିବାକୁ ମିଳୁଛି। ଏହି ସମସ୍ୟାଗୁଡିକ ଅନ୍ୟାନ୍ୟ ଅନେକ ରୋଗକୁ ଆମନ୍ତ୍ରଣ କରିଥାଏ। ଜୀବନଶୈଳୀ ବଦଳିବା ଯୋଗୁଁ ଅଧିକାଂଶ ଲୋକ ବିଭିନ୍ନ ଶାରୀରିକ ଏବଂ ମାନସିକ ସମସ୍ୟାର ଶିକାର ହେଉଛନ୍ତି।…

ଅମିତାଭ ବଚ୍ଚନଙ୍କ ବିରୋଧରେ ଜୟା ବଚ୍ଚନଙ୍କ ଅଭିଯୋଗ, କହିଲେ ମୋର ପ୍ରଶଂସା କରନ୍ତି ନାହିଁ

ମୁମ୍ବାଇ: ଅମିତାଭ ବଚ୍ଚନ ଏବଂ ଜୟା ବଚ୍ଚନଙ୍କ ଯୋଡି ହେଉଛି ଇଣ୍ଡଷ୍ଟ୍ରିର ଅନ୍ୟତମ ପ୍ରତୀକ ଯୋଡି। ସେମାନଙ୍କୁ ଅନେକ ପୁରସ୍କାର ଶୋ’ରେ ଏକାଠି ଦେଖିବାକୁ ମିଳିଛି। ନିକଟରେ ଦୁହେଁ ପୁଣି ଥରେ 'କୌନ ବନେଗା କରୋଡପତି ମଞ୍ଚ'ରେ ଏକାଠି ହୋଇଥିଲେ। ଯେଉଁଠାରେ ଜୟା ବଚ୍ଚନ ତାଙ୍କ ସ୍ୱାମୀଙ୍କ ଉପରେ…