Latest Odisha News

BREAKING NEWS

Browsing Category

ଫିଚର

ଆପକୁ ହାଇକୋର୍ଟଙ୍କ ଝଟକା, ଏଲଜିଙ୍କ ବିରୋଧରେ କରିଥିବା ପୋଷ୍ଟ ହଟେଇବ

ନୂଆଦିଲ୍ଲୀ: ଆମ ଆଦମୀ ପାର୍ଟିକୁ ମଙ୍ଗଳବାର ଝଟକା ଲାଗିଛି । ଲେଫ୍ଟନାଂଟ ଗଭର୍ଣ୍ଣର ଭିକେ ସକ୍ସେନାଙ୍କ ବିରୋଧରେ ଦଳ କରିଥିବା ସମସ୍ତ ପୋଷ୍ଟକୁ ହଟାଇବା ପାଇଁ ଦିଲ୍ଲୀ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏଲଜି କରିଥିବା ମାନହାନି ମାମଲାରେ ହାଇକୋର୍ଟ ଏହି ଶୁଣାଣୀ କରିଛନ୍ତି । ଦିଲ୍ଲୀ…

ଶ୍ମସାନରୁ ମିଳିଲା ୨୬୦୦ ବର୍ଷ ପୁରୁଣା ପନିର, ଆଶ୍ଚର୍ଯ୍ୟକର ଦାବି କଲେ ପ୍ରତ୍ନତତ୍ତ୍ୱବିତ୍

ଓଡିଶା ସମ୍ବାଦ ବ୍ୟୁରୋ: ପ୍ରତ୍ନତତ୍ତ୍ୱବିତ୍ ଦୁନିଆର ପ୍ରତ୍ୟେକ କୋଣରୁ ଲୁଚି ରହିଥିବା ଐତିହାସିକ ତଥ୍ୟ କିମ୍ବା ଅନେକ ବସ୍ତୁର ସନ୍ଧାନ ଜାରି ରଖିଛନ୍ତି। ବେଳେ ବେଳେ ଏପରି ତଥ୍ୟ ଆବିଷ୍କାର କରନ୍ତି ଯାହାକୁ ଦେଖି ଲୋକେ ଆଶ୍ଚର୍ଯ୍ୟ ହୁଅନ୍ତି। ନିକଟରେ ଇଜିପ୍ଟର ପ୍ରାଚୀନ ସହର ମିଶରରେ ଥିବା…

ଫରେନସିକ୍ ଯାଞ୍ଚ ପାଇଁ ଗଲା ଧର୍ମେନ୍ଦ୍ରଙ୍କ ଘଣ୍ଟା ଓ ଘରର ସିସିଟିଭି ହାର୍ଡଡିସ୍କ

ଭୁବନେଶ୍ୱର: ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଆତ୍ମହତ୍ୟା ମାମଲାର ତଦନ୍ତ କରୁଛି ପୋଲିସ । କେଉଁ କାରଣ ପାଇଁ ଧର୍ମେନ୍ଦ୍ର ଏଭଳି ଚରମ ନିଷ୍ପତ୍ତି ନେଲେ ପୋଲିସ କାରଣ ଖୋଜୁଛି । ପୂର୍ବରୁ ଧର୍ମେନ୍ଦ୍ରଙ୍କ ମୋବାଇଲକୁ ଫରେନସିକ୍ ଯାଞ୍ଚ ପାଇଁ ପଠା ଯାଇଥିଲା । ଆଜି ପୋଲିସ…

କଟକ ବଡ଼ ମେଡିକାଲରୁ ଶିଶୁ କନ୍ୟା ଚୋରି ଅଭିଯୋଗରେ ମହିଳା ଅଟକ

କଟକ : କଟକ ବଡ଼ ମେଡିକାଲରୁ ଶିଶୁ କନ୍ୟା ଚୋରି ମାମଲାରେ ଜଣେ ମହିଳାଙ୍କୁ ଅଟକ ରଖାଯାଇଛି । ଗତକାଲି ଉକ୍ତ ମହିଳା ସ୍ୱିଟି ରାଉତ କହିଥିଲେ  ଶିଶୁ ଅଦଳବଦଳ ହୋଇଛି ।  ଥାନାରେ ମାମଲା ହେବା ପରେ ଶିଶୁକନ୍ୟାକୁ ଆଣି ଫେରାଇଥିଲେ ମହିଳା। ତେବେ ଶିଶୁ କନ୍ୟାଙ୍କୁ ନେଇଥିବା ମହିଳା ପ୍ରସୂତି…

NASAର ଡାର୍ଟ ମିଶନ ସଫଳ, କ’ଣ ମିଳିବ ଲାଭ ?

ନୂଆଦିଲ୍ଲୀ: ଇତିହାସ ରଚିଲା ନାସା । ଅନ୍ତରୀକ୍ଷରେ ବଦଳିଲା ଏଷ୍ଟେରୟଡର ଗତିପଥ । ଆମେରିକୀୟ ଅନ୍ତରୀକ୍ଷ ଗବେଷଣାକାରୀ ସଂସ୍ଥା ନାସାର ଡାର୍ଟ ମିଶନକୁ ସଫଳତା ମିଳିଛି । ୨୭ ସେପ୍ଟେମ୍ବର ଭାରତୀୟ ସମୟ ଭୋର୍ ୪ଟା ୪୫ରେ ଅନ୍ତରୀକ୍ଷରେ ନାସା ଏଷ୍ଟେରୟଡର ଗତିପଥ ପରିବର୍ତ୍ତନ କରିଛି । ନାସାର ଡବଲ…

ଫଳ ସହ ସୈନ୍ଧବ ଲବଣର ବ୍ୟବହାର ହୋଇପାରେ ବିପଦଜନକ

ଚାଲିଛି ମାଆଙ୍କ ନବରାତ୍ରୀ ପୂଜା। ନଅ ଦିନ ଧରି ପୂଜା ବ୍ରତ କରି ଉତ୍ସାହର ସହ ନବରାତ୍ରୀ ପାଳୁଛନ୍ତି ଭକ୍ତ। ହେଲେ ଏହି ନଅ ଦିନ ଭକ୍ତମାନେ କେବଳ ସାକାହାରୀ ଖାଦ୍ୟ କିମ୍ବା ଫଳମୂଳ ଖାଇ ରୁହନ୍ତି। କିନ୍ତୁ ଆପଣ ଯଦି ଉପବାସ କରନ୍ତି ତେବେ ଶରୀର ପ୍ରତି ଧ୍ୟାନ ରଖିବା ଜରୁରୀ। କିଛି ଲୋକେ ଫଳ…

ହିତାଧିକାରୀଙ୍କ ପାଇଁ ଖୁସି ଖବର, ବଢ଼ି ପାରେ ମାଗଣା ରାସନ ଯୋଜନାର ଅବଧି

ନୂଆଦିଲ୍ଲୀ: ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର। ବଢ଼ି ପାରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ଅବଧି। ମାଗଣା ରାସନ ବଣ୍ଟନ କରିବାର ବୃହତ ଯୋଜନାକୁ ଆଗାମୀ ଛଅ ମାସ (ମାର୍ଚ୍ଚ ୨୦୨୩ ସୁଦ୍ଧା) ଯାଏଁ ବୃଦ୍ଧି କରିବାକୁ ଯୋଜନା କରୁଛନ୍ତି କେନ୍ଦ୍ର ସରକାର। କୋଭିଡ୍ ଅବଧି…

ଆଜି ସିଞ୍ଜୋ ଆବେଙ୍କ ରାଷ୍ଟ୍ରୀୟ ଶେଷକୃତ୍ୟ: ଶ୍ରଦ୍ଧାଞ୍ଜଳି ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଟୋକିଓ: ଜାପାନରେ ପହଁଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ରାଷ୍ଟ୍ରୀୟ ଶେଷକୃତ୍ୟ କାର୍ଯ୍ୟକ୍ରମରେ ଯୋଗଦେଇ ଭାରତ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦେବେ ପ୍ରଧାନମନ୍ତ୍ରୀ ।…

ବେଙ୍ଗାଲୁରୁ ନିବେଶକ ସମ୍ମିଳନୀ: ଆଜି ବେଙ୍ଗାଲୁର ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:ଆଜି ଅପରାହ୍ଣ ୧ଟା ୩୦ରେ ବେଙ୍ଗାଲୁର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨୮ ତାରିଖରେ ଓଡ଼ିଶା ପୁଞ୍ଜିନିବେଶ ସମ୍ମିଳନୀ ବେଙ୍ଗାଲୁରରେ ଆୟୋଜନ ହେବ । ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ଏବଂ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଧ୍ୟ ଯିବେ ବୋଲି ଜଣାପଡିଛି । ଦୁବାଇ,…

ବାଂଲାଦେଶ ନୌକା ଓଲଟିବା ଘଟଣା: ମୃତ୍ୟୁ ସଂଖ୍ୟା ୫୧କୁ ବୃଦ୍ଧି, ୩୪ ନିଖୋଜ

ଢାକା: ବାଂଲାଦେଶ ରାଜଧାନୀ ଢାକାରୁ ୪୬୮ କିଲୋମିଟର ଦୂର କରାତୋୟା ନଦୀରେ ରବିବାର ନୌକା ଓଲଟିବା ଘଟଣାରେ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଉତ୍ତର ପଞ୍ଚଗଡ଼ ଜିଲ୍ଲାରେ ହୋଇଥିବା ଏହି ନୌକା ଦୁର୍ଘଟଣାରେ ରବିବାର ୨୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସୋମବାର ଆହୁରୀ ୨୬ ଜଣଙ୍କର ମୃତଦେହ ଉଦ୍ଧାର…