Latest Odisha News

BREAKING NEWS

Browsing Category

ଫିଚର

ଧାମନଗର ସିଟ ଆମର ଥିଲା ଆମର ରହିବ: ବିରୋଧୀ ଦଳ ନେତା

ଭୁବନେଶ୍ୱର : ଧାମନଗର ଉପନିର୍ବାଚନ ପାଇଁ ବାଜିଲା ବିଗୁଲ । ଭାରତୀୟ ନିର୍ବାଚନ କମିଶନ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛି। ନଭେମ୍ବର ୩ରେ ଉପନିର୍ବାଚନ ପାଇଁ ପଡ଼ିବ ଭୋଟ । ଅକ୍ଟୋବର ୭ରେ ଏନେଇ ପ୍ରକାଶ ପାଇବ ବିଜ୍ଞପ୍ତି । ଅକ୍ଟୋବର ୧୪ରେ ନାମାଙ୍କନ ଦାଖଲର ଶେଷ ଦିନ ରହିଛି । ୧୫ରେ…

ଚିକିତ୍ସାରେ ବିଳମ୍ବ ପାଇଁ ହାତୀର ମୃତ୍ୟୁ

ବାରିପଦା : ମୟୂରଭଞ୍ଜ ଜିଲ୍ଲା ବେତନଟୀ ରେଞ୍ଜ ତଥା ଥାନା ଅଧୀନ ମସିଣାକାଟି ସଂରକ୍ଷିତ ଜଙ୍ଗଲରେ ଅଟକି ରହିଥିବା ଅସୁସ୍ଥ ଦନ୍ତାହାତୀର ରବିବାର ଅସ୍ତ୍ରୋପଚାର ସହିତ ଆବଶ୍ୟକ ଚିକିତ୍ସା କରାଯାଇଥିଲେ ସୁଦ୍ଧା ସୋମବାର ସକାଳେ ଦନ୍ତାର ମୃତଦେହ ଉଦ୍ଧାର କରିଛି ବନବିଭାଗ । ସୂଚନା ମୁତାବକ…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୬ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର: ପୁଣି ବର୍ଷା । ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପ୍ରଭାବରେ ରାଜ୍ୟର ବିଭିନ୍ନ…

ରାଉରକେଲାରେ ଗଡିବ ‘ମୋ ବସ’

ରାଉରକେଲା : ରାଜ୍ୟର ଅନ୍ୟତମ ପ୍ରମୁଖ ସହର ରାଉରକେଲାରେ ଗଡିବ ‘ମୋ ବସ’ । ଆସନ୍ତା ଡିସେମ୍ବର ସୁଦ୍ଧା ମୋ ବସ ସେବା ଆରମ୍ଭ ହେବାକୁ ଯାଉଛି  । ଟୁର୍‌ ଅପରେଟରଙ୍କ ଜରିଆରେ କ୍ରୁଟ୍‌(କ୍ୟାପିଟାଲ୍‌ ରିଜିଅନ୍‌ ଅର୍ବାନ୍‌ ଟ୍ରାନ୍‌ସ୍‌ପୋର୍ଟ) ଏହି ସେବା ଯୋଗାଇଦେବ ବୋଲି କ୍ରୁଟ୍‌ ପକ୍ଷରୁ…

ବାୟୁସେନାରେ ସାମିଲ୍ ହେଲା ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ହେଲିକପ୍ଟର ‘ପ୍ରଚଣ୍ଡ’

ନୂଆଦିଲ୍ଲୀ: ‘ପ୍ରଚଣ୍ଡ’ ଦେଖାଇବ ପରାକ୍ରମ । ରାଡାରକୁ ଦେବ ଚକମା । ବାୟୁସେନାରେ ସାମିଲ୍ ହୋଇଛି ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଲାଇଟ୍ କମ୍ବାଟ୍ ହେଲିକପ୍ଟର ‘ପ୍ରଚଣ୍ଡ’ । ଯୋଧପୁରରେ ବାୟୁସେନାରେ ‘ପ୍ରଚଣ୍ଡ’କୁ ସାମିଲ୍ କରାଯାଇଛି । ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଏହି ଲାଇଟ୍ କମ୍ବାଟ୍…

ବିମାନରେ ବୋମା, ଦିଲ୍ଲୀରେ ଅବତରଣ ପାଇଁ ମିଳିଲାନି ଅନୁମତି; ପିଛା କରୁଛି ସୁଖୋଇ ବିମାନ

ନୂଆଦିଲ୍ଲୀ: ଇରାନର ଏକ ବିମାନରେ ବୋମା ଥିବା ନେଇ ସୂଚନା ମିଳିବା ପରେ ଆତଙ୍କ ଖେଳି ଯାଇଛି । ଭାରତୀୟ ବାୟୁସୀମାରେ ବିମାନଟି ଉଡ଼ୁଥିବା ବେଳେ ବୋମା ଥିବା ଖବର ଆସିଥିଲା । ଫଳରେ ଦିଲ୍ଲୀରେ ବିମାନ ଅବତରଣ ନେଇ ଅନୁମତି ଦିଆଯାଇ ନଥିଲା । ସୂଚନା ପରେ ଭାରତୀୟ ବାୟୁସେନା ହାଇ ଆଲର୍ଟରେ ରହିଛି ।…

ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ, ୬ରେ ଭୋଟ୍ ଗଣତି

ଭୁବନେଶ୍ୱର: ନଭେମ୍ବର ୩ରେ ହେବ ଧାମନଗର ଉପନିର୍ବାଚନ । ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ତାରିଖ ଘୋଷଣା ହୋଇଛି । ଉପନିର୍ବାଚନ ନେଇ ଅକ୍ଟୋବର ୭ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ଅକ୍ଟୋବର ୧୪ ତାରିଖ ସୁଦ୍ଧା ନାମାଙ୍କନ, ୧୭ ତାରିଖ ମଧ୍ୟରେ ପ୍ରାର୍ଥିପତ୍ର ପ୍ରତ୍ୟାହାର କରାଯାଇ ପାରିବ…

ମାଆଙ୍କୁ ଛାଡ଼ି ନିଆଁରେ ଜଳିଗଲା ସବୁକିଛି, ୫ ଜଣଙ୍କ ମୃତ୍ୟୁ

ଭଦୋହି: ନିଆଁର ଆଁରେ ଜଳି ଯାଇଛି ସବୁକିଛି । ପୂଜା ପେଣ୍ଡାଲ୍ ଛାରଖାର୍ ହୋଇ ଯାଇଥିବା ବେଳେ କେବଳ ମାଆଙ୍କ ମୂର୍ତ୍ତି ରହିଛି । ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିଲା । ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିଥିବା ବେଳେ ନିଆଁ ଲାଗି ଯାଇଥିଲା । ଦେଖୁ ଦେଖୁ ନିଆଁ ବ୍ୟାପିଯାଇ ସବୁକିଛି…

୨୦୨୩ ଅଗଷ୍ଟରେ ବିଏସଏନ୍ଏଲ୍ ଆଣିବ ୫ଜି ସେବା 

ବିଏସଏନ୍ଏଲ୍ ୟୁଜର୍ସଙ୍କ ପାଇଁ ଆସିଲା ବଡ଼ ଖବର  ।  ବିଏସଏନ୍ଏଲ୍ ପ୍ଲାନ ରେ ଉପଲବ୍ଧ ହେବ ୫ଜି ସେବା  । ଏୟାରଟେଲ୍ ଏବଂ ଜିଓ ର ଚିନ୍ତା ବଢାଇବ ବିଏସଏନ୍ଏଲ୍ର ଡାଟା ସୁବିଧା  । ଏୟାରଟେଲ୍ ଏବଂ ଜିଓ ପ୍ଲାନ୍ ଅପେକ୍ଷା ଗ୍ରାହକଙ୍କୁ ଶସ୍ତାରେ ଯୋଗାଇେଦବ ବିଏସଏନ୍ଏଲ୍ ପ୍ଲାନ। କାରଣ ବିଏସଏନ୍ଏଲ୍…

ଦିନ ଗୋଟାଏ ଯାଏ ଖୋର୍ଦ୍ଧା, ପୁରୀ ସହ ୧୧ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର: ୧୩ ଜିଲ୍ଲାକୁ ବର୍ଷା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଦିନ ଗୋଟାଏ ଯାଏ ୧୩ଟି ଜିଲ୍ଲାରେ ବର୍ଷା ହୋଇପାରେ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି । ଏଥିସହ ଭଦ୍ରକ, କେନ୍ଦ୍ରାପଡ଼ା,…