Latest Odisha News

BREAKING NEWS

Browsing Category

ଫିଚର

ଓଡିଶା ଜୁନିୟର ପୁରୁଷ ହକି ଚାମ୍ପିୟନଶିପ: ସୁନ୍ଦରଗଡ-ଦେଓଗଡ ଫାଇନାଲ

ଭୁବନେଶ୍ୱର: ଓଡିଶା ରାଜ୍ୟ ଜୁନିୟର ପୁରୁଷ ହକି ଚାମ୍ପିୟନଶିପର ଫାଇନାଲ ମ୍ୟାଚ ସୁନ୍ଦରଗଡ ଓ ଦେଓଗଡ ମଧ୍ୟରେ ଖେଳାଯିବ । ଗୁରୁବାର ଅନୁଷ୍ଠିତ ସେମିଫାଇନାଲ ମୁକାବିଲାର ପ୍ରଥମ ମ୍ୟାଚ ବେଶ ସଂଘର୍ଷପୂର୍ଣ୍ଣ ହୋଇଥିଲା । ଏଥିରେ ସୁନ୍ଦରଗଡ ୨-୧ ଗୋଲରେ ସମ୍ବଲପୁରକୁ ପରାସ୍ତ କରିଥିଲା । ସେହିପରି…

ମିଶନ ଶକ୍ତି ଗୋଷ୍ଠୀର ମା’ ମାନଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :  ମିଶନ ଶକ୍ତି ଗୋଷ୍ଠୀର ମା’ ମାନେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ଆଜି ସଂଧ୍ୟାରେ ନବୀନ ନିବାସଠାରେ କଟକ, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା’ ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ ।  ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା…

ରୁଷର ୩୮ ସହରରେ ପୁତିନଙ୍କ ବିରୋଧରେ ବିକ୍ଷୋଭ

ମସ୍କୋ: ରୁଷ-ୟୁକ୍ରେନ ଯୁଦ୍ଧ ୭ମାସ ପୂରିବାକୁ ଯାଉଛି । ଧନ, ଜୀବନ ଏବଂ ସବୁ କିଛି ଏଥିରେ କ୍ଷତି ହେଉଥିଲେ ମଧ୍ୟ କେହି ଚେତୁ ନାହାନ୍ତି । ଯୁଦ୍ଧର ଉଷ୍ମକା ଟିକେ କମି ଆସିବା ବେଳେ ରୁଷ ରାଷ୍ଟ୍ରପତି ଭ୍ଲାଡିମିର ପୁତିନଙ୍କ ପରମାରୁ ବୋମା ବୟାନ ଏହାକୁ ଆହୁରି ତେଜିଛି । ପୁତିନ ଆବଶ୍ୟକ…

ଦୁର୍ନୀତି ଅଭିଯୋଗରେ ଚୀନର ପୂର୍ବତନ ଆଇନ ମନ୍ତ୍ରୀଙ୍କୁ କୋର୍ଟ ଶୁଣାଇଲେ ଫାଶୀ ଦଣ୍ଡ

ବେଜିଂ: ଚୀନରେ ବାମପନ୍ଥୀ ସରକାର ନିଜର ପୂର୍ବତନ ଆଇନମନ୍ତ୍ରୀଙ୍କୁ ଫାଶୀ ଦଣ୍ଡ ଦେବ । ଦୁର୍ନୀତି ପାଇଁ ଏହି ଦଣ୍ଡ ପାଇବେ ଚୀନର ପୂର୍ବତନ ଆଇନ ମନ୍ତ୍ରୀ ଫୁ ଝୋଂଗହୁଆ । ତେବେ ଆଇନ ମନ୍ତ୍ରୀଙ୍କ ପାଇଁ ସରକାର ମଧ୍ୟ କିଛି ନରମ ହୋଇନାହାଁନ୍ତି । ଦୁର୍ନୀତି ପାଇଁ କାହାକୁ ଛଡାଯିବ ନାହିଁ ବୋଲି…

କୁପୋଷଣ ମୁକାବିଲାରେ ସରକାର ବିଫଳ ୧୮ଦିନରେ ୧୩ ଜଣ ଶିଶୁଙ୍କ ମୃତ୍ୟୁ

ଭୁବନେଶ୍ୱର :  ରାଜ୍ୟ ସରକାର କୁପୋଷଣ ମୁକାବିଲାରେ ବିଫଳ ହୋଇଛନ୍ତି  । କୁପୋଷଣର ଶିକାର ହୋଇ ଶିଶୁ ମୃତ୍ୟୁ ହେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଏବଂ ଦୁର୍ନୀତିଖୋର ରାଜ୍ୟ ସରକାରଙ୍କ ଅପାରଗତାକୁ ସ୍ପଷ୍ଟ କରୁଛି ଏବଂ ପିଏମ ପୋଷଣ ଅଭିଯାନକୁ ରାଜ୍ୟରେ ବିଫଳ କରିବା ପାଇଁ ରାଜ୍ୟ ସରକାରଙ୍କ ହୀନ…

ରାହୁଲ, ରୋହିତଙ୍କ ଅତ୍ୟଧିକ ପରୀକ୍ଷଣ ଯୋଗୁ ହାତଛଡା ହୋଇଯିବ କି ଟି୨୦ ବିଶ୍ୱକପ

ପୁରୀ: ଟି୨୦ ବିଶ୍ୱକପ ଆଉ ଅଳ୍ପ ଦିନ ଥିବା ବେଳେ ଭାରତୀୟ କ୍ରିକେଟ ଦଳର ପ୍ରଦର୍ଶନ ପ୍ରଶଂସକଙ୍କୁ ବ୍ୟସ୍ତ ବିବ୍ରତ କରାଇ ସାରିଲେଣି । ଟି୨୦ କ୍ରିକେଟର ଏକ ନମ୍ବର ଟିମ ଶେଷ ୪ଟି ମୁକାବିଲାରେ ୩ଟିରେ ପରାଜିତ ହୋଇଛି । ତେବେ ଭୁଲ କେଉଁଠାରେ ରହୁଛି ? ବିସିସିଆଇ କୋଚ, ଅଧିନାୟକଠାରୁ ଆରମ୍ଭ କରି…

ମହିଳା ବିଚାରପତିଙ୍କୁ କ୍ଷମା ମାଗିଲେ ଇମ୍ରାନ ଖାନ୍

ଇସଲାମବାଦ:  ନିଜ ବକ୍ତବ୍ୟ ପାଇଁ କ୍ଷମା ମାଗିଛନ୍ତି ଇମ୍ରାନ ଖାନ । ମହିଳା ବିଚାରପତିଙ୍କ ବିରୋଧରେ ଧମକପୂର୍ଣ୍ଣ ବକ୍ତବ୍ୟ ଦେଇ ନିଜ ଦେଶରେ ସମାଲୋଚନା ହେବା ପରେ ଭୁଲ ମାଗିଛନ୍ତି ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ । ଅନେକ ସମୟରେ ବିବାଦୀୟ ବକ୍ତବ୍ୟ ଦେଇ ନିଉଜରେ ରହୁଥିବା…

ଝାରସୁଗୁଡା ବିମାନ ବନ୍ଦର ପ୍ରତି ଲୋକଙ୍କ ଆସ୍ଥା ତୁଟୁଛି

ଝାରସୁଗୁଡା : ଝାରସୁଗୁଡା ବିମାନ ବନ୍ଦର ପ୍ରତି ଲୋକଙ୍କ ଆସ୍ଥା ତୁଟିବାକୁ ଆରମ୍ଭ ହୋଇଗଲାଣି । ବିମାନ ବନ୍ଦର ର ଯାତ୍ରୀ ସଂଖ୍ୟା ଦିନକୁ ଦିନ ହ୍ରାସ ପାଉଛି । ଏହଳି ହେବାର ମୁଖ୍ୟତଃ ଦୁଇଟି କାରଣ ରହିଛି । ପ୍ରଥମ କାରଣଟି ହେଉଛି ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରର ବିମାନ ଗୁଡିକ…

ପାଦ ଦୁର୍ଗନ୍ଧରୁ କିପରି ପାଇବେ ମୁକ୍ତି

କିଛି ଲୋକଙ୍କ ପାଦରୁ ଅଧିକ ମାତ୍ରାରେ ଝାଳ ବାହାରିବା ସହ ଏହା ଦୁର୍ଗନ୍ଧମୟ ହୋଇଥାଏ। ଏଥିପାଇଁ ଲୋକଙ୍କ ସାମ୍ନାରେ ଅପଦସ୍ତ ହେବାକୁ ପଡ଼େ। ଆପଣଙ୍କ ପାଦ ଦୁର୍ଗନ୍ଧ ସମସ୍ୟା ଅନେକଙ୍କ ମନରେ ଆପଣଙ୍କ ପ୍ରତି ଘୃଣାଭାବ ସୃଷ୍ଟି କରିପାରେ। ଚର୍ମରେ ଥିବା ବ୍ୟାକ୍ଟେରିଆ ଝାଳ ସଂସ୍ପର୍ଶରେ ଆସିବା…

୫ ରାଜ୍ୟ ନିର୍ବାଚନରେ ବିଜେପି ଖର୍ଚ୍ଚ କରିଛି ୩୪୦ କୋଟି

ନୂଆଦିଲ୍ଲୀ: ଚଳିତ ବର୍ଷ ଆରମ୍ଭରେ ୫ଟି ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନରେ ପ୍ରଚୁର ପରିମାଣର ଅର୍ଥ ବିଭିନ୍ନ ଦଳ ଖର୍ଚ୍ଚ କରିଛନ୍ତି । ତେବେ ବିଜେପି ସର୍ବାଧିକ ୩୪୦ କୋଟି ଟଙ୍କା ଖର୍ଚ୍ଚ କର ଆଗରେ ରହିଛି । ପାର୍ଟି ପକ୍ଷରୁ ଏ ନେଇ ନିର୍ବାଚନ ଆୟୋଗ ନିକଟରେ ଦାଖଲ କରାଯାଇଥିବା…