Latest Odisha News

BREAKING NEWS

Browsing Category

ଫିଚର

ଅବକାରୀ ଦୁର୍ନୀତି ମାମଲା: ଗିରଫ ବ୍ୟକ୍ତି ବିଜୟକୁ ନେଇ ସିବିଆଇର ନୂଆ ଦାବି

ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତିରେ ସାମିଲ ଥିବା ଅଭିଯୋଗରେ ଗିରଫ ହୋଇଥିବା ବିଜୟ ନୟାରଙ୍କୁ ନେଇ ସିବିଆଇ ଏକ ବଡ ଖୁଲାସା କରିଛି । ବିଜୟ ନୟାର ଅତ୍ୟନ୍ତ ଚତୁର। ସେ ଗିରଫ ହେବା ପୂର୍ବରୁ ନିଜର ମୋବାଇଲକୁ ଫର୍ମାଟ କରି ଦେଇଛି । ଏପରି କରି ସେ ଦୁର୍ନୀତିରେ ସଂପୃକ୍ତି ଥିବା ନେଇ ପ୍ରମାଣକୁ…

ୱାର୍ଲ୍ଡ ହାର୍ଟ ଡେ ୨୦୨୨: ଖାଦ୍ୟପାନୀୟ ନିୟନ୍ତ୍ରଣ କଲେ ହୃଦୟ ରହେ ସୁସ୍ଥ

ଓଡିଶା ସମ୍ବାଦ ବ୍ୟୁରୋ: ଆଜି ‘ୱାର୍ଲ୍ଡ ହାର୍ଟ ଡେ’। ପ୍ରତିବର୍ଷ ୨୯ ଡିସେମ୍ବରକୁ ‘ବିଶ୍ୱ ହୃଦୟ ଦିବସ’ ଭାବେ ପାଳନ କରାଯାଇଥାଏ । ହୃଦୟକୁ ସୁସ୍ଥ ରଖିବା ଏବଂ ଲୋକଙ୍କୁ ହୃଦରୋଗ ବିଷୟରେ ଅବଗତ କରାଇବା ଉଦ୍ଦେଶ୍ୟରେ ସାରା ବିଶ୍ୱରେ ଏହି ଦିବସ ପାଳନ କରାଯାଉଛି। ଏବେ ଅନ୍ୟାନ୍ୟ ରୋଗ ତୁଳନାରେ…

ପାକିସ୍ତାନର ମହମ୍ମଦ ରିଜୱାନଙ୍କ ବିଶ୍ୱ ରେକର୍ଡ ଭାଙ୍ଗିଲେ ସୂର୍ଯ୍ୟକୁମାର ଯାଦବ

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଟିମ୍ ଇଣ୍ଡିଆର ନୂଆ ପ୍ରତିଭାବାନ ତଥା ଟି ​​-୨୦ରେ ବିଶ୍ୱର ଦୁଇ ନମ୍ବର ବ୍ୟାଟସମ୍ୟାନ ସୂର୍ଯ୍ୟକୁମାର ଯାଦବ କ୍ରମାଗତ ଭାବରେ ନିଜର ଉନ୍ନତ ପ୍ରଦର୍ଶନ ଦେଖାଇ ଆସୁଛନ୍ତି। ଅଷ୍ଟ୍ରେଲିଆ ପରେ ଏବେ ଦକ୍ଷିଣ ଆଫ୍ରିକା ବିରୋଧରେ ନିଜର ପ୍ରଦର୍ଶନ ଜାରି ରଖିଛନ୍ତି।…

ଆର ଭେଙ୍କଟରମନି ହେଲେ ନୂଆ ଆଟର୍ଣ୍ଣି ଜେନେରାଲ

ନୂଆଦିଲ୍ଲୀ: ବରିଷ୍ଠ ଓକିଲ ଆର ଭେଙ୍କଟରମନିଙ୍କୁ ତିନି ବର୍ଷ ପାଇଁ ଭାରତର ନୂଆ ଆଟର୍ଣ୍ଣି ଜେନେରାଲ୍ ଭାବରେ ନିଯୁକ୍ତ ହୋଇଛନ୍ତି। ବୁଧବାର କେନ୍ଦ୍ର ସରକାର ଏ ନେଇ ଏକ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛନ୍ତି। ଆର ଭେଙ୍କଟରମନି କେ ଭେନୁଗୋପାଲଙ୍କ ଉତ୍ତରାଧିକାରୀ ହେବେ । ଭେନୁଗୋପାଳଙ୍କର…

ଏଣିକି ଓଡିଶାରେ କାର ପଛରେ ବସୁଥିବା ଯାତ୍ରୀଙ୍କ ପାଇଁ ସିଟ୍ ବେଲ୍ଟ ବାଧ୍ୟତାମୂଳକ ହେବ

ଭୁବନେଶ୍ୱେର: ପୂର୍ବରୁ କାରରେ ଡ୍ରାଇଭର ସିଟ୍ ଏବଂ ପାଖରେ ବସୁଥିବା ବ୍ୟକ୍ତିଙ୍କ ପାଇଁ ସିଟ୍ ବେଲ୍ଟ ବାଧ୍ୟତାମୂଳକ ଥିଲା । ଏବେ କିନ୍ତୁ କାର ପଛରେ ବସୁଥିବା ଯାତ୍ରୀ ସିଟ୍ ବେଲ୍ଟ ପିନ୍ଧିବା ବାଧ୍ୟତାମୂଳକ ହେବ। ଓଡିଶା ସରକାରଙ୍କ ପରିବହନ ବିଭାଗ ଏ ନେଇ ଏକ ଚିଠି ଲେଖିଛନ୍ତି ପରିବହନ…

ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକରେ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁଙ୍କ ଗଭୀର ଶୋକ ପ୍ରକାଶ

ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଧର୍ମପତ୍ନୀ ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକରେ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ ଗଭୀର ଶୋକ ପ୍ରକାଶ କରିଛନ୍ତି ।…

ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଧର୍ମପତ୍ନୀ ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଧର୍ମପତ୍ନୀ ତଥା ପୂର୍ବତନ ସାଂସଦ ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକ । ଏକ ଘରୋଇ ହସ୍‌ପିଟାଲରେ ତାଙ୍କର ଦେହାନ୍ତ ହୋଇଛି ।  ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହେଇଥିଲା। ପୂର୍ବତନ ସାଂସଦ, ଜାତୀୟ ମହିଳା କମିସନର ପ୍ରଥମ…

ଆସନ୍ତୁ ଜାଣିବା ଭାରତର କେଉଁ ବଡ ସହର ମାଆ ଦୁର୍ଗାଙ୍କ ନାମରେ ନାମିତ

ନୂଆଦିଲ୍ଲୀ: ଏବେ ସାରା ଭାରତ ଉତ୍ସବ ମୁଖରିତ କାରଣ ମାଆ ଦୁର୍ଗାଙ୍କ ପୂଜା ଆରମ୍ଭ ହୋଇଯାଇଛି । ନବରାତ୍ରୀରେ ୯ ଦିନ ଧରି ମାଆ ଦୁର୍ଗାଙ୍କୁ ପୂଜା କରାଯାଇଥାଏ । ଆପଣମାନେ ଜାଣିଲେ ଆଶ୍ଚର୍ଯ୍ୟ ହେବେ ଯେ, ଭାରତର ବଡ ବଡ ସହର ପ୍ରକୃତରେ ମାଆଙ୍କ ନାମରେ ନାମିତ । ସେଗୁଡିକ ହେଲା- ମୁମ୍ବାଇ:…

ଓଡ଼ିଶାକୁ ଆସି ପୁଞ୍ଜିନିବେଶ କରିବାକୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ବେଙ୍ଗାଳୁରୁ : ଓଡ଼ିଶା ଇନଭେଷ୍ଟର୍ସ ମିଟ୍ ରେ ଶିଳ୍ପପତିଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ଆସି ପୁଞ୍ଜିନିବେଶ କରିବାକୁ ନିମନ୍ତ୍ରଣ କରିଛନ୍ତି । ଶିଳ୍ସପତିମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ଭରପୁର ସୁଯୋଗ…

ବାଲେଶ୍ୱର ଖନ୍ତାପଡା ଚିଙ୍ଗୁଡି ପ୍ରୋସେସିଂ ପ୍ଲାଣ୍ଟରେ ଗ୍ୟାସ୍ ଲିକ୍ , ୨୫ ରୁ ଅଧିକ କର୍ମଚାରୀ ଗୁରୁତର

ବାଲେଶ୍ୱର : ବାଲେଶ୍ୱରରେ ଅଘଟଣ । ବାଲେଶ୍ୱର ଖନ୍ତାପଡା ଚିଙ୍ଗୁଡି ପ୍ରୋସେସିଂ ପ୍ଲାଣ୍ଟରେ ଗ୍ୟାସ୍ ଲିକ୍ । ୨୫ ରୁ ଅଧିକ କର୍ମଚାରୀ ଗୁରୁତର   । ସୂଚନାଅନୁସାରେ  ସମସ୍ତ ଗୁରୁତରଙ୍କୁ ଖନ୍ତପଡା ଓ ବାଲେଶ୍ୱର ମେଡିକାଲରେ ଭର୍ତ୍ତି କରାଯାଇଛି  ।