Latest Odisha News

BREAKING NEWS

Browsing Category

ଫିଚର

ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ଭୁବନେଶ୍ୱର ସାଂସଦ

ଭୁବନେଶ୍ୱର : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଅନେକ ବିବାଦ ଲାଗି ରହିଥିଲା । ଏହା ଭିତରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉପରେ ଗତକାଲି ଜାତୀୟ କୀର୍ତ୍ତିରାଜି କର୍ତ୍ତୃପକ୍ଷ (ଏନ୍ଏମ୍ଏ) ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏନ୍ଏମ୍ଏ ର ଏହି ନୋଟିସ କୁ ନେଇ ଭୁବନେଶ୍ୱର…

ସଂସାର ଭାଙ୍ଗିବା ପରେ ଜୀବନ ହାରିଦେଲେ; ବିଷ ପିଇ ଭୁବନେଶ୍ୱରରେ ୨ ମୃତ

ଭୁବନେଶ୍ୱର: ଜଣେ ସ୍ୱାମୀଙ୍କୁ ତ ଆଉ ଜଣେ ସ୍ତ୍ରୀକୁ ଛାଡ଼ି ଏକାଠି ରହୁଥିଲେ । ପରିବାରକୁ ଛାଡ଼ି ଏକାଠି ରହୁଥିବା ପୁରୁଷ ଓ ମହିଳା ବିଷ ପିଇ ଆତ୍ମହତ୍ୟା କରିଛନ୍ତି । ସଂସାର ଭାଙ୍ଗିଯିବା ପରେ ଉଭୟ ଜୀବନ ହାରି ଦେଇଛନ୍ତି । ଭୁବନେଶ୍ୱର ଭରତପୁର ଫୁଲେଶ୍ୱରୀ ବସ୍ତିରେ ଜଣେ ବ୍ୟକ୍ତି ଓ ମହିଳା…

ଅତିରିକ୍ତ ତହସିଲଦାରଙ୍କ ୮ଟି ସ୍ଥାନରେ ଭିଜିଲାନ୍ସ ରେଡ୍, ୨୧ଟି ପ୍ଲଟ୍ ଠାବ

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ସୁନ୍ଦରଗଡ଼ ଜିଲ୍ଲାର ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି । ଟାଙ୍ଗରପାଲି ବ୍ଲକ ଅତିରିକ୍ତ ତହସିଲଦାର କୁଳମଣି ପଟେଲଙ୍କ ୮ଟି ସ୍ଥାନରେ ରେଡ୍ ଚାଳିଛି । ପ୍ରାଥମିକ ତଦନ୍ତରୁ ଭିଜିଲାନ୍ସ ହାତରେ ୨୧ଟି ପ୍ଲଟ ସହ ୨ଟି ବହୁତଳ…

ଅଲୋଡ଼ା ହେଲା ଶିଶୁକନ୍ୟା

ଢେଙ୍କାନାଳ : ଅଲୋଡ଼ା ହେଲା ଶିଶୁକନ୍ୟା ,କଙ୍ଗେଇଲୋ ଗାଁରୁ ଉଦ୍ଧାର ହେଲା ଶିଶୁକନ୍ୟାର ମୃତ ଦେହ   । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା କଙ୍ଗେଇଲୋ ଗାଁ ଶବରସାହି ନିକଟରୁ ଗୋଟିଏ ନବଜାତ ଶିଶୁକନ୍ୟାର ମୃତ ଦେହ ଉଦ୍ଧାର କରାଯାଇଛି । ମୃତ ଦେହଟି ପ୍ରାୟ ୨ ରୁ ୩ ଦିନ ହେବ ବୋଲି ଅନୁମାନ…

ଗାଁରୁ ବଲିଉଡ ଯାତ୍ରା

ଯାଜପୁର : ଗାଁ ଷ୍ଟୁଡିଓରେ ବିବାହ ବ୍ରତର ଭିଜୁଆଲ ଏଡିଟିଂ କରୁଥିଲେ ,ଏବେ ସୁପର ଷ୍ଟାରଙ୍କ ସୁପର ବଜେଟ ଫିଲ୍ମରେ କାମ କରୁଛନ୍ତି  । ଯାଜପୁର ଜିଲ୍ଲା ଏକ ଛୋଟ  ଗାଁର ସାଧାରଣ ଭିଡିଓ ଏଡିଟରରୁ , ବଲିଉଡ୍ ଭଳି ବଡ ଫିଲ୍ମ ଇଣ୍ଡଷ୍ଟ୍ରୀରେ ସାମିଲ ହେବାର ଯାତ୍ରା   । ଆମେ କହୁଛୁ  ଏପରି ଜଣେ…

ପାଶ୍ଚାତ୍ୟ ଦେଶକୁ ପୁଟିନ୍ ଦେଲେ ପରମାଣୁ ଧମକ

ନୂଆଦିଲ୍ଲୀ: ଋଷ-ୟୁକ୍ରେନ ଯୁଦ୍ଧକୁ ୭ ମାସ ବିତିଥିବା ବେଳେ ପୁଟିନ୍ ପୁଣି ଥରେ ଧମକ ଦେଇଛନ୍ତି । ୟୁକ୍ରେନକୁ ଅସ୍ତ୍ର କରି ଅନ୍ୟ ଦେଶ ବିଶେଷ କରି ପାଶ୍ଚାତ୍ୟ ରାଷ୍ଟ୍ର ଗୁଡ଼ିକ ଋଷକୁ ଧ୍ୱଂସ କରିବାକୁ ଚାହୁଁଛନ୍ତି । ଋଷ ଏହାକୁ ବରଦାସ୍ତ କରିବ ନାହିଁ । ବରଂ କେହି ଆକ୍ରମଣ କଲେ ଋଷ ପାଖରେ…

ସଂରକ୍ଷିତ ଜଙ୍ଗଲରେ ଥିବା କୁଣ୍ଡାଖୋଲ ଆଶ୍ରମ ସିଲ୍, ଖଣ୍ଡିଆ ବାବାଙ୍କୁ ବାନ୍ଧିଲା ବନ ବିଭାଗ

କାମାକ୍ଷାନଗର: ସୁନ୍ଦରାଖୋଲ ସଂରକ୍ଷିତ ଜଙ୍ଗଲରେ ଥିବା ବେଆଇନ୍ ଆଶ୍ରମକୁ ସିଲ୍ କରିଛି ବନ ବିଭାଗ । ଢେଙ୍କାନାଳ ବନଖଣ୍ଡ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ମୁକ୍ତାପଶି ଫରେଷ୍ଟ ସେକ୍ସନ ସୁନ୍ଦରାଖୋଲ ଜଙ୍ଗଲର ଅଢ଼େଇ ଏକର ଜମିକୁ ଅକ୍ତିଆର କରି ରଖିଥିଲେ ଖଣ୍ଡିଆ ବାବା । ସଂରକ୍ଷିତ ଜଙ୍ଗଲ…

ଏନଡିଏ ସରକାରରେ ବିରୋଧୀ ନେତାଙ୍କ ବିରୋଧରେ ୯୫% ଇଡି ରେଡ୍ କରିଛି, ୟୁପିଏ ସରକାରରେ ?

ଓଡ଼ିଶା ସମ୍ବାଦ ବ୍ୟୁରୋ: ସିବିଆଇ ପରେ ଇଡି କେଉଁ ସରକାର ଅମଳରେ କେତେ ରେଡ୍ ହୋଇଛି ତାର ଏକ ରିପୋର୍ଟ ପ୍ରକାଶ କରିଛି ଇଂରାଜୀ ଦୈନିକ ଖବରକାଗଜ 'ଦ ଇଣ୍ଡିଆନ୍ ଏକ୍ସପ୍ରେସ'। ଯେଉଁଥିରେ କୁହାଯାଇଛି ୨୦୧୪ରୁ ମୋଦୀ ସରକାର ଆସିବା ପରେ ବିରୋଧୀ ନେତାଙ୍କ ଉପରେ ଇଡି ରେଡ୍ ୯୫ ପ୍ରତିଶତ…

୪୨ ବର୍ଷରେ ପାଦ ଦେଲେ ବେବୋ

ମୁମ୍ବାଇ: ବଲିଉଡର କପୁର ପରିବାରର ‘ବେବୋ’ ଏବଂ ରୀଲ ଦୁନିଆରେ ‘ପୁ’ କୁହାଯାଉଥିବା କରୀନା କପୁରଙ୍କର ଆଜି ଜନ୍ମଦିନ। ୪୨ ବର୍ଷରେ ପାଦ ଥାପିଛନ୍ତି ବେବୋ। ପରିବାରକୁ ଗୁରତ୍ୱ ଦେଇ ବଡ଼ ପରଦାରୁ ଦୂରେଇ ଯାଇଥିବା ବେବୋଙ୍କ ଜନ୍ମଦିନ ଅବସରରେ ଜାଣନ୍ତୁ କିଛି ବିଶେଷ କଥା.... କରୀନା କପୁର ଖାନ…

ଅମିତାଭଙ୍କ ‘ଦିଓ୍ୱାର’ ଫିଲ୍ମ ଦେଖି ହିରୋ ହେବାକୁ ଇଚ୍ଛା ରଖିଥିବା ରାଜୁଙ୍କ ଅସଲି ନାମ ଜାଣନ୍ତି ?

ନୂଆଦିଲ୍ଲୀ: ନିଜସ୍ବ ଶୈଳୀରେ ଦୁନିଆକୁ ହସି ହସି ବେଦମ କରାଉଥିବା କଳାକାର ରାଜୁ ଶ୍ରୀବାସ୍ତବ ଏବେ ସମସ୍ତଙ୍କୁ ଶୋକ ସାଗରରେ ଭସାଇ ପରପାରିରେ। ଲୋକପ୍ରିୟ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କର ଆଜି ପରଲୋକ ଘଟିଛି। ସେ ହସ୍ପିଟାଲ ବେଡରେ ୪୧ ଦିନ ଧରି ମୃତ୍ୟୁ ସହ ସଂଗ୍ରାମ କରିବା ପରେ…