Latest Odisha News

BREAKING NEWS

Browsing Category

ଫିଚର

ଏଜେଣ୍ଟ ୪୨୦; SHG ସହ ଲୋକଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ଅଭିଯୋଗ

ଯାଜପୁର: ଜଣେ ମହିଳା ଶହ ଶହ ମହିଳାଙ୍କୁ ଠକି ଛନ୍ତି । ଝାଳବୁହା ଧନକୁ ନକଲି ରସିଦ୍ ଦେଇ ନେଇ ଯାଇଛନ୍ତି । ଜଣେ କି ଦୁଇ ଜଣ ନୁହଁ ପ୍ରାୟ ୮୦ରୁ ଅଧିକ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ସହ ଅନେକ ଗରିବ ଲୋକ ଠକାମୀର ଶିକାର ହୋଇଥିବା ଅଭିଯୋଗ ହୋଇଛି । କବାଟବନ୍ଧ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ…

ଅକ୍ଟୋବର ୩୧ରୁ ଓଡ଼ିଶାରେ ‘ଭାରତ ଯୋଡ଼ୋ’ ଯାତ୍ରା

ଭୁବନେଶ୍ୱର :  ଅକ୍ଟୋବର ୩୧ରୁ ଆରମ୍ଭ ହେବ ‘ଭାରତ ଯୋଡ଼ୋ’ ଯାତ୍ରା । ଭୁବନେଶ୍ୱର ଇନ୍ଦିରା ପାର୍କରୁ ଆରମ୍ଭ ହେବ ‘ଭାରତ ଯୋଡ଼ୋ’ ଯାତ୍ରା । ଏହା ପ୍ରାୟ ଶହେ ଦିନ ଯାଏଁ ହେବ । ୨୨୫୦ କିଲୋମିଟର ପଦଯାତ୍ରା ହେବ। ୨୦ ସଂସଦୀୟ କ୍ଷେତ୍ରରେ ହେବ ଏହି  ଯାତ୍ରା।  ଏଥିରେ ବିଭିନ୍ନ ସାମାଜିକ କର୍ମୀଙ୍କୁ…

ହକି ଇଣ୍ଡିଆର ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ଦିଲୀପ ତିର୍କୀ

ଭୁବନେଶ୍ୱର: ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ତଥା ଅଲମ୍ପିଆନ୍ ଦିଲୀପ ତିର୍କୀ ହକି ଇଣ୍ଡିଆର ସଭାପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ନାମାଙ୍କନ ଦାଖଲ ପରେ ପ୍ରତିକ୍ରିୟାରେ ଦିଲୀପ ତିର୍କୀ କହିଛନ୍ତି, ଭାରତୀୟ ହକିକୁ ଉଚ୍ଚକୁ ନେବାକୁ ମୁଁ ବଦ୍ଧ ପରିକର । ସମସ୍ତଙ୍କ…

ରତ୍ନଭଣ୍ଡାର ଖୋଲିବା ନେଇ ବିଜୟ ମହାପାତ୍ରଙ୍କ ଦାବୀ

ଭୁବନେଶ୍ୱର : ରତ୍ନଭଣ୍ଡାର ଖୋଲିବା ନେଇ ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ଆଇନ ମନ୍ତ୍ରୀ ବିଜୟ ମହାପାତ୍ର ସାମ୍ବାଦିକ ସମ୍ମିଳନୀରେ ଦାବୀ କରିଛନ୍ତି  । ସେ କହିଛନ୍ତି  ନିକଟରେ ଆମିକ୍ୟସ କ୍ୟୁରି କୋର୍ଟଙ୍କ ନିର୍ଦ୍ଦେଶରେ ପୁରୀ ଆସିଥିଲେ। ସେ ଅନୁଭବ କରିଛନ୍ତି ସୁରକ୍ଷା ଓ ମରାମତି ଦିଗରେ…

ପୀଡିତା ବାପାଙ୍କ ଅଭିଯୋଗ : ହୀନ ରାଜନୀତି କରୁଛି ପାରାଦ୍ଵୀପ ବିଜେପି

ପାରାଦ୍ଵୀପ :  ଅଗଷ୍ଟ ୨୬ ତାରିଖରେ ପାରାଦ୍ଵୀପ ଠାରେ ଆଶା କର୍ମୀ ବଳତ୍କାର ଘଟଣାକୁ ନେଇ ରାଜନୀତି ଆରମ୍ଭ ହେଇଯାଇଛି  । ଏହାକୁ ନେଇ ପାରାଦ୍ଵୀପ ବିଜେପି ହୀନ ରାଜନୀତି କରୁଥିବାର ଗଣମାଧ୍ୟମ ସମ୍ମୁଖରେ ଅଭିଯୋଗ କରିଛନ୍ତି ପୀଡିତା ଙ୍କ ବାପା  । ଘଟଣାକୁ ଭୁଲି ବଞ୍ଚିବା ପାଇଁ ଚେଷ୍ଟା…

ଘୂର୍ଣ୍ଣିବଳୟ ପ୍ରଭାବରେ ପ୍ରବଳ ବର୍ଷ

ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଠାରୁ ଦୁଇଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ୨୦ ଓ ୨୧ ତାରିଖରେ ଉପକୂଳ ଓ ପଶ୍ଚିମ ଓଡ଼ିଶା କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା…

ହ୍ରିତିକଙ୍କୁ ଡ୍ୟାନ୍ସ କରିବା ମନା !

ମୁମ୍ବାଇ: ହ୍ରିତିକ ରୋଶନଙ୍କ ଅଭିନୀତ ଫିଲ୍ମ 'ବିକ୍ରମ ବେଧା'ର ନୂଆ ଗୀତ 'ଆଲକୋହୋଲିୟା' ମୁକ୍ତିଲାଭ କରିଛି। ଏହି ଚଳଚ୍ଚିତ୍ର ମାଧ୍ୟମରେ ହ୍ରିତିକ ରୋଶନ ପ୍ରାୟ ତିନି ବର୍ଷ ପରେ ପରଦାକୁ ଫେରୁଛନ୍ତି। ଗୀତରେ ହ୍ରିତିକ ରୋଶନ ତାଙ୍କର ସର୍ବୋତ୍ତମ ଡ୍ୟାନ୍ସ ମୁଭସ୍ ପ୍ରଦର୍ଶନ କରୁଛନ୍ତି। ତେବେ…

ଆଜି ରାଜ୍ୟ କଂଗ୍ରେସର ‘ଭାରତ ଯୋଡ଼ୋ’ ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

ଭୁବନେଶ୍ବର: ଓଡ଼ିଶାରେ ଭାରତ ଯୋଡ଼ୋ ଯାତ୍ରା ଆୟୋଜନ ପାଇଁ ଆଜି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେବ । ଓଡ଼ିଶାରେ  କାର୍ଯ୍ୟକ୍ରମ କେବେ ହେବ ସେ ନେଇ କଂଗ୍ରେସ ନେତାମାନେ ଆଲୋଚନା କରିବେ । ବୈଠକରେ ଯୋଗଦେବାକୁ ଭୁବନେଶ୍ବରରେ ପହଞ୍ଚିଛନ୍ତି ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂ ଓ ଜୟରାମ…

ଅନୁସୂଚିତ ଜନଜାତି ତାଲିକାରେ ୧୬୦ରୁ ଅଧିକ ଜନଜାତିଙ୍କୁ ସାମିଲ ପାଇଁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: ଅନୁସୂଚିତ ଜନଜାତି ତାଲିକାରେ ରାଜ୍ୟର ୧୬୦ରୁ ଅଧିକ ଜନଜାତିଙ୍କୁ ସାମିଲ କରାଯିବାକୁ ନେଇ ମୁଖ୍ୟମନ୍ତ୍ରୀ କେନ୍ଦ୍ରକୁ ଚିଠି ଲେଖିଛନ୍ତି । ବହୁଦିନ ଧରି ରାଜ୍ୟ ପକ୍ଷରୁ ଏଭଳି ପ୍ରସ୍ତାବକୁ କାର୍ଯ୍ୟକାରୀ କରାଯିବା ପାଇଁ ଚିଠିରେ ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଆତ୍ମସମର୍ପଣ କଲେ ୭୦୦ରୁ ଊର୍ଦ୍ଧ୍ବ ମିଲିସିଆ

ମାଲକାନଗିରି: ରାଜ୍ୟ ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକୁ ଦେଖି ସଙ୍ଗଠନ ଛାଡିଛନ୍ତି ମିଲିସିଆ । ମାଲକାନଗିରି ଜିଲ୍ଲାରୁ 700ରୁ ଅଧିକ ମିଲିସିଆ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି।  ମାଓ ସଙ୍ଗଠନ ଛାଡ଼ି ସାଧାରଣ ଜୀବନ ସ୍ରୋତରେ ସାମିଲ ହେଉଛନ୍ତି  ଆଦିବାସୀ । ପୋଲିସର ସଚେତନତା ପରେ  …