Latest Odisha News

BREAKING NEWS

Browsing Category

ଫିଚର

ଆସନ୍ତା ୨୬ରୁ ମେ-ଫେୟାରରେ ‘ଦାଣ୍ଡିଆ ରାସ-୨୦୨୨’

ଭୁବନେଶ୍ୱର: ଦୀର୍ଘ ୨ ବର୍ଷ ପରେ ଦୁର୍ଗାପୂଜା ଅବସରରେ ଦାଣ୍ଡିଆ ନୃତ୍ୟ ଉପଭୋଗ କରିବେ ରାଜଧାନୀବାସୀ । ଆସନ୍ତା ୨୬ ତାରିଖରୁ ହୋଟେଲ୍ ମେ-ଫେୟାରରେ ଆରମ୍ଭ  ହେବ ‘ଦାଣ୍ଡିଆ ରାସ-୨୦୨୨’ । ମେ-ଫେୟାର ଓ ଏଂଟରଟେନ୍ ଇଭେନ୍‌ଟ୍ସ ଆଣ୍ଡ ପ୍ରମୋସନ୍ସ ମିଳିତ ଭାବେ ୧୦ ଦିନ ବ୍ୟାପୀ ଏହି ଦାଣ୍ଡିଆ…

ବିଶ୍ୱକପ୍ ହକି ଭିତ୍ତିଭୂମି ନିର୍ମାଣ ଖର୍ଚ୍ଚ ୮୭୫କୋଟିକୁ ଟପିଲା

ଭୁବନେଶ୍ବର: ଆଜି କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ଅନୁମୋଦନ କରିଛନ୍ତି ସରକାର । ତେବେ ୨୦୨୩ ବିଶ୍ୱକପ୍ ହକି ନିମନ୍ତେ କ୍ରୀଡ଼ା ଭିତ୍ତିଭୂମି ନିର୍ମାଣ ଖର୍ଚ୍ଚ ଗତ ବର୍ଷ ଯେତିକି ଆକଳନ କରାଯାଇଥିଲା ତାହା  ବର୍ଷକ ମଧ୍ୟରେ ୨ଗୁଣ ବୃଦ୍ଧି ପାଇଛି ।  କଳିଙ୍ଗ…

ବିରୋଧ ପରେ କେନ୍ଦୁଝର ଶିଶୁ ମୃତ୍ୟୁ ଘଟଣାରେ ବଦଳିଲେ ସିଡିଏମଓ

କେନ୍ଦୁଝର : କେନ୍ଦୁଝର ସିଡିଏମଓଙ୍କ ବଦଳି କରାଯାଇ ତାଙ୍କ ସ୍ଥାନରେ ନୂଆ ସିଡିଏମଓଙ୍କୁ ଦାୟିତ୍ୱ ମିଳିଛି । କେନ୍ଦୁଝର ଶିଶୁ ମୃତ୍ୟୁ ଘଟଣାରେ  କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍‌ଓ) ସୁଜାତାରାଣୀ ମିଶ୍ରଙ୍କୁ ବଦଳି କରାଯାଇଛି।  କେନ୍ଦୁଝର ସିଡିଏମଓ ସୁଜାତା ରାଣୀ…

ଭାରତ ଯୋଡୋ ଯାତ୍ରା: ରାହୁଲ-ସଚିନଙ୍କୁ ଦେଖି ଲୋକଙ୍କ ମନେ ପଡିଲା ରାଜେଶ-ରାଜୀବଙ୍କ ବନ୍ଧୁତା

ଜୟପୁର: ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରାରେ ବୁଧବାର ସଚିନ ପାଇଲଟ ଯୋଗ ଦେଇଥିଲେ । ରାହୁଲ ଓ ସଚିନ ଏକତ୍ର ଯାଉଥିବା ବେଳେ କଂଗ୍ରେସ କର୍ମୀ ବେଶ ଉତ୍ସାହିତ ଥିଲେ । ଏହି ୨ଜଣଙ୍କ ବନ୍ଧୁତା ଦେଖି ପ୍ରଶଂସକମାନଙ୍କ ପୁରୁଣା କଥା ମନେ ପଡି ଯାଇଥିଲା । ପୂର୍ବରୁ ରାହୁଲଙ୍କ ବାପା ରାଜୀବ…

କ୍ୟାବିନେଟ ବୈଠକରେ ୩୩ଟି ପ୍ରସ୍ତାବ ଉପରେ ମୋହର: ଜଳସେଚନକୁ ଅଧିକ ଗୁରୁତ୍ବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ସମୁଦାୟ ୩୩ଟି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛନ୍ତି । ଜଳସଂପଦ ବିଭାଗର ୬ଟି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି । ପ୍ରଥମ ପ୍ରସ୍ତାବ ହେଉଛି ବୈତରଣୀ ନଦୀରେ ୨ଟି…

ନାମାଙ୍କନ ଦାଖଲ ପୂର୍ବରୁ ରାହୁଲଙ୍କୁ ଭେଟିଲେ ଗେହଲୋଟ

କୋଚି: କଂଗ୍ରେସ ସଭାପତି ପଦ ପାଇଁ ସେପ୍ଟେମ୍ବର 24ରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହେବ । ଏହା ପୂର୍ବରୁ ରାହୁଲ ଗାନ୍ଧୀଙ୍କୁ ସଂଧ୍ୟାରେ ସାକ୍ଷାତ କରିଛନ୍ତି ରାଜସ୍ତାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ । ରାହୁଲ ଗାନ୍ଧୀଙ୍କ ସହ ଗେହଲୋଟ କଣ କଥା ହୋଇଛନ୍ତି ତାହା ଜଣାପଡିନଥିବା ବେଳେ…

ଓଡିଶା ଜୁନିୟର ପୁରୁଷ ହକି ଚାମ୍ପିୟନଶିପ: ସୁନ୍ଦରଗଡ-ଦେଓଗଡ ଫାଇନାଲ

ଭୁବନେଶ୍ୱର: ଓଡିଶା ରାଜ୍ୟ ଜୁନିୟର ପୁରୁଷ ହକି ଚାମ୍ପିୟନଶିପର ଫାଇନାଲ ମ୍ୟାଚ ସୁନ୍ଦରଗଡ ଓ ଦେଓଗଡ ମଧ୍ୟରେ ଖେଳାଯିବ । ଗୁରୁବାର ଅନୁଷ୍ଠିତ ସେମିଫାଇନାଲ ମୁକାବିଲାର ପ୍ରଥମ ମ୍ୟାଚ ବେଶ ସଂଘର୍ଷପୂର୍ଣ୍ଣ ହୋଇଥିଲା । ଏଥିରେ ସୁନ୍ଦରଗଡ ୨-୧ ଗୋଲରେ ସମ୍ବଲପୁରକୁ ପରାସ୍ତ କରିଥିଲା । ସେହିପରି…

ମିଶନ ଶକ୍ତି ଗୋଷ୍ଠୀର ମା’ ମାନଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :  ମିଶନ ଶକ୍ତି ଗୋଷ୍ଠୀର ମା’ ମାନେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ଆଜି ସଂଧ୍ୟାରେ ନବୀନ ନିବାସଠାରେ କଟକ, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା’ ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ ।  ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା…

ରୁଷର ୩୮ ସହରରେ ପୁତିନଙ୍କ ବିରୋଧରେ ବିକ୍ଷୋଭ

ମସ୍କୋ: ରୁଷ-ୟୁକ୍ରେନ ଯୁଦ୍ଧ ୭ମାସ ପୂରିବାକୁ ଯାଉଛି । ଧନ, ଜୀବନ ଏବଂ ସବୁ କିଛି ଏଥିରେ କ୍ଷତି ହେଉଥିଲେ ମଧ୍ୟ କେହି ଚେତୁ ନାହାନ୍ତି । ଯୁଦ୍ଧର ଉଷ୍ମକା ଟିକେ କମି ଆସିବା ବେଳେ ରୁଷ ରାଷ୍ଟ୍ରପତି ଭ୍ଲାଡିମିର ପୁତିନଙ୍କ ପରମାରୁ ବୋମା ବୟାନ ଏହାକୁ ଆହୁରି ତେଜିଛି । ପୁତିନ ଆବଶ୍ୟକ…

ଦୁର୍ନୀତି ଅଭିଯୋଗରେ ଚୀନର ପୂର୍ବତନ ଆଇନ ମନ୍ତ୍ରୀଙ୍କୁ କୋର୍ଟ ଶୁଣାଇଲେ ଫାଶୀ ଦଣ୍ଡ

ବେଜିଂ: ଚୀନରେ ବାମପନ୍ଥୀ ସରକାର ନିଜର ପୂର୍ବତନ ଆଇନମନ୍ତ୍ରୀଙ୍କୁ ଫାଶୀ ଦଣ୍ଡ ଦେବ । ଦୁର୍ନୀତି ପାଇଁ ଏହି ଦଣ୍ଡ ପାଇବେ ଚୀନର ପୂର୍ବତନ ଆଇନ ମନ୍ତ୍ରୀ ଫୁ ଝୋଂଗହୁଆ । ତେବେ ଆଇନ ମନ୍ତ୍ରୀଙ୍କ ପାଇଁ ସରକାର ମଧ୍ୟ କିଛି ନରମ ହୋଇନାହାଁନ୍ତି । ଦୁର୍ନୀତି ପାଇଁ କାହାକୁ ଛଡାଯିବ ନାହିଁ ବୋଲି…