Latest Odisha News

BREAKING NEWS

Browsing Category

ଫିଚର

ଦୈନିକ ୧୦ ହଜାର ଷ୍ଟେପ ଚାଲନ୍ତୁ, କ୍ୟାନସର ଭଳି ମାରାତ୍ମକ ରୋଗ ଭୟରୁ ନିର୍ଭୟ ରୁହନ୍ତୁ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଦିନକୁ ୩୦ମିନିଟ୍ ଚାଲିବା, ଯୋଗ ଓ ଜିମ୍ ଯିବା ସହ ସମାନ। କିନ୍ତୁ ଆପଣ ଜାଣନ୍ତିକି ପ୍ରତିଦିନ ଚାଲିବା ଦ୍ୱାରା ଅନେକ ରୋଗ ଭଲ ହୋଇଯାଏ। ସିଡନୀ ୟୁନିଭରସିଟି ଏବଂ ଅଷ୍ଟ୍ରେଲିଆର ସାଉଥ ଡେନମାର୍କ ବିଶ୍ୱବିଦ୍ୟାଳୟର ଅନୁସନ୍ଧାନକାରୀମାନେ ଜାଣିବାକୁ ପାଇଲେ ଯେ, ଦୈନିକ…

ଓଡିଶା ସମାଜବାଦୀ ପାର୍ଟି ପକ୍ଷରୁ ରାଜ୍ୟପାଳଙ୍କୁ ଭେଟି ବିଭିନ୍ନ ଦାବି ସହ ସ୍ମାରକପତ୍ର ପ୍ରଦାନ କରାଯାଇଛି

ଭୁବନେଶ୍ୱର : ସମାଜବାଦୀ ପାର୍ଟି ଓଡ଼ିଶା ରାଜ୍ୟ ସଭାପତି ରବି ବେହେରାଙ୍କ ନେତୃତ୍ବରେ ୪ ଜଣିଆ ପ୍ରତିନିଧି ଦଳ ଆଜି ରାଜ୍ୟପାଳ ଗଣେଶୀ ଲାଲଙ୍କୁ ରାଜଭବନଠାରେ ସାକ୍ଷାତ କରିଛନ୍ତି  ।  ତାସହ ରାଜ୍ୟପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି  । ଏହି ସ୍ମାରକପତ୍ରରେ ଦର୍ଶାଯାଇଥିବା ଦାବି…

ସ୍ୱାମୀ ଆଖି ଆଗରେ ପୋଖରିରେ ବୁଡ଼ିଗଲା ଗର୍ଭବତୀ ସ୍ତ୍ରୀ

ବଲାଙ୍ଗିର: ହସ୍ପିଟାଲରୁ ଚେକଅପ୍ ସାରି ଫେରୁଥିଲେ । ପେଟରେ ବଢ଼ୁଥିବା ଛୁଆକୁ ନେଇ ମନରେ ଢେର୍ ଆଶା ବି ବାନ୍ଧିଥିଲେ । ହେଲେ ହଠାତ୍ ସବୁକିଛି ଓଲଟ ପାଲଟ ହୋଇଗଲା । କାରରେ ଫେରୁଥିବା ବେଳେ କାର ଯାଇ ସିଧା ପୋଖରି ଭିତରେ ପଶିଗଲା । କୌଣସି ମତେ ସ୍ୱାମୀ ପହଁରି ପହଁରି କୂଳକୁ ପଳାଇ ଆସିଲେ ।…

ବାହା ହୋଇନଥିଲେ ବଲିଉଡରେ କାମ ମିଳେ!

ମୁମ୍ବାଇ: ଆଧୁନିକ ଯୁଗର ତାଳେ ତାଳେ ବଦଳିବାକୁ ଲାଗୁଛି ଫିଲ୍ମ ଇଣ୍ଡଷ୍ଟ୍ରି। ବିଶେଷ କରି ବଲିଉଡରେ ବହୁତ ପରିବର୍ତ୍ତନ ଆସିଛି। ଚଳଚ୍ଚିତ୍ରର କାହାଣୀଠାରୁ ଆରମ୍ଭ କରି ଫ୍ୟାଶନ, ସବୁ ବଦଳିଯାଇଛି। ସମ୍ପ୍ରତ୍ତିରେ ସେଲିବ୍ରିଟି ମହିମା ଚୌଧୁରୀଙ୍କର ଇଣ୍ଟର୍ଭ୍ୟୁ ହୋଇଥିଲା ଏବଂ ଏଥିରେ ସେ…

ପୁଟିନ୍ ସେନାକୁ ତଡ଼ିପାର କରୁଛନ୍ତି ଜେଲେନସ୍କି ସେନା !

ଓଡ଼ିଶା ସମ୍ବାଦ ବ୍ୟୁରୋ: ୨୦୦ରୁ ଅଧିକ ଦିନ ହେବ ୟୁକ୍ରେନ ଉପରେ ଆକ୍ରମଣ ଜାରି ରଖିଛି ଋଷ । ୟୁକ୍ରେନର ଅନେକ ସ୍ଥାନକୁ ମଧ୍ୟ ପୁଟିନ ସେନା ଅକ୍ତିଆର ମଧ୍ୟ କରିଥିଲା। କିନ୍ତୁ ବିଳମ୍ବରେ ହେଉ ପଛେ ଏବେ ୟୁକ୍ରେନ ରାଷ୍ଟ୍ରପତି ଭୋଲଦମିର ଜେଲେନସ୍କିଙ୍କ ସେନା ସକ୍ରିୟ ହୋଇଛି। ଆଉ ଋଷ ସେନା…

ବନିଶିରେ ମାଛ ବଦଳରେ ପଡ଼ିଲା କୁମ୍ଭୀର ଛୁଆ

ଯାଜପୁର: ବନିଶିରେ ମାଛ ବଦଳରେ ପଡ଼ିଲା କୁମ୍ଭୀର । ଯାଜପୁର ଜିଲ୍ଲା ବରୀ ବ୍ଲକ ରମ୍ପା ଗାଁ ପଗିଡ଼ିଆ ନଦୀରୁ କୁମ୍ଭୀର ଛୁଆ ଉଦ୍ଧାର ହୋଇଛି । ଗାଁର କୁନା ମଲ୍ଲିକ ମାଛ ଧରିବାକୁ ପଗିଡ଼ିଆ ନଦୀରେ ବନିଶି ପକାଇଥିଲେ । ହେଲେ ବନିଶିରେ ମାଛ ନପଡ଼ି ପଡ଼ିଥିଲା କୁମ୍ଭୀର ଛୁଆ । ସଙ୍ଗେ ସଙ୍ଗେ କୁନା…

ଥାନା ଭିତରେ ‘ଗୁଣ୍ଡାଗର୍ଦ୍ଦି’, ଉତ୍ତ୍ୟକ୍ତ ଜନତା ମାରିଲେ ପୋଲିସକୁ ଧକ୍କା

ଓଡ଼ିଶା ସମ୍ବାଦ ବ୍ୟୁରୋ : ଥାନା ଭିତରେ ଗୁଣ୍ଡାଗର୍ଦ୍ଦି । ଥାନା ଭିତରେ ଧସେଇ ପଶିବା ପରେ ଉପସ୍ଥିତ ଥାନା ଅଧିକାରୀଙ୍କୁ ଠେଲାପେଲା କରିଛନ୍ତି ଉତ୍ତ୍ୟକ୍ତ ଲୋକେ। ଯାହା ଉତ୍ତର ପ୍ରଦେଶ, ବିହାର, ମହାରାଷ୍ଟ୍ର ଆଦି ରାଜ୍ୟରେ ସାଧାରଣରେ ଦେଖାଯାଏ। କିନ୍ତୁ ଏ ଖବର ଓଡ଼ିଶାରେ ଘଟିଛି । ଗତ…

5T ଅଧିନରେ ରୂପାନ୍ତରଣ ସ୍କୁଲ ଛାତରୁ ଖସିଲା ସିଲିଂ, ଅଳ୍ପକେ ବର୍ତ୍ତିଲେ ଛାତ୍ରଛାତ୍ରୀ

ନୂଆପଡ଼ା: 5T ଅଧିନରେ ସ୍କୁଲ ରୂପାନ୍ତରଣରେ ଦୁର୍ନୀତି । ମାସ କେଇଟା ନ ହେଉଣୁ ଛାତରୁ ଖସିଲା ସିଲିଂ । ଅଳ୍ପକେ ବର୍ତ୍ତିଲେ ଛାତ୍ରଛାତ୍ରୀ । ଗତ କିଛିମାସ ତଳେ 5T ଅଧିନରେ ରାଜ୍ୟ ସରକାର ନୂଆପଡ଼ା ଖରିଆର ରୋଡ୍ ସ୍ଥିତ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟର ରୂପାନ୍ତରଣ କରିଥିଲେ । ହେଲେ ମାସ କେଇଟା ନ…

ଦ୍ବିତୀୟ ଥର ପାଇଁ ରୋହତଗୀ ଏଜି ଭାବେ ଦାୟିତ୍ୱ ଗ୍ରହଣ କରିବେ

ନୂଆଦିଲ୍ଲୀ: ବରିଷ୍ଠ ଆଇନଜୀବୀ ମୁକୁଲ ରୋହତଗି ପୁଣି ଥରେ ଭାରତର ଆଟର୍ଣ୍ଣି ଜେନେରାଲ୍ ଭାବରେ ଦାୟିତ୍ବ ଗ୍ରହଣ କରିବେ। ଆଟର୍ଣ୍ଣି ଜେନେରାଲ ଭାବରେ ଦ୍ବିତୀୟ ଥର ପାଇଁ ରୋହତଗୀ ନିଯୁକ୍ତ ହେବାକୁ ଯାଉଛନ୍ତି। ଅକ୍ଟୋବର ୧ରୁ ସେ ଦାୟିତ୍ୱ ଗ୍ରହଣ କରିବେ। କେନ୍ଦ୍ର ସରକାର ରୋହତଗିଙ୍କ ନାମରେ…

ଅଧିକ ‘ସେଓ’ ଖାଉଛନ୍ତି କି?

ଓଡ଼ିଶା ସମ୍ବାଦ: ଶରୀରକୁ ସୁସ୍ଥ ରଖିବା ପାଇଁ ସବୁଠୁ ଭଲ ଔଷଧ ହେଉଛି ଚିନ୍ତାମୁକ୍ତ ରହିବା। କିନ୍ତୁ ଭଲ ଖାଦ୍ୟ ମଧ୍ୟ ଆପଣଙ୍କୁ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ । ଭିଟାମିନଯୁକ୍ତ ଖାଦ୍ୟ ଆପଣଙ୍କ ଚେହେରା, ମାନସିକ ଶାନ୍ତି ଓ ଶରୀରର ବିଭିନ୍ନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିଥାଏ । ଫଳ ରେ…