Latest Odisha News

BREAKING NEWS

Browsing Category

ଫିଚର

ଛୋଟୁ ଭୈୟାଙ୍କୁ କ୍ଷମା ମାଗିଲେ ଉର୍ବଶୀ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଉର୍ବଶୀ ରୌତେଲା ଓ କ୍ରିକେଟର ରିଷଭ ପନ୍ତଙ୍କ ମଧ୍ୟରେ ଉପୁଜିଥିବା ବିବାଦର ଅନ୍ତ ଘଟିଛି । ରିପୋର୍ଟ ମୁତାବକ ଉର୍ବଶୀ ତାଙ୍କ ଭୁଲ ନେଇ ପନ୍ତଙ୍କୁ କ୍ଷମା ମାଗିଛନ୍ତି । ଏକ ଚ୍ୟାନେଲକୁ ଦେଇଥିବା ସାକ୍ଷାତକାରରେ ସାମ୍ବାଦିକଜଣଙ୍କ ତାଙ୍କୁ ପଚରାଥିଲେ ଆପଣ ବୁଲେଇ…

ଟି୨୦ ବିଶ୍ୱକପ କ୍ରିକେଟ: ଭାରତୀୟ ଚୟନ କମିଟି ଅଣଦେଖା କଲେ କି ଏହି ପାଂଚ ଖେଳାଳିଙ୍କୁ

ପୁରୀ: ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି୨୦ ବିଶ୍ୱକପ ପାଇଁ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଘୋଷଣା କରାଯାଇଛି । ତେବେ ଏହି ଚୟନ ନେଇ କ୍ରିକେଟ ସମୀକ୍ଷକମାନେ କିଛି ମାତ୍ରାରେ ଅସନ୍ତୁଷ୍ଟ ରହିଛନ୍ତି । ସେମାନଙ୍କ ମତରେ ୫ଜଣ ଖେଳାଳିଙ୍କୁ ସମ୍ପୂର୍ଣ୍ଣ ଭାବେ ଅଣଦେଖା କରାଯାଇଛି । ଫର୍ମ…

ଜଙ୍ଗଲରୁ ବାଘର ଗଳିତ ମୃତ ଦେହ ଠାବ

ସୁବର୍ଣ୍ଣପୁର : ବାଘପାଲି ଜଙ୍ଗଲରୁ ବାଘର ଗଳିତ ମୃତ ଦେହ ଠାବ । ଏହି ଘଟଣା ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବନାଞ୍ଚଳର ବାଘପାଲି ଜଙ୍ଗଲରେ ଘଟିଛି । ବାରହା ଫାସରେ ପଡି କରଲାପତରିଆ ବାଘର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି  । ମୃତ ବାଘର ନଖ ଓ ନିଶକୁ ଦୁର୍ବୁତ୍ତମାନେ ନେଇଯାଇଥିବା ଅଭିଯୋଗ…

ଟ୍ରକ୍ ଚୋରି ମାମଲାରେ ଜିଲ୍ଲା ଯୁବ ବିଜେଡି ଉପସଭାପତିଙ୍କ ସହ ୯ ଜଣ ଗିରଫ

ଯାଜପୁର: ଟ୍ରକ୍ ଚୋରି ମାମଲାର ପର୍ଦ୍ଦାଫାସ୍ କରିଛି ଧର୍ମଶାଳା ପୋଲିସ । ମାମଲାରେ ପୋଲିସ ଯାଜପୁର ଜିଲ୍ଲା ଯୁବ ବିଜେଡି ଉପସଭାପତିଙ୍କ ସହ ୯ ଜଣଙ୍କୁ ଗିରଫ କରିଛି । ଅଭିଯୁକ୍ତଙ୍କ ଠାରୁ ଗୋଟିଏ କାର ସହ ୨ ଲକ୍ଷ ୪୫ ହଜାର ଟଙ୍କା ଜବତ ହୋଇଛି । ସୂଚନା ଅନୁସାରେ, ଗତ ୧୧ ତାରିଖରେ ଧର୍ମଶାଳା…

ଟ୍ୱିଟରରେ କୋହଲିଙ୍କ ପ୍ରଶଂସକ ସଂଖ୍ୟା ଛୁଇଁଲା ୫ କୋଟି

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ପ୍ରଶଂସକଙ୍କ ସଂଖ୍ୟା ଟ୍ୱିଟରରେ ୫ କୋଟି ଛୁଇଁଛି । ବିଶ୍ୱର ପ୍ରଥମ କ୍ରିକେଟର ଭାବେ ସେ ଏହି ଉପଲବ୍ଧି ହାସଲ କରିଛନ୍ତି । ସେହିପରି ଇନଷ୍ଟାଗ୍ରାମରେ ତାଙ୍କ ଫଲୋର୍ସ ସଂଖ୍ୟା ୨୦ କୋଟିରେ ପଂହଚିଛି । ସେ ଟ୍ୱିଟରରେ ୫ମ ସର୍ବାଧିକ ଫଲୋ…

୨୯୦ କେ.ଜି ଗଞ୍ଜେଇ ଜବତ

କୋରାପୁଟ : କୋରାପୁଟ ଅବକାରୀ ବିଭାଗର ବଡ଼ ସଫଳତା । ନନ୍ଦପୁରର ମାରଡ଼ା କାଜୁ ବଣ ରୁ ୨୯୦ କେ.ଜି ଗଞ୍ଜେଇ ଜବତ ହୋଇଛି  । ଯାହାର ଆନୁମାନିକ ମୂଲ୍ୟ ୨୯ ଲକ୍ଷ ଟଙ୍କାରୁ ଉର୍ଦ୍ଧ ହେବ ବୋଲି ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀ ସୂଚନା ଦେଇଛନ୍ତି  । ନନ୍ଦପୁର ବ୍ଲକ ମାରଡ଼ା ଅଞ୍ଚଳ ରୁ…

ପୁରୀରେ ବିଜେପିର ୩ ଦିନିଆ ପ୍ରାଦେଶିକ ପ୍ରଶିକ୍ଷଣ ଶିବିର, କେନ୍ଦ୍ରୀୟ ଯୋଜନାକୁ ଘରେ ଘରେ ପହଞ୍ଚାଇବା ଲକ୍ଷ୍ୟ

ପୁରୀ: ବିଜେପିକୁ ଧୋକା ଦେଇଛି ବିଜେଡି । ଆମେ ବିଜେଡି ସାଙ୍ଗରେ ୯ ବର୍ଷ ଥିଲୁ । ନବୀନଙ୍କୁ ମୁଖ୍ୟମନ୍ତ୍ରୀ କରିଥିଲୁ । ଏବେ ଆମେ ପ୍ରତିଶୋଧ ନେବୁ । ୨୦୨୪ ନିର୍ବାଚନକୁ ଆଖି ଆଗରେ ରଖି ପୁରୀରେ ବିଜେପିର ୩ ଦିନିଆ ପ୍ରାଦେଶିକ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଛି । କେନ୍ଦ୍ରରେ ସଂଖ୍ୟା…

ପ୍ରଫେସର ତ୍ରିପାଠୀ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ନୂଆ କୁଳପତି

କୋରାପୁଟ : କୋରାପୁଟସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟର ନୂଆ କୁଳପତି ଭାବେ ନିଯୁକ୍ତ ହେଲେ ପ୍ରଫେସର ଚକ୍ରଧର ତ୍ରିପାଠୀ। ୨୦୨୧ ଜୁଲାଇରେ ସ୍ବର୍ଗତ ଆଇ.ରାମବ୍ରହ୍ମଙ୍କ ଦେହାନ୍ତ ପରେ କୋରାପୁଟସ୍ଥିତ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟରେ କୁଳପତି ପଦବୀ ଖାଲି ପଡିଥିଲା।…

ଶସ୍ତା ହେବ କ୍ୟାନସର ଓ ସଂକ୍ରମଣରୋଧୀ ଔଷଧର ଦାମ

ନୂଆଦିଲ୍ଲୀ: ଦେଶରେ କେତେକ ଜରୁରୀକାଳୀନ ଔଷଧର ଦାମ ହ୍ରାସ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିଷ୍ପତି ନିଆଯାଇଛି । ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡବିୟା ବିଶେଷଜ୍ଞଙ୍କ ସହ ଆଲୋଚନା କରିବା ପରେ ଏନଏଲଇଏମ ଶ୍ରେଣୀରେ ଏହି ଔଷଧଗୁଡିକୁ ସାମିଲ କରିବା ପାଇଁ ଘୋଷଣା କରିଛନ୍ତି । ଏଥିରେ…

ଡେଙ୍ଗୁ ଭୁବନେଶ୍ୱରବାସୀଙ୍କ ଚିନ୍ତା ବଢାଇଛି

ଭୁବନେଶ୍ୱର : ରାଜଧାନୀରେ ବଢୁଛି ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା।  ଡେଙ୍ଗୁ କବଳରେ ଏବେ ରାଜଧାନୀ ଭୁବନେଶ୍ୱର । ଡେଙ୍ଗୁ ପାଇଁ ଭୁବନେଶ୍ୱରବାସୀ ଙ୍କ ଚିନ୍ତା ବଢିଯାଇଛି । କ୍ୟାପିଟାଲ ହସ୍ପିଟାଲରେ ରୋଗୀଙ୍କ ପାଇଁ ଶଯ୍ୟାର ଘୋର ଅଭାବ ଦେଖା ଦେଇଛି। ଡେଙ୍ଗୁକୁ ନେଇ ଚିନ୍ତାଜନକ ସ୍ଥିତି ଥିବା…