Latest Odisha News

BREAKING NEWS

Browsing Category

ଫିଚର

ଫ୍ରଡ୍ ମାର୍ଶାଲ; ଟାଇମ୍ସ ସ୍କୋୟାରରେ ବେଜିତ୍ ହେଲେ ପାକିସ୍ତାନ ସେନା ମୁଖ୍ୟ

ନୂଆଦିଲ୍ଲୀ: ନ୍ୟୁୟର୍କର ଟାଇମ୍ସ ସ୍କୋୟାରରେ ଥିବା ଡିଜିଟାଲ୍ ବିଲବୋର୍ଡରେ ପାକିସ୍ତାନ ସେନା ମୁଖ୍ୟ ଜେନେରାଲ ଅସୀମ ମୁନିର ଏବଂ ପ୍ରଧାନମନ୍ତ୍ରୀ ଶେହବାଜ୍ ସରିଫଙ୍କୁ ସାର୍ବଜନୀନ ଭାବରେ ଟ୍ରୋଲ୍ କରାଯାଇଛି। ଯାହାର ଏକ ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ତେବେ ଏହାକୁ …

ଭଦ୍ରକ ଓ ନବରଙ୍ଗପୁରକୁ ମିଳିଲା ନୂଆ ଏସପି

ଭୁବନେଶ୍ୱର: ଓଡ଼ିଶା ସରକାର ଗୁରୁବାର ଦିନ ଆଇପିଏସ ସ୍ତରରେ ଛୋଟ ଅଦଳବଦଳ କରିଛନ୍ତି। ତଦନୁଯାୟୀ ଦୁଇଟି ଜିଲ୍ଲା ପାଇଁ ଏସପିଙ୍କୁ ନିଯୁକ୍ତି ଦିଆଯାଇଛି। ଭଦ୍ରକ ଏସପି ଏମ.ସନ୍ଦୀପ ସମ୍ପତଙ୍କୁ ନବରଙ୍ଗପୁର ଏସପି ଭାବରେ ବଦଳି କରାଯାଇଛି। ସେହିପରି କେନ୍ଦୁଝରର ଅତିରିକ୍ତ ଏସପି ମନୋଜ କୁମାର…

ଗଞ୍ଜାମରେ ୧୨ଟି ଶିଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଗଞ୍ଜାମର ଛତ୍ରପୁର ଠାରେ ମୋଟ ୧୨ଟି ଶିଳ୍ପ ପାଇଁ ୨୮ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ବ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ ଗ୍ରୀନ ହାଇଡ୍ରୋଜେନ୍, କେମିକାଲ୍‍ସ ଓ ଅକ୍ଷୟ ଶକ୍ତି କ୍ଷେତ୍ରରେ…

ରାଜ୍ୟର ୧୩ଟି ସରକାରୀ ବିଶ୍ୱବିଦ୍ୟାଳୟର ଭିସି ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ 

ଭୁବନେଶ୍ୱର: ରାଜ୍ୟର ୧୩ଟି ସରକାରୀ ବିଶ୍ୱବିଦ୍ୟାଳୟରେ ଭିସି (ଭାଇସ୍ ଚାନ୍ସେଲର) ନିଯୁକ୍ତି ପାଇଁ ଓଡ଼ିଶା ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତିରେ କୁହାଯାଇଛି ଯେ “୦୧.୧୨.୨୦୨୫ (୦୨.୧୨.୧୯୫୯ କିମ୍ବା ତା’ପରେ ଜନ୍ମ) ଅନୁଯାୟୀ ୬୬ ବର୍ଷରୁ…

ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ CPET ପ୍ରବେଶିକା ରେଜଲ୍ଟ ପ୍ରକାଶିତ

ଭୁବନେଶ୍ୱର: ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ ଅନୁଷ୍ଠିତ ହୋଇଥିବା Common PG Entrance Test (CPET) ପ୍ରବେଶିକା ପରୀକ୍ଷା ଫଳାଫଳ ଆଜି ଅପରାହ୍ନ ୪.୦୦ ଘଟିକା ସମୟରେ ସାମ୍ସ ପିଜି ପୋର୍ଟାଲରେ ପ୍ରକାଶିତ ହୋଇଛି। ଛାତ୍ରଛାତ୍ରୀମାନେ ଏଥିରେ ନିଜର…

ଭଦ୍ରକରେ ୨୭୫ କୋଟି ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭଦ୍ରକ ଜିଲ୍ଲାର ବାଲିଆପଡା ଠାରେ ପ୍ରାୟ ୨୭୫ କୋଟି ଟଙ୍କାର ମୋଟ ୧୩ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହା ସହିତ ଭଦ୍ରକରେ ସରକାରୀ ବିଶ୍ୱବିଦ୍ୟାଳୟ ସ୍ଥାପନା ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ବହୁ…

ଆପଣାନ୍ତୁ ଏହି ସରଳ ଅଭ୍ୟାସ, ପାଖ ମାଡିବନି କରୋନା

ନୂଆଦିଲ୍ଲୀ: ଏବେ ବି ଟଳିନି କୋରୋନା ବିପଦ। ଆମର ସାମାନ୍ୟ ଅସାବଧାନତା ଯୋଗୁଁ ପୁଣି ଆକ୍ରମଣ କରିପାରେ ଏହି ସଂକ୍ରମଣ। ତେଣୁ, ଆମେ ଆମର ଦୈନନ୍ଦିନ ଜୀବନରେ କିଛି ସରଳ ଅଭ୍ୟାସକୁ ଅନ୍ତର୍ଭୁକ୍ତ କରିବା ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ଏହା କରନ୍ତି, ତେବେ କରୋନା ଆପଣଙ୍କ ପାଖ ମାଡିବନି। ସର୍ବଦା…

ପୋଲିସ୍ ନିକଟରେ ଆତ୍ମସମର୍ପଣ କଲା ଦୁର୍ଦ୍ଦାନ୍ତ ମାଓବାଦୀ ବିଜୟ, ରହିଥିଲା ୪ଲକ୍ଷ ଟଙ୍କା…

ଭୁବନେଶ୍ୱର: ରାୟଗଡା ଜିଲ୍ଲା ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କରିଛି ବଂଶଧାରା- ଘୁମୁସର- ନାଗାବଳି (BGN) ଡିଭିଜନ ଘୁମସର ଏରିଆ କମିଟିର ଦୁର୍ଦ୍ଦାନ୍ତ ମାଓବାଦୀ ବିଜୟ ପୁନେମ ଓରଫ ଅଜୟ। ଛତିଶଗଡ଼ର ବିଜାପୁର ଜିଲ୍ଲା ହୁସୁର ଥାନା ଅଞ୍ଚଳର ନିବାସୀ ବିଜୟ ଗୋଟିଏ ପିସ୍ତଲ୍ ଓ ୮ରାଉଣ୍ଡ ଗୁଳି…

ଶ୍ରୀଜଗନ୍ନାଥଙ୍କ ନାଁ, ନୀତିକାନ୍ତି ସହ ଜଡ଼ିତ ଶବ୍ଦର ପାଟେଣ୍ଟ ହେବ

ପୁରୀ: ଦୀଘା ମନ୍ଦିରକୁ 'ଜଗନ୍ନାଥ ଧାମ' ନାମକରଣ କରିବା ବିବାଦ ଥମିବାର ନାମ ନେଉନି। ଏହା ମଧ୍ୟରେ ଶ୍ରୀମନ୍ଦିର, ଜଗନ୍ନାଥ ଧାମ, ମହାପ୍ରସାଦ ଆଦି ଶବ୍ଦର ପାଟେଣ୍ଟ ଆବେଦନ ପ୍ରସ୍ତାବକୁ ବୈଠକରେ ଅନୁମୋଦନ ମିଳିଛି। https://youtu.be/F4Dfbs6Q9SY?si=5QAryhnboj_zxIYU ଶ୍ରୀ…

ଦୀଘାରୁ ହଟୁ ଜଗନ୍ନାଥ ଧାମ, ଏଭଳି ନାମକରଣ ସଂସ୍କୃତି ବିରୋଧୀ: ଗଜପତି ମହାରାଜା

ପୁରୀ: ଦୀଘା ଜଗନ୍ନାଥ ଧାମ ନାମକରଣ ସଂସ୍କୃତି ବିରୋଧୀ।କୌଣସି ପରିସ୍ଥିତିରେ ଏହାକୁ ଜଗନ୍ନାଥ ଧାମ କୁହାଯାଇପାରିବ ନାହିଁ। ଦୀଘା ଜଗନ୍ନାଥ ମନ୍ଦିର ଏବଂ ଇସ୍କନର ଅଦିନିଆ ରଥଯାତ୍ରା ସମ୍ପର୍କରେ ପ୍ରତିକ୍ରିୟା ରଖିଛନ୍ତି ଗଜପତି ମହାରାଜା।…