Latest Odisha News
Browsing Category

ଫିଚର

ଆମେରିକାରେ ପ୍ରଥମ ଥର ପାଇଁ ନାଇଟ୍ରୋଜେନ୍ ଗ୍ୟାସ୍ ଦ୍ୱାରା ଦିଆଯିବ ମୃତ୍ୟୁଦଣ୍ଡ 

ୱାଶିଂଟନ: କୌଣସି ଦେଶରେ ଏକ ଅପରାଧ ପାଇଁ କୋର୍ଟ ଦ୍ୱାରା ଦୋଷୀ ସାବ୍ୟସ୍ତ ହେବା ପରେ ମୃତ୍ୟୁଦଣ୍ଡ ଦିଆଯାଏ । ସାଧାରଣତଃ ମୃତ୍ୟୁଦଣ୍ଡ ମାମଲାରେ ଦୋଷୀକୁ ଫାଶୀ ଦିଆଯାଏ । କିନ୍ତୁ ଆମେରିକାର ଆଲାବାମାରେ ଆଉ ଫାଶୀ ଦିଆଯିବନି । ନାଇଟ୍ରୋଜେନ ହାଇପୋକ୍ସିଆ ମାଧ୍ୟମରେ ମୃତ୍ୟୁଦଣ୍ଡ ଦିଆଯିବ ।…

ନିଜ ଭାଷାରେ ମିଳିବ ପାଣିପାଗ ଖବର: PMS ଆପ୍ ଲୋକାର୍ପିତ କଲେ ଉପ-ରାଷ୍ଟ୍ରପତି 

ଭୁବନେଶ୍ୱର: ଏଣିକି ପ୍ରତି ପଞ୍ଚାୟତରେ ପାଣିପାଗର ତଥ୍ୟ ପହଞ୍ଚିବ । ଆଇଏମଡିର ମୋବାଇଲ ଆପ ଜରିଆରେ ଏହି ତଥ୍ୟ ପହଞ୍ଚାଯିବାର ବ୍ୟବସ୍ଥା କରାଯାଇଛି । ନିଜ ନିଜ ଭାଷାରେ ଚାଷୀ ଓ ସାଧାରଣ ଲୋକ ପାଇପାରିବେ ପାଣିପାଗ ଖବର । ଏନେଇ ପଞ୍ଚାୟତ ମୌସମ ସେବା ‘PMS’ ଆପର ଶୁଭାରମ୍ଭ କରିଛନ୍ତି…

ଟି୨୦ ବିଶ୍ୱକପରେ ଭାରତର ଏହି ଖେଳାଳିଙ୍କ ଖେଳିବା ସମ୍ଭାବନା କ୍ଷୀଣ

ନୂଆଦିଲ୍ଲୀ: ୨୦୨୪ ଜୁନରେ ଟି୨୦ ବିଶ୍ୱକପ ୱେଷ୍ଟଇଣ୍ଡିଜ ଓ ଆମେରିକାରେ ଖେଳାଯିବ । ଭାରତୀୟ ଟିମ ଏଥିନେଇ ପ୍ରସ୍ତୁତି ଆରମ୍ଭ କରିଦେଇଛି । ଆଇପିଏଲରେ ପ୍ରଦର୍ଶନକୁ ଭିତି କରି ଦଳ ଚୟନ କରିବା ପାଇଁ ବିସିସିଆଇ ଚୟନ କମିଟି ଯୋଜନା କରିଛନ୍ତି । ତେବେ ଟି୨୦ରେ କ୍ରମାଗତ ଖରାପ ପ୍ରଦର୍ଶନ ଯୋଗୁ…

ପ୍ରେମ ପାଇଁ ପରିତ୍ୟାଗ କଲେ ୨୫୦୦ କୋଟି ଟଙ୍କାର ସମ୍ପତ୍ତି

ଜାକାର୍ତା: ପ୍ରେମକୁ କେହି କିଣି ପାରିବେ ନାହିଁ କିମ୍ବା ବିକ୍ରି କରିପାରିବେ ନାହିଁ । ଏହା ଅମୂଲ୍ୟ । ହଁ ଏହାର ମାନେ ଯେଉଁମାନେ ବୁଝିଛନ୍ତି । ଏ ଭଳି ଏକ ଦୃଷ୍ଟାନ୍ତମୂଳକ ପ୍ରେମ ଖବର ସାରା ବିଶ୍ୱରେ ଚହଳ ସୃଷ୍ଟି କରିଛି । ପ୍ରେମିକକୁ ପାଇବା ପାଇଁ ଜଣେ ପ୍ରେମିକା ୨୫୦୦ କୋଟି ଟଙ୍କାର…

ରାମ ମନ୍ଦିରରେ ସ୍ଥାପନ ହେବ ସ୍ଥପତି ଅରୁଣ ଯୋଗୀରାଜଙ୍କ ଦ୍ୱାରା ଖୋଦିତ ମୂର୍ତ୍ତି, ସ୍ପଷ୍ଟ କଲା ଟ୍ରଷ୍ଟ

ଲକ୍ଷ୍ନୌ: ଅଯୋଧ୍ୟା ରାମ ମନ୍ଦିର ଗର୍ଭ ଗୃହରେ ପ୍ରତିଷ୍ଠା ହେବାକୁ ଥିବା ବିଗ୍ରହଙ୍କୁ ନେଇ ଚାଲିଥିବା ସବୁ ଚର୍ଚ୍ଚାର ଅନ୍ତ ଘଟିଛି। ଚୂଡ଼ାନ୍ତ ହୋଇଛି ରାମଲାଲାଙ୍କ ଦିବ୍ୟ ବିଗ୍ରହ । କର୍ଣ୍ଣାଟକ ମହିଶୂରର ସ୍ଥପତି ଅରୁଣ ଯୋଗୀରାଜଙ୍କ ହାତ ତିଆରି ମୂର୍ତ୍ତି ଲାଗିବ ଶ୍ରୀରାମଙ୍କ ମନ୍ଦିରର ଗର୍ଭ…

ଜାମ୍ମୁ-କାଶ୍ମୀରରେ ବଢିଛି ଆତଙ୍କବାଦୀ କାର୍ଯ୍ୟକଳାପ: ସ୍ଥଳସେନା ମୁଖ୍ୟ

ହାଇଦ୍ରାବାଦ: ଆଜି ୭୬ତମ ସେନା ଦିବସ ପାଳୁଛି ଦେଶ । ଏହି ଅବସରରେ ସ୍ଥଳସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ ନିଜର ଅଭିଭାଷଣ ରଖିଛନ୍ତି । ସେନା କିଭଳି ମଣିପୁର ସ୍ଥିତିକୁ ଆୟତ୍ତ କରିଛି ସେ ସମ୍ପର୍କରେ କହିଛନ୍ତି।ଏଥିସହ ଜାମ୍ମୁ-କାଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟକଳାପ ବଢିଥିବା କହିଛନ୍ତି…

ପବିତ୍ର ମକର ସଂକ୍ରାନ୍ତି: ଶ୍ରୀମନ୍ଦିରରେ ମକର ଚୌରାସି ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ: ଆଜି ପବିତ୍ର ମକର ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ପାଳନ ହେଉଛି ମହାପ୍ରଭୁଙ୍କ ମକର ନୀତି । ଭକ୍ତ ଙ୍କୁ ମକର ଚୌରାସି ବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂରତି । ଶ୍ରୀଜୀଉ ମାନଙ୍କୁ ଘଣ୍ଟ, ଛତା ମାଧ୍ୟମରେ ମକର ବେଢ଼ା କରାଯାଇ ମକର ଚାଉଳ ଭୋଗ କରାଯିବ। ସେହିପରି ଶ୍ରୀଜୀଉଙ୍କ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ: ଆଜିଠୁ ତିନି ଦିନ ଧରି ଚାଲିବ ମହାଯଜ୍ଞ

ପୁରୀ: ଆସନ୍ତା ୧୭ ତାରିଖରେ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ । ଏନେଇ ଚଳଚଞ୍ଚଳ ସମଗ୍ର ଶ୍ରୀକ୍ଷେତ୍ର । ଅଙ୍କୁର ପୂଜନ ପରେ ଆଜିଠୁ ଆରମ୍ଭ ହେବ । ତିନି ଦିନ ପର୍ଯ୍ୟନ୍ତ ଚାଲିବ ହୋମଯଜ୍ଞ । ଏଥିପାଇଁ ବରଣ ହୋଇଥିବା ବ୍ରାହ୍ମଣମାନେ ଚଣ୍ଡୀପାଠ ସହ ଅନ୍ୟାନ୍ୟ ମନ୍ତ୍ରପାଠ…

ଆଜିଠୁ ବରଗଡ ଧନୁଯାତ୍ରା, ମଥୁରା ନଗରୀରେ ଆରମ୍ଭ ହେବ ମହାରାଜ କଂସଙ୍କ ରାଜୁତି

ବରଗଡ: ଆଜିଠୁ ଆରମ୍ଭ ହେଉଛି ବରଗଡର ବିଶ୍ଵ ପ୍ରସିଦ୍ଧ ଧନୁଯାତ୍ରା । ମଥୁରାନଗରୀରେ ଆରମ୍ଭ ହେବ ମହାରାଜ କଂସଙ୍କ ରାଜୁତି । କଂସଙ୍କ ରଡି ରେ କମ୍ପିବ ଧନୁଯାତ୍ରା ପଡିଆ । ୧୧ ଦିନ ଧରି ଚାଲିବ କଂସ ମହାରାଜଙ୍କ ଶାସନ । ଚଳିତବର୍ଷକୁ ମିଶାଇ ୧୧ ଥର ପାଇଁ କଂସ ଭୂମିକାରେ ଅଭିନୟ କରିବେ ହୃଷିକେଶ…

ଆଜି ପବିତ୍ର ମକର ସଂକ୍ରାନ୍ତି, ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ

ଭୁବନେଶ୍ବର: ଆଜି ହେଉଛି ପବିତ୍ର ମକର ସଂକ୍ରାନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ…