Latest Odisha News

BREAKING NEWS

Browsing Category

ଫିଚର

ବିଏମସି ନିର୍ବାଚନରେ ଏକତ୍ର ଲଢ଼ିବେ ବିଜେପି ଓ ଏକନାଥ ସିନ୍ଦେ ଗୋଷ୍ଠୀ

ମୁମ୍ବାଇ: ଆଗାମୀ ବମ୍ବେ ମ୍ୟୁନିସପାଲ କର୍ପୋରେଶନ (ବିଏମସି) ନିର୍ବାଚନ ବିଜେପି ଓ ଏକନାଥ ସିନ୍ଦେ ଗୋଷ୍ଠୀ ଏକତ୍ର ଲଢ଼ିବେ । ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି । ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ଗସ୍ତ ସମୟରେ ହୋଇଥିବା ଆଲୋଚନାରେ…

ଭୁବନେଶ୍ୱରରେ ଜୀବନଯାତ୍ରା ଠପ୍‌ ନେଇ ପ୍ରଶ୍ନ ଉଠାଇଲା ବିଜେପି

ଭୁବନେଶ୍ୱର : ରାଜଧାନୀରେ ଆଜି ଟ୍ରାଫିକ ଜାମକୁ ନେଇ ପ୍ରଶ୍ନ ଉଠାଇଛି ବିଜେପି ।  କମିଶନରେଟ୍ ପୋଲିସ ହାତଟେକି ଦେଇଥିବା କାରଣରୁ ଆଜି ଭୁବନେଶ୍ୱରରେ ସାଧାରଣ ଜୀବନଯାତ୍ରା ବ୍ୟାହାତ ଘଟିଛି ବୋଲି ବିଜେପି ଗଣମାଧ୍ୟମ ମୁଖ୍ୟ  ଦିଲୀପ ମଲ୍ଲିକ  ଅଭିଯୋଗ ଆଣିଛନ୍ତି । ଶ୍ରୀ ମଲ୍ଲିକ କହିଛନ୍ତି ଯେ…

ଆସାମରେ ବାଂଲାଦେଶୀ ନାଗରିକଙ୍କ କାର୍ଯ୍ୟକଳାପରେ କ୍ଷୁବ୍ଧ ହୋଇ ସ୍ଥାନୀୟ ଲୋକେ ଭାଙ୍ଗିଲେ ମାଦ୍ରାସା

ଗୌହାଟୀ: ଆତଙ୍କବାଦୀ କାର୍ଯ୍ୟକଳାପ ନେଇ ଆସାମରେ ଆଜି ଭଙ୍ଗାଯାଇଛି ୪ର୍ଥ ମାଦ୍ରାସା । ପୂର୍ବରୁ ୩ଟି ସରକାରୀ ଅଧିକାରୀଙ୍କ ଦ୍ୱାରା ଭଙ୍ଗା ଯାଇଥିବା ବେଳେ ଆଜି ସ୍ଥାନୀୟ ଲୋକ ଏହି ଚରମ ପଦକ୍ଷେପ ଗ୍ରହଣ କରିଛନ୍ତି । ୨ଜଣ ବାଂଲାଦେଶୀ ନାଗରିକ ଗୋଲପଡାରେ ଥିବା ମାଦ୍ରାସାକୁ ବ୍ୟବହାର କରୁଥିଲେ ।…

ଭାରତ ବାୟୋଟିକର ନାଜାଲ ଭ୍ୟାକ୍ସିନକୁ ଡିସିଜିଆଇ ଅନୁମତି

ନୂଆଦିଲ୍ଲୀ: କରୋନା ମହାମାରୀ ବିପକ୍ଷ ଲଢ଼େଇରେ ଭାରତକୁ ଆଉ ଏକ ବଡ ସଫଳତା ମିଳିଛି । ଦେଶର ପ୍ରଥମ ନାଜାଲ ଭ୍ୟାକ୍ସିନକୁ ଭାରତର ଡ୍ରଗ କଂଟ୍ରୋଲର ଜେନେରାଲ (ଡିସିଜିଆଇ) ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ପ୍ରଦାନ କରିଛି । ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟା ଏ ନେଇ ସୂଚନା ପ୍ରଦାନ…

ଏସିଆ କପ କ୍ରିକେଟ : ଆଉ ଅଳ୍ପ ସମୟ ପରେ ଆରମ୍ଭ ହେବ ଭାରତ-ଶ୍ରୀଲଙ୍କା ମ୍ୟାଚ

ଦୁବାଇ: ଏସିଆ କପ କ୍ରିକେଟର ସୁପର ଫୋର ମୁକାବିଲାରେ ପାକିସ୍ତାନଠାରୁ ଭାରତ ହାରିବା ପରେ ଆଉ ଅଳ୍ପ ସମୟ ପରେ ଶ୍ରୀଲଙ୍କାକୁ ଭେଟିବ । ଏହି ମ୍ୟାଚ ଭାରତ ପାଇଁ କର ବା ମର ପରିସ୍ଥିତି । ଭାରତ ତାର ପ୍ରଥମ ମ୍ୟାଚ ହାରିଥିବା ବେଳେ ଶ୍ରୀଲଙ୍କା ବିଜୟ ହାସଲ କରିଛି । ଅନ୍ୟ ଅର୍ଥରେ ଟିମ ଇଣ୍ଡିଆ…

ଆସିଲା ସାଇରସ ମିସ୍ତ୍ରୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ

ମୁମ୍ବାଇ: ମହାରାଷ୍ଟ୍ରର ପାଲଘରରେ ଏକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ସାଇରସ୍ ମିସ୍ତ୍ରୀଙ୍କର ଶରୀରର ଅନେକ ଅଙ୍ଗର ଆଭ୍ୟନ୍ତରୀଣ ଆଘାତ ଯୋଗୁଁ ମୃତ୍ୟୁ ଘଟିଛି। ପୋଷ୍ଟମର୍ଟମ ବା ଶବ ବ୍ୟବଚ୍ଛେଦ ରିପୋର୍ଟରୁ ଏହି ସୂଚନା ମିଳିଛି। ସୋମବାର ସରକାରୀ ଜେଜେ…

ପାକିସ୍ତାନ ବିପକ୍ଷ ମ୍ଯାଚରେ ହାରିବା ପରେ ଅର୍ଶଦୀପ ସିଂ ବାପା-ମାଙ୍କୁ ଫୋନ୍ କରି ‘ହସିଲେ’

ଓଡ଼ିଶା ସମ୍ବାଦ ବ୍ୟୁରୋ: ଆଜି ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ସୁପର ୪ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ ଖେଳାଯିବ । ଏହି ମ୍ୟାଚ୍ ପୂର୍ବରୁ ଅର୍ଶଦୀପ ସିଂ ଏକ ବଡ଼ ବୟାନ ଦେଇଛନ୍ତି। ପାକିସ୍ତାନ ବିପକ୍ଷ ଶେଷ ମ୍ୟାଚରେ ଆସିଫ ଅଲିଙ୍କ କ୍ୟାଚ୍ ଡ୍ରପ କରିବା ପରେ ପ୍ରଥମ ଥର ପାଇଁ ଅର୍ଶଦୀପ…

କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଲେ ରାଇନା

ମୁମ୍ବାଇ: ସୁରେଶ ରାଇନା ଆଜି କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛି । ଭାରତର ଏହି ସିନିୟର ଖେଳାଳି ୧୫ ଅଗଷ୍ଟ ୨୦୨୦ରେ ମହେନ୍ଦ୍ର ସିଂ ଧୋନୀଙ୍କ ସହ ମିଳିତ ଭାବେ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇ ସାରିଥିଲେ । ଏବେ ସେ ଘରୋଇ କ୍ରିକେଟ କିମ୍ବା ଆଇପିଏଲରେ ଖେଳିବେ ନାହିଁ । ଦେଶ…

୨୦୨୪ ଦଖଲ ପାଇଁ ପ୍ରଭାରୀ ବଂଶଲ ପ୍ରସ୍ତୁତ କଲେ ରଣନୀତି

ଭୁବନେଶ୍ୱର: ପ୍ରଭାରୀ ସୁନୀଲ ବଂଶଲଙ୍କ ଅଧ୍ୟକ୍ଷତାରେ ଆଜି ଦ୍ୱିତୀୟ ଦିନରେ ପଦାଧିକାରୀ ଓ କୋର କମିଟିଙ୍କ ସହ ଆଲୋଚନା କରିଛନ୍ତି। ବୈଠକରେ ବିଜେପି କିଭଳି ୨୦୨୪ ନିର୍ବାଚନରେ ସଫଳ ହେବ ସେ ନେଇ ଆଲୋଚନା କରିଛନ୍ତି। ବୁଥ ସ୍ତରୀୟ ଅଭିଯାନ ପାଇଁ ଖସଡା ପ୍ରସ୍ତୁତ ହୋଇଥିବା ବେଳେ ରାଜ୍ୟର ୩୭…

୧୩ ବର୍ଷ ହେଲାଣି ଅଙ୍ଗନବାଡ଼ି କେନ୍ଦ୍ରରେ ନାହାନ୍ତି ଦିଦି

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ବ୍ଲକ୍ ଡାଉଁଶନାଳୀ ଗ୍ରାମରେ ଦେଖିବାକୁ ମିଳିଛି ଶିକ୍ଷା ବ୍ୟବସ୍ଥାର ଦୁର୍ବଳ ସ୍କେଲିଟନ। ବିନା ଅଙ୍ଗନୱାର୍ଡି କର୍ମୀରେ ଚାଲିଛି ଶିଶୁ ଏବଂ ମାତୃତ୍ୱ ବିକାଶ । ବର୍ଷେ ନୁହେଁ କି ଦୁଇ ବର୍ଷ ନୁହେଁ, ଦୀର୍ଘ ୧୩ ବର୍ଷ ଧରି ବିନା ଅଙ୍ଗନୱାର୍ଡି…