Latest Odisha News

BREAKING NEWS

Browsing Category

ଫିଚର

କଂଗ୍ରେସ ସଭାପତି ନିର୍ବାଚନରେ ନିରପେକ୍ଷତାକୁ ନେଇ ପ୍ରଶ୍ନ ଉଠାଇଲେ ବରିଷ୍ଠ ନେତା

ନୂଆଦିଲ୍ଲୀ: କଂଗ୍ରେସର ଅଧ୍ୟକ୍ଷ ନିର୍ବାଚନକୁ ନେଇ ବିବାଦ ପିଛା ଛାଡୁନି । ଅଧ୍ୟକ୍ଷ ନିର୍ବାଚନ ସ୍ବଚ୍ଛ କରିବା ପାଇଁ ପାଞ୍ଚ ଜଣ ଲୋକସଭା ସଦସ୍ୟ ପ୍ରଶ୍ନ ଉଠାଇଲେଣି । ସାଂସଦ ଶଶି ଥରୁର, ମନୀଷ ତିୱାରୀ, କାର୍ତ୍ତି ଚିଦାମ୍ବରମ୍, ପ୍ରଦ୍ୟୁତ ବାର୍ଦୋଲୋଇ ଏବଂ ଅବଦୁଲ ଖାଲିକ୍ ସଭାପତି ନିର୍ବାଚନ…

ଚାଷ ଦେଲା ରୋଜଗାର; ୫୦ ଟଙ୍କା ରୋଜଗାରରୁ ୫୦ ଲକ୍ଷର ମାଲିକ ବାସୁଦେବ

କାମାକ୍ଷାନଗର: କଠିନ ପରିଶ୍ରମ, ଇଚ୍ଛାଶକ୍ତି ଓ ମନୋବଳ ମଣିଷକୁ ସଫଳତାର ଶିଖରରେ ପହଞ୍ଚାଇ ଥାଏ । ଆଉ ଯାହାକୁ କରି ଦେଖାଇଛନ୍ତି ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକ ବାଲିପଶି ଗାଁର ଚାଷୀ ବାସୁଦେବ । ମାଟ୍ରିକ ଫେଲ୍ ବାସୁଦେବ ଏବେ ଜଣେ ସଫଳ ଚାଷୀ । ଦୁଃଖ ଦୁର୍ଦ୍ଦଶାରେ କିଶୋର ଅବସ୍ଥା…

ସେପ୍ଟେମ୍ବର ୧୯ରେ ମହାରାଣୀଙ୍କ ଅନ୍ତିମ ସଂସ୍କାର

ଓଡ଼ିଶା ସମ୍ବାଦ ବ୍ୟୁରୋ: ମହାରାଣୀ ଏଲିଜାବେଥ ଦ୍ବିତୀୟଙ୍କ ପରଲୋକ ନେଇ ସାରା ବିଶ୍ବ ଏବେ ଶୋକପାଳନ କରୁଛି । କେବଳ ବ୍ରିଟେନ ନୁହେଁ ବିଶ୍ବର ଅନେକ ଦେଶ ମହାରାଣୀଙ୍କ ସମ୍ମାନ ପାଇଁ ନିଜ ନିଜ ଦେଶରେ ଶୋକଦିବସ ଘୋଷଣା କରିଛନ୍ତି । ୯୬ ବର୍ଷ ବୟସରେ ସ୍କଟଲାଣ୍ଡର ବାଲମୋରାଲ କ୍ୟାସେଲରେ…

ଅଧିକ ସମୟ କାମ କଲେ ହାତରୁ ଖସିଯିବ ମାଉସ୍ !

ଓଡ଼ିଶା ସମ୍ବାଦ ବ୍ୟୁରୋ: ଏଣିକି ଲୋକଙ୍କୁ ଅଧିକ ପରିଶ୍ରମ କରିବାକୁ ଦେବ ନାହିଁ ମାଉସ। ନିର୍ଦ୍ଦିଷ୍ଟ ସମୟ ଭିତରେ କାମ ନସାରନ୍ତି ତେବେ ହାତରୁ ଖସି ପଳାଇ ପାରେ ମାଉସ। ଏପରି କଥା ଶୁଣି ଆପଣ ଆଶ୍ଚର୍ଯ୍ୟ ହୋଇପାରନ୍ତି। କିନ୍ତୁ ହଁ, ଇଲେକ୍ଟ୍ରୋନିକ୍ସ କମ୍ପାନୀ ଏକ ନୂତନ କମ୍ପ୍ୟୁଟର ମାଉସ୍…

ଫସଲ କ୍ଷୟକ୍ଷତିର ପୁନଃ ଆକଳନ ପାଇଁ ରାଜ୍ୟପାଳଙ୍କୁ ଭେଟିଲେ ପିସିସି କିଷାନ କଂଗ୍ରେସ ପ୍ରତିନିଧି

ଭୁବନେଶ୍ୱର: ଲଗାଣ ବର୍ଷା ଓ ବନ୍ୟାଦ୍ୱାରା ଚାଷ ଉଜୁଡ଼ିଯିବା ପରେ  ଅଦ୍ୟାବଧି ସରକାରଙ୍କ ପକ୍ଷରୁ ଫସଲ କ୍ଷୟ କ୍ଷତିର ସଠିକ୍ ଆକଳନ କରାଯାଇନଥିବା ଅଭିଯୋଗ କରିଛି କଂଗ୍ରେସ ।  ମାତ୍ର ୧ ଲକ୍ଷ ୨୬ ହଜାର ୧୬୨ ହେକ୍ଟର ଚାଷ ଜମିରେ ୩୩ ପ୍ରତିଶତରୁ ଉର୍ଦ୍ଧ୍ୱ ଫସଲହାନୀ ହୋଇଛି ବୋଲି ସୂଚନା…

ନିଶା କାରବାରୁ ରକ୍ତ ରଞ୍ଜିତ ହେଲା ନାରାୟଣ ବସ୍ତି, ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର: ରାଜଧାନୀରେ ହତ୍ୟା । ନିଶା କାରବାରକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ପ୍ରଥମେ କଳି, ଝଗଡା ପରେ ହତ୍ୟା। ଶୁକ୍ରବାର ବିଳମ୍ବିତ ରାତିରେ ରାଜଧାନୀରେ ଦେଖିବାକୁ ମିଳିଛି ଏପରି ହତ୍ୟାକାଣ୍ଡ। ଆଉ ଏହି ହତ୍ୟାକାଣ୍ଡରେ ସାମିଲ ରହିଛନ୍ତି ଜଣେ ମହିଳା। ମୃତକଙ୍କ ନାଁ ସୁବ୍ରତ ରାଓ ବୋଲି…

ସଡକ ଦୁର୍ଘଟଣାରେ ଆହତଙ୍କ ଜୀବନ ବଞ୍ଚାଇଲେ ମିଳିବ 2000 ଟଙ୍କା

କଟକ:  ସଡକ ଦୁର୍ଘଟଣାର ଶିକାର ହୋଇଥିବା ଲୋକଙ୍କୁ ଡାକ୍ତରଖାନା ନେଲେ ମିଳିବ ପୁରସ୍କାର । ଏନେଇ ଦୁଇ ହଜାର ଟଙ୍କା ପୁରସ୍କାର ମିଳିବ ବୋଲି ଘୋଷଣା କରାଯାଇଛି । ଯେଉଁଥିରେ ଏବେ ଉଦ୍ଧାରକାରୀଙ୍କୁ ପୋଲିସ ଚିଠି ଅନୁମୋଦନ କରିପାରିବ। ଆଜି ପର୍ଯ୍ୟନ୍ତ କେବଳ ଡାକ୍ତରମାନେ ଏହିପରି ଚିଠି ପ୍ରଦାନ…

୨୦୨୨ ତୁଳନାରେ ୨୦୨୩ରେ ଆର୍ଥିକ ଅବସ୍ଥା ଅଧିକ ଖରାପ ହୋଇପାରେ !

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମ୍ଏଫ୍) ପରିଚାଳନା ନିର୍ଦ୍ଦେଶକ କ୍ରିଷ୍ଟାଲିନା ଜର୍ଜିଆଭା କହିଛନ୍ତି ଯେ ୨୦୨୨ର ଆର୍ଥିକ ବର୍ଷ ତୁଳନାରେ ୨୦୨୩ରେ ଅଧିକ ଖରାପ ହୋଇପାରେ। ମୁଦ୍ରାସ୍ଫୀତି ଯଦି ବଢ଼ିବ ତାହେଲେ ପରିସ୍ଥିତି ଆହୁରି ଖରାପ ହୋଇପାରେ ବୋଲି ସେ ଆଶଙ୍କା କରିଛନ୍ତି।…

ରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ବିୟୋଗରେ ସେପ୍ଟେମ୍ବର ୧୧ରେ ଦିନିକିଆ ଶୋକ ପାଳିବ ଭାରତ

ନୂଆଦିଲ୍ଲୀ: ଗ୍ରେଟ ବ୍ରିଟେନର  ରାଣୀ ମହାମହିମ ଏଲିଜାବେଥ ଦ୍ୱିତୀୟଙ୍କର ସେପ୍ଟେମ୍ବର ୮, ୨୦୨୨ରେ ବିୟୋଗ ହୋଇଛି । ଏହି ଦିବଂଗତ ବିଶିଷ୍ଟ ବ୍ୟକ୍ତିଙ୍କ ସମ୍ମାନାର୍ଥେ ଭାରତ ସରକାର ସେପ୍ଟେମ୍ବର ୧୧ରେ ସାରା ଦେଶରେ ଦିନିକିଆ ଶୋକ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଶୋକ ପାଳନ ଦିନ…

ବାଲୁକା କଳାରେ 740 ଗୋଲାପ ଫୁଲ ଦେଇ ମହାରାଣୀ ଏଲିଜାବେଥ ଦ୍ବିତୀୟଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ:  ବିଶିଷ୍ଟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ବ୍ରିଟେନ ମହାରାଣୀ ଏଲିଜାବେଥଙ୍କୁ ବାଲୁକା କଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି ।  ପୁରୀ ବେଳାଭୂମିରେ 740 ଗୋଲାପ ସ୍ଥାପନ କରି ସେ ବାଲୁକାକଳାରେ ମହାରାଣୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଏଠାରେ ସୂଚନାଯୋଗ୍ୟ…