Latest Odisha News

BREAKING NEWS

Browsing Category

ଫିଚର

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରିପୋର୍ଟ କାର୍ଡ ପ୍ରଦାନ କଲେ ସାଂସଦ ଷଡ଼ଙ୍ଗୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଏହି ଅବସରରେ ସାଂସଦ ବିଗତ ଦୁଇ ବର୍ଷ ପରି ଏ ବର୍ଷ ମଧ୍ୟ ପ୍ରଧାନମନ୍ତ୍ରୀ  ମୋଦିଙ୍କୁ ରିପୋର୍ଟ କାର୍ଡ ପ୍ରଦାନ କରିଥିଲେ । ପ୍ରଧାନମନ୍ତ୍ରୀଙ୍କ ନିର୍ଦେଶ କ୍ରମେ ଚାଲିଥିବା…

କେଜ୍ରିୱାଲଙ୍କୁ ଆନ୍ନା ହଜାରେଙ୍କ ପତ୍ର: ତୁମେ ବି ରାଜନୀତି ଆଉ କ୍ଷମତା ଲୋଭରେ ଭୁଲିଗଲ ଆଦର୍ଶ

ନୂଆଦିଲ୍ଲୀ: ବିଶିଷ୍ଟ ସମାଜସେବୀ ଆନ୍ନା ହଜାରେ ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପତ୍ର ଲେଖି ବ୍ୟକ୍ତିଗତ ଅସନ୍ତୋଷ ପ୍ରକାଶ କରିଛନ୍ତି । ସେ କେଜ୍ରିୱାଲଙ୍କୁ ଲେଖିଛନ୍ତି ରାଜନୀତି ଓ କ୍ଷମତା ଲୋଭରେ ତୁମେ ତୁମ ଆଦର୍ଶ ଭୁଲି ଯାଇଛ । ସ୍ୱରାଜ ନାମକ ପୁସ୍ତକରେ କେତେ ଭଲ ଜିନିଷ ଲେଖିଥିଲ, ସେ ସବୁ…

ଲାଞ୍ଚ ନେଉଥିବା ବେଳେ ଧରା ପଡ଼ିଲେ ଡିଏସପି ଇନ୍-ଚାର୍ଜ

ଭୁବନେଶ୍ୱର: କୋଇଲା ପରିବହନକାରୀଙ୍କ ଠାରୁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଡିଏସପି ଇନ୍-ଚାର୍ଜ । ଢେଙ୍କାନାଳ ସଦର ଥାନା ଡିଏସପି ଇନ୍-ଚାର୍ଜ ଅଭିନବ ଡାଳୁଆଙ୍କୁ ଭିଜିଲ୍ସା ଲାଞ୍ଚ ଟଙ୍କା ସହ ଧରିଛି । ଶ୍ରୀ ଡାଳୁଆଙ୍କ ଠାରୁ ୩୦ ହଜାର ଲାଞ୍ଚ ଟଙ୍କା ଜବତ ହୋଇଥିବା ବେଳେ…

ବନ୍ୟା ଉଜାଡ଼ିଦେଇଛି ଚାଷୀଙ୍କ ଫସଲ ,୧ଲକ୍ଷ ୨୦ ହଜାର ହେକ୍ଟର ଚାଷ ଜମି ନଷ୍ଟ ।

ଭୁବନେଶ୍ୱର : ବନ୍ୟାର ବିଭୀଷିକା ପରେ ବନ୍ୟାରେ କ୍ଷୟକ୍ଷତି ହୋଇଥିବା ନେଇ ରିପୋର୍ଟ ଆସିଛି  । ବନ୍ୟା ଉଜାଡ଼ିଦେଇଛି ଚାଷୀଙ୍କ ଫସଲ । ଜିଲ୍ଲା ପ୍ରଶାସନ ରାଜସ୍ୱ ବିଭାଗକୁ ପ୍ରଦାନ କରିଥିବା ରିପେର୍ଟ ଅନୁସାରେ  ରାଜ୍ୟର ୧ଲକ୍ଷ ୨୦ ହଜାର ହେକ୍ଟର ଚାଷ ଜମି ନଷ୍ଟ ହୋଇଛି  । ବନ୍ୟା ପ୍ରଭାବରେ…

ବାଇକରେ ବ୍ରାଉନସୁଗାର ଚୋରା ଚାଲାଣ ବେଳେ ୩ ଗିରଫ

ବରଗଡ଼: ଅତାବିରା ପୋଲିସକୁ ବଡ଼ ସଫଳତା ମିଳିଛି । ଆନ୍ତଃରାଜ୍ୟ ବ୍ରାଉନସୁଗାର ଚୋରା ଚାଲାଣ ଗ୍ୟାଙ୍ଗକୁ ଧରିଛି ପୋଲିସ । ଅତାବିରା ଥାନା ଗୋଡ଼ଭଗା-ସରଣ୍ଡା ରାସ୍ତାରେ ବାଇକରେ ଆସୁଥିବା ୩ ଜଣ ଯୁବକଙ୍କ ପାଖରୁ ବ୍ରାଉନସୁଗାର ଜବତ ହୋଇଛି । ୧୦୯.୫ ଗ୍ରାମ୍ ବ୍ରାଉନସୁଗାର ପୋଲିସ ଜବତ…

ଅଷ୍ଟ୍ରେଲିଆରେ ମାନସିକ ରୋଗୀଙ୍କ ଚିକିତ୍ସାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି ଭାରତର ଗାଈ

କୁଇନ୍ସଲାଣ୍ଡ: ଅଷ୍ଟ୍ରେଲିଆରେ ମାନସିକ ରୋଗୀଙ୍କ ଚିକିତ୍ସାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି ଭାରତର ଗାଈ ଏବଂ କାଓ ଥେରାପୀ । ନର୍ଥ କୁଇନ୍ସଲାଣ୍ଡରେ କାଓ କଡଲିଙ୍ଗ କେନ୍ଦ୍ରର ସ୍ଥାପନା କରାଯାଇଛି । ଏଠାରେ ମାନସିକ ରୋଗୀ ଆସି ଗାଈଙ୍କ ସହ ସମୟ କାଟୁଛନ୍ତି । ଆଉଁସିବା,…

ପୁଞ୍ଜପତି ବନ୍ଧୁଙ୍କୁ ସହଯୋଗ କରୁଛନ୍ତି ମୋଦୀ , ସିବିଆଇ ଏବଂ ଇଡି ତଦନ୍ତ ଦାବି କଲା ଆପ୍ ।

ଭୁବନେଶ୍ୱର : ଦିଲ୍ଲୀରେ ଅପରେସନ ଲୋଟସ୍ ଫେଲ ହେବା ପରେ ବିଜେପିକୁ ସିରିଏଲ୍ କିଲର କହିଥିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ  ।ଏହାପରେ ଆଜି ପ୍ରେସ ମିଟ କରି ରାଜ୍ୟ ଆପ୍ ସଭାପତି ନିଶିକାନ୍ତ ମହାପାତ୍ର ବିଜେପି ସରକାର ଓ ମୋଦୀ ସରକାରଙ୍କ ଉପରେ ଅନେକ ଅଭିଯୋଗ ଲଗାଇଛନ୍ତି  । ଆପ୍…

ଗୁଜରାଟ ଦଙ୍ଗା ସହ ଜଡିତ ସମସ୍ତ କେସକୁ ବନ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଗୁଜରାଟ ଦଙ୍ଗା ସହିତ ଜଡିତ ସମସ୍ତ ମାମଲାକୁ ଆଜି ସୁପ୍ରିମକୋର୍ଟ ବନ୍ଦ କରି ଦେଇଛନ୍ତ । ବାବ୍ରି ମସଜିଦ ଭଙ୍ଗ ଏବଂ ଗୁଜରାଟ ଦଙ୍ଗା କେସ ବନ୍ଦ ହେବା ପରୋକ୍ଷରେ ବିଜେପିକୁ ଆଶ୍ୱସ୍ତି ପ୍ରଦାନ କରିଛି । ଗୁଜରାଟ ଦଙ୍ଗାର ୯ଟି ମାମଲାରୁ ୮ଟିର ଶୁଣାଣୀ ଶେଷ ହୋଇଛି । ନାରୋଦା ମାମଲାର…

ଭିଜିଲାନ୍ସ ଜାଲରେ ବିଇଓ, ବକେୟା ଦରମା ପାଇଁ ସହକାରୀ ଶିକ୍ଷକଙ୍କଠୁ ନେଉଥିଲେ ଲାଞ୍ଚ

ଭୁବନେଶ୍ୱର: ଭିଜିଲାନ୍ସ ହାତରେ ରେଡ୍ ହ୍ୟାଣ୍ଡ ଧରା ପଡ଼ିଲେ ବ୍ଲକ ଶିକ୍ଷା ଅଧିକାରୀ । କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଶିକ୍ଷା ଅଧିକାରୀ ଅଭୟ କୁମାର ବେହେରା ଲାଞ୍ଚ ନେଇ ଧରା ପଡ଼ିଛନ୍ତି । ଭିଜିଲାନ୍ସ ଶ୍ରୀ ବେହେରାଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ କେନ୍ଦୁଝର ସହ ଯାଜପୁରର ୩ଟି…