Latest Odisha News

BREAKING NEWS

Browsing Category

ଫିଚର

ରାଜ୍ୟରେ ବଢ଼ୁଛି ଅପରାଧ, ଯୌତୁକ ପାଇଁ ଗଡ଼ୁଛି ସର୍ବାଧିକ ମୁଣ୍ଡ

ଭୁବନେଶ୍ୱର: ନ୍ୟାସନାଲ୍ କ୍ରାଇମ୍ ରେକର୍ଡ ବ୍ୟୁରୋ (NCRB) ପକ୍ଷରୁ ୨୦୨୧ ବର୍ଷର ଅପରାଧ ରିପୋର୍ଟ ପ୍ରକାଶ ପାଇଛି । ୨୦୧୯ରୁ ୨୦୨୧ ତିନି ବର୍ଷ ରିପୋର୍ଟ ଦେଖିଲେ ଦେଶରେ ଅପରାଧ ୨୦୨୦ ତୁଳନାରେ ୨୦୨୧ରେ ସାମାନ୍ୟ କମିଛି । କିନ୍ତୁ ଓଡ଼ିଶାରେ ଅପରାଧ ହାର ବଢ଼ିଛି । ୨୦୧୯ରେ ରାଜ୍ୟରେ ୯୬ ହଜାର…

ନୂଆଖାଇରେ କାଳିଆ ଭେଟି

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ପକ୍ଷରୁ ଚାଷୀମାନଙ୍କୁ ମିଳିବ ନୂଆଖାଇ ଭେଟି  । ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣ ପର୍ବ ନୂଆଖାଇରେ ମିଳିବ କାଳିଆ ଟଙ୍କା । କାଳିଆ ଟଙ୍କା ବାବଦକୁ ରାଜ୍ୟ ସରକାର ୮୬୯ କୋଟି ଟଙ୍କା ପ୍ରଦାନ କରିବେ  । ଏହା ମାଧ୍ୟମରେ ୪୧ ଲକ୍ଷ ଚାଷୀ ଉପକୃତ ହେବେ  ।…

ଅଳିଆ ଅଡୁଆ: ମେୟର ସୁଲୋଚନା ନୁହଁ ଉଷା ଦେବୀ ଦାରୁଠେଙ୍ଗବାସୀଙ୍କ ଭରସା !

ଓଡ଼ିଶା ସମ୍ବାଦ ବ୍ୟୁରୋ: ମେୟର ମାଡାମଙ୍କୁ ଅଡୁଆ କରିଛି ଅଳିଆ ବିବାଦ । ସହରରେ ଅଳିଆ ଟ୍ରକ ଛିଡା ହୋଇଛି । ଆଉ ବିବାଦର ସମାଧାନ କରିବେ ବୋଲି ବିଭିନ୍ନ ସମୟରେ ମିଡିଆକୁ ପ୍ରତିକ୍ରିୟା ଦେଇ କହୁଛନ୍ତି ମେୟର ସୁଲୋଚନା ଦାସ। ହେଲେ ଏଯାବତ ସେ ଅଳିଆ ପକାଯାଉଥିବା ସ୍ଥାନ ଦାରୁଠେଙ୍ଗବାସୀଙ୍କୁ…

ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଜନ କଲ୍ୟାଣକାରୀ ନେତୃତ୍ୱକୁ ପୁଣିଥରେ ମିଳିଛି ଜାତୀୟ ସ୍ତରର ସ୍ୱୀକୃତି । ନୂଆଦିଲ୍ଲୀର ସମ୍ମାନଜନକ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯିବ । ମୁଖ୍ୟମନ୍ତ୍ରୀ…

୨ ହାତୀ ମୃତ୍ୟୁ ଘଟଣାରେ ନିଲମ୍ବିତ ହେଲେ ଫରେଷ୍ଟର ଓ ଫରେଷ୍ଟ ଗାର୍ଡ

କେନ୍ଦୁଝର: ୨ ମାଈହାତୀ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି RCCF । କାର୍ଯ୍ୟରେ ଅବହେଳା ଅଭିଯୋଗରେ ସଦର ରେଞ୍ଜ ଫରେଷ୍ଟର ଓ ଫରେଷ୍ଟ ଗାର୍ଡଙ୍କୁ ନିଲମ୍ବିତ କରାଯାଇଛି । ଫରେଷ୍ଟର ପ୍ରଦୀପ ବାରିକ ଓ ଫରେଷ୍ଟ ଗାର୍ଡ ମିତ୍ରଭାନୁ ନାୟକଙ୍କୁ ନିଲମ୍ବିତ କରିଛନ୍ତି RCCF । ଏନେଇ ଡିଏଫ୍ଓ…

ସେପ୍ଟେମ୍ୱର ୧ ଓଡିଶାରେ ସମସ୍ତ ବ୍ୟାଙ୍କ ବନ୍ଦ

ଭୁବନେଶ୍ୱର: ପଶ୍ଚିମ ଓଡିଶାର ସବୁଠୁ ବଡ ଗଣ ପର୍ବ ନୂଆଖାଇ  । ଏହାକୁ ଦୃଷ୍ଟିରେ ରାଜ୍ୟ ସରକାର ରାଜ୍ୟର ସମସ୍ତ ବ୍ୟାଙ୍କ ବନ୍ଦ ରକିବାକୁ ନିଷ୍ପତି ନେଇଛନ୍ତି  । ସେପ୍ଟେମ୍ୱର ୧ରେ ପଡୁଛି ନୂଆଖାଇ  । ଏହି ଦିନ ରାଜ୍ୟରେ ସମସ୍ତ ବ୍ୟାଙ୍କ ଓ ବିତ୍ତୀୟ ସଂସ୍ଥା ବନ୍ଦ ରହିବ  । ଏ ନେଇ ରାଜ୍ୟ…

ମହଙ୍ଗା ପଡ଼ିଲା ଦୁଇ ବର୍ଷ ତଳର ଟ୍ୱିଟ୍: କମଲ୍ ଆର ଖାନ୍ ଗିରଫ

ମୁମ୍ବାଇ: ବଲିଉଡ ଏବଂ ସେଲିବ୍ରେଟମାନଙ୍କ ଉପରେ ନିଜର ମନ୍ତବ୍ୟ ପାଇଁ ଚର୍ଚ୍ଚା ରହୁଥିବା କମଲ୍ ଆର୍ ଖାନ୍ (କେଆରକେ) ଗିରଫ। ସେ ଏକ ଟ୍ୱିଟ୍ କରିଥିଲେ। ଏହି ଟ୍ୱିଟକୁ ଆଧାର କରି ପୋଲିସ ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । 2020ରେ କେଆରକେ ଏହି ବିବାଦୀୟ ଟ୍ୱିଟ୍ କରିଥିଲେ। ଯାହାକୁ ନେଇ…

ବିହାରରେ  ବିଜେପିର ମିଶନ 35 ସଫଳ ହେବ କି?

ବିହାରରେ ବିଜେପି ଏବେ ବିରୋଧୀ ଦଳର ଭୂମିକାରେ ରହିଛି । ତେବେ ଗୃହମନ୍ତ୍ରୀ ଅମିତ ଶାହ ବିହାରରେ 2024 ନିର୍ବାଚନ ପାଇଁ ମିଶନ 35 ଟାର୍ଗେଟ ଦେଇଛନ୍ତି । ଅମିତ ଶାହଙ୍କ ଟାର୍ଗେଟ ପୂରଣ କରିବା ପାଇଁ ବିଜେପି ନେତାମାନେ ଏବେ ବିହାରରେ କସରତ ଆରମ୍ଭ କରିଦେଇଛନ୍ତି । ବିଜେପିକୁ ବାଏ ବାଏ କହି…

ପରଲୋକରେ ଅର୍ଥନୀତିଜ୍ଞ ଅଭିଜିତ ସେନ୍

ନୂଆଦିଲ୍ଲୀ: ଯୋଜନା ଆୟୋଗର ପୂର୍ବତନ ସଦସ୍ୟ ତଥା ଗ୍ରାମୀଣ ଅର୍ଥନୀତି ଉପରେ ଦକ୍ଷତା ରଖିଥିବା ଦେଶର ଅନ୍ୟତମ ଅର୍ଥନୀତି ବିଶେଷଜ୍ଞ ଅଭିଜିତ୍ ସେନଙ୍କର ପରଲୋକ ହୋଇଛି। ସୋମବାର ରାତିରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ  ୭୨ ବର୍ଷ ହୋଇଥିଲା। ଗତକାଲି ରାତି ପ୍ରାୟ ୧୧ ଟା…

ରାହୁଲ ଗାନ୍ଧୀ ଧାରଣା ଦେବାକୁ ଫିଟ୍: ଆଜାଦ

ନୂଆଦିଲ୍ଲୀ: କଂଗ୍ରେସରୁ ଇସ୍ତଫା ଦେବା ପରେ ଗୁଲାମ ନବୀ ଆଜାଦ୍ ଏବେ ନିଜ ବୟାନ ପାଇଁ ଶିରୋନାମାରେ ରହିଛନ୍ତି। ବିନା କୌଣସି ଚାପରେ ସେ ଏବେ 'ଆଜାଦ' ହୋଇ ନିଜର ପୂର୍ବତନ ଦଳର ନେତାଙ୍କ ବିରୋଧରେ ବୟାନ ରଖୁଛନ୍ତି। ଆଉ ଯଦି ଏହି କଥା ସତ ହୋଇଥିବ ତାହାଲେ କଂଗ୍ରେସ ଆଗକୁ ବଢିବା କାଠିକର…