Latest Odisha News

BREAKING NEWS

Browsing Category

ଫିଚର

ମଳଦ୍ଵାର ପଟେ ଗ୍ଲାସ୍ ପୁରାଇବା ଘଟଣା; ମାନବାଧିକାର କମିଶନରେ ଅଭିଯୋଗ ପରେ ତନାଘନା

ବ୍ରହ୍ମପୁର: ଗଞ୍ଜାମ ଜିଲାର ବୁଗୁଡ଼ା ବ୍ଲକର ବାଲିପଦର ଗ୍ରାମର କୃଷ୍ଣ ରାଉତଙ୍କ ମଳଦ୍ଵାର ପଟେ ଗ୍ଲାସ୍ ପୂରାଇବା ଘଟଣାରେ ନୂଆ ମୋଡ଼ ଆସିଛି। ଅସ୍ତ୍ରୋପଚାର କରାଯାଇ ପେଟରୁ ଗ୍ଲାସ କଢ଼ାଯାଇଛି ଏବଂ ବ୍ୟକ୍ତି ଜଣକ ସୁସ୍ଥ ଥିବା ଜଣାପଡ଼ିଛି । ତେବେ ଘଟଣା ପଦାକୁ ଆସିବା ବେଳେ ଏଭଳି ଅମାନବୀୟ…

ମିଶନ ୨୦୨୪: ମନ୍ତ୍ରୀ ଦେବେ ରିପୋର୍ଟ, ସମୀକ୍ଷା କରିବେ ଶାହ, ନଡ୍ଡା

ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଆଜି (ସେପ୍ଟେମ୍ବର ୬) ବିଜେପିର ବଡ ବୈଠକ ବସିବାକୁ ଯାଉଛି। ଏହି ବୈଠକ ଅପରାହ୍ନ ୪ଟା ୩୦ ସମୟରେ ଦିଲ୍ଲୀ ସ୍ଥିତ ବିଜେପିର ମୁଖ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ। ରାଜନୈତିକ ବିଶେଷଜ୍ଞଙ୍କ ମତ ଅନୁଯାୟୀ ଏହି ବୈଠକରେ ଦଳର ଆଗାମୀ ଯୋଜନା…

ଆଗାମୀ ତିନି ଘଣ୍ଟା ମଧ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ୱର: ମଙ୍ଗଳବାର ଅପରାହ୍ନ ୧ଟା ମଧ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି । ସକାଳ ୧୦ଟା ବେଳର ପ୍ରତି ତିନି ଘଣ୍ଟିଆ ବୁଲେଟିନରେ ଏହି ସୂଚନା ଦିଆଯାଇଛି । ରାଜ୍ୟର କିଛି ଜିଲ୍ଲାରେ ଆଂଶିକ ବର୍ଷା ହେବାକୁ ଥିବା ବେଳେ କିଛି…

୩୨ ବର୍ଷରେ ବେଙ୍ଗାଲୁରୁରେ ସବୁଠୁ ବଡ଼ ବର୍ଷା

ବାଙ୍ଗାଲୋର: ଦେଶର ସିଲିକନ ଭ୍ୟାଲି ବି ଆଇଟି ସିଟି ଏବେ ପାଣିରେ ଉବୁଟୁବୁ ହେଉଛି। ପ୍ରବଳ ବର୍ଷା ହେତୁ ଲୋକମାନେ ବହୁ ଅସୁବିଧାର ସାମ୍ନା କରୁଛନ୍ତି। ଅନେକ ଅଞ୍ଚଳ ପାଣିରେ ବୁଡ଼ି ରହିଛି। ଯେଉଁ ରାସ୍ତାରେ କାର, ଗାଡି ଚାଲୁଥିଲା ସେଠି ଏବେ ଡଙ୍ଗା ବୁଲୁଛି। ଅନେକ ବ୍ୟସ୍ତବହୁଳ ରାସ୍ତାରେ…

ଦିଲ୍ଲୀ ଅବକାରୀ ନୀତି ଘୋଟାଲା: ୩୦ଟି ଜାଗାରେ ଇଡିର ରେଡ୍

ନୂଆଦିଲ୍ଲୀ: ଦିଲ୍ଲୀରେ ହୋଇଥିବା ତଥା କଥିତ ଅବକାରୀ ନୀତି ଦୁର୍ନିତି ମାମଲାରେ ଇଡି ଅର୍ଥ ହେରଫେର ମାମଲା ରୁଜୁ କରିଛି। ଏ ନେଇ ଦିଲ୍ଲୀ ସମେତ ପ୍ରାୟ ୩୦ ଟି ସ୍ଥାନରେ ଇଡି ଚଢାଉ କରିଛି। ତେବେ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଘରେ ଚଢ଼ାଉ କରାଯାଇ ନାହିଁ। ଇଡି ସୂତ୍ରରୁ…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଆଜି ସକାଳୁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଯାଇଛି । ସକାଳ ଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯିବ । ଏହା ପରେ ଶ୍ରୀବିଗ୍ରହ ମାନଙ୍କୁ ନୂଆ ଲୁଗା…

ରାସ୍ତା କଡ଼ରେ ମଳ ତ୍ୟାଗ କରୁଥିବା ବ୍ୟକ୍ତିଙ୍କୁ ଗୋଲାପ ଦେଉଛି ଆସ୍କା ଏନଏସି

ବ୍ରହ୍ମପୁର: ନିଜ ଅଞ୍ଚଳକୁ ସ୍ବଚ୍ଛ ଓ ସୁନ୍ଦର ରଖିବା ପାଇଁ ସରକାରୀ ଅଧିକାରୀମାନେ ଅନେକ ପ୍ରକାରର ପଦକ୍ଷେପ ନେଇଥାନ୍ତି। କିନ୍ତୁ ଗଞ୍ଜାମ ଜିଲା ଆସିକା ବିଜ୍ଞପିତ ଅଞ୍ଚଳ ପରିଷଦ(ଏନ୍‌ଏସି)ର କାର୍ଯ୍ୟନିର୍ବାହୀ ଅଧିକାରୀ(ଇଓ)ଙ୍କ ଉଦ୍ୟମକୁ ନେଇ ଏବେ ସବୁଆଡ଼େ ଚର୍ଚ୍ଚା। ରାସ୍ତା କଡ଼ରେ ମଳ…

ଗୁଜରାଟ ପାଇଁ ରାହୁଲ ଗାନ୍ଧୀଙ୍କ ମାଗଣା ଯୋଜନା ଘୋଷଣା : ଋଣ ଛାଡ, ମାଗଣା ବିଜୁଳି

ଅହମଦାବାଦ: ଗୁଜରାଟରେ ଭୋଟ ପାଇଁ ରାହୁଲ ଗାନ୍ଧୀ  ଭୋଟରଙ୍କୁ ମାଗଣା ପ୍ରତିଶ୍ରୁତି ଦେବା ଆରମ୍ଭ କରିଛନ୍ତି ।  ବିଜେପି ସରକାରକୁ ଗାଦିରୁ ହଟାଇବା ପାଇଁ ରାହୁଲ ଗାନ୍ଧୀ ଚାଷୀଙ୍କୁ ଋଣ ଛାଡ, ମାଗଣା ବିଜୁଳି, କମ ଦାମରେ ଗ୍ୟାସ ପ୍ରତିଶ୍ରୁତି ଘୋଷଣା କରିଛନ୍ତି  । ଗୁଜରାଟକୁ ହାତେଇବା ପାଇଁ…

ଶିକ୍ଷକ ଥିବା ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁଙ୍କଠାରୁ ସମ୍ମାନିତ ହେବା ଗୁରୁତ୍ୱପୂର୍ଣ୍ଣ : ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଗୁରୁ ଦିବସ ଅବସରରେ ନୂଆଦିଲ୍ଲୀରେ ଜାତୀୟ ପୁରସ୍କାର ପ୍ରାପ୍ତ ଶିକ୍ଷକମାନଙ୍କ ସହ ଆଲୋଚନା କରିଥିଲେ । ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏଥିସହ ସେ ଶିକ୍ଷକମାନଙ୍କୁ…

ଆପ ନେତାଙ୍କୁ ଆଇନଗତ ନୋଟିସ ପଠାଇଲେ ଦିଲ୍ଲୀ ଉପରାଜ୍ୟପାଳ

ନୂଆଦିଲ୍ଲୀ: ଆମ ଆଦମୀ ପାର୍ଟି ଏବଂ ଦିଲ୍ଲୀ ଉପରାଜ୍ୟପାଳଙ୍କ ମଧ୍ୟରେ ବିବାଦ ନୂଆ କଥା ନୁହେଁ । ବର୍ତମାନର ଉପରାଜ୍ୟପାଳ ବିନୟ କୁମାର ସକ୍ସେନା ସୋମବାର ଆପର କେତେକ ନେତାଙ୍କୁ ଆଇନଗତ ନୋଟିସ ପଠାଇଛନ୍ତି । ୪୮ ଘଂଟା ମଧ୍ୟରେ ଏହାର ଜବାବ ରଖିବାକୁ ସେମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଯଦି…