Latest Odisha News

BREAKING NEWS

Browsing Category

ଫିଚର

[ଦେଖନ୍ତୁ ଭିଡିଓ] କାରରେ ଟେକି ନେଇ ଆଶାକର୍ମୀଙ୍କୁ ଦୁଷ୍କର୍ମ ପରେ ଫୋପାଡ଼ି ଦେଲେ

ପାରଦୀପ: ପାରାଦୀପରେ ଚାଞ୍ଚଲ୍ୟ । କାରରେ ଆସିଲେ, ରାସ୍ତାରୁ ଆଶାକର୍ମୀଙ୍କୁ ଅପରହରଣ ପରେ ଦୁଷ୍କର୍ମ କରି ଫିଙ୍ଗି ଦେଲେ । ଏଭଳି ଅଭିଯୋଗ ଆସିଛି ବନ୍ଦର ନଗରୀ ପାରାଦୀପରୁ । ପାରାଦୀପ ବନ୍ଦରାଞ୍ଚଳରେ ଜଣେ ଆଶା କର୍ମୀଙ୍କୁ ଅପହରଣ ପରେ ଦୁଷ୍କର୍ମ ନେଇ ଥାନାରେ ଅଭିଯୋଗ ହୋଇଛି । ପୀଡ଼ିତାଙ୍କ…

ସଂକଟରେ ସୋରେନ ସରକାର, ବସରେ ଅନ୍ୟତ୍ର ସିଫ୍ଟ ହେଲେ ବିଧାୟକ

ରାଞ୍ଚି: ସଂକଟରେ ସୋରେନ ସରକାର । ଲଗାତାର ଦ୍ୱିତୀୟ ଦିନ ବିଧାୟକଙ୍କ ସହ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ବୈଠକ କରିବା ପରେ ସମସ୍ତ ବିଧାୟକଙ୍କ ଫୋନ ସ୍ୱିଚ୍ ଅଫ୍ କରାଯାଇଛି । ବସରେ ୟୁପିଏ ବିଧାୟକମାନଙ୍କୁ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ରାଜ୍ୟ ବାହାରକୁ ନେଇଛନ୍ତି । ବିଶେଷକରି ଛତିଶଗଡ଼ ସିଫ୍ଟ…

ସୀମାନ୍ତରେ ଲାଲ୍ ହିଂସା, ଘରୁ ଡାକି ନେଇ ଗଳା କାଟି ଦେଲେ ମାଓବାଦୀ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ପୁଣି ମାଓ ହିଂସା ଦେଖିବାକୁ ମିଳିଛି । ପୋଲିସ ଇନଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ହତ୍ୟା କରିଛି ଲାଲ୍ ବାହିନୀ । ମୃତକ ଫରେଷ୍ଟଗାଓ ଥାନା ଖଡ଼କାଗାଓର ରାମଲାଲ ପୋଡାଇ । ବିଳମ୍ବିତ ରାତିରେ ୧୦ରୁ ୧୫ଜଣ ସଶସ୍ତ୍ର ନକ୍ସଲ ଖଡକାଗାଓ…

କ୍ୟାନସର ହସ୍ପିଟାଲ ନିର୍ମାଣ କାର୍ଯ୍ୟ ସମୀକ୍ଷା କଲେ ସାଂସଦ ଅପରାଜିତା ଷଡଙ୍ଗୀ 

ଭୁବନେଶ୍ୱର : ଭୁବନେଶ୍ୱର NISER ଠାରେ ହେବାକୁ ଥିବା କ୍ୟାନସର ହସ୍ପିଟାଲ ନିର୍ମାଣ କାର୍ଯ୍ୟ କୁ ସମୀକ୍ଷା କରିଛନ୍ତି ସାଂସଦ ଅପରାଜିତା ଷଡଙ୍ଗୀ ।  ଭୁବନେଶ୍ୱର ଲୋକସଭା ଅନ୍ତର୍ଗତ ଜଟଣୀ ଠାରେ NISER  କ୍ୟାମ୍ପସ ମଧ୍ୟରେ ୬୫୦କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେଉଛି ଟାଟା ମେମୋରିଆଲ…

ମହିଳା ପୋଲିସ ଏସ୍ଆଇଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ବାଲିଗୁଡ଼ା: ପୋଲିସ ଏସ୍ଆଇଙ୍କ ଆତ୍ମହତ୍ୟା । କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରିରେ ଜଣେ ମହିଳା ପୋଲିସ ଏସ୍ଆଇ ଆତ୍ମହତ୍ୟା କରିଛନ୍ତି । ଆଜି ସକାଳେ ଘୁ.ଉଦୟଗିରି ଥାନାରେ କାର୍ଯ୍ୟରତ ପୋଲିସ୍ ଏସ୍ଆଇ ସ୍ୱାଗତିକା ବେହେରାଙ୍କ ମୃତଦେହ ତାଙ୍କ ସରକାରୀ ବାସଭବନରୁ ମିଳିଛି । ନିଜ ବେକରେ ଓଢ଼ଣୀ…

ରାଜ୍ୟରେ ଖୋଲିବ ୩୬ଟି ନୂଆ ଥାନା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି ଅପରାଧ । ଏହା ସହିତ ତାଳ ଦେଇ ବଢୁଛି ଅପରାଧିକ ମାମଲା । ପ୍ରତ୍ୟେକ ଦିନ ରାଜ୍ୟର କୋଣ ଅନୁକୋଣରୁ ଆସୁଛି ବିଭିନ୍ନ ଅଭିଯୋଗ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନେଇଛନ୍ତି ପଦକ୍ଷେପ  । ଅପରାଧକୁ ରୋକିବା ସହ ଏଭଳି ଅପରାଧର ଶିକାର…

ଖୁସି ଖବର : ଭାରତୀୟ ଫୁଟବଲ ସଂଘ ଉପରୁ ବାସନ୍ଦ ଉଠାଇଲା ଫିଫା

ଜ୍ୟୁରିକ: ଆନ୍ତର୍ଜାତୀୟ ଫୁଟବଲ ଫେଡେରେଶନ (ଫିଫା) ଆଜି ଭାରତୀୟ ଫୁଟବଲ ଆସୋସିଏଶନ ଉପରୁ ବାସନ୍ଦ ଉଠାଇ ଦେଇଛି । ଅକ୍ଟୋବରରେ ଭାରତରେ ହେବାକୁ ଥିବା ୧୭ ବର୍ଷରୁ କମ ମହିଳା ଫୁଟବଲ ବିଶ୍ୱକପ ଆୟୋଜନ ନେଇ ସୃଷ୍ଟି ହୋଇଥିବା ଆଶଙ୍କାର ବାଦଲ ମଧ୍ୟ ହଟିଛି । ୮୫ ବର୍ଷ ଇତିହାସରେ ପ୍ରଥମ ଥର ପାଇଁ…

ଲୌସାନେ ଡାଇମଣ୍ଡ ଲିଗରେ ଇତିହାସ ରଚିଲେ ଭାରତର ନୀରଜ

ନୂଆଦିଲ୍ଲୀ: ଅଲିମ୍ପିକ ସ୍ୱର୍ଣ୍ଣ ପଦକ ବିଜେତା ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା ଲୌସାନେ ଡାଇମଣ୍ଡ ଲିଗରେ ଭାରତ ପାଇଁ ଇତିହାସ ରଚିଛନ୍ତି । ନୀରଜ ୮୯.୦୮ ମିଟର ଦୂରତାକୁ ଥ୍ରୋ କରି ପ୍ରଥମ ଭାରତୀୟ ଭାବେ ଡାଇମଣ୍ଡ ଲିଗ ମିଟିଂ ଜିତିଛନ୍ତି । ଏଥିସହ ସେ ଡାଇମଣ୍ଡ ଲିଗ ଫାଇନାଲକୁ କ୍ୱାଲିଫାଇ…

ସୁପ୍ରିମକୋର୍ଟର ୪୯ ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍ ୟୁ ୟୁ ଲଳିତ

ନୂଆଦିଲ୍ଲୀ :  ଆଜି ସୁପ୍ରିମକୋର୍ଟର ୪୯ ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍ ୟୁ ୟୁ ଲଳିତ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର  ଶପଥ ପାଠ କରାଇଛନ୍ତି । ଜଷ୍ଟିସ୍ ୟୁ ୟୁ ଲଳିତ ଦିଲ୍ଲୀରେ ଅପରାଧିକ ମାମଲା ଲଢ଼ି ଖ୍ୟାତି ଅର୍ଜନ କରିବା ପରେ ସେ…

ସାର ଯୋଗାଇବାରେ କେନ୍ଦ୍ର କରୁଛି ଅବହେଳା , କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ।

ଭୁବନେଶ୍ୱର:  ରାଜ୍ୟକୁ ଆବଶ୍ୟକତା ଅନୁସାରେ ସାର ଯୋଗାଇବାରେ କେନ୍ଦ୍ର କରୁଛି ଅବହେଳା । ଯାହାଫଳରେ ଖରିଫ ବେଉଷଣ ସମୟରେ ଚାଷୀମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି  । ଏଥିଯୋଗୁ ଫସଲ ଉତ୍ପାଦନ ପରିମାଣ ହ୍ରାସ ପାଇବାର ଆଶଙ୍କା ସୃଷ୍ଟି ହୋଇଛି  । ଏଥର ଭଲ ମୌସୁମୀ ବର୍ଷା ହୋଇଥିବାରୁ…