Latest Odisha News

BREAKING NEWS

Browsing Category

ଫିଚର

[ଦେଖନ୍ତୁ ଭିଡିଓ] ଭାରତୀୟ ଫୁଟବଲ ଫେଡେରେସନକୁ ନିଲମ୍ବିତ କଲା FIFA, କ’ଣ ପଡ଼ିବ ପ୍ରଭାବ ?

ଭୁବନେଶ୍ୱର: ଭାରତୀୟ ଫୁଟବଲ୍ ଫେଡେରେସନକୁ FIFA ନିଲମ୍ବିତ କରିଛି । ଫଳରେ ଅନିଶ୍ଚିତତା ମଧ୍ୟକୁ ଚାଲି ଯାଇଛି କଳିଙ୍ଗ ଷ୍ଟାଡିୟମରେ ଅକ୍ଟୋବରରେ ହେବାକୁ ଥିବା ଫିଫା ଅଣ୍ଡର-୧୭ ମହିଳା ବିଶ୍ୱକପ୍ ଆୟୋଜନ । AIFFକୁ FIFA ନିଲମ୍ବିତ କରିବା ପରେ କଳିଙ୍ଗ ଷ୍ଟାଡିୟମରେ ଅନ୍ତର୍ଜାତୀୟ ସ୍ତରର…

ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର, ଆସନ୍ତା ୭୨ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ: ଏସଆରସି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପ୍ରମୁଖ ଅଧିକାକରୀଙ୍କ ସହ ବୈଠକ ପରେ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କହିଛନ୍ତି, ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର ରହିଛି। ଆସନ୍ତା ୭୨ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ। ତଳିଆ ଅଞ୍ଚଳ ଅଧିକ ପ୍ରଭାବିତ ହେବେ। ତେଣୁ ୧୦ ଜିଲ୍ଲାକୁ ସତର୍କ…

ହାମ୍ବୋନଟୋଟାରେ ପଂହଚିଲା ଚୀନ ଜାହାଜ ୟୁଆନ ୱାଙ୍ଗ ୫

କଲମ୍ବୋ: ଭାରତର ତୀବ୍ର ବିରୋଧ ସତ୍ୱେ ଶ୍ରୀଲଙ୍କାର ହାମ୍ବାନଟୋଟା ବନ୍ଦରରେ ମଙ୍ଗଳବାର ଚୀନର ଜାସୁସୀ ଜାହାଜ ୟୁଆନ ୱାଙ୍ଗ ୫ ପଂହଚିଛି । ଏହି ସ୍ପାଏ ଶିପ ଅଗଷ୍ଟ ୨୨ ପର୍ଯ୍ୟନ୍ତ ଏଠାରେ ରହିବ । ଭାରତ ସରକାର ନେଭିଙ୍କୁ ଏଥିପ୍ରତି ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହି ସ୍ପାଏ ଶିପ…

୮ଟି ପଏଣ୍ଟ ଉପରେ ମୁଖ୍ୟମନ୍ତ୍ରୀଙ୍କ ଫୋକସ, ବନ୍ୟା ପ୍ରଭାବିତ ଅଞ୍ଚଳରେ ସ୍କୁଲ ଛୁଟି

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ପରିସ୍ଥିତି ଉପୁଜିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଶାସନ ସଚିବ ଏବଂ ବିଭାଗୀୟ ଅଧିକାରୀଙ୍କ ସହ ବୈଠକ କରିଛନ୍ତି। ପରିସ୍ଥିତି ସଂପର୍କରେ ମୁଖ୍ୟ ଶାସନ ସଚିବ ଓ ସ୍ୱତନ୍ତ୍ର ରିଲିଫ କମିଶନର ନିୟମିତ ଭାବେ ସମୀକ୍ଷା କରିବାକୁ ମଧ୍ୟ ସେ ନିର୍ଦ୍ଦେଶ…

ନଦୀକୁ ଖସିଲା ITBP ଯବାନଙ୍କୁ ନେଇ ଯାଉଥିବା ବସ୍, ୬ ଯବାନ ସହିଦ

ଶ୍ରୀନଗର: ଜମ୍ମୁ-କାଶ୍ମୀରର ପହଲଗାମରେ ବଡ଼ ଧରଣର ଦୁର୍ଘଟଣା ଘଟିଛି । ନଦୀକୁ ITBP ଯବାନଙ୍କ ବସ୍ ଖସି ପଡ଼ିଛି । ତାଜା ସୂଚନା ଅନୁସାରେ ଦୁର୍ଘଟଣାରେ ୬ ଜଣ ITBP ଯବାନ ସହିଦ ହୋଇଛନ୍ତି । ଏକାଧିକ ଯବାନ ଆହତ ହୋଇଛନ୍ତି । ସେମାନଙ୍କୁ ଆର୍ମି ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଛି । ଅମରନାଥ…

ମହାନଦୀ ପ୍ରସଙ୍ଗରେ ଆଜି ଓଡିଶା ଛତିଶଗଡ ମୁଖ୍ୟ ଶାସନ ସଚିବଙ୍କ ବୈଠକ

ଭୁବନେଶ୍ୱର: ମହାନଦୀରେ ବନ୍ୟା ପରେ ଦୁଇ ରାଜ୍ୟ ଓଡ଼ିଶା ଏବଂ ଛତିଶଗଡ଼ ପ୍ରଭାବିତ ହୋଇଛନ୍ତି। ବନ୍ୟା ପାଇଁ ପରସ୍ପରକୁ ଦୋଷ ଲଦୁଛନ୍ତି। ଏହାରି ଭିତରେ ଦୁଇ ରାଜ୍ୟର ମୁଖ୍ୟ ଶାସନ ସଚିବ ବୈଠକ କରିବେ ବୋଲି ସୂଚନା ମିଳିଛି। ଆଜି ଅପରାହ୍ନ ୪ଟାରେ ଦୁଇ ରାଜ୍ୟର ମୁଖ୍ୟ ଶାସନ ସଚିବ ଭିଡିଓ…

ଫିଫା ଦ୍ୱାରା ଏଆଇଏଫଏଫ ନିଲମ୍ବିତ ଘଟଣା: ହସ୍ତକ୍ଷେପ କରିବେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ଆନ୍ତର୍ଜାତୀୟ ଫୁଟବଲ ଫେଡେରେଶନ (ଫିଫା) ଭାରତୀୟ ଫୁଟବଲ ମହାସଂଘଙ୍କୁ ନିଲମ୍ବିତ କରିଛି । ଏହି ଘଟଣାରେ ଭାରତ ସରକାର ମୁଣ୍ଡ ପୂରାଇ ଶୀଘ୍ର ଏହି ସମସ୍ୟାର ସମାଧାନର ରାସ୍ତା ବାହାର କରିବା ପାଇଁ ସୁପ୍ରିମକୋର୍ଟଙ୍କ ନିକଟରେ ଅନୁରୋଧ କରିଛନ୍ତି । ସଲିସିଟର ଜେନେରାଲ ତୁଷାର…

[ଦେଖନ୍ତୁ ଭିଡିଓ] ବନ୍ୟା ପାଣିରେ ୨ ଦିନ ହେଲା ଉବୁଟୁବୁ ସାତକୋଶିଆ

ଅନୁଗୁଳ: ମହାନଦୀରେ ବନ୍ୟା ଆସିବା ଫଳରେ ଅନୁଗୁଳ ଜିଲ୍ଲାର ବିଭିନ୍ନ ବ୍ଳକରେ ବନ୍ୟା ପାଣି ପଶିଛି । ସାତକୋଶିଆର ଟିକରପଡା ପଞ୍ଚାୟତ ଅଧିକ ପ୍ରଭାବିତ ହୋଇଛି । ଗତ ୨ ଦିନ ହେବ ବନ୍ୟାପାଣିରେ ବୁଡ଼ି ରହିଛି ପର୍ଯ୍ୟଟନସ୍ଥଳୀ ସାତକୋଶିଆ । ମହାନଦୀର ଜଳସ୍ତର ବଢ଼ୁଥିବାରୁ ଅନୁଗୁଳ ଜିଲ୍ଲାର କେତେକ…

ଗହଣା ଦୋକାନରୁ ଚୋରି ଅଭିଯୋଗ, କର୍ମଚାରୀଙ୍କୁ ପିଟି ପିଟି ହତ୍ୟା !

ଝାରସୁଗୁଡ଼ା (ରୋଶନ ପୃଷ୍ଟି): ଗହଣା ଦୋକାନୀର କର୍ମଚାରୀଙ୍କୁ ହତ୍ୟା। ୬୦ ଲକ୍ଷ ଟଙ୍କାର ଗହଣା ଚୋରି ଅଭିଯୋଗରେ ଦୋକାନୀ ମାଲିକ କର୍ମଚାରୀଙ୍କୁ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଜଣଙ୍କ ବୌଦ୍ଧ ମନମୁଣ୍ଡାର ସୁରଶ ପାଣ୍ଡେ। ପରିବାର ଲୋକେ ଏବେ ସୁରେଶଙ୍କ ମୃତ୍ୟୁରେ…

ବଢୁଛି ହୀରାକୁଦର ଜଳସ୍ତର, ମହାନଦୀରେ ବଡ଼ ବନ୍ୟା ଆଶଙ୍କା

ଭୁବନେଶ୍ୱର: ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆସିବ ବୋଲି ଏସଆରସି ପ୍ରଦୀପ ଜେନା କହିଥିଲେ। କିନ୍ତୁ ହୀରାକୁଦ ଡ୍ୟାମରେ ପାଣି ବଢିବା ପରେ ଏହି ଆକଳନ ଏବେ ଭୁଲ୍ ପ୍ରମାଣିତ ହେବାକୁ ଯାଉଛି। କାରଣ ଡ୍ୟାମରେ ପ୍ରବେଶ କରୁଥିବା ପାଣି ତଳୁନାରେ ନିଷ୍କାସିତ ହେଉଥିବା ପାଣିର ପରିଣାମ କମ୍ ରହିଛି।…