Latest Odisha News

BREAKING NEWS

Browsing Category

ଫିଚର

୨୨ ପୁଲିସ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:  ୭୬ତମ ସ୍ୱାଧୀନତା ଦିବସ ଅବସରରେ  ପୁଲିସ ଅଧିକାରୀ ଓ  କର୍ମଚାରୀଙ୍କୁ ପୁଲିସ ପଦକ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ସାହସିକତା ପାଇଁ ୯ ଜଣଙ୍କୁ ପୁଲିସ ପଦକ, ବିଶିଷ୍ଟ ସେବା ପାଇଁ ୨ ଜଣଙ୍କୁ ରାଷ୍ଟ୍ରପତି ପୁଲିସ ପଦକ ଏବଂ ଉଲ୍ଲେଖନୀୟ ସେବା ପାଇଁ ୧୧ଜଣଙ୍କୁ…

ଓସ୍କାର ଶ୍ରେଷ୍ଠ ଅଭିନେତା ଦୌଡରେ ଜୁନିୟର ଏନଟିଆର ?

ମୁମ୍ବାଇ: ଆରଆରଆର ଫିଲ୍ମ ଦେଶ ଓ ବିଦେଶରେ ବ୍ଲକବଷ୍ଟର ହୋଇପାରିଛି । ଏସ ରାଜମୌଲୀଙ୍କ ଏହି ଫିଲ୍ମରେ ଜୁନିୟର ଏନଟିଆର ଓ ରାମଚରଣଙ୍କ ପ୍ରଦର୍ଶନ ପ୍ରଶଂସନୀୟ ରହିଥିଲା । ଇତି ମଧ୍ୟରେ ଏକ ଖବର ହସ୍ତଗତ ହୋଇଛି ଯେ, ଜୁନିୟର ଏନଟିଆରଙ୍କ କୋମରାମ ଭୀମ ଅଭିନୟରେ ବିଭିନ୍ନ ବିଦେଶୀ ମିଡିଆ ପ୍ରଭାବିତ…

ଆଖୁଆପଦାରେ ବିପଦ ସଙ୍କେତ ଉପରେ ବନ୍ୟା ଜଳ

ଭଦ୍ରକ: ବୈତରଣୀ ନଦୀରେ ଜଳ ପତ୍ତନ ବୃଦ୍ଧି ପାଇବା ପରେ ଭଦ୍ରକ ଜିଲ୍ଲାର ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକ ଅଞ୍ଚଳରେ ବନ୍ୟା ଆସିଛି। ଆଖୁଆପଦା ଠାରେ ବିପଦ ସଙ୍କେତ ୧୭.୮୩ ମିଟର ଥିବା ବେଳେ, ବର୍ତ୍ତମାନ ଜଳସ୍ତର ୧୮.୭୫ ମିଟର ଉପରେ ବନ୍ୟାଜଳ ପ୍ରବାହିତ ହେଉଛି । ଭଣ୍ଡାରିପୋଖରୀ ବ୍ଲକର…

ଭାରତ ବାୟୋଟେକର ଇଂଟ୍ରୋନାଜାଲ ଭ୍ୟାକ୍ସିନର ତୃତୀୟ କ୍ଲିନିକାଲ ଟ୍ରାଏଲ ସମ୍ପୂର୍ଣ୍ଣ

ନୂଆଦିଲ୍ଲୀ: କୋଭିଡ-୧୯କୁ ରୋକିବା ପାଇଁ ଭାରତ ବାୟୋଟେକ ଏକ ଇଂଟ୍ରୋନାଜାଲ ଭ୍ୟାକ୍ସିନ ପ୍ରସ୍ତୁତ କରୁଛି । ସୋମବାର ବିବିଭି-୧୫୪ ଭ୍ୟାକ୍ସିନର ତୃତୀୟ ପର୍ଯ୍ୟାୟ ଟ୍ରାଏଲ ସମ୍ପୂର୍ଣ୍ଣ ହୋଇଥିବାରୁ ଖୁବ ଶୀଘ୍ର ଏହାକୁ ବ୍ୟବହାର କରାଯିବ ବୋଲି କମ୍ପାନୀ ପକ୍ଷରୁ ଆଶା ବ୍ୟକ୍ତ କରାଯାଇଛି । ଡ୍ରଗ…

ଜଗତସିଂହପୁରରେ ବନ୍ୟା ମୁକାବିଲା ପାଇଁ ପହଞ୍ଚିଲା ଏନଡିଆରଏଫ

ପାରାଦୀପ: ଜଗତସିଂହପୁର ଜିଲ୍ଲାରେ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ସୋମବାର ପାରାଦୀପରେ ଏନଡିଆରଏଫ ର ଏକ ୨୫ ଜଣିଆ ଟିମ୍ ପହଞ୍ଚିଛନ୍ତି । ମହାନଦୀର ଜଳ ସ୍ତର ବୃଦ୍ଧି ପାଉଥିବାରୁ ଏହାର ଶାଖା ନଦୀ ଗୁଡ଼ିକରେ ବନ୍ୟା…

ସମୁଦ୍ରରୁ ମିଳିଲା ଆଉ ଏକ ଅଦ୍ଭୁତ ଜୀବ

ୱାଶିଂଟନ: ପୃଥିବୀକୁ ଘେରି ରହିଥିବା ସମୁଦ୍ର ରହସ୍ୟରେ ଭରପୂର । ଏବେ ବୈଜ୍ଞାନିକମାନେ ମେକ୍ସିକୋ ନିକଟବର୍ତୀ ସମୁଦ୍ରରୁ ଏକ ଅଦ୍ଭୁତ ଜୀବର ସନ୍ଧାନ ପାଇଛନ୍ତି । ଏହା କୌଣସି ଏକ ଏଲିୟନ ପ୍ରଜାତିର ଅଂଶବିଶେଷ ପରି ଜଣାପଡୁଛି । ବୈଜ୍ଞାନିକମାନେ ଏହି ପ୍ରାଣୀର ନାମ ଡାର୍ଥ ଭାର୍ଡନ ନାମ ଦେଇଛନ୍ତି…

ଜଳମଗ୍ନ ଭଟ୍ଟାରିକା ମନ୍ଦିର; ପ୍ରାଙ୍ଗଣରେ ୧୪୪ ଧାରା ଜାରି

କଟକ: ରାଜ୍ୟର ପ୍ରସିଦ୍ଧ ଦେବୀ ପୀଠ ଭଟ୍ଟାରିକାରେ ସ୍ଥାନୀୟ ପ୍ରଶାସନ ଦ୍ୱାରା ୧୪୪ ଧାରା ଜାରି ହୋଇଛି । ଅତିରିକ୍ତ ତହସିଲଦାର ତପନ କୁମାର ପରିଡ଼ା ଭଟ୍ଟାରିକା ମନ୍ଦିର ପରିସରରେ ୧୪୪ ଧାରା ଜାରି କରିଛନ୍ତି । ମହାନଦୀରେ ବନ୍ୟା ଆସିବାରୁ, ଏହାର କୂଳରେ ଅବସ୍ଥିତ ଭଟ୍ଟାରିକା ମନ୍ଦିର ଜଳମଗ୍ନ…

୧୭-୧୮ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଯଦିଓ ଦୁଇ ଦିନ ହେବ ଓଡ଼ିଶାର ଅନେକ ଭାଗରେ ପ୍ରବଳ ବର୍ଷା ହେବା ପରେ ଆଜି ଉତ୍ତର ବଙ୍ଗୋପସାଗର ପାଣିପାଗରେ ପରିବର୍ତ୍ତନ ଆସିଛି ହେଲେ ସଦ୍ୟ ରିପୋର୍ଟ ଅନୁଯାୟୀ ଆଗାମୀ ଦିନରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ…

ଛତିଶଗଡ ୧୪ଟି ଗେଟ୍ ଜରିଆରେ ଛାଡିଲା ପାଣି, ଓଡିଶା ବନ୍ଦ କଲା ହୀରାକୁଦର ୮ଟି ଗେଟ୍

ଓଡ଼ିଶା ସମ୍ବାଦ ବ୍ୟୁରୋ: ଓଡ଼ିଶାରେ ବର୍ଷା କମିଛି। ଏବେ ଅବପାତ ଛତିଶଗଡ ମୁହାଁ ହୋଇଛି। ତେଣୁ ମହାନଦୀର ଉପରମୁଣ୍ଡରେ ଥିବା ଛତିଶଗଡରେ ବର୍ଷା ଜାରି ରହିଛି। ବିଭିନ୍ନ ନଦୀରେ ପାଣି ଫୁଲି ଉଠିବା ପରେ ଛତିଶଗଡ ଧମତରି ଜିଲ୍ଲାର ଗଙ୍ଗରେଲ ଡ୍ୟାମର ସମସ୍ତ ୧୪ଟି ଯାକ ଗେଟ୍ ଖୋଲିଦେଇଛି। ଏହି…

ବିପଦ ସଙ୍କେତ ଉପରେ ବଂଶଧାରା ନଦୀ

ରାୟଗଡା (ମୋନାଲିସା ରଥ): ଲଗାଣ ବର୍ଷା ଯୋଗୁଁ ଗୁଣୁପୁର ଠାରେ ବଂଶଧାରା ନଦୀ ଜଳସ୍ତର ସତର୍କ ସଂକେତ ଅତିକ୍ରମ କରିଛି । ଏଠାରେ ବିପଦ ସଙ୍କେତ ଅତିକ୍ରମ କରି ଗୋଟିଏ ମିଟର ଉପରେ ଚାଲିଛି ବନ୍ୟା ପାଣି। ସତର୍କ ସଂକେତ ୮୩ ମିଟର ଥିବା ବେଳେ ବର୍ତ୍ତମାନ ୮୪ ମିଟର ଉପରେ ପାଣି ଚାଲିଛି। ତେଣୁ…