Latest Odisha News

BREAKING NEWS

Browsing Category

ଫିଚର

ପୁରୀ ଜିଲ୍ଲାରେ ବନ୍ୟା ଆଶଙ୍କା, ସତର୍କ ରହିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ପୁରୀ (ସନ୍ତୋଷ କୁମାର ଦାସ): ବନ୍ୟା ଆଶଙ୍କା ଭିତରେ ପୁରୀ ଜିଲ୍ଲାପାଳ ଏକ ସମୀକ୍ଷା ବୈଠକ କରିଛନ୍ତି। ଆଉ ନଦୀବନ୍ଧମାନଙ୍କ ଉପରେ ସତର୍କ ରହିବାକୁ ସମସ୍ତ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ସମର୍ଥ ବର୍ମା। ହୀରାକୁଦ ଜଳ ଭଣ୍ଡାର ଦେଇ ଛତିଶଗଡ ପଟ୍ଟୁ ପାଣି ଆସୁଛି। ତେଣୁ…

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପତାକା ଉତ୍ତୋଳନକୁ ବିରୋଧ କରି ବିଜେଡ଼ି ଦେଖାଇଲା କଳା ପତାକା

ବ୍ରହ୍ମପୁର:ଗୋପାଳପୁର ନିର୍ବାଚନ ମଣ୍ଡଳୀ ତଥା ରଙ୍ଗେଇଲୁଣ୍ଡା ବ୍ଲକ କମଳାପୁର ଗ୍ରାମରେ ଗୋପାଳପୁର ବିଧାୟକ ପ୍ରଦୀପ କୁମାର ପାଣିଗ୍ରାହୀଙ୍କୁ କଳା ପତାକା ପ୍ରଦର୍ଶନ। ଗୋଳାବନ୍ଧ ଗ୍ରାମରେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ପକ୍ଷରୁ ସ୍ୱାଧୀନତା ଦିବସ ପାଳନ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା।…

ନୀତୀଶଙ୍କ ସହ ମେଣ୍ଟରୁ ଭୁଲ୍ ଶିଖିଲା ବିଜେପି, ସହଯୋଗୀ କିପରି ହେବେ ତିଆରି କରୁଛି ରଣନୀତି ?

ନୂଆଦିଲ୍ଲୀ: ଏନଡିଏ ଛାଡି ଅନେକ ଆଞ୍ଚଳିକ ଦଳ ଅନ୍ୟ ଦଳ ସହ ମେଣ୍ଟ କରୁଛନ୍ତି। ବିଜେପି ଗୋଟିଏ ବଡ ପାର୍ଟି ହୋଇସାରିଛି। ତେଣୁ ବିଜେପି ସହ ମେଣ୍ଟରେ ରହିବା ଦ୍ୱାରା ଆଞ୍ଚଳିକ ଦଳ ପତିଆରା ବିସ୍ତାର କରିପାରୁନି। ତେଣୁ ବିଜେପି ଛାଡି ଟିଡିପି, ଶିବସେନା (ଉଦ୍ଧବ ଗୋଷ୍ଠୀ), ଅକାଳୀ ଦଳ, ଜେଡିୟୁ…

ସୋନିଆ ଓ ରାହୁଲଙ୍କ ଅନୁପସ୍ଥିତିରେ କଂଗ୍ରେସ କାର୍ଯ୍ୟାଳୟରେ କିଏ ଜାତୀୟ ପତାକା ଉତ୍ତୋଳନ କଲେ?

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କରୋନାରେ ସଂକ୍ରମିିତ ହୋଇଛନ୍ତି। ତେଣୁ କଂଗ୍ରେସ ମୁଖ୍ୟାଳୟରେ କିଏ ଜାତୀୟ ପତାକା ଉତ୍ତୋଳନ କରିବେ ସେ ନେଇ ସସପେନ୍ସ ଜାରି ରହିଥିଲା। କାରଣ ସୋନିଆ କରୋନାରେ ସଂକ୍ରମିତ ହେବା ପରେ ରାହୁଲ ଗାନ୍ଧୀ ସଙ୍ଗୋରଧରେ ରହିଛନ୍ତି ଏବଂ ଦଳର…

ସ୍ବାଧୀନତା ସଂଗ୍ରାମୀ ଓ ଦେଶ ନିର୍ମାତାଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ସ୍ବାଧୀନତା ଦିବସ ଅବସରରେ ଲାଲ୍‌ କିଲାରୁ ପ୍ରଧାନମନ୍ତ୍ରୀ ମୋଦୀ ଦେଶବାସୀଙ୍କୁ ଉଦବୋଧନ ଦେଇଛନ୍ତି । ଭବ୍ୟ ସମାରୋହରେ  ତ୍ରିରଙ୍ଗା ଉତ୍ତୋଳନ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।  ସକାଳ  ୭.୩୦ରୁ ଆରମ୍ଭ ହୋଇ  ୯୦ ମନିଟ୍‌   ଭାଷଣ ଦେଇଥିଲେ ପ୍ରଧାନମନ୍ତ୍ରୀ…

ବନ୍ୟା ବିବାଦ: ଓଡ଼ିଶାକୁ ଦାୟୀ କରିବା ପରେ ଛତିଶଗଡକୁ ଜବାବ ଦେଲେ ବିଜେଡି ବିଧାୟକ

ଭୁବନେଶ୍ୱର: ଛତିଶଗଡ଼ ଏବଂ ଓଡ଼ିଶାରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ମହାନଦୀର ଉପରମୁଣ୍ଡ ଛତିଶଗଡରେ ଲଗାଣ ବର୍ଷା ହେଉଛି ତେଣୁ ତଳମୁଣ୍ଡରେ ଥିବା ଓଡ଼ିଶାକୁ ପାଣି ଗଡି ଆସିବାରୁ ବର୍ଷା ହେଉଛି। ତେବେ ଛତିଶଗଡର ଇଚ୍ଛାମୁତାବକ ଓଡ଼ିଶା ହୀରାକୁଦର ଗେଟ୍…

ଦେବେନ୍ଦ୍ର ପ୍ରତାପ ସିଂହଙ୍କୁ କିର୍ତ୍ତୀ ଚକ୍ର , ଆକ୍ସେଲକୁ ମରଣୋତ୍ତର ବୀରତା ପୁରସ୍କାର

ନୂଆଦିଲ୍ଲୀ: ସ୍ୱାଧୀନତା ଦିବସ ପୂର୍ବ ସଂଧ୍ୟାରେ  କେନ୍ଦ୍ର ସରକାର ବୀରତା ପୁରସ୍କାର ଘୋଷଣା କରିଛନ୍ତି ।  ନାୟକ ଦେବେନ୍ଦ୍ର ପ୍ରତାପ ସିଂଙ୍କୁ ଦେଶର ଦ୍ୱିତୀୟ ସର୍ବୋଚ୍ଚ ବୀରତା ପୁରସ୍କାର କିର୍ତ୍ତୀ ଚକ୍ର ପ୍ରଦାନ କରାଯାଇଛି। ନାଏକ ଦେବେନ୍ଦ୍ର ପ୍ରତାପ ସିଂ ଚଳିତ ବର୍ଷ ଜାନୁୟାରୀ 29 ରେ…

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ରାଷ୍ଟ୍ର ଉଦ୍ଦେଶ୍ୟରେ ଅଭିଭାଷଣ

ନୂଆଦିଲ୍ଲୀ: ଛ’ସ୍ତରୀ ତମ ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ରାଷ୍ଟ୍ର ଉଦ୍ଦେଶ୍ୟରେ ଅଭିଭାଷଣ ଦେଇଛନ୍ତି । ରାଷ୍ଟ୍ରପତି କହିଛନ୍ତି ମୋର ପ୍ରିୟ ଦେଶବାସୀ, ନମସ୍କାର ! ଛ’ସ୍ତରୀ ତମ ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଦେଶରେ…

୩୮ ବର୍ଷ ପରେ ସିୟାଚିନ ଗ୍ଲେସିୟରରୁ ମିଳିଲା ଭାରତୀୟ ଯବାନଙ୍କ ଶରୀରର ଅବଶେଷ

ନୂଆଦିଲ୍ଲୀ: ଭାରତ ଏବେ ଆଜାଦିର ଅମୃତ ମହୋତ୍ସବ ପାଳନ କରୁଥିବା ବେଳେ ୩୮ ବର୍ଷ ପରେ ସିୟାଚିନ ଗ୍ଲେସିୟରରୁ ଜଣେ ଯବାନଙ୍କ ଶରୀରର ଅବଶେଷ ମିଳିଛି । ଏହି ଯବାନଙ୍କ ଚିହ୍ନଟ ହୋଇଛି ଏବଂ ତାଙ୍କ ନାମ ଲାନ୍ସ ନାୟକ ଚନ୍ଦ୍ରଶେଖର । ୨୫ ମେ ୧୯୮୪ରେ ବରଫ ଝଡରେ ଜଣେ ଅଫିସରଙ୍କ ସମେତ ୭ ଯବାନ ନିଖୋଜ…

ସ୍ୱାଧିନତା ସଂଗ୍ରାମୀଙ୍କ ଏନ୍ତୁଡ଼ିଶାଳ ଗୋପାଳବାଡ଼ି ଏବେ ଅଲୋଡ଼ା

କୋରାପୁଟ: ପରିଚୟ ହଜାଇବାକୁ ବସିଲାଣି ସ୍ୱାଧିନତା ସଂଗ୍ରାମୀଙ୍କ ଏନ୍ତୁଡ଼ିଶାଳ ଗୋପାଳବାଡ଼ି । ଦିନ ଥିଲା ଦେଶ ସ୍ୱାଧୀନରେ ଅବିଭକ୍ତ କୋରାପୁଟ ଜିଲ୍ଲା ପ୍ରମୁଖ ଭୁମିକା ଗ୍ରହଣ କରିଥିଲା । ଏବେ ଏହି ଐତିହାସିକ ସ୍ଥଳି ଏବେ ସମସ୍ତଙ୍କ ପାଇଁ ଅଲୋଡ଼ା ।  ସ୍ବାଧୀନତା ସଂଗ୍ରାମ ପାଇଁ  ଯେଉଁମାନେ…