Latest Odisha News

BREAKING NEWS

Browsing Category

ଫିଚର

ଆସନ୍ତା ୨୭ରେ ହେବ ଏଏସଓ ଲିଖିତ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ୨୭ ତାରିଖରେ ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଏଏସଓ (ଆସିଷ୍ଟାଣ୍ଟ ସେକ୍ସନ ଅଫିସର) ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ । ଆଜି ଅର୍ଥାତ୍ ଅଗଷ୍ଟ ୨୧ରେ ଏହି ଲିଖିତ ପରୀକ୍ଷା କରିବାକୁ ଧାର୍ଯ୍ୟ କରାଯାଇଥିଲା । କିନ୍ତୁ ରାଜ୍ୟରେ ଭୀଷଣ ବନ୍ୟା ସ୍ଥିତି ପାଇଁ…

ଅନ୍ ଲାଇନ୍ ଇନଷ୍ଟାଣ୍ଟ ଲୋନକୁ ସାବଧାନ ! ୨୨ ଗିରଫ, ଚୀନକୁ ପଠାଉଥିଲେ ପଇସା

ନୂଆଦିଲ୍ଲୀ: ଦିଲ୍ଲୀ ପୋଲିସ ଇନଷ୍ଟାଣ୍ଟ ଲୋନ୍ ଆପ୍ସର ଏକ ରାକେଟରେ ସାମିଲ ଥିବା ସଦସ୍ୟଙ୍କୁ ଗିରଫ କରିଛି। ପାଖାପାଖି ଦୁଇ ମାସ ଧରି ଏ ନେଇ ସ୍ୱତନ୍ତ୍ର ଅପରେସନ କରିବା ପରେ ଶେଷରେ ବିଭିନ୍ନ ରାଜ୍ୟରୁ ଏହି ବେଆଇନ କାରବାରକୁ ଉଜାଗର କରିବାରେ ଦିଲ୍ଲୀ ପୁଲିସ ସଫଳ ହୋଇଛି । କୁହାଯାଉଛି ଯେ…

କାରରେ ଯାଉଥିଲେ, ପାଣି ସୁଅରେ ଭାସିଗଲେ ଶଳା, ଭିଣୋଇ

ସମ୍ବଲପୁର: ସମ୍ବଲପୁରର କୁଚିଣ୍ଡା ଅଞ୍ଚଳର ଏକ କେନାଲରେ କାର ଭାସିଯାଇଛି। କାରରେ ଥିବା ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ନାମ ତାପସ ନାୟକ ଏବଂ ତାଙ୍କ ଭିଣୋଇ ପ୍ରତାପ ପଟେଲ ବୋଲି ଜଣାପଡିଛି। ଉଭୟଙ୍କ ଘର ଗୁଣ୍ଡୁରୁଚୁଆଁ ଗାଁ । ଲଗାତର ବର୍ଷା ହେତୁ ସମ୍ବଲପୁରରେ ନଦୀରେ ପ୍ରବଳ ବନ୍ୟା…

ଦୁର୍ବଳ ହେଲା ଗଭୀର ଅବପାତ: ଆଜିଠୁ କମିବ ବର୍ଷା, ଛତିଶଗଡରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଛତିଶଗଡ ପାର୍ଶ୍ଵବର୍ତ୍ତୀ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ତଥା ଦକ୍ଷିଣ ପୂର୍ବ ଉତ୍ତରପ୍ରଦେଶ ଅଞ୍ଚଳରେ ସକ୍ରିୟ ଗଭୀର ଅବପାତ ଦୁର୍ବଳ ହୋଇ ଏକ ଅବପାତରେ ପରିଣତ ହୋଇଛି । ଏହା ଆଗାମୀ 24ଘଣ୍ଟା ଯାଏଁ ନିଜର ଗତିର ଦିଗ ବଜାୟ ରଖିବା ସହ ଦୁର୍ବଳ ହୋଇ ଏକ ସ୍ପଷ୍ଟ ଚିହ୍ନିତ…

ଆସୋସିଏଟ ପ୍ରଫେସରଙ୍କୁ ଚପଲରେ ପିଟିଲେ ପତ୍ନୀ, ଭିଡ଼ିଓ ଭାଇରାଲ୍‌

ବ୍ରହ୍ମପୁର: ଗତ କିଛି ମାସ ହେଲା ନାନା ବିବାଦ ଭିତରେ ରହିଛି ବ୍ରହ୍ମପୁର ବିଶ୍ବବିଦ୍ୟାଳୟ। ଶନିବାର ଆଉ ଏକ ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ବିଶ୍ୱବିଦ୍ୟାଳୟର ପିଜି କାଉନସିଲ କାର୍ଯ୍ୟାଳୟ ପରିସରରେ ଜଣେ ଆସୋସିଏଟ ପ୍ରଫେସରଙ୍କୁ ଜଣେ ମହିଳା ଚପଲରେ ମାଡ଼ ମାରୁଥିବା ନେଇ ଭିଡ଼ିଓ ଭାଇରାଲ୍‌…

ବିର୍ସା ମୁଣ୍ଡା ଆନ୍ତର୍ଜାତୀୟ ହକି ଷ୍ଟାଡିୟମ୍: ଦେଖନ୍ତୁ ଭିଡିଓ

ରାଉରକେଲା: ପୁରୁଷ ହକି ବିଶ୍ୱକପ 2023  ପାଇଁ ସଜେଇ ହେଉଛି ରାଉରକେଲା । ଏଥିପାଇଁ ସମସ୍ତେ  ଉତ୍ସାହିତ ବି ଅଛନ୍ତି । ବିଶ୍ବସ୍ତରୀୟ ଷ୍ଟାଡିୟମ ସହ ଅନ୍ୟାନ୍ୟ ସୁବିଧା ଏଠାରେ ଉପଲବ୍ଧ ହୋଇଛି । ବିର୍ସା ମୁଣ୍ଡା ଆନ୍ତର୍ଜାତୀୟ ହକି ଷ୍ଟାଡିୟମ୍ ଏବେ ଖେଳାଳିଙ୍କ ଅପେକ୍ଷାରେ ଅଛି ।   …

ଏମିତି ଭୁଲ୍ କେବେ ହେବ ନାହିଁ: ବାବୁସାନ

ଭୁବନେଶ୍ବର:  ଜୁଲାଇ 23 ଘଟଣାକୁ ନେଇ ପୁଣି ଅଭିନେତା  ବାବୁସାନ ଭିଡିଓ ଜାରି କରିଛନ୍ତି । ବାବୁସାନ କହିଛନ୍ତି  ଏହି ଘଟଣାକୁ ନେଇ ସେ ସମଗ୍ର ଓଡ଼ିଶାବାସୀଙ୍କୁ  କ୍ଷମା ମାଗିଛନ୍ତି ।   ଭିଡିଓ ଜାରି କରି ବାବୁସାନ ପ୍ରମିସ କରିଛନ୍ତି  ଯାହା  ଭୁଲ ହୋଇଛି ସେଭଳି ଆଉ ହେବ ନାହିଁ  । ଭିଡିଓରେ…

ଜୁନିୟର ୱାର୍ଲ୍ଡ ରେସଲିଂରେ ସ୍ୱର୍ଣ୍ଣ ଜିତି ଇତିହାସ ରଚିଲେ ଅନ୍ତିମ

ନୂଆଦିଲ୍ଲୀ: ବୁଲଗେରିଆର ସୋଫିଆରେ ଅନୁଷ୍ଠିତ ଜୁନିୟର ୱାର୍ଲ୍ଡ ରେସଲିଂ ଚାମ୍ପିୟନଶିପରେ ଅନ୍ତିମ ଫଙ୍ଗଲ ପ୍ରଥମ ଭାରତୀୟ ମହିଳା ଭାବେ ସ୍ୱର୍ଣ୍ଣ ଜିତି ଇତିହାସ ରଚିଛନ୍ତି । ୫୩ କିଗ୍ରା ବିଭାଗରେ ସେ କାଜକସ୍ତାନର ଆଲଟନ ଶାଗାୟେଭାଙ୍କୁ ୮-୦ରେ ପରାସ୍ତ କରି ୩୪ ବର୍ଷ ଇତିହାସରେ ପ୍ରଥମ ଭାରତୀୟ…

ବିଶ୍ୱକପରେ ଭାରତକୁ ହଇରାଣ କରିଥିବା ପାକିସ୍ତାନୀ ବୋଲର ଶାହୀନ ଏସିଆ କପରୁ ଓହରିଲେ

ଲାହୋର: ଏସିଆ କପ କ୍ରିକେଟ ପୂର୍ବରୁ ପାକିସ୍ତାନକୁ ଶକ୍ତ ଧକ୍କା ଲାଗିଛି । ଦଳର ଷ୍ଟାର ବୋଲର ଶାହୀନ ଆଫ୍ରିଦୀ ଆଘାତ ସମସ୍ୟା ଯୋଗୁ ଟୁର୍ଣ୍ଣାମେଂଟରୁ ଓହରି ଯାଇଛନ୍ତି । ପାକିସ୍ତାନ କ୍ରିକେଟ ବୋର୍ଡ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ପରୋକ୍ଷରେ ଟିମ ଇଣ୍ଡିଆ ପାଇଁ ଖୁସିର ଖବର କହିଲେ ଭୁଲ…

ସରକାରୀ ବୈଠକରେ ମହେଶ୍ୱର ମହାନ୍ତି, ବିଧାୟକ ଜୟନ୍ତ କହିଲେ ବିନା ନିମନ୍ତ୍ରଣରେ ସେ କାହିଁକି ଆସିଛନ୍ତି ?

ପୁରୀ: ସରକାରୀ ବୈଠକରେ ପୂର୍ବତନ ବିଧାୟକ ତଥା ବିଜେଡି ନେତା ମହେଶ୍ୱର ମହାନ୍ତି। ପୁରୀ ସର୍କିଟ ହାଉସରେ ଏକ ବୈଠକ ବସିଥିଲା। ବନ୍ୟା କ୍ଷୟକ୍ଷତି ସମ୍ପର୍କିତକୁ ନେଇ ଏହି ବୈଠକରେ ମହେଶ୍ୱର ମହାନ୍ତିଙ୍କ ଉପସ୍ଥିତିକୁ ନେଇ ପ୍ରଶ୍ନ ଉଠାଇଛନ୍ତି ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ। ଏହି ବୈଠକରେ…