Latest Odisha News

BREAKING NEWS

Browsing Category

ଫିଚର

ହୀରାକୁଦରେ ବନ୍ଦ ହେବ ଆଉ ୪ଟି ଗେଟ

ଭୁବନେଶ୍ୱର: ସ୍ୱତନ୍ତ୍ର ରିଲିଫ କମିସନର ପ୍ରଦୀପ କୁମାର ଜେନାଙ୍କ ବଡ ସୂଚନା । ପୁଣି ବନ୍ଦ ହେବ ହୀରାକୁଦର ଆଉ ୪ଟି ଗେଟ । ଖୋଲାଥିବା ୨୪ଟି ଗେଟରୁ ଆଉ ୪ଟି ଗେଟ ବନ୍ଦ ହେବା ନେଇ ସୂଚନା ଦେଲେ ଏସଆରସି ପ୍ରଦୀପ କୁମାର ଜେନା । ହୀରାକୁଦ ଗେଟ ବନ୍ଦ ହେବା ଦ୍ୱାରା ମୁଣ୍ଡଳିରେ ମଧ୍ୟ ଜଳସ୍ତର…

ଦିଲ୍ଲୀ ଉପମୁ୍ଖ୍ୟମନ୍ତ୍ରୀଙ୍କ ଘରେ ସିବିଆଇ, ସ୍ବାଗତ କଲେ ସିସୋଦିଆ 

ଦିଲ୍ଲୀ : ଦିଲ୍ଲୀ ଉପମୁ୍ଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଘରେ ସିବିଆଇ ରେଡ । ଟୁଇଟ କରି ସିବିଆଇଙ୍କୁ ସ୍ବାଗତ କଲେ ସିସୋଦିଆ  । ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ହିନ୍ଦୀରେ ଏକ ଟୁଇଟ୍ କରି ସୂଚନା ଦେଇଛନ୍ତି , "ସିବିଆଇ ଆସିଛି “। ଆମେ ତାଙ୍କୁ  ସ୍ୱାଗତକରୁଛୁ । ଆମେ ଅତ୍ୟନ୍ତ…

ଏନସିବିର ପୂର୍ବ ଜୋନାଲ ଅଧିକାରୀ ସମୀରଙ୍କୁ ହତ୍ୟା ଧମକ

ମୁମ୍ବାଇ: ମୁମ୍ବାଇ ଏନସିବିର ପୂର୍ବ ଜୋନାଲ ଅଧିକାରୀ ସମୀର ୱାଙ୍ଖେଡଙ୍କୁ ହତ୍ୟା ଧମକ ମିଳିଛି । ସୋସିଆଲ ମିଡିଆ ମାଧ୍ୟମରେ ଏହି ଧମକ ପାଇବା ପରେ ସେ ସମୀର ଗୋରଗାଁଓ ପୋଲିସ ଷ୍ଟେସନରେ ଏ ନେଇ ଅଭିଯୋଗ କରିଛନ୍ତି । ୧୪ ଅଗଷ୍ଟରେ ମିଳିଥିବା ଏହି ଧମକରେ ଟ୍ୱିଟ କରାଯାଇଥିଲା ତୁମକୋ ପତା ନେହି…

ନୂଆପଡ଼ାରେ ଲାଲ୍ ତାଣ୍ଡବ, ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ

ନୂଆପଡ଼ା: ପୁଣି ମାତିଲେ ମାଓବାଦୀ । ସୁନାବେଡ଼ା ଅଭୟାରଣ୍ୟ ଅଞ୍ଚଳରେ ମାଓବାଦୀ ଗୁରୁବାର ବିଳମ୍ବିତ ରାତିରେ ଜଣଙ୍କୁ ହତ୍ୟା କରିଛନ୍ତି । ପୋଲିସ ଇନଫର୍ମର ସନ୍ଦେହରେ ମାଓବାଦୀ ଢେକୁନପାଣି ଗାଁ ମୁଣ୍ଡରେ ୪୦ ବର୍ଷୀୟ ଅନନ୍ତରାମ ରାଉତଙ୍କୁ ହତ୍ୟା କରିବା ପରେ ଫିଙ୍ଗି ଦେଇଛନ୍ତି । ଛତିଶଗଡ଼…

ସରକାରୀ ଦଳର ବଡପଣ୍ଡା ମାନେ ସାଜିଛନ୍ତି ବାଲି ମାଫିଆ

ଭୁବନେଶ୍ୱର: ସରକାରୀ ଦଳର ବଡପଣ୍ଡା ମାନେ ସାଜିଛନ୍ତି ବାଲି ମାଫିଆ । ବାଲି ଚୋରାଚାଲଣ ହେଉଥିବାର ଅଭିଯୋଗ ପରେବି ଚୁପ ହୋଇ ବସିଛନ୍ତି ଉଭୟ ପ୍ରଶାସନ ଓ ସରକାର । କୁଆଖାଇ ଏବଂ କୁଷଭଦ୍ର ନଦୀରୁ ବେଆଇନ ବାଲି ଚୋରା ଚାଲଣ ହେଉଥିବା ଅଭିଯୋଗ ଆଣିଛନ୍ତି ସାଂସଦ  ଅପରାଜିତ ଷଢ଼ଙ୍ଗୀ । ଭୁବନେଶ୍ୱର…

ସଂସଦୀୟ ବୋର୍ଡରୁ କାହିଁକି ଗଡ଼କରୀଙ୍କୁ ହଟାଗଲା ?

ଓଡ଼ିଶା ସମ୍ବାଦ ବ୍ୟୁରୋ:  ବିଜେପି ସଂସଦୀୟ ବୋର୍ଡରୁ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଛୁଟି ମିଳିଛି । ଏହାକୁ ନେଇ କେବଳ ମହାରାଷ୍ଟ୍ରରେ ନୁହେଁ ସାରା ଭାରତରେ ଚର୍ଚା ଜାରି ରହିଛି । ନୀତିନ ଗଡ଼କରୀଙ୍କୁ ବିଜେପି କଣ ପାଇଁ ହଟାଇଲା ତାହାକୁ ନେଇ ବୟାନବାଜି ଚାଲିଛି । ତେବେ ନିତିନ…

ଅଶୋକ ପଟ୍ଟନାୟକଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଓସ୍‌ଜା ସ୍ମରଣିକା ଉନ୍ମୋଚିତ

ଭୁ‌ବନେଶ୍ବର : ବିଶିଷ୍ଟ କ୍ରୀଡ଼ା ସାମ୍ବାଦିକ ଡକ୍ଟର ଅଶୋକ ପଟ୍ଟନାୟକଙ୍କ ୨୨ତମ ଶ୍ରାଦ୍ଧ ସଭା ଗୁରୁବାର ଅପରାହ୍ଣରେ ସହିଦ ‌ସ୍ପୋର୍ଟିଂ କ୍ଲବ୍‌ ଦେବାଶିଷ ମହାନ୍ତି ପ୍ରେସ୍ ବକ୍ସରେ ଅନୁଷ୍ଠିତ ହୋଇଯାଇଛି। ଡକ୍ଟର ପଟ୍ଟନାୟକ ଖେଳ ସାମ୍ବାଦିକ ଭାବେ ଯେତିକି ପରିଚିତ ନଥିଲେ ଜଣେ ଭଲ ମଣିଷ ଓ…

ବିସିସିଆଇ ଅମ୍ପାୟର ପରୀକ୍ଷା: ୧୪୦ରୁ ମାତ୍ର ୩ ପାସ

ମୁମ୍ବାଇ: ଅମ୍ପାୟର ହେବା ପାଇଁ ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ଦ୍ୱାରା ଆୟୋଜିତ ପରୀକ୍ଷାର ଫଳ ଅତ୍ୟନ୍ତ ନୈରାଶ୍ୟଜନକ ରହିଛି । ୧୪୦ ଜଣଙ୍କ ମଧ୍ୟରୁ ୩ଜଣ ପାସ ହୋଇଛନ୍ତି । ଅବଶ୍ୟ ଏଥର ବିସିସିଆଇର ପ୍ରଶ୍ନ କଠିନ ଥିଲା । ୨୦୦ ନମ୍ବର ବିଶିଷ୍ଟ ଏହି ପରୀକ୍ଷାରେ ଲିଖିତ ପରୀକ୍ଷା ୧୦୦ ଅଙ୍କ,…

ସେନାକୁ ମିଳିଲା ସ୍ୱତନ୍ତ୍ର ଡିଭାଇସ: ଶତ୍ରୁର ଗତିବିଧି ଉପରେ ରଖିବ ନଜର

ନୂଆଦିଲ୍ଲୀ: ଏଲଏସିରେ ଚୀନ୍ ସହିତ ଚାଲିଥିବା ବିବାଦ ମଧ୍ୟରେ ଭାରତୀୟ ସେନାର ହେଲିକପ୍ଟରକୁ ଏକ ସ୍ୱତନ୍ତ୍ର ଉପକରଣ ମିଳିଛି । ଯାହା ସୀମାରେ ପଇଁତରା ମାରିବା ସମୟରେ ଶତ୍ରୁ ବଙ୍କ ଭିତରେ ଲୁଚି ରହିଥିଲେ କିମ୍ବା ଏକ ନିର୍ଦ୍ଦିଷ୍ଟ ପରିଧି ଭିତରେ ଅନ୍ୟ କୈଣସି ସ୍ଥାନରେ ଲୁଚିଥିଲେ ଗତିବିଧି ଉପରେ…

କଳାକନା ବୁଲାଇଲେ ଦୁର୍ବୃତ୍ତ: ୩୦ ଭରି ସୁନା ଗହଣା, ୨କେଜିରୁ ଉର୍ଦ୍ଧ ରୂପା ଚୋରି

ରାୟଗଡା: ତାଲା ପଡିଥିବା ଜଣଙ୍କ ଘରେ କଳାକନା ବୁଲାଇଛନ୍ତି ଦୁର୍ବୁତ୍ତ। ୩୦ ଭରି ସୁନାଗହଣା ସହ ୩୦ ହଜାର ନଗଦ ଟଙ୍କା ଏବଂ ୨କେଜିରୁ ଉର୍ଦ୍ଧ ରୂପା ଗହଣା ଚୋରି କରି ନେଇଛନ୍ତି। ଘଟଣାସ୍ଥଳରେ ପୋଲିସ, ଡଗସ୍କାର୍ଡ ଓ ସାଇଂଟିଫିକ୍ ଟିମ୍ ପଂହଚି ତଦନ୍ତ ଆରମ୍ଭ କରିଛନ୍ତି। ଏଭଳି ଘଟଣା ଦେଖିବାକୁ…