Latest Odisha News

BREAKING NEWS

Browsing Category

ଫିଚର

ନୀତି ଆୟୋଗ ବୈଠକକୁ ଆସିବେନି ନୀତିଶ; ବିଜେପି-ବିହାରୀ ବାବୁ ସମ୍ପର୍କ ଠିକଠାକ ଚାଲିଛି ତ?

ଓଡ଼ିଶା ସମ୍ବାଦ ବ୍ୟୁରୋ: ଆଜି ଦିଲ୍ଲୀରେ ନୀତି ଆୟୋଗ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଧ୍ୟକ୍ଷତା କରିବେ । କିନ୍ତୁ ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା ହେଉଛି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏହି ବୈଠକରେ ଯୋଗଦେବେ ନାହିଁ। ଏହି ସଭାରେ…

ଚତୁର୍ଥ ଟି ଟ୍ବେଣ୍ଟିରେ ଭାରତ 59 ରନରେ ବିଜୟୀ

ୱେଷ୍ଟ ଇଣ୍ଡିଜ୍‌ ଓ ଭାରତ ମଧ୍ୟରେ ଚତୁର୍ଥ ଟି-ଟ୍ୱେଣ୍ଟି ରେ ଭାରତ 59 ରନରେ ବିଜୟୀ ହୋଇଛି ।  ଆମେରିକାର ଫ୍ଲୋରିଡା ସହରରେ ଖେଳାଯାଉଥିବା ଏହି ମ୍ୟାଚରେ ବର୍ଷା କିଛି ସମୟ ବାଧକ ସାଜିବାକୁ ମ୍ୟାଚ ଡେରିରେ ଆରମ୍ଭ ହୋଇଥିଲା ।…

କୁସ୍ତିରେ ନବୀନଙ୍କୁ ସ୍ୱର୍ଣ୍ଣ, ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ମିଳିଲା ୧୨ତମ ଗୋଲ୍ଡ ମେଡାଲ

ନୂଆଦିଲ୍ଲୀ: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପଦକ ସଂଖ୍ୟା ବଢ଼ି ଚାଲିଛି । ୭୪ କେଜି ଫ୍ରି-ଷ୍ଟାଇଲ ବର୍ଗରେ ନବୀନଙ୍କୁ ମିଳିଛି ସ୍ୱର୍ଣ୍ଣ ପଦକ । ପାକିସ୍ତାନର ମହମ୍ମଦ ଶରିଫ ତାହିରଙ୍କୁ ହରାଇ ନବୀନ କୁସ୍ତିରେ ସ୍ୱର୍ଣ୍ଣ ଜିତିଛନ୍ତି । କୁସ୍ତିରେ ଚଳିତ ବର୍ଷ ଭାରତକୁ ଷଷ୍ଠ ସ୍ୱର୍ଣ୍ଣ ପଦକ…

ଧରାପଡ଼ିଲା ଜାଲ୍ ଭିନ୍ନକ୍ଷମ ସାର୍ଟିଫିକେଟ୍ ରାକେଟ, ୩ ଗିରଫ

ଯାଜପୁର: ଜାଲ୍ ଭିନ୍ନକ୍ଷମ ସାର୍ଟିଫିକେଟ ଯୋଗାଉଥିବା ରାକେଟକୁ ଧରିଛି ଯାଜପୁର । ରାକେଟର ୩ ଜଣଙ୍କୁ ପୋଲିସ ଗିରଫ କରିଛି । ଅଭିଯୁକ୍ତଙ୍କ ନିକଟରୁ ଆବେଦନ ଫର୍ମ ସହ ୧୦ଟି ଷ୍ଟାମ୍ପ, କିଛି ଆଧାର କାର୍ଡ ଓ ଜାଲ ଭିନ୍ନକ୍ଷମ ସାର୍ଟିଫିକେଟ ଜବତ କରାଯାଇଛି । ଗିରଫ ୩ ଅଭିଯୁକ୍ତ ହେଲେ…

୨.୫୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତ କରୁଛନ୍ତି ଗଞ୍ଜାମର ମହିଳା ଗୋଷ୍ଠୀ

ବ୍ରହ୍ମପୁର: ଚଳିତ ବର୍ଷ ସ୍ବାଧୀନତାର ୭୫ବର୍ଷ ପାଳନ କରୁଛି ଭାରତ। ‘ଆଜାଦୀକା ଅମୃତ ମହୋତ୍ସବ’ ଅବସରରେ ‘ହର୍‌ ଘର ତ୍ରିରଙ୍ଗା’ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି କ୍ରମରେ ରାଜ୍ୟରେ ୩୦ଲକ୍ଷ ପତାକା ସିଲେଇ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ମହିଳା ଗୋଷ୍ଠୀଙ୍କୁ…

ଭିନେଶ ଫୋଗଟ ଜିତିଲେ ସ୍ବର୍ଣ୍ଣ

ଭାରତ ରାଜ୍ୟଗୋଷ୍ଠୀ କ୍ରୀଡାରେ  ପୁଣି କୁସ୍ତିରେ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛି । ରେସଲର ଭିନେସ ଫୋଗାଟ୍ ଏହି ସ୍ବର୍ଣ୍ଣ ପଦକ ଜିତିଛନ୍ତି । ଏହା ସହ ଭାରତକୁ 11ତମ ସ୍ବର୍ଣ୍ଣ ମିିଳିଛି । 53 କେଜି ବର୍ଗରେ ସେ ଏହି ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି । ପୂର୍ବରୁ ଏସିଆନ ଗେମରେ ମଧ୍ୟ ସେ…

[ଦେଖନ୍ତୁ ଭିଡିଓ] ଅମିତ ଶାହଙ୍କ ଓଡ଼ିଶା ଗସ୍ତ ନେଇ ବିଜେପିର ଉତ୍ସାହ, ବିରୋଧୀ ଛାନିଆ

ଭୁବନେଶ୍ୱର: ଓଡ଼ିଶା ଆସୁଛନ୍ତି ଅମିତ ଶାହ । ଉତ୍ସାହରେ ରାଜ୍ୟ ବିଜେପି । ରବିବାର ଠାରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଯାହାକୁ ନେଇ ରାଜ୍ୟ ବିଜେପି ନେତୃତ୍ୱଙ୍କ ମନରେ ଉତ୍ସାହ ଦେଖା ଦେଇଛି । ଅମିତ ଶାହ ରବିବାର ରାତିରେ ଭୁବନେଶ୍ୱର ପହଞ୍ଚି ସୋମବାର ସକାଳେ…

ସ୍ୱର୍ଣ୍ଣ ଜିତିଲେ ରବି ଦାହିୟା

ବର୍ମିଂହାମ: ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତୀୟ ରେସଲରଙ୍କ ପ୍ରାଧାନ୍ୟ ବଜାୟ ରହିଛି । ଶନିବାର ୫୭କେଜି ବିଭାଗରେ ରବି ଦାହିୟା ଭାରତ ପାଇଁ ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ଫାଇନାଲରେ ସେ ନାଇଜେରିୟାର ଏବିକେବୋନିମୋଙ୍କୁ ୧୦-୦ରେ ପରାସ୍ତ କରିଥିଲେ । ଟୋକିଓ ଅଲିମ୍ପିକ୍ସ ରୌପ୍ୟ ପଦକ ବିଜେତା…

ସିଆଇଏସଏଫ ଓଡ଼ିଆ ଯବାନଙ୍କ ଗୁଳିମାଡ଼ରେ ଏଏସଆଇ ଆର କେ ଷଡ଼ଙ୍ଗୀ ମୃତ

କୋଲକତା:  କୋଲକତାରେ ଇଣ୍ଡିଆନ ମ୍ୟୁଜିୟମରେ କାର୍ଯ୍ୟରତ ହେଡ କନଷ୍ଟେବଳ ଅକ୍ଷୟ ମିଶ୍ରଙ୍କ ଗୁଳିମାଡରେ  ସିଆଇଏସଏଫ ଏଏସଆଇ ଆରକେ ଷଡ଼ଙ୍ଗୀଙ୍କ ମୃତ୍ୟୁ ହୋଇଛି । ଏହା ସହ ଜଣେ କମାଣ୍ଡାଣ୍ଟ ସୁବୀର ଘୋଷ ଗୁରୁତର ଆହତ ହୋଇଛନ୍ତି । ଅକ୍ଷୟ ମିଶ୍ର ନିଜ ଏକେ 47ରୁ ଗୁଳି ଚଳାଇ ହତ୍ୟା କରିଥିବା…

ଅବିନାଶଙ୍କୁ ରୌପ୍ୟ: ପୂଜା, ଜସ୍ମିନ ବ୍ରୋଞ୍ଜରେ ସନ୍ତୁଷ୍ଟ

ବର୍ମିଂହାମ: ରାଜ୍ୟଗୋଷ୍ଠୀ କ୍ରୀଡାର ୯ମ ଦିବସରେ ଭାରତୀୟ ରେସଲର ପୂଜା ଗେହେଲୋଟ ଓ ବକ୍ସର ଜସ୍ମିନ ଲାମ୍ବୋରିୟା ବ୍ରୋଞ୍ଜ ପଦକ ଜିତିଥିବା ବେଳେ ଅବିନାଶ ସାବଲେ ୩୦୦୦ ମିଟର ଷ୍ଟିପେଲଚେଜରେ ରୌପ୍ୟ ପଦକ ହାସଲ କରିଛନ୍ତି । ମହିଳା ୫୦ କିଗ୍ରା ବିଭାଗରେ ପୂଜା ସ୍କଟଲାଣ୍ଡର ପ୍ରତିଦ୍ୱନ୍ଦ୍ୱୀଙ୍କୁ…