Latest Odisha News

BREAKING NEWS

Browsing Category

ଫିଚର

‘ମାଗଣା ଯୋଜନା’ ମାମଲା: ଅବସର ପୂର୍ବରୁ ପ୍ରଧାନ ବିଚାରପତି ନେବେ କି ବଡ଼ ପଦକ୍ଷେପ ?

ନୂଆଦିଲ୍ଲୀ: ନିର୍ବାଚନ ସମୟରେ ମାଗଣା ଯୋଜନା ଘୋଷଣା ଏବଂ ଏହାର ପରବର୍ତ୍ତୀ ସମୟରେ ଯୋଜନା ଲାଗୁ ହେବା ଦ୍ୱାରା ଅର୍ଥନୀତିରେ ହେଉଥିବା କ୍ଷୟକ୍ଷତି ନେଇ ସୁପ୍ରିମକୋର୍ଟ ଉଦବେଗ ପ୍ରକାଶ କରିଛନ୍ତି। ଏହି ସମସ୍ୟାର ମୁକାବିଲା ପାଇଁ ଏକ ବିଶେଷଜ୍ଞ କମିଟି ଗଠନ ଉପରେ କୋର୍ଟ ଜୋର ଦେଇଛନ୍ତି।…

ୟଙ୍ଗ ଇଣ୍ଡିଆନ୍ ଅଫିସ୍ ସିଲ୍ କଲା ଇଡି: କଂଗ୍ରେସ କାର୍ଯ୍ୟାଳୟ ଏବଂ ସୋନିଆ ଗାନ୍ଧୀଙ୍କ ଘର ଆଗରେ ବଢିଲା ସୁରକ୍ଷା

ନୂଆଦିଲ୍ଲୀ: 'ନ୍ୟାସନାଲ ହେରାଲ୍ଡ' ଖବରକାଗଜ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତଦନ୍ତ ଚାଲୁ ରଖିଛି। ଏହାରି ଭିତରେ ନ୍ୟାସନାଲ ହେରାଲ୍ଡ ଅଫିସରେ ଚଢାଉ କରିବାର ଦିନକ ପରେ ଇଡି ସଂପୃକ୍ତ କାର୍ଯ୍ୟାଳୟକୁ ସାମୟିକ ସମୟ ପାଇଁ ସିଲ୍ କରିଛି । ଅନୁମତି ନେବା ପରେ…

ରାଜ୍ୟ ଆଇଏସ ସ୍ତରରେ ଅଦଳବଦଳ: ବିଷ୍ଣୁପଦ ସେଠୀ ହେଲେ ଉଚ୍ଚଶିକ୍ଷା ସଚିବ

ଭୁବନେଶ୍ୱର: ରାଜ୍ୟ ବରିଷ୍ଠ ଆଇଏସ ଅଫିସର ତଥା ସଚିବ ସ୍ତରରେ ଧରଣର ଅଦଳବଦଳ ହୋଇଛି । ଅଫିସର ମାନଙ୍କୁ କିଛି ଗୁରୁତ୍ୱପୂର୍ଣ୍ଣ ବିଭାଗର ମୁଖ୍ୟ ଦାୟିତ୍ୱ ମିଳିଥିବା ବେଳେ ଅନ୍ୟ ବିଭାଗ ଗୁଡ଼ିକର ଅତିରିକ୍ତ ଦାୟିତ୍ୱ ମିଳିଛି । କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଅରବିନ୍ଦ ପାଢ଼ୀଙ୍କୁ…

ଋଣ ଦେବା ବାହାନାରେ ଶତାଧିକ ମହିଳାଙ୍କୁ ଠକେଇ, ଦମ୍ପତି ଗିରଫ

ଝାରସୁଗୁଡ଼ା: ଋଣ ଦେବା ବାହାନାରେ ଶତାଧିକ ମହିଳାଙ୍କୁ ଠକି ବନ୍ଧା ହେଲେ ସ୍ୱାମୀ, ସ୍ତ୍ରୀ । ମୁଦ୍ରା ଯୋଜନାରେ ଲୋନ୍ ଦେବା ବାହାନାରେ ଦମ୍ପତି ଶହେରୁ ଅଧିକ ମହିଳାଙ୍କୁ ୨ ଲକ୍ଷରୁ ଅଧିକ ଟଙ୍କା ଠକିଥିବା ଅଭିଯୋଗ ହୋଇଛି । ଏପରିକି ଅଭିଯୁକ୍ତ ସୁଜାତା ନିଜକୁ ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନାରେ…

୭ ବର୍ଷ ହେଲା ପ୍ରତ୍ୟେକ ଦିନ ଏହି ଘରେ ଜାତୀୟ ପତାକା ଉଡେ

ବୁରହାନପୁର: ଭାରତରେ ଏବେ ଆଜାଦୀର ଅମୃତ ମହୋତ୍ସବ ପାଳନ କରାଯାଉଛି । ୧୧ ଅଗଷ୍ଟରୁ ହର ଘର ତ୍ରିରଙ୍ଗା ଅଭିଯାନ ଆରମ୍ଭ ହେବ । ତେବେ ମଧ୍ୟପ୍ରଦେଶର ବୁରହାନପୁରରେ ଏପରି ଏକ ପରିବାର ଅଛି ଯାହାର ସଦସ୍ୟ ପ୍ରତ୍ୟେକ ଦିନ ସମ୍ମାନର ସହ ଜାତୀୟ ପତାକା ଉତୋଳନ କରିଥାନ୍ତି । ୭ ବର୍ଷ ହେବ ସେମାନେ ଏହି…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ଶ୍ରୀମନ୍ଦିର ଗର୍ଭଗୃହରୁ କୌଣସି ପଥର ଖସିନାହିଁ । ଆଦ୍ରତା ପାଇଁ ରତ୍ନସିଂହାସନ ଶ୍ରୀବଳଭଦ୍ରଙ୍କ ପଛ ପଟ ପାର୍ଶ୍ଵରୁ ଲାଇମ୍ ପ୍ଲାଷ୍ଟର ଚୂନ ଖଣ୍ଡ ଖସିଛି ବୋଲି କହିଛନ୍ତି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ ଜେନା । ସେ ଆହୁରି ମଧ୍ୟ କହିଛନ୍ତି, ଶ୍ରୀମନ୍ଦିର କମାଣ୍ଡାରଙ୍କ ରିପୋର୍ଟ…

ଓଡ଼ିଶାରେ ଅଛନ୍ତି ୧୭ ଲକ୍ଷରୁ ଅଧିକ ବୁଲା କୁକୁର; ଉତ୍ତରପ୍ରଦେଶରେ ସର୍ବାଧିକ

ଭୁବନେଶ୍ୱର: ଓଡ଼ିଶାରେ ଅଛନ୍ତି ୧୭ ଲକ୍ଷରୁ ଅଧିକ ସଂଖ୍ୟକ ବୁଲା କୁକୁର । ୨୦୧୯ ମସିହା ପ୍ରାଣୀଧନ ଗଣନା ହିସାବରେ ଭାରତରେ ସର୍ବାଧିକ ବୁଲା କୁକୁର ଉତ୍ତରପ୍ରଦେଶରେ ଅଛନ୍ତି । ଏହା ପଛକୁ ଦ୍ୱିତୀୟ ସ୍ଥାନରେ ରହିଛି ଓଡ଼ିଶା । ଉତ୍ତର ପ୍ରଦେଶରେ ୨୦ ଲକ୍ଷ ୫୯ ହଜାର ୨୬୧ଟି ବୁଲା କୁକୁର ଅଛନ୍ତି…

[ଦେଖନ୍ତୁ ଭିଡିଓ] ତାଇୱାନ ଭୋଗିବ କି ୟୁକ୍ରେନ୍ ଦଶା ? ଆମେରିକାର ଏଭଳି ଅଭ୍ୟାସ ପାଇଁ ହୋଇଥିଲା ଯୁଦ୍ଧ

ନୂଆଦିଲ୍ଲୀ: ୟୁକ୍ରେନ୍-ଋଷ ଯୁଦ୍ଧ ଥମିନି । ଏପଟେ ଆଉ ଗୋଟେ ଯୁଦ୍ଧ ଭଳି ସ୍ଥିତି ଉପୁଜିଲାଣି । ନାଟୋରେ ସାମିଲ୍ ନେଇ ଆମେରିକା କଥାରେ ଡେଇଁବା ୟୁକ୍ରେନକୁ ବେଶ୍ ଭାରି ପଡ଼ିଛି । ଆଉ ଏବେ ତାଇୱାନ ଉପରେ ଚୀନ ଆଧିପତ୍ୟ ବିସ୍ତାର ପାଇଁ ଉଦ୍ୟମ କରିଥିବା ବେଳେ ଆଗକୁ ଆସିଛି ଆମେରିକା । ତାଇୱାନ…

ରାଜ୍ୟଗୋଷ୍ଠୀ କ୍ରୀଡା: ୫ମ ଥର ପାଇଁ ମହିଳା ହକି ସେମିରେ ପ୍ରବେଶ କଲା ଭାରତ

ବର୍ମିଂହାମ: ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡାରେ ୫ମ ଥର ପାଇଁ ଭାରତୀୟ ମହିଳା ହକି ଦଳ ସେମିଫାଇନାଲରେ ପ୍ରବେଶ କରିଛି । ବୁଧବାର ଚତୁର୍ଥ ଗ୍ରୁପ ମ୍ୟାଚରେ ଭାରତ ୩-୨ର କାନାଡାକୁ ପରାସ୍ତ କରିଥିଲା । କାନାଡା ସେମି ଦୌଡରୁ ବାଦ ପଡିଛି । ଭାରତ ପାଇଁ ଏହି ମ୍ୟାଚରେ ସଲିମା ଟେଟେ, ନବନୀତ କୌର ଓ…

ରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶା ବିଧାୟକ ମଣ୍ଡଳୀ; ତାରା ବାହିନୀପତି ଦେଲେ କୋଟପାଟ ଶାଢ଼ୀ

ଭୁବନେଶ୍ୱର: ଭୋଟ୍ ଦେଇ ଜିତେଇଥିଲେ । ଆଜି ଆତିଥ୍ୟତା ଗ୍ରହଣ କଲେ ଓଡ଼ିଶା ବିଧାନସଭାର ସଭ୍ୟ ଗଣ । ବୁଧବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଓଡ଼ିଶାର ଏକ ବିଧାୟକ ମଣ୍ଡଳୀ ଭେଟିଛନ୍ତି। ରାଷ୍ଟ୍ରପତି ଭବନରେ ନିଜ ରାଜ୍ୟର ବିଧାୟକଙ୍କୁ ଭେଟି ରାଷ୍ଟ୍ରପତି ଖୁସି ବ୍ୟକ୍ତ କରିଛନ୍ତି ।…