Latest Odisha News

BREAKING NEWS

Browsing Category

ଫିଚର

ହୃଦୟ ଜିତିଲା ଶତ୍ରୁ ପକ୍ଷ: ସମୁଦ୍ର ଭିତରେ ଭାରତୀୟଙ୍କୁ ଉଦ୍ଧାର କଲେ ପାକିସ୍ତାନୀ ନୌସେନା ଅଧିକାରୀ

ନୂଆଦିଲ୍ଲୀ: ସମସ୍ତ ବାଦ ବିବାଦ ସତ୍ତ୍ୱେ ହୃଦୟ ଜିତିଛି ଶତ୍ରୁ ପକ୍ଷ ପାକିସ୍ତାନ । ପାକିସ୍ତାନ ନୌସେନା ଗୁରୁବାର ଦିନ କହିଛି ଯେ ଏକ ଜାହାଜ ଆରବ ସାଗରରେ ଓଲଟି ପଡିଥିଲା । ଏହି ସମୟରେ ଜାହାଜର ଚାଳକ ସମେତ ୯ ଜଣ କ୍ରିଉ ସଦସ୍ୟଙ୍କୁ ପାକିସ୍ତାନୀ ନୌସେନା ଉଦ୍ଧାର କରିଛି । ଉଦ୍ଧାର ହୋଇଥିବା…

‘ମାଗଣା ଯୋଜନା ଉପହାର’ ପ୍ରସଙ୍ଗର ଶୁଣାଣି କରି ନିଜ ଶ୍ୱଶୁର ଘର ଉଦାହରଣ ଦେଲେ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ: ନିର୍ବାଚନ ସମୟରେ ଭୋଟ୍ ପାଇଁ ମାଗଣା ଉପହାର ପ୍ରସଙ୍ଗ ବୃଦ୍ଧି ପାଇଛି। ମାଗଣା ବିଦ୍ୟୁତ୍ ଏବଂ ଜଳ ସମେତ ରାଜନୀତିକ ଦଳର ଏଭଳି ପ୍ରତିଶ୍ରୁତି ବିରୋଧରେ ସୁପ୍ରିମକୋର୍ଟ ଗୁରୁବାର ଦିନ ଏକ ଜନସ୍ୱାର୍ଥ ମାମଲା ଦାୟରର ଶୁଣାଣି କରିଛନ୍ତି। ଏହି ସମୟରେ ପ୍ରଧାନ ବିଚାରପତି ଏନ.ଭି…

କଂଗ୍ରେସ ବିଧାୟକଙ୍କ ଜ୍ୱାଇଁଙ୍କ କାର ଧକ୍କାରେ ୬ ମୃତ

ଅହମଦାବାଦ: ଗୁରୁବାର ସନ୍ଧ୍ୟାରେ ଅଟୋ ରିକ୍ସା ଏବଂ ମୋଟରସାଇକେଲକୁ ଧକ୍କା ଦେଇଛି ଏକ ଏସୟୁଭି କାର । ଏହି ମୁହାଁମୁହିଁ ସଡ଼କ ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ଆନନ୍ଦ ନଗରୀ ଓ ତାରାପୁରକୁ ସଂଯୋଗ କରୁଥିବା ରାଜ୍ୟ ରାଜପଥ ଅନ୍ତର୍ଗତ ସୋଜିତ୍ରା ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି।…

ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଏଏସଆଇର ଚିଠି

ଭୁବନେଶ୍ୱର: ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ଅଧୀକ୍ଷକ (ଏସଏସଆଇ) ସୋମବାର ପୁରୀର ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖି ରତ୍ନ ଭଣ୍ଡାର ସ୍ଥିତି ଯାଞ୍ଚ କରିବାକୁ କହିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଏଏସଆଇ ଚିଠି ଲେଖି ରତ୍ନ ଭଣ୍ଡାର ଭିତର ଯାଞ୍ଚ କରିବାକୁ କହିଛନ୍ତି ।…

ଓକିଲାତିରୁ ଉପରାଷ୍ଟ୍ରପତି : ଜଗଦୀପ ଧନଖଡ଼େ ଚତୁର୍ଦ୍ଦଶ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ: ଜଗଦୀପ ଧନଖଡ଼  ଭାରତର ଚତୁର୍ଦ୍ଦଶ ଉପରାଷ୍ଟ୍ରପତି ତଥା ରାଜ୍ୟସଭା ଅଧ୍ୟକ୍ଷ ଭାବେ ଶପଥ ଗ୍ରହଣ କରିଛନ୍ତି । ଜଣେ ସ୍ୱନାମଧନ୍ୟ ଆଇନଜ୍ଞ ଓ ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ଶ୍ରୀ ଧନଖଡ଼ଙ୍କୁ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଶପଥ ଗ୍ରହଣ…

ଶଶି ଥରୁରଙ୍କୁ ମିଳିଲା ଫ୍ରାନ୍ସର ସର୍ବୋଚ୍ଚ ନାଗରିକ ସମ୍ମାନ

ନୂଆଦିଲ୍ଲୀ: କଂଗ୍ରେସର ସିନିୟର ନେତା ତଥା ଏମପି ଶଶି ଥରୁରଙ୍କୁ ଫ୍ରାନ୍ସର ସର୍ବୋଚ୍ଚ ନାଗରିକ ସମ୍ମାନ ପ୍ରଦାନ କରାଯାଇଛି । ତାଙ୍କୁ ଡେ ଲା ଲିଜନ ଡିରେ ସମ୍ମାନିତ କରାଯିବ । ଏହି ଖବର ପ୍ରସାରିତ ହେବା ପରେ ବିଭିନ୍ନ ମହଲରୁ ତାଙ୍କ ପ୍ରତି ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି । ଲେଖା ଏବଂ…

ନୀତିଶ କୁମାରଙ୍କ ସ୍ବପ୍ନ ବାସ୍ତବ ହେବ କି?

୨୨ ବର୍ଷ ମଧ୍ୟରେ ଅଷ୍ଟମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ନୀତିଶ କୁମାର ।  ତେବେ ଏତେ ଥର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଧାନମନ୍ତ୍ରୀ ହେବାକୁ କାହାର ବା ଇଚ୍ଛା ହେବ ନାହିଁ । ନୀତିଶଙ୍କର ମଧ୍ୟ ପୂର୍ବରୁ ଏହା ସ୍ପଷ୍ଟ କରିସାରିଛନ୍ତି । ୨୦୦୦ ମସିହାରୁ ମୁଖ୍ୟମନ୍ତ୍ରୀ ଭାବେ…

ବିଦ୍ୟୁତ ଆଘାତରେ ବସ ହେଲ୍ପରଙ୍କ ମୃତ୍ୟୁ; ବଞ୍ଚିଗଲେ ୨୦ ଯାତ୍ରୀ

ଭୁବନେଶ୍ୱର: ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ଅନ୍ତର୍ଗତ ଟିକିରି ବସଷ୍ଟାଣ୍ଡ ଠାରେ ଏକ ଅବାଭନୀୟ ଘଟଣା ଘଟିଛି । ବସରୁ ଲୁହା ପାଇପ କାଢ଼ିବା ବେଳେ ୧୧ କେଭି ବିଦ୍ୟୁତ ତାର ସଂଶ୍ପର୍ସରେ ଆସି ବସ ହେଲ୍ପରଙ୍କ ମୃତ୍ୟୁ ଘଟିଛି । ବସରେ ଥିବା ସମସ୍ତ ୨୦ ଯାତ୍ରୀଙ୍କୁ ସାମାନ୍ୟ ବିଦ୍ୟୁତ ଝଟକା…

ମୁମ୍ବାଇ ଛାଡି ଗୋଆରୁ ଖେଳିବେ ଅର୍ଜୁନ ତେନ୍ଦୁଲକର

ମୁମ୍ବାଇ: ମହାନ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ପୁତ୍ର ଅର୍ଜୁନ ଆଗକୁ ମୁମ୍ବାଇ ପକ୍ଷରୁ ଘରୋଇ କ୍ରିକେଟ ଖେଳିବେ ନାହିଁ ବୋଲି ନିଷ୍ପତି ନେଇଛନ୍ତି । ଅର୍ଜୁନ ମୁମ୍ବାଇ ବଦଳରେ ଗୋଅ ପକ୍ଷରୁ ଖେଳିବେ ବୋଲି ଜଣାପଡିଛି । ମୁମ୍ବାଇ କ୍ରିକେଟ ଆସୋସିଏଶନ ନିକଟରୁ ଏଥିନେଇ ସେ ଏନଓସି ମାଗିଛନ୍ତି ।…

ଓଡ଼ିଶା ସରକାର ମାଗଣାରେ ଦେବେ ଜାତୀୟ ପତାକା

ଭୁବନେଶ୍ୱର: ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ କେନ୍ଦ୍ର ସରକାରଙ୍କ ଘୋଷଣା ଅନୁସାରେ ଚଳିତ ବର୍ଷ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରିବାକୁ ଯାଉଛି। ସରକାର ଓ ବିଭିନ୍ନ ଅନୁଷ୍ଠାନ ଏହି ସ୍ୱର୍ଣ୍ଣିମ ଦିବସକୁ ମହା ଆଡ଼ମ୍ବରରେ ପାଳନ କରିବାକୁ ଯୋଜନା ମାନ କରୁଛନ୍ତି । ସାଧାରଣ…