Latest Odisha News

BREAKING NEWS

Browsing Category

ଫିଚର

ଚିଟଫଣ୍ଡ ମାମଲାରେ ପ୍ରଭାତ ବିଶ୍ୱାଳଙ୍କ ସମ୍ପତ୍ତି ଆଟାଚ୍ କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ

କଟକ: ପୂର୍ବତନ କଟକ-ଚୌଦ୍ୱାର ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ସମ୍ପତ୍ତି ଇଡି ଆଟାଚ୍ କରିଛି । ପ୍ରଭାତ ବିଶ୍ୱାଳଙ୍କ ୩ କୋଟି ୯୨ ଲକ୍ଷ ଟଙ୍କାର ସମ୍ପତ୍ତି ED ଆଟାଚ୍ କରିଥିବା ଜଣାପଡ଼ିଛି । ମନି ଲଣ୍ଡରିଂ ଆକ୍ଟ ଅନୁସାରେ ସମ୍ପତ୍ତି ଆଟାଚ୍ କରିଛି ED । ଅଣ ବ୍ୟାକିଙ୍ଗ ସଂସ୍ଥା ଜରିଆରେ…

ବିଧାୟକଙ୍କ ଦରମା ବୃଦ୍ଧି ଦାବିରେ ଗୃହରେ ଏକାଠି ହେଲେ ସବୁ ଦଳ

ଭୁବନେଶ୍ୱର: ବିଧାୟକଙ୍କ ଦରମା ବୃଦ୍ଧି ଦାବିରେ ବିଧାନସଭାରେ ଏକାଠି ହୋଇଛନ୍ତି ସବୁ ଦଳ । ଶୂନ୍ୟକାଳରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ବିଜେପି, କଂଗ୍ରେସ ଓ ବିଜେଡି ସଦସ୍ୟ ଉଠାଇଛନ୍ତି । ପ୍ରଥମେ ଦରମା ବୃଦ୍ଧି ପ୍ରସଙ୍ଗ ଉଠାଇଥିଲେ ମୋହନ ମାଝୀ । କହିଥିଲେ ୨୦୧୭ରେ ବିଧାୟକଙ୍କ ଦରମା ଶେଷ…

ବ୍ୟାପୁଛି ଝାଡ଼ାବାନ୍ତି, ସୁବର୍ଣ୍ଣପୁରରେ ଜଣଙ୍କର ମୃତ୍ୟୁ; ଏକାଧିକ ଅସୁସ୍ଥ

ସୋନପୁର: ବର୍ଷା ଋତୁରେ ବ୍ୟାପୁଛି ଝାଡ଼ାବାନ୍ତି । ମୁଣ୍ଡ ନେଉଛି ଡାଇରିଆ । ସୁବର୍ଣ୍ଣପୁର ଜିଲ୍ଲାରେ ଝାଡ଼ାବାନ୍ତିରେ ଜଣଙ୍କର ମୃତ୍ୟୁ ହୋଇଛି । ତରଭା ଥାନା ସୁର୍ଜିମୁଣ୍ଡା ଗାଁର ଧନଦେଇ ସାହୁଙ୍କ ମୃତ୍ୟୁ ହୋଇଥିବା ବେଳେ ଗାଁରେ ୨୫ରୁ ଅଧିକ ଲୋକେ ଅସୁସ୍ଥ ହୋଇ ପଡ଼ିଛନ୍ତି । ଅସୁସ୍ଥ…

ଥାନା ସମ୍ମୁଖରେ କୀଟନାଶକ ପିଇଥିବା ମହିଳାଙ୍କ ମୃତ୍ୟୁ

ବ୍ରହ୍ମପୁର: ଗଞ୍ଜାମ ଜିଲା ଗୋପାଳପୁର ଥାନା ସମ୍ମୁଖରେ ଟିକିନା ଦାଶ ନାମକ ଜଣେ ମହିଳା ଶୁକ୍ରବାର ସନ୍ଧ୍ୟା ପ୍ରାୟ ସାଢ଼େ ୬ଟା ବେଳେ କୀଟନାଶକ ପିଇ ଦେଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ…

ଏବେ ନିର୍ବାଚନ ହେଲେ ଓଡ଼ିଶାରେ ୨୧ ଲୋକସଭା ଆସନରୁ ବିଜେଡି ୮ଟି ଆସନ ଜିତିବ ?

ଓଡ଼ିଶା ସମ୍ବାଦ ବ୍ୟୁରୋ: ଏବେ ନିର୍ବାଚନ ହେଲେ ଦେଶରେ ବିଜେପି ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ବାଜିମାତ କରିବ। କିନ୍ତୁ ୟୁପିଏର ପ୍ରଦର୍ଶନ ମଧ୍ୟ ସୁଧୁରିବ ବୋଲି ଜଣାପଡିଛି। ଯଦି ଦେଶରେ ଏବେ ଲୋକସଭା ନିର୍ବାଚନ ହୁଏ। ଇଣ୍ଡିଆ ଟିଭି-ମ୍ୟାଟ୍ରାଇଜ୍ ନ୍ୟୁଜ୍…

ରାଷ୍ଟ୍ରପତିଙ୍କ ଖାଦ୍ୟ ତାଲିକାରେ ସାମିଲ ହେଲା ପଖାଳ, ଶାଗ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଭାରତର ପ୍ରଥମ ଆଦିବାସୀ ରାଷ୍ଟ୍ରପତି ତଥା ଦ୍ୱିତୀୟ ମହିଳା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବେ ଚର୍ଚ୍ଚାରେ। ଭାରତର ଏହି ପଞ୍ଚଦଶ ରାଷ୍ଟ୍ରପତିଙ୍କୁ ସାରା ଦେଶରୁ ଅଭିନନ୍ଦନ ବାର୍ତ୍ତାର ସୁଅ ଛୁଟିଛି। ସେ ନିଜ ଭିତରେ ଏକ ପ୍ରେରଣା। ଜୀବନରେ ଘାତ ପ୍ରତିଘାତର…

ଝାଡାବାନ୍ତିରେ ବାପ, ପୁଅଙ୍କ ମୃତ୍ୟୁ: ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ହଇଜା !

ଝାରସୁଗୁଡା: ଜିଲ୍ଲାର ୧୩ ନମ୍ବର ୱାର୍ଡ ଦେବାଡ଼ିହି ଗାଁରେ ଝାଡା ବାନ୍ତିରେ ବାପ ପୁଅଙ୍କ ମୃତ୍ୟୁ। ଦୁଇ ଦିନ ତଳେ ଅକୁର ପ୍ରଧାନ (୪୦) ଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ବେଳେ ଗତକାଲି ରାତିରେ ବାପା ଶ୍ରୀପ୍ରସାଦ ପ୍ରଧାନ (୬୫)ଙ୍କ ମୃତ୍ୟୁ ଘଟିଛି। ପୁଅର ଅନ୍ତ୍ୟେଷ୍ଟି ସାରିବା…

ସସ୍ମିତ ପାତ୍ର ରାଜ୍ୟସଭାରେ ଦଳୀୟ ନେତା ନିଯୁକ୍ତ

ଭୁବନେଶ୍ୱର: ବିଜେଡି ସାଂସଦ ସସ୍ମିତ ପାତ୍ର ରାଜ୍ୟସଭାରେ ଦଳୀୟ ନେତା ଭାବେ ନିଯୁକ୍ତ ହୋଇଛନ୍ତି ।  ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଶୁକ୍ରବାର ନିଯୁକ୍ତ କରିଛନ୍ତି । ଏନେଇ ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।…

ଭୁବନେଶ୍ୱରରେ ଇ-ବସ୍ ଓ ଇ-ରିକ୍ସା ଚଳାଚଳ ଆରମ୍ଭ

ଭୁବନେଶ୍ୱର: ରାଜଧାନୀରେ ଗଡ଼ିବ ପ୍ରଦୂଷଣମୁକ୍ତ ବସ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭୁବନେଶ୍ୱର ଏୟାରପୋର୍ଟ ଛକ ଠାରେ ଇ-ବସ ଓ ଇ-ରିକ୍ସା ଚଳାଚଳର ଶୁଭାରମ୍ଭ କରିଛନ୍ତି। ଗାଡି ଗୁଡ଼ିକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ଦ୍ୱାରା ସହରରେ ବାୟୁ ପ୍ରଦୂଷଣ କମ୍ କରିବା…

ଆକ୍ରମଣ ମାମଲାରେ ଗିରଫ ପରେ ସରପଞ୍ଚ ନିଲମ୍ବିତ

ବ୍ରହ୍ମପୁର: ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମସିଆଖାଲି ପଞ୍ଚାୟତର ସରପଞ୍ଚ କେ. ବୁଲୁ ଏକ ମାମଲାରେ ଗିରଫ ହୋଇଥିଲେ । ଗିରଫ ହେବା ପରେ ସରପଞ୍ଚ ବୁଲୁଙ୍କୁ ନିଲମ୍ବିତ କରାଯାଇଛି । ପଞ୍ଚାୟତିରାଜ ବିଭାଗର ସୁପାରିଶ କ୍ରମେ କୁକୁଡ଼ାଖଣ୍ଡି ଗୋଷ୍ଠୀ ଉନ୍ନୟନ ଅଧିକାରୀ ତାଙ୍କୁ ନିଲମ୍ବନ…