Latest Odisha News

BREAKING NEWS

Browsing Category

ଫିଚର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଉଦଘାଟିତ ହେଲା ଚେସ ଅଲିମ୍ପିଆଡ, ପଦ୍ମିନୀଙ୍କ ଉପରେ ରହିବ ନଜର

ମାଡ୍ରାସ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚେନ୍ନାଇର ଜବାହାରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଗୁରୁବାର ୪୪ତମ ଚେସ ଅଲିମ୍ପିଆଡକୁ ଉଦଘାଟନ କରିଛନ୍ତି । ଏଥିସହ ଏହି ଅଲିମ୍ପିଆଡ ବିଧିବଦ୍ଧ ଭାବେ ଆରମ୍ଭ ହୋଇଯାଇଛି । ଉଦଘାଟନୀ ସମାରୋହରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଓ ମହାନ…

ନିଶା ବେପାରୀ ଦୁଇ ଭାଇଙ୍କ ୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି

ବ୍ରହ୍ମପୁର: ଗଞ୍ଜାମ ଜିଲା ବୁଗୁଡା ସହରର ରଘୁନାଥ ସାହିର ଦୁଇ ନିଶା ବେପାରୀ ଭାଇ ବନମାଳୀ ପ୍ରଧାନ ଏବଂ ଅରୁଣ ପ୍ରଧାନଙ୍କ ପ୍ରାୟ ୩ କୋଟି ଟଙ୍କାର ସମ୍ପତ୍ତିକୁ ବାଜ୍ୟାପ୍ତି କରାଯାଇଛି । ଏନଡିପିଏସ୍ ଆକ୍ଟ ଅନୁଯାୟୀ କଲିକତାର ଏକ ପ୍ରାଧିକୃତ ସଂସ୍ଥା ତରଫରୁ ଏହି ସମ୍ପତ୍ତି ବାଜ୍ୟାପ୍ତି…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନୀତି ଆୟୋଗ ଉପାଧ୍ୟକ୍ଷ; ପରିଚାଳନା ବୈଠକକୁ ଦେଲେ ନିମନ୍ତ୍ରଣ

ଭୁବନେଶ୍ୱର : ନୀତି ଆୟୋଗର ଉପାଧ୍ୟକ୍ଷ ସୁମନ କୁମାର ବେରୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଆସନ୍ତା ଅଗଷ୍ଟ ୭ ତାରିଖରେ ନୂଆଦିଲ୍ଲୀରେ ହେବାକୁ ଥିବା ସପ୍ତମ ପରିଚାଳନା ପରିଷଦ ବୈଠକ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ସୁମନ ବେରୀ ।…

ଚେସ୍ ଅଲିମ୍ପିଆଡ୍‌ର ଶୁଭାରମ୍ଭ

ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ଚେସ୍ ଅଲିମ୍ପିଆଡ୍‌ର ଶୁଭାରମ୍ଭ ହୋଇଛି । ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ଏମ ଷ୍ଟାଲିନଙ୍କ ଉପସ୍ଥିତିରେ  ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ   ଚେସ୍ ଅଲିମ୍ପିଆଡ୍‌ର ୪୪ତମ ସଂସ୍କରଣକୁ ଉଦ୍‌ଘାଟନ…

ପାର୍ଥ ଚାଟାର୍ଜୀଙ୍କ ପାଇଁ ଟିଏମସି କବାଟ ଖୋଲା, ଯଦି ସେ.. : ଅଭିଷେକ ବାନାର୍ଜୀ

କୋଲକାତା: ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତି ଅନିୟମିତତାରେ ଫସି ଇଡି ଦ୍ୱାରା ଗିରଫ ହେବା ପରେ ଦଳରୁ ବିତାଡ଼ିତ ହୋଇଛନ୍ତି । ଗୁରୁବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କ୍ୟାବିନେଟରୁ ପାର୍ଥ ଚାଟାର୍ଜୀଙ୍କୁ କାଢ଼ି ଦେଇଛନ୍ତି । ପାର୍ଥ ପଶ୍ଚିମବଙ୍ଗ ସରକାରରେ ଉଦ୍ୟୋଗ, ବାଣିଜ୍ୟ ଏବଂ ଆଇଟ…

ଡଙ୍କି ସେଟରୁ ଲିକ ହେଲା ଶାହାରୁଖ-ତାପସୀଙ୍କ ଲୁକ

ମୁମ୍ବାଇ: ସୁପରଷ୍ଟାର ଶାହାରୁଖ ଖାଁ ଓ ତାପସୀ ପନ୍ନୁଙ୍କ ଡଙ୍କି ଫିଲ୍ମର ଶୁଟିଂ ଜୋରସୋରରେ ଚାଲିଛି । ରାଜକୁମାର ହିରାନୀଙ୍କ ଏହି ଫିଲ୍ମ ପ୍ରତି ଦର୍ଶକଙ୍କ ବେଶ ଉତ୍କଣ୍ଠା ରହିଛି । ଇତି ମଧ୍ୟରେ ଡଙ୍କି ଫିଲ୍ମରେ ଶାହାରୁଖ ଓ ତାପସୀଙ୍କ ଲୁକ ଲିକ ହୋଇଛି । ଏହା ଯେପରି ଲିକ ନ ହେବ ସେଥିପ୍ରତି…

ଜେମ୍ସ ବଣ୍ଡ ଫିଲ୍ମରେ ଅଭିନୟ କରିବେ ରାମଚରଣ ?

ମାଡ୍ରାସ: ଭାରତର ଚର୍ଚ୍ଚିତ ହୀରୋ ରାମଚରଣଙ୍କ ଉପରେ ଏବେ ହଲିଉଡର ନଜର ପଡିଛି । ମାର୍ଭଲ ସିନେମେଟିକ ୟୁନିଭର୍ସର ଏକ କ୍ରିଟେର ରାମଚରଣଙ୍କ ନାମ ଜେମ୍ସ ବଣ୍ଡ ଫିଲ୍ମ ପାଇଁ ଉଠାଇଛନ୍ତି । ଆରଆରଆରରେ ତାଙ୍କ ପ୍ରଦର୍ଶନ ଦେଖି ଲ୍ୟୁକ କେଜ ସମ୍ପୂର୍ଣ୍ଣ ଭାବେ ପ୍ରଭାବିତ ହୋଇଛନ୍ତି । ଆଗାମୀ ଜେମ୍ସ…

ସମାରିଟାନରେ ବିଗ୍ ବି ଅମିତାଭ; ଅବିକଳ ସିଲ୍ଭେସ୍ଟର ଷ୍ଟେଲନ

ଭୁବନେଶ୍ୱର: ଆମାଜନ ପ୍ରାଇମ ଭିଡିଓରେ ରିଲିଜ ହେବାକୁ ଥିବା ୱେବସିରିଜ ସମାରିଟାନରେ ବିଗ୍ ବି ଅମିତାଭ ବଚ୍ଚନଙ୍କୁ ଦେଖିଛନ୍ତି ଫ୍ୟାନ୍ । ବୁଧବାର ସମାରିଟାନର ଟ୍ରେଲର ରିଲିଜ୍ ହୋଇଛି । ଟ୍ରେଲର ରିଲିଜର ପ୍ରଥମ ଦିନରେ ଲକ୍ଷାଧିକ ଫ୍ୟାନ୍ ଏହାକୁ ଦେଖିଛନ୍ତି । ଟ୍ରେଲର ରିଭିୟୁରେ କିଛି…

ବାଇଡେନଙ୍କୁ ଏଲିୟନଙ୍କ ବିଷୟରେ ତଥ୍ୟ ଦେବି କହି ମିଲିଟ୍ରି ବେସରେ ପ୍ରବେଶ ପାଇଁ ଯୁବକଙ୍କ ଉଦ୍ୟମ

ନ୍ୟୁୟର୍କ: ଆମେରିକା ପୋଲିସ ଗୁରୁବାର ଜଣେ ୨୯ ବର୍ଷୀୟ ଯୁବକଙ୍କୁ ଗିରଫ କରିଛି । ଏହି ବ୍ୟକ୍ତିଜଣଙ୍କ ମିଲିଟ୍ରି ବେସରେ ପଶିବା ପାଇଁ ଉଦ୍ୟମ କରୁଥିବାରୁ ସୁରକ୍ଷା କର୍ମୀ ତାଙ୍କୁ ଅଟକାଇଥିଲେ । ମୁଁ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଏଲିୟନଙ୍କ ବିଷୟରେ ତଥ୍ୟ ଦେବାକୁ ଆସିଛି କହିବା ପରେ…

ଖବରକାଗଜରେ ସମ୍ପାଦକୀୟ ଲେଖିଲେ ମୁଖ୍ୟମନ୍ତ୍ରୀ : ‘ଏ ମାଟିର କନ୍ୟା’ ଶୀର୍ଷକ ନେଇ ଚର୍ଚ୍ଚା

ଭୁବନେଶ୍ୱର :  ଖବରକାଗଜରେ ସମ୍ପାଦକୀୟ ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ‘ଏ ମାଟିର କନ୍ୟା’ . . .ଶୀର୍ଷକରେ ନବୀନଙ୍କ ଆଲେଖ୍ୟ ନେଇ ଚର୍ଚ୍ଚା । ନବୀନ କହିଛନ୍ତି, ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ଶପଥ ନେବା ସମୟ ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଗୌରବର ଶ୍ରେଷ୍ଠ ମୁହୂର୍ତ୍ତ ଥିଲା ।…