Latest Odisha News

BREAKING NEWS

Browsing Category

ଫିଚର

ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ: ଗୋଟିଏ ଦିନରେ ୩ଥର ଭାଙ୍ଗିଲା ବିଶ୍ୱରେକର୍ଡ

ୟୁଜିନ: ଏଠାରେ ଚାଲିଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପରେ ସୋମବାର ୩ଟି ବିଶ୍ୱରେକର୍ଡ ଭଙ୍ଗ ହୋଇଛି । ୧୦୦ ମିଟର ହର୍ଡଲ୍ସ ଇଭେଂଟରେ ନାଇଜେରିଆ ଆଥଲେଟ ଟୋବି ଅମୁସାନୀ ଗୋଟିଏ ଦିନରେ ୨ ଥର ବିଶ୍ୱ ରେକର୍ଡ ଭଙ୍ଗ କରିଥିଲେ । ପ୍ରଥମେ ସେ ସେମିଫାଇନାଲରେ ୧୨.୧୨ ସେକେଣ୍ଡ ସମୟ ନେଇ ନୂତନ…

[ଦେଖନ୍ତୁ ଭିଡିଓ] ରାଷ୍ଟ୍ରପତି ଭାବେ ମିଳେ ଏହି ସବୁ ସୁବିଧା, ଦରମା ଏତିକି…

ନୂଆଦିଲ୍ଲୀ: ଦେଶର ପଞ୍ଚଦଶତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ମୟୂରଭଞ୍ଜର ଝିଅ ଦ୍ରୌପଦୀ ମୁର୍ମୁ ଆଦିବାସୀ ମହିଳା ଭାବେ ରାଷ୍ଟ୍ରପତି ହେବା ପରେ ସମସ୍ତଙ୍କ ମନରେ ଉତ୍ସାହ, ଉଦ୍ଦୀପନା । ସମସ୍ତେ ଜାଣବାକୁ ଆଗ୍ରହୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ…

ବଦଳିଲା ଏଟିଏମରୁ ଟଙ୍କା ଉଠାଇବାର ପଦ୍ଧତି

ଏସବିଆଇ ବ୍ୟାଙ୍କ ଏଟିଏମ୍: ଏଟିଏମରୁ ଟଙ୍କା ଉଠାଇବା ବେଳେ ହେଉଥିବା ଠକେଇକୁ ଆଖି ଆଗରେ ରଖି ଭାରତର ସର୍ବବୃହତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ବଡ଼ ପରିବର୍ତ୍ତନ କରିଛନ୍ତି। ଯଦିଓ ଏବେ ଅଧିକାଂଶ ଲୋକ ୟୁପିଆଇ ଜରିଆରେ ନେଣଦେଣ କରୁଛନ୍ତି କିନ୍ତୁ ଗାଁ ଗୁଡିକରେ ଏବେ ବି…

‘ଭାରତରେ ଗରିବ ସ୍ୱପ୍ନ ବି ଦେଖିପାରେ , ତାକୁ ପୂରଣ ବି କରିପାରେ’ : ରାଷ୍ଟ୍ରପତି ଦୌପଦୀ ମୁର୍ମୁ

ଦିଲ୍ଲୀ: ୧୫ତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବା ପରେ ସଂସଦ ଭବନର ସେଣ୍ଟ୍ରାଲ ହଲରୁ ସାରା ଦେଶକୁ ସମ୍ବୋଧନ କରିଛନ୍ତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ଭାରତ ବର୍ଷରେ ଗଣତନ୍ତ୍ରର ମହତ୍ୱ ଓ ଜଣେ ଗରୀବର ଜୀବନ ଉପରେ ଆଲୋକପାତ କରିଛନ୍ତି ଦୌପଦୀ ମୁର୍ମୁ । ସେ ଓଡିଶାର ଯେଉଁ ଏକ ଛୋଟ…

ମୋ ଜୀବନେ ପଛେ ନର୍କେ ପଡ଼ିଥାଉ ଜଗତ ଉଦ୍ଧାର ହେଉ: ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଶ୍ରୀମତୀ ଦ୍ରୈାପଦୀ ମୁର୍ମୁ । ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଏ.ଭି.ରମଣା, ଦ୍ରୌପଦୀ ମୁର୍ମୁ ଙ୍କୁ ୧୫ତମ ରାଷ୍ଟ୍ରପତି ଭାବରେ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଶପଥ ଗ୍ରହଣ ପରେ ରାଷ୍ଟ୍ରପତି ଶ୍ରୀମତୀ…

ଦ୍ବିତୀୟ ଦିନିକିଆରେ ଭାରତର ଦମଦାର ବିଜୟ

ଦ୍ବିତୀୟ ଦିନିକିଆରେ ଭାରତ ଦମଦାର ବିଜୟ ହାସଲ କରିଛି । ଓ୍ବେଷ୍ଟଇଣ୍ଡିଜକୁ 2 ଉଇକେଟରେ ପରାସ୍ତ କରିଛି ଶେଖରବାହିନୀ । ରୋମାଞ୍ଚକର ମ୍ୟାଚରେ ଶେଷ ଓଭରରେ ଜିତିଛି ଟିମ ଇଣ୍ଡିଆ । ଭଲ ଖେଳି ଅକ୍ଷର ପଟେଲ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପାଇଛନ୍ତି ।  ପୋର୍ଟ ଅଫ୍‌ ସ୍ପେନ୍‌ରେ ଖେଳାଯାଇଥିବା…

ଦ୍ରୌପଦୀଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗଦେବାକୁ ଦିଲ୍ଲୀରେ ୬୦ ସମ୍ପର୍କୀୟ

ଓଡ଼ିଶା ସମ୍ବାଦ ବ୍ୟୁରୋ: ମୂୟୂରଭଞ୍ଜ ଉପରବେଡାର ଝିଅ ଦ୍ରୌପଦୀ ମୁର୍ମୁ ଆଜି ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ନେବେ। ଏହି ଶପଥ ସମାରୋହରେ ସାମିଲ ହେବାକୁ ନିଜ ଗାଁର ଲୋକ ଏବଂ ସମ୍ପର୍କୀୟ ଏବେ ରାଜଧାନୀ ଦିଲ୍ଲୀରେ। ମିଳିଥିବା ସୂଚନା ଅନୁଯାୟୀ ଦ୍ରୌପଦୀଙ୍କ ସମ୍ପର୍କୀୟ ପାଖାପାଖି ୬୦…

ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ମୋଦୀଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ

ନୂୂଆଦିଲ୍ଲୀ: ରବିବାର ବିଜେପି ଦିଲ୍ଲୀ ମୁଖ୍ୟାଳୟରେ ଏକ ବୈଠକ ବସିଥିଲା। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଦଳର ସଭାପତି ଜେପି ନଡ୍ଡା ଏବଂ ସାଧାରଣ ସମ୍ପାଦକ ବିଏଲ ସନ୍ତୋଷ ଏବଂ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ ଯୋଗ ଦେଇଥିଲେ। ଚାରି ଘଣ୍ଟାରୁ…

ଡାଏଲ କରିଥିବା ନମ୍ବରରୁ କୌଣସି ଉତ୍ତର ମିଳୁନି: ପାର୍ଥ ଚାଟାର୍ଜୀଙ୍କ ଫୋନ୍ ଉଠାଉ ନାହାନ୍ତି ମମତା ବାନାର୍ଜୀ

କୋଲକାତା: ଶନିବାର ଇଡି ଦ୍ୱାରା ଗିରଫ ହୋଇଥିବା ପଶ୍ଚିମବଙ୍ଗ ମନ୍ତ୍ରୀ ପାର୍ଥ ଚାଟାର୍ଜୀ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚାରିଥର କଲ୍ କରିଥିଲେ ମଧ୍ୟ କୌଣସି ଉତ୍ତର ମିଳିପାରିନି। ପ୍ରକ୍ରିୟା ଅନୁଯାୟୀ, ଯେତେବେଳେ ବି ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଏ, ସେ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଜୁଲାଇ ୨୫ରେ କାହିଁକି ଶପଥ ଗ୍ରହଣ କରନ୍ତି ରାଷ୍ଟ୍ରପତି, ୧୯୭୭ ପରେ ଏହି ଦିନରୁ ଚାଲି ଆସିଛି ପରମ୍ପରା

ନୂଆଦିଲ୍ଲୀ: ଦ୍ରୌପଦୀ ମୁର୍ମୁ ଆଜି (ଜୁଲାଇ ୨୫)ରେ ଦେଶର ୧୫ ତମ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିବେ। ବିଶେଷ କଥା ହେଉଛି ୧୯୭୭ ପରେ ସେ ଦଶମ ରାଷ୍ଟ୍ରପତି ହେବେ ଯିଏ ଏହି ତାରିଖରେ ଶପଥ ନେବେ। ଜୁଲାଇ ୨୪ରେ ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା। ୨୩ରେ ତାଙ୍କୁ ସଂସଦର…