Latest Odisha News

BREAKING NEWS

Browsing Category

ଫିଚର

ହିଞ୍ଜିଳିକାଟୁ ତହସିଲରେ ଲାଞ୍ଚ କାରବାର; ବରିଷ୍ଠ ରାଜସ୍ୱ ସହାୟକ ଗିରଫ

ବ୍ରହ୍ମପୁର: ଜମି ବିବାଦ ସମାଧାନ କରି ପଟ୍ଟା କରାଇଦେବା ପାଇଁ ଲାଞ୍ଚ ନେଉଥିବା ବରିଷ୍ଠ ରାଜସ୍ୱ ସହାୟକ ଗିରଫ ହୋଇଛନ୍ତି । ହିଞ୍ଜିଳିକାଟୁ ତହସିଲର ବରିଷ୍ଠ ରାଜସ୍ୱ ସହାୟକ ଜଣେ ପୂର୍ବତନ ସେନା କର୍ମଚାରୀଙ୍କୁ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ବ୍ରହ୍ମପୁର ଭିଜିଲାନ୍ସ ୟୁନିଟ ତାଙ୍କୁ…

ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ, ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ

ନୂଆଦିଲ୍ଲୀ: ଦ୍ୱାଦଶ ପରେ ସିବିଏସ୍ଇ ଦଶମ ଶ୍ରେଣୀ ଟର୍ମ ୨ ପରୀକ୍ଷା ଫଳ ପ୍ରକାଶ ପାଇଛି । ଚଳିତ ବର୍ଷ ପାସହାର ୯୪.୪୦ ପ୍ରତିଶତ ରହିଛି । ଦେଶର ୨୨ ହଜାର ୭୨୧ଟି ସ୍କୁଲର ପରୀକ୍ଷା ୭ ହଜାର ୪୦୫ଟି କେନ୍ଦ୍ରରେ ହୋଇଥିଲା । ୨୦ ଲକ୍ଷ ୯୩ ହଜାର ୯୭୮ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୧୯…

କେରଳରୁ ଦେଶର ତୃତୀୟ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ତୃତୀୟ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପ୍ରଥମ ଓ ଦ୍ୱିତୀୟ ଭଳି ତୃତୀୟ ମଙ୍କିପକ୍ସ ଆକ୍ରାନ୍ତ ଜଣଙ୍କ କେରଳର । ୩୫ ବର୍ଷୀୟ ବ୍ୟକ୍ତି ଜଣଙ୍କ କେରଳ ମଲ୍ଲାପୁରମର ହୋଇଥିବା ବେଳେ ଜୁଲାଇ ୬ ତାରିଖରେ ସେ ୟୁଏଇରୁ ଫେରିଥିଲେ । ତାଙ୍କୁ ଜର ହେବା ପରେ ମଞ୍ଜେରୀ…

ଦଳୀୟ ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍

ଭୁବନେଶ୍ୱର: ବିଜୟ ପରେ ଭ୍ରୁକୁଞ୍ଚନ । ରାଷ୍ଟ୍ରପତି ଭାବେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ପରେ କଂଗ୍ରେସରେ ଆରମ୍ଭ ହୋଇଛି ଆକ୍ସନ । ଦଳର ହାଇକମାଣ୍ଡଙ୍କ ନିଷ୍ପତ୍ତି ସତ୍ତ୍ୱେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କାହିଁକି ମୁର୍ମୁଙ୍କୁ ଭୋଟ୍ ଦେଲେ ? ପୁଣି ଭୋଟ୍ ଦେବା ପରେ…

ଟି୨୦ ବିଶ୍ୱକପ ପୂର୍ବରୁ ଆହୁରି ୨ଟି ସିରିଜ ଖେଳିବ ଟିମ ଇଣ୍ଡିଆ, ୟୁଏଇରେ ଏସିଆ କପ

ମୁମ୍ବାଇ: ଅକ୍ଟୋବର ଓ ନଭେମ୍ବରରେ ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି୨୦ ବିଶ୍ୱକପ କ୍ରିକେଟ ପୂର୍ବରୁ ଭାରତ ଆହୁରି ୨ଟି ସିରିଜ ଖେଳିବ । ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଏ ନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତ ୨ଟି ସିରିଜ ଆୟୋଜନ…

ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ: ଜାଭେଲିନରେ ନୀରଜ, ରୋହିତ ଫାଇନାଲରେ

ଲଣ୍ଡନ: ଚଳିତ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ ଜାଭେଲିନରେ ଭାରତର ନୀରଜ ଚୋପ୍ରା ଓ ରୋହିତ ଯାଦବ ଫାଇନାଲରେ ପ୍ରବେଶ କରି ପଦକ ସମ୍ଭାବନା ସୃଷ୍ଟି କରିଛନ୍ତି । ଅଲିମ୍ପିକ୍ସ ସ୍ୱର୍ଣ୍ଣ ପଦକ ବିଜେତା ନୀରଜ ପ୍ରଥମ ଥ୍ରୋ ୮୮.୩୯ ମିଟର ଦୂରତାକୁ କରି ଫାଇନାଲରେ ପ୍ରବେଶ କରିଥିଲେ । ରୋହିତ ୮୦.୪୨…

ଦିଲ୍ଲୀରେ ଆପ ସରକାରଙ୍କ ଅବକାରୀ ନୀତି ବିରୋଧରେ ହେବ ସିବିଆଇ ତଦନ୍ତ

ନୂଆଦିଲ୍ଲୀ: ପୁନର୍ବାର ଦିଲ୍ଲୀରେ ଉପରାଜ୍ୟପାଳ ଓ ଆପ ସରକାର ମଧ୍ୟରେ ବିବାଦ ରୂପୀ ନାଟକ ଆରମ୍ଭ ହୋଇଛି । ଶୁକ୍ରବାର ଉପରାଜ୍ୟପାଳ ବିନୟ କୁମାର ସକ୍ସେନା ଅରବିନ୍ଦ କେଜ୍ରିୱାଲଙ୍କ ସରକାର ବିରୋଧରେ ଏକ ଦୃଢ଼ ପଦକ୍ଷେପ ଗ୍ରହଣ କରିଛନ୍ତି । ଦିଲ୍ଲୀ ସରକାରଙ୍କ ଅବକାରୀ ନୀତି ବିରୋଧରେ ସିବିଆଇ…

ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର: ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ୍ ଯୋଗେ କଥା ହୋଇଛନ୍ତି । ଓଡ଼ିଶାବାସୀଙ୍କ ତରଫରୁ ଦ୍ରୌପଦୀ ମୁର୍ମୁଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇବା ସହ ସଫଳତା ପାଇଁ ଓଡ଼ିଶାବାସୀ ଗର୍ବିତ ବୋଲି କହିଛନ୍ତି ନବୀନ ପଟ୍ଟନାୟକ ।…

DL ବାତିଲ୍ ଭୟ ଦେଖାଇ ଅଟୋ ଚାଳକଙ୍କ ଠାରୁ ଲାଞ୍ଚ ନେଇଥିଲେ ଆୟୁଷ ଡାକ୍ତର

ଭୁବନେଶ୍ୱର: ଲାଞ୍ଚ ନେଇ ଧରା ପଡ଼ିଛନ୍ତି ଆୟୁଷ ଡାକ୍ତର । ସୁନ୍ଦରଗଡ଼ ଜିଲ୍ଲା ଗଇରାବାହାଲ ପିଏଚସିର ମେଡିକାଲ୍ ଅଫିସର ତଥା ଆୟୁଷ ଡାକ୍ତର ସାରଦା ପ୍ରସନ୍ନ ବେହେରାଙ୍କୁ ଧରିଛି ଭିଜିଲାନ୍ସ । ଜଣେ ଅଟୋ ଡ୍ରାଇଭରଙ୍କ ଠାରୁ ଡକ୍ଟର ବେହେରା ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରା ପଡ଼ିଛନ୍ତି…

ନ୍ୟାୟିକ ବିଳମ୍ବ; ଓଡିଶାର ବିଭିନ୍ନ ଅଦାଲତରେ ବିଚାରଧୀନ ପଡି ରହିଛି ୨.୬୭ଲକ୍ଷଟି ମାମଲା

ଭୁବନେଶ୍ୱର : ଦେଶରେ ନ୍ୟାୟିକ ବିଳମ୍ବ ଅତି ଗୁରୁତର ସମସ୍ୟା। ଏହାକୁ ନେଇ ଲୋକସଭରେ କେନ୍ଦ୍ର ଆଇନ ମନ୍ତ୍ରୀ ଅତି ସାଂଘାତିକ ତଥ୍ଯ ଦେଇଛନ୍ତି। ଓଡିଶା ଉଚ୍ଚ ନ୍ୟାୟାଳୟ ସମେତ ଅନ୍ୟ ଅଦାଲତ ଗୁଡିକରେ ଦୀର୍ଘ ଦଶ ବର୍ଷ ଭିତରେ ୨.୬୭ ଲକ୍ଷରୁ ଅଧିକ ମାମଲା ପଡି ରହିଛି । କେନ୍ଦ୍ର ଆଇନ୍‍ ଏବଂ ନ୍ୟାୟ…