Latest Odisha News

BREAKING NEWS

Browsing Category

ଫିଚର

ଗାନ୍ଧୀଙ୍କ ନାଁରେ ଅନେକ ପଇସା କମେଇଲୁ: କଂଗ୍ରେସ ବିଧାୟକ

ବେଙ୍ଗାଲୁରୁ: ଗାନ୍ଧୀ ପରିବାର ନାଁରେ ଅନେକ ଧନ ଉପାର୍ଜନ କରୁଛି । ଏବେ ସମୟ ଆସିଛି ଗାନ୍ଧୀ ପରିବାର ସହିତ ଛିଡ଼ା ହେବାର । ନହେଲେ ଠିକ୍ ହେବନି। କର୍ଣ୍ଣାଟକର ପୂର୍ବତନ ବାଚସ୍ପତି ତଥା ଏବେର ବିଧାୟକ ଏପରି ଏକ ବୟାନ ଦେଇଛନ୍ତି। ଯାହାକୁ ନେଇ ବଡ ଅଡୁଆରେ କଂଗ୍ରେସ। ନ୍ୟାସନାଲ ହେରାଲ୍ଡ…

ରାଜ୍ୟ ମାନବାଧିକାର କମିଶନରେ ତିନି ରାଗିଂ ମାମଲା, ପୋଲିସ ଡିଜିଙ୍କୁ ଆଣ୍ଟି ରାଗିଂ ହେଲପଲାଇନ ଗଠନ ନିର୍ଦ୍ଦେଶ

ଭୁବନେଶ୍ୱର: ଓଡ଼ିଶା ମାନବାଧିକାର କମିଶନ ବିଜେବି କଲେଜ ରୁଚିକା ମହାନ୍ତି ଆତ୍ମହତ୍ୟା, ଦେବଗଡ଼ ଏଏନଏମ ଛାତ୍ରୀ ରାଗିଂ ଏବଂ ଅନ୍ୟ ଏକ ରାଗିଂ ମାମଲାର ଶୁଣାଣି କରିଛନ୍ତି  । ରାଗିଂ ମୁକ୍ତ କ୍ୟାମ୍ପସ ଅଭିଯାନ ପକ୍ଷରୁ ତେଜେଶ୍ୱର ପରିଡ଼ା ରାଜ୍ୟ ମାନବାଧିକାର କମିଶନଙ୍କ ନିକଟରେ ତିନୋଟି ମାମଲା…

[ଦେଖନ୍ତୁ ଭିଡିଓ] ଦେଶର ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି ହେଲେ ଦ୍ରୌପଦୀ ମୁର୍ମୁ  

ନୂଆଦିଲ୍ଲୀ: ଲେଖା ହେଲା ଇତିହାସ । ଦେଶର ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି ହୋଇଛନ୍ତି ଦ୍ରୌପଦୀ ମୁର୍ମୁ । ଦେଶର ପଞ୍ଚଦଶତମ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ନିର୍ବାଚିତ ହୋଇଛନ୍ତି । ମୁର୍ମୁ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଯଶୱନ୍ତ ସିହ୍ନାଙ୍କୁ ବହୁ ଭୋଟରେ ପରାସ୍ତ କରି ବିଜୟ ଲାଭ…

ଉପରାଷ୍ଟ୍ରପତି ନିର୍ବାଚନରୁ ଦୂରେଇ ରହିବ ଟିଏମସି

କୋଲକାତା: ଆଗାମୀ ଉପରାଷ୍ଟ୍ରପତି ନିର୍ବାଚନରୁ ଦୂରେଇ ରହିବ ଟିଏମସି । ଦଳର ମୁଖ୍ୟ ମମତା ବାନାର୍ଜୀଙ୍କ ଉପସ୍ଥିତିରେ ସାଂସଦମାନଙ୍କୁ ନେଇ ଆୟୋଜିତ ଏହି ବୈଠକରେ ଉପରୋକ୍ତ ନିଷ୍ପତି ନିଆଯାଇଛି । ଟିଏମସି କିମ୍ବା ମମତାଙ୍କ ସହ କୌଣସି ଆଲୋଚନା ନ କରାଯାଇ ବିରୋଧୀ ମେଂଟ  ମାର୍ଗେଟ ଆଲଭାଙ୍କୁ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ରାଷ୍ଟ୍ରପତି ନିର୍ବାଚନରେ ଦ୍ୱିତୀୟ ରାଉଣ୍ଡ ଭୋଟ୍ ଗଣତି ସରିଛି । ଦ୍ୱିତୀୟ  ରାଉଣ୍ଡରେ ମୋଟ ୧୦ଟି ରାଜ୍ୟର ଭୋଟ ଗଣତି ହୋଇଛି । ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ଦ୍ରୌପଦୀ ମୁର୍ମୁ ବହୁ ଭୋଟରେ ଆଗୁଆ ରହିଛନ୍ତି । ମୁର୍ମୁଙ୍କୁ ଦ୍ୱିତୀୟ ରାଉଣ୍ଡରେ ୮୦୯ ଖଣ୍ଡ ଭୋଟ୍ ମିଳିଥିବା ବେଳେ ଯଶୱନ୍ତ…

ରାଷ୍ଟ୍ରପତି ନିର୍ବାଚନ: ଦ୍ୱିତୀୟ ରାଉଣ୍ଡରେ ବି ସିହ୍ନାଙ୍କୁ ପଛରେ ପକାଇ ମୁର୍ମୁ ଆଗୁଆ

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନର ଦ୍ୱିତୀୟ ରାଉଣ୍ଡ ଭୋଟ୍ ଗଣତି ସରିଛି । ଦ୍ୱିତୀୟ  ରାଉଣ୍ଡରେ ମୋଟ ୧୦ଟି ରାଜ୍ୟର ଭୋଟ୍ ଗଣତି ହୋଇଛି । ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ଦ୍ରୌପଦୀ ମୁର୍ମୁ ବହୁ ଭୋଟରେ ଆଗୁଆ ରହିଛନ୍ତି । ମୁର୍ମୁଙ୍କୁ ଦ୍ୱିତୀୟ ରାଉଣ୍ଡରେ ୮୦୯ ଖଣ୍ଡ ଭୋଟ୍ ମିଳିଥିବା ବେଳେ…

ଭାରତ ବିରୋଧୀ ୭୪୭ଟି ୱେବସାଇଟ ଏବଂ ୯୪ ୟୁଟ୍ୟୁବ ଚ୍ୟାନେଲ ନିଷିଦ୍ଧ

ନୂଆଦିଲ୍ଲୀ: ଭାରତ ବିରୋଧୀ ମିଛ ଖବର ଏବଂ ସୂଚନା ପ୍ରସାରଣ କରୁଥିବା ୭୪୭ଟି ୱେବସାଇଟ ଏବଂ ୯୪ ୟୁଟ୍ୟୁବ ଚ୍ୟାନେଲକୁ ନିଷିଦ୍ଧ ଗତ ୨୦୨୧-୨୨ରେ ନିଷିଦ୍ଧ କରାଯାଇଛି । ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଗୁରୁବାର ସଂସଦରେ ଏହି ସୂଚନା ଦେଇଛନ୍ତି । ପ୍ରଶ୍ନକାଳରେ ଏକ…

ଶ୍ରୀଲଙ୍କାରେ ହେବନି ଏସିଆ କପ କ୍ରିକେଟ

କଲମ୍ବୋ: ଶ୍ରୀଲଙ୍କା କ୍ରିକେଟ ବୋର୍ଡ ବର୍ତମାନ ପରିସ୍ଥିତିରେ ଏସିଆ କପ ଆୟୋଜନ କରିବା ସମ୍ଭବପର ନୁହେଁ ବୋଲି ଏସିଆନ କ୍ରିକେଟ କାଉନସିଲକୁ ବିଧିବଦ୍ଧ ଭାବେ ଜଣାଇ ଦେଇଛି । ଶ୍ରୀଲଙ୍କାରେ ଆର୍ଥୀକ ଓ ରାଜନୈତିକ ସଙ୍କଟ ଚାଲିଛି । ଦେଶରେ ଅସ୍ଥିରତା ଲାଗି ରହିଥିବା ବେଳେ ଏତେ ବଡ ଟୁର୍ଣ୍ଣାମେଂଟ…

[ଦେଖନ୍ତୁ ଭିଡିଓ] କାଶୀପୁରର ୨୦ ଗାଁକୁ ବ୍ୟାପିଲାଣି ହଇଜା, ଗାଁ ଗାଁ ବୁଲି ସ୍ଥିତି ପରଖିଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ରାୟଗଡ଼ା: କାଶୀପୁରରେ ବ୍ୟାପୁଛି ହଇଜା । ସଚେତନତା ସତ୍ତ୍ୱେ ଡାଇରିଆ ନିୟନ୍ତ୍ରଣକୁ ଆସୁନି । ଗୋଟିଏ ପରେ ଗୋଟିଏ ଗାଁକୁ ହଇଜା ବ୍ୟାପୁଥିବା ବେଳେ ୮ ଜଣଙ୍କ ଜୀବନ ଗଲାଣି । ଯାଞ୍ଚରୁ ଜଣାପଡ଼ିଛି ଦୂଷିତ ପାଣି ପାଇଁ ହଇଜା ବ୍ୟାପୁଛି । ଆଜି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର…

ଦ୍ରୌପଦୀ ମୁର୍ମୁଙ୍କ ବିଜୟ ପୂର୍ବରୁ ଉତ୍ସବମୁଖର ରାଇରଙ୍ଗପୁର

ରାଇରଙ୍ଗପୁର: ମାଟିର ମହିଳା ଦ୍ରୌପଦୀ ମୁର୍ମୁଙ୍କ ବିଜୟ ପୂର୍ବରୁ ରାଇରଙ୍ଗପୁର ଉତ୍ସବମୁଖର ହୋଇଯାଇଛି । ରଙ୍ଗ ଖେଳ, ବାଣ, ବାଦ୍ୟ, ବାଜା ସାଙ୍ଗକୁ ପାରମ୍ପରିକ ନୃତ୍ୟରେ ଦୁଲୁକୁଛି ରାଇରଙ୍ଗପୁର ରାସ୍ତା । ପୁରା ଜିଲ୍ଲା ବାସୀ ମଉଜ ମନରେ ଅଛନ୍ତି । ରାଇରଙ୍ଗପୁର ସହର ଏବଂ ଦ୍ରୌପଦୀଙ୍କ ଘର…