Latest Odisha News

BREAKING NEWS

Browsing Category

ଫିଚର

ମଙ୍ଗଳବାର ଡଲାର ତୁଳନାରେ ଟଙ୍କାର ମୂଲ୍ୟ ସର୍ବନିମ୍ନ ସ୍ତରରେ ପହଞ୍ଚିଲା

ନୂଆଦିଲ୍ଲୀ: ଆମେରିକାର ମୂଦ୍ରା ଡଲାର ତୁଳନାରେ କମି ଚାଲିଛି ଭାରତୀୟ ମୁଦ୍ରା ଟଙ୍କା । କିଛି ଦିନ ହେବ ଟଙ୍କାର ମୂଲ୍ୟ କମି କମି ଚାଲିଛି ଡଲାର ତୁଳନାରେ। ଯାହାକି ଦେଶର ଅର୍ଥନୀତି ଭାଇ ଶୁଭଙ୍କର ନୁହେଁ । ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏହାର ପୁନରୁଦ୍ଧାର ପାଇଁ ସମସ୍ତ ଉଦ୍ୟମ କରୁଛି କିନ୍ତୁ…

ସ୍କୁଲରେ ହେବ ‘ଗଣିତ ମେଳା’ର ଆୟୋଜନ , ସୂଚନା ଦେଲେ ସଚିବ ବିଷ୍ନୁ ସେଠୀ

ଭୁବନେଶ୍ୱର: ରାଜ୍ୟ ସରକାର ଖୁବ୍ ଶୀଘ୍ର ହାଇସ୍କୁଲ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପାଇଁ 'ଗଣିତ ମେଳା'ର ଆୟୋଜନ କରିବେ। ଏଥିପାଇଁ ମୋ ସ୍କୁଲ ଅଭିଯାନ ଇନଷ୍ଟିଚ୍ୟୁଟ ଅଫ୍ ମ୍ୟାଥମେଟିକ୍ସ ଆଣ୍ଡ ଆପ୍ଲିକେସନ ମଧ୍ୟରେ ଏକ ଚୁକ୍ତି ସ୍ୱାକ୍ଷର ହୋଇଛି। ଗଣିତ ବିଷୟ ପ୍ରତି…

ସ୍ତ୍ରୀକୁ ହତ୍ୟା ପରେ ଆତ୍ମହତ୍ୟା ରୂପ ଦେଇ ରୋଷେଇ ଘରେ ଲୁଚିଥିଲା ସ୍ୱାମୀ !

ନବରଙ୍ଗପୁର: ପୋଲିସକୁ ଗୋଡ଼ାଉଛନ୍ତି ଗାଁ ଲୋକ । ପୋଲିସ ଗାଡ଼ିକୁ ବା ଛାଡ଼ୁ ନାହାନ୍ତି ସମ୍ପର୍କୀୟ । ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଝରିଗୁଡା ଗାଁରେ ବଦ୍ରିକା ପନକାଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ସୃଷ୍ଟି ହୋଇଛି ଉତ୍ତେଜନା । ସୁଶୀଲ ନାଗ ତାଙ୍କ ସ୍ତ୍ରୀ ବଦ୍ରିକାଙ୍କୁ ହତ୍ୟା ପରେ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ମଙ୍ଗଳବାର ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୭ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ୨୦୨୨ ଆଇଟି ପଲିସିକୁ କ୍ୟାବିନେଟ ଅନୁମୋଦନ କରିଛି । ଏଥିସହ ଖୋର୍ଦ୍ଧା ବରୁଣେଇପେ ପାଇକ ବିଦ୍ରୋହ ସ୍ମାରକୀ ପାଇଁ ରାଜ୍ୟ ସରକାର ମାଗଣାରେ ୯ ଏକର ୬୫୮ ଡିସିମିଲ୍ ଜମି ଯୋଗାଇ ଦେବାକୁ ନିଷ୍ପତ୍ତି…

ନୁପୂରଙ୍କୁ ମାରିବା ପାଇଁ ୧୧ ଇଂଚର ଛୁରୀ ଧରି ପାକିସ୍ତାନରୁ ଆସିଥିଲା ଆତତାୟୀ

ନୂଆଦିଲ୍ଲୀ: ଶ୍ରୀଗଙ୍ଗାନଗର ଜିଲା ନିକଟରେ ଥିବା ହିନ୍ଦୁମଲକୋଟ ବର୍ଡର ନିକଟରେ ବର୍ଡର ସିକ୍ୟୁରିଟି ଫୋର୍ସ ଜଣେ ଆତତାୟୀକୁ ଧରିଛି । ଆନ୍ତର୍ଜାତୀୟ ବର୍ଡର ଡେଇଁ ସେ ଭାରତରେ ପଶିବା ପାଇଁ ଉଦ୍ୟମ କରୁଥିଲା । ପ୍ରାରମ୍ଭିକ ତଦନ୍ତରେ ସେ ବିଜେପିର ପୂର୍ବତନ ପ୍ରବକ୍ତା ନୁପୂର ଶର୍ମାଙ୍କୁ ମାରିବା…

ଏସିଆନ ଗେମ୍ସର ନୂତନ ତାରିଖ ଘୋଷଣା

ହାଙ୍ଗଝୁ: ଚୀନର ହାଙ୍ଗଝୁରେ ହେବାକୁ ଥିବା ଏସିଆନ ଗେମ୍ସର ନୂତନ ତାରିଖ ଘୋଷଣା କରାଯାଇଛି । ଏଥର ଏହା ଆସନ୍ତା ବର୍ଷ ୨୩ ସେପ୍ଟମ୍ବରରୁ ୮ ଅକ୍ଟୋବର ପର୍ଯ୍ୟନ୍ତ ଆୟୋଜିତ ହେବ ବୋଲି ଅଲିମ୍ପିକ କାଉନସିଲ ଅଫ ଏସିଆ ପକ୍ଷରୁ ବିଧିବଦ୍ଧ ଭାବେ ଜଣାଇ ଦିଆଯାଇଛି । ପୂର୍ବରୁ ଏହା ଚଳିତ ବର୍ଷ ୧୦ରୁ ୨୫…

ପାଇକ ସ୍ମାରକୀ ନିର୍ମାଣ ଲାଗି ମାଗଣା ଜମି ଦେବେ ସରକାର

ଭୁବନେଶ୍ୱର: ଖୋର୍ଦ୍ଧା ବରୁଣେଇ ପାହାଡ଼ ପାଦ ଦେଶରେ ପାଇକ ସ୍ମାରକୀ ନିର୍ମାଣ ଲାଗି ମାଗଣା ଜମି ଦେବେ ରାଜ୍ୟ ସରକାର । ଏନେଇ ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି । ଖୋର୍ଦ୍ଧା ତହସିଲ୍ ଅନ୍ତର୍ଗତ ଖୋର୍ଦ୍ଧା ମୌଜାର ବରୁଣେଇ ପାହାଡ଼ ପାଦ ଦେଶରେ ୯ ଏକର ୬୫୮ ଡିସିମିଲ୍ ଜାଗା ବିନା…

୨୦ ମିନିଟ ସମୟ ଦିଅ କୋହଲିଙ୍କୁ ଫର୍ମକୁ ଫେରାଇ ଆଣିବି

ମୁମ୍ବାଇ: ଇଂଲଣ୍ଡ ବିପକ୍ଷ ଦିନିକିଆ କ୍ରିକେଟ ସିରିଜରେ ଭାରତ ବିଜୟୀ ହୋଇଥିଲେ ମଧ୍ୟ ଏବେ ବି ବିରାଟ କୋହଲିଙ୍କ ଫର୍ମ ଚିନ୍ତାର କାରଣ ସାଜିଛି । ଏହି ଅବସରରେ ଲିଟିଲ ମାଷ୍ଟର ସୁନୀଲ ଗାଭାସ୍କର କହିଛନ୍ତି ମୋତେ ୨୦ ମିନିଟ ସମୟ ଦିଅ ମୁଁ କୋହଲିଙ୍କୁ ଫର୍ମକୁ ଫେରାଇ ଆଣିବି । ଅଫ ଷ୍ଟମ୍ପ…

ଦାଦନ ରୋକିବାକୁ କି ନିଷ୍ପତ୍ତି ନେଲା ରାଜ୍ୟ କ୍ୟାବିନେଟ ?

ଭୁବନେଶ୍ୱର: ରାଜ୍ୟରେ ଦାଦନଙ୍କ ସଂଖ୍ୟା ବଢ଼ୁଥିବା ବେଳେ ନୂଆ ଯୋଜନାକୁ ଅନୁମୋଦନ କରିଛି ରାଜ୍ୟ କ୍ୟାବିନେଟ୍ । ନୂତନ ରାଜ୍ୟ କ୍ଷେତ୍ର ଯୋଜନା ଆରମ୍ଭ ହେବ । ମହାତ୍ମା ଗାନ୍ଧୀ ଜାତୀୟ ନିର୍ମାଣ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ରାଜ୍ୟ ସହାୟତାକୁ ଅନୁମୋଦନ ମିଳିଛି । ବଲାଙ୍ଗିର,…

୧୭ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ମୋହର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । କୋରାପୁଟ, ରାୟଗଡ଼ା, ଜଗତସିଂହପୁର ଓ ଅନୁଗୁଳ ଜିଲ୍ଲାରେ ଜଳ ଜୀବନ ମିଶନରେ ବୃହତ୍ତ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ।…