Latest Odisha News

BREAKING NEWS

Browsing Category

ଫିଚର

ସ୍ମୃତି ଇରାନୀଙ୍କୁ ସୋନିଆ ଗାନ୍ଧୀଙ୍କ ଜବାବ ‘ମୋ ସହ କଥା ହୁଅନି’

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ଅଧୀର ରଞ୍ଜନ ଚୌଧୁରୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉପରେ ଦେଇଥିବା ବିବାଦୀୟ ମନ୍ତବ୍ୟ ପରେ ସଂସଦରେ ଏହାକୁ ନେଇ ମୁହାଁମୁହିଁ ହୋଇଛନ୍ତି ବିଜେପି ଏବଂ କଂଗ୍ରେସ। କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଲୋକସଭାରେ କଂଗ୍ରେସକୁ କଡା ଭାଷାରେ ସାମାଲୋଚନା…

ସଂସଦରୁ ନିଲମ୍ବିତ ହୋଇଥିବା ସାଂସଦ ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଇ ଖାଇଲେ ଚିକେନ୍ !

ନୂଆଦିଲ୍ଲୀ: ସଂସଦରେ ବିକ୍ଷୋଭ ପ୍ରଦର୍ଶନ କରି ନିଲମ୍ବିତ ହୋଇଥିବା ସାଂସଦ ସଂସଦ ପରିସରରେ ଖିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ କୁକୁଡ଼ା ମାଂସ ଖାଉଥିବାର ନଜରକୁ ଆସିଛି । ଏହାକୁ ନେଇ ନିଲମ୍ବିତ ସାଂସଦଙ୍କ ଉପରେ ବର୍ଷିଛନ୍ତି ବିଜେପି ନେତା ଶେହଜାଦ ପୁନାଓ୍ୱାଲା ।…

ରାଜସ୍ଥାନରେ ବାୟୁସେନା ବିମାନ ମିଗ-୨୧ ଦୁର୍ଘଟଣାଗ୍ରସ୍ତ

ଜୟପୁର: ବାୟୁସେନାର ଏକ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଯାଇଛି । ରାଜସ୍ଥାନର ବାଡ଼ମେର ଜିଲ୍ଲାରେ ବାୟୁସେନା ବିମାନ ମିଗ-୨୧ ଦୁର୍ଘଟଣାଗ୍ରସ୍ତ ହୋଇଯାଇଛି । ଏଥିରେ ଥିବା ଦୁଇ ପାଇଲଟ ନିହତ ହୋଇଥିବା ଭାରତୟୀ ବାୟୁସେନା ପକ୍ଷରୁ ସୂଚନା ଦିଆଯାଇଛି । ଦୁର୍ଘଟଣାସ୍ଥଳରୁ ପ୍ରାୟ ଦୁଇ…

ଅଗଷ୍ଟ ୬ରେ ଉପରାଷ୍ଟ୍ରପତି ନିର୍ବାଚନ: ୫ରେ ଦିଲ୍ଲୀ ଗସ୍ତରେ ଯିବେ ନବୀନ

ଭୁବନେଶ୍ବର: ଅଗଷ୍ଟ ୬ରେ ଉପରାଷ୍ଟ୍ରପତି ନିର୍ବାଚନ ହେବ । ବିଜେଡି ସାଂସଦମାନେ ଏଥର ବି ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡଙ୍କୁ ସମର୍ଥନ ଦେବେ । ତେବେ ତା ପୂର୍ବଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଗଷ୍ଟ ୫ ତାରିଖରେ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି ।…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଉଦଘାଟିତ ହେଲା ଚେସ ଅଲିମ୍ପିଆଡ, ପଦ୍ମିନୀଙ୍କ ଉପରେ ରହିବ ନଜର

ମାଡ୍ରାସ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚେନ୍ନାଇର ଜବାହାରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଗୁରୁବାର ୪୪ତମ ଚେସ ଅଲିମ୍ପିଆଡକୁ ଉଦଘାଟନ କରିଛନ୍ତି । ଏଥିସହ ଏହି ଅଲିମ୍ପିଆଡ ବିଧିବଦ୍ଧ ଭାବେ ଆରମ୍ଭ ହୋଇଯାଇଛି । ଉଦଘାଟନୀ ସମାରୋହରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଓ ମହାନ…

ନିଶା ବେପାରୀ ଦୁଇ ଭାଇଙ୍କ ୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି

ବ୍ରହ୍ମପୁର: ଗଞ୍ଜାମ ଜିଲା ବୁଗୁଡା ସହରର ରଘୁନାଥ ସାହିର ଦୁଇ ନିଶା ବେପାରୀ ଭାଇ ବନମାଳୀ ପ୍ରଧାନ ଏବଂ ଅରୁଣ ପ୍ରଧାନଙ୍କ ପ୍ରାୟ ୩ କୋଟି ଟଙ୍କାର ସମ୍ପତ୍ତିକୁ ବାଜ୍ୟାପ୍ତି କରାଯାଇଛି । ଏନଡିପିଏସ୍ ଆକ୍ଟ ଅନୁଯାୟୀ କଲିକତାର ଏକ ପ୍ରାଧିକୃତ ସଂସ୍ଥା ତରଫରୁ ଏହି ସମ୍ପତ୍ତି ବାଜ୍ୟାପ୍ତି…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନୀତି ଆୟୋଗ ଉପାଧ୍ୟକ୍ଷ; ପରିଚାଳନା ବୈଠକକୁ ଦେଲେ ନିମନ୍ତ୍ରଣ

ଭୁବନେଶ୍ୱର : ନୀତି ଆୟୋଗର ଉପାଧ୍ୟକ୍ଷ ସୁମନ କୁମାର ବେରୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଆସନ୍ତା ଅଗଷ୍ଟ ୭ ତାରିଖରେ ନୂଆଦିଲ୍ଲୀରେ ହେବାକୁ ଥିବା ସପ୍ତମ ପରିଚାଳନା ପରିଷଦ ବୈଠକ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ସୁମନ ବେରୀ ।…

ଚେସ୍ ଅଲିମ୍ପିଆଡ୍‌ର ଶୁଭାରମ୍ଭ

ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ଚେସ୍ ଅଲିମ୍ପିଆଡ୍‌ର ଶୁଭାରମ୍ଭ ହୋଇଛି । ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ଏମ ଷ୍ଟାଲିନଙ୍କ ଉପସ୍ଥିତିରେ  ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ   ଚେସ୍ ଅଲିମ୍ପିଆଡ୍‌ର ୪୪ତମ ସଂସ୍କରଣକୁ ଉଦ୍‌ଘାଟନ…

ପାର୍ଥ ଚାଟାର୍ଜୀଙ୍କ ପାଇଁ ଟିଏମସି କବାଟ ଖୋଲା, ଯଦି ସେ.. : ଅଭିଷେକ ବାନାର୍ଜୀ

କୋଲକାତା: ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତି ଅନିୟମିତତାରେ ଫସି ଇଡି ଦ୍ୱାରା ଗିରଫ ହେବା ପରେ ଦଳରୁ ବିତାଡ଼ିତ ହୋଇଛନ୍ତି । ଗୁରୁବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କ୍ୟାବିନେଟରୁ ପାର୍ଥ ଚାଟାର୍ଜୀଙ୍କୁ କାଢ଼ି ଦେଇଛନ୍ତି । ପାର୍ଥ ପଶ୍ଚିମବଙ୍ଗ ସରକାରରେ ଉଦ୍ୟୋଗ, ବାଣିଜ୍ୟ ଏବଂ ଆଇଟ…

ଡଙ୍କି ସେଟରୁ ଲିକ ହେଲା ଶାହାରୁଖ-ତାପସୀଙ୍କ ଲୁକ

ମୁମ୍ବାଇ: ସୁପରଷ୍ଟାର ଶାହାରୁଖ ଖାଁ ଓ ତାପସୀ ପନ୍ନୁଙ୍କ ଡଙ୍କି ଫିଲ୍ମର ଶୁଟିଂ ଜୋରସୋରରେ ଚାଲିଛି । ରାଜକୁମାର ହିରାନୀଙ୍କ ଏହି ଫିଲ୍ମ ପ୍ରତି ଦର୍ଶକଙ୍କ ବେଶ ଉତ୍କଣ୍ଠା ରହିଛି । ଇତି ମଧ୍ୟରେ ଡଙ୍କି ଫିଲ୍ମରେ ଶାହାରୁଖ ଓ ତାପସୀଙ୍କ ଲୁକ ଲିକ ହୋଇଛି । ଏହା ଯେପରି ଲିକ ନ ହେବ ସେଥିପ୍ରତି…