Latest Odisha News

BREAKING NEWS

Browsing Category

ଫିଚର

ବେଆଇନ ଗଞ୍ଜେଇ ବିକ୍ରିବେଳେ ଜଣେ ଗିରଫ

ଭୁବନେଶ୍ବର: ସର୍ବସାଧାରଣ ସ୍ଥାନରେ ବେଧଡକ ଭାବେ ଚାଲିଥିଲା ବେଆଇନ ଗଞ୍ଜେଇ ବିକ୍ରି । ଖବରପାଇ ମାଡି ବସିଲା ପୋଲିସ । ଏଭଳି ଘଟଣା ଘଟିଛି ମଞ୍ଚେଶ୍ବର ଥାନା ଅଧୀନ ରୟାଲ କଲେଜ ୱାଟର ଟ୍ୟାଙ୍କ ନିକଟରେ । ଘଟଣାରେ ଜଣେ ଅଭିଯୁକ୍ତ ଗିରଫ ହୋଇଛି । ଅଭିଯୁକ୍ତ ଜଣକ ହେଲା ବାଲିଅନ୍ତା ଥାନା ଅଧୀନ…

କେରଳରେ ବିଜେପି ନେତାଙ୍କୁ ହତ୍ୟା ମାମଲା; ୧୫ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ

ଥିରୁଅନନ୍ତପୁରମ୍: କେରଳର ବିଜେପି ନେତା ରଣଜିତ ଶ୍ରୀନିବାସଙ୍କ ହତ୍ୟା ମାମଲାରେ ଆଜି ୧୫ ଜଣଙ୍କୁ ମିଳିଲା ମୃତ୍ୟୁ ଦଣ୍ଡାଦେଶ । କେରଳର ଏକ ସ୍ଥାନୀୟ କୋର୍ଟ ପିଏଫଆଇ ସହିତ ଜଡିତ ସମସ୍ତ ୧୫ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି । ଡିସେମ୍ବର ୧୯ ତାରିଖ ୨୦୨୧ ମସିହାରେ ରଣଜିତ ଙ୍କୁ ଆଲାପୁଝା…

ତୁରନ୍ତ ନକଲି ଶିକ୍ଷକଙ୍କ ତଥ୍ୟ ଦେବାକୁ ୧୧ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି

ଭୁବନେଶ୍ୱର: ଯାଥାଶିଘ୍ର ନକଲି ଶିକ୍ଷକଙ୍କ ତଥ୍ୟ ଦେବାନେଇ ୧୧ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି । ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବାଲେଶ୍ଵର, ଭଦ୍ରକ, ବଲାଙ୍ଗୀର, ଗଜପତି, ଜଗତସିଂହପୁର, କଳାହାଣ୍ଡି, କେନ୍ଦ୍ରାପଡ଼ା, ମାଲକାନଗିରି, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାର ଶିକ୍ଷା…

ପନ୍ତ କହିଲେ..ଭାବିଥିଲି ମୋର ସବୁ କିଛି ଶେଷ ହୋଇଯାଇଛି

ନୂଆଦିଲ୍ଲୀ: ଭୟଙ୍କର କାର ଦୁର୍ଘଟଣାର ଦୀର୍ଘ ଦିନ ପରେ ଭାରତର ୱିକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ମୁହଁ ଖୋଲିଛନ୍ତି । ସେ କହିଛନ୍ତି ଦୁର୍ଘଟଣା ପରେ ମୋର ସବୁ କିଛି ଶେଷ ହୋଇଯାଇଛି ବୋଲି ଭାବିଥିଲି । ତାଙ୍କ ଡାହଣ ଲିଗାମେଂଟ ଫାଟି ଯାଇଥିବା ବେଳେ ମୁଣ୍ଡରେ ୨ ବଡ ଆଘାତ ହୋଇଥିଲା । ୨୬…

ଘନ କୁହୁଡି ଓ ଶୀତରେ କଲବଲ ସାରା ରାଜ୍ୟ, ୮ ଜିଲ୍ଲାକୁ ଘନ କୁହୁଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ସକାଳୁ ସକାଳୁ ଘନ କୁହୁଡିରେ ଆଚ୍ଛାଦିତ ରହୁଛି ସମଗ୍ର ରାଜ୍ୟ । ତା ସାଙ୍ଗକୁ ପୁଣି ଥଣ୍ଡା ପବନ ଯାହା ଶୀତକୁ ଆହୁରି ଦ୍ବିଗୁଣିତ କରୁଛି । କୁହୁଡି ଯୋଗୁ ଦୃଶ୍ୟମାନ ଦୂରତା ବେଶ କମ ରହୁଛି । ଫଳରେ ଗାଡି ମୋଟର ଚଳାଚଳରେ ନାହିଁ ନଥିବାର ଅସୁବିଧା ସମ୍ମୁଖୀନ ହେଉଛନ୍ତି ଲୋକେ । ଯେଉଁ…

ଗଞ୍ଜାମ ସୁନାପୁର ବେଳାଭୂମିକୁ ମିଳିଲା ଅନ୍ତର୍ଜାତୀୟ ବ୍ଲୁ ଫ୍ଲାଗ୍

ବ୍ରହ୍ମପୁର: ପ୍ରଥମେ ପୁରୀ ଆଉ ଏବେ ଗଞ୍ଜାମ ଜିଲ୍ଲାର ସୁନାପୁର ବିଚ୍ କୁ ମିଳିଲା ଅନ୍ତର୍ଜାତୀୟ ବ୍ଲୁ ଫ୍ଲାଗ୍ ବିଚ୍ ର ମାନ୍ୟତା । ଏହି ଖବର ଆସିବା ପରେ 'ଏକ୍ସ' ରେ ପୋଷ୍ଟ କରି ଖୁସି ଜାହିର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନା ମୁତାବକ, ୭୭ ଟି ଦେଶର ବେଳାଭୂମିର ସ୍ଥିତି…

ପ୍ରତିଶ୍ରୁତି ଓ ଆବଶ୍ୟକତା ଭିତରେ ବିଜେଡି ଚୟନ କରିବ ରାଜ୍ୟସଭା ପ୍ରାର୍ଥୀ, ରେସରେ କିଏ?

ଭୁବନେଶ୍ୱର: ଏପ୍ରିଲ ୩ତାରିଖରେ ଖାଲି ହେବାକୁ ଥିବା ଓଡ଼ିଶାର ୩ଟି ରାଜ୍ୟସଭା ଆସନ ପାଇଁ ଫେବ୍ରୁଆରି ୨୭ତାରିଖରେ ନିର୍ବାଚନ ହେବାକୁ ଯାଉଛି। ବିଶେଷକରି ଶାସକ ବିଜୁ ଜନତା ଦଳ (ବିଜେଡି) ବିଧାନସଭାରେ ନିଜର ବର୍ତ୍ତମାନର ପ୍ରତିନିଧିତ୍ବ ଆଧାରରେ ଏହି ତିନୋଟି ଆସନ ସୁରକ୍ଷିତ ରଖିବା ସ୍ଥିତିରେ…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ

ମାଲକାନଗିରି: ଭିଜିଲାନ୍ସ ଜାଲରେ ମାଲକାନଗିରି ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ସଞ୍ଜୟ ମହାନ୍ତି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ସ୍ଥିତ ଭଡ଼ା ଘର ଓ ସରକାରୀ କାର୍ଯ୍ୟାଳୟ ସହ ଭୁବନେଶ୍ବର ଓ ବାଲେଶ୍ବର ବାସ ଭବନ ସହ ମୋଟ ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି ।…

ଫେବୃଆରୀ ୧୬ରୁ ଖଣ୍ଡଗିରି କୁମ୍ଭମେଳା, ବିଏମସିର ପ୍ରସ୍ତୁତି ବୈଠକ ଶେଷ

ଭୁବନେଶ୍ବର: ଫେବୃଆରୀ ୧୬ ତାରିଖରୁ ଆରମ୍ଭ ହେବ ଖଣ୍ଡଗିରି କୁମ୍ଭମେଳା । ଏନେଇ ବିଏମସିର ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି ପ୍ରସ୍ତୁତି ବୈଠକ । ଏହି ମେଳା ୧୬ ରୁ ଆରମ୍ଭ ହୋଇ ୨୪ ତାରିଖ ଯାଏଁ ଚାଲିବାନେଇ ବୈଠକରେ ନିଷ୍ପତ୍ତି । ଶୃଙ୍ଖଳିତ ଓ ସଠିକ ଭାବେ ମେଳା ପରିଚାଳନା ପାଇଁ ବିଭିନ୍ନ ଦିଗ ଉପରେ…

୬ ଦଫା ଦାବି ନେଇ ୧୨ ଘଣ୍ଟିଆ ନବରଙ୍ଗପୁର ବନ୍ଦ, ଜୀବନଯାତ୍ରା ଠପ୍

ନବରଙ୍ଗପୁର: ଆଜି ୧୨ ଘଣ୍ଟିଆ ନବରଙ୍ଗପୁର ବନ୍ଦ । ୬ ଦଫା ଦାବି ନେଇ ନବରଙ୍ଗପୁର ଜିଲ୍ଲା ବନ୍ଦ ଡାକରା ଦେଇଛି । ଏହି ବନ୍ଦ ଡାକରା ସକାଳ ୬ ଟା ରୁ ସନ୍ଧ୍ୟା ୬ ଯାଏଁ ୧୨ ଘଣ୍ଟିଆ ବନ୍ଦ ପାଳନ ହେଉଛି । ଯାହାର ପ୍ରଭାବ ଅନେକ କ୍ଷେତ୍ରରେ ପରିଲିକ୍ଷିତ ହୋଇଛି । ୬ ଦଫା ଦାବି ଭିତରେ ରହିଛି…