Latest Odisha News

BREAKING NEWS

Browsing Category

ଫିଚର

୬ ଜଣ ଯୁବକ ଆରମ୍ଭ କରିଥିଲେ ଶ୍ରୀଲଙ୍କାର ମହା ଆନ୍ଦୋଳନ

କଲମ୍ବୋ: ଆର୍ଥୀକ ସଙ୍କଟ ବିପକ୍ଷରେ ଶ୍ରୀଲଙ୍କାରେ ଜନ ସାଧାରଣ ଆନ୍ଦୋଳନ ଏତେ ତୀବ୍ର ହୋଇଥିଲା ଯେ, ରାଜପାକ୍ଷେ ସରକାରର ପତନ ଘଟିଥିଲା । ମାଗଣାର ପ୍ରଲୋଭନ ଦେଖାଇ କ୍ଷମତା ହାତେଇଥିବା ରାଜପାକ୍ଷେ ସରକାରଙ୍କ ନୀତି ଦେଶକୁ କାଙ୍ଗାଳ କରି ଦେଇଥିଲା । ତେବେ ଏହି ଚର୍ଚ୍ଚିତ ଆନ୍ଦୋଳନ ଆରମ୍ଭ…

ଆଇଏମଡିବି ଲୋକପ୍ରିୟ ଫିଲ୍ମ: କେଜିଏଫ, ଆରଆରଆର, ଦି କଶ୍ମୀର ଫାଇଲ୍ସକୁ ପଛରେ ପକାଇଲା ବିକ୍ରମ

ମୁମ୍ବାଇ:ଚଳିତ ବର୍ଷ ଅନେକ ଫିଲ୍ମ ବକ୍ସ ଅଫିସରେ କମାଲ କରିଛନ୍ତି । ତେବେ କେଜିଏଫ ୨, ଆରଆରଆର, ଭୁଲ ଭୁଳେୟା ଓ ଦି କଶ୍ମୀର ଫାଇଲ୍ସକୁ ପଛରେ ପକାଇ କମଳା ହାସନଙ୍କ ବିକ୍ରମ ଆଇଏମଡିବି ମୋଷ୍ଟ ୱାଚ ଫିଲ୍ମ ତାଲିକାରେ ଶୀର୍ଷ ସ୍ଥାନ ହାସଲ କରିଛି । ବଲିଉଡର ୬ ଫିଲ୍ମ ଏହି ତାଲିକାରେ ଥିଲେ ମଧ୍ୟ…

ମାଷ୍ଟର କ୍ୟାଣ୍ଟିନ ଗ୍ରୀନ ଚିଲ୍ଲିଜରେ ନାହିଁ ସଫା ସୁତୁରା; ସାତ ଦିନ ପାଇଁ ସିଲ୍ କଲା ବିଏମସି

ଭୁବନେଶ୍ୱର: ମାଷ୍ଟର କ୍ୟାଣ୍ଟିନ ସ୍ଥିତ ଗ୍ରୀନ ଚିଲ୍ଲିଜ ରେସ୍ତୋରାଁରେ ସଫା ସୁତୁରା ନାହିଁ । ଅସ୍ୱାସ୍ଥ୍ୟକର ପରିବେଶରେ ତିଆରି ହେଉଥିଲା ଖାଦ୍ୟ । ବୁଧବାର ବିଏମସି ପକ୍ଷରୁ ଯାଞ୍ଚ ସମୟରେ ଗ୍ରୀନ ଚିଲ୍ଲିଜରେ ଅବ୍ୟବସ୍ଥା ଧରାପଡ଼ିଥିଲା । ବୁଧବାର ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେ…

ଏବେ ବି ଫିଟ ହୋଇ ନାହାନ୍ତି କୋହଲି, ଖେଳି ନ ପାରନ୍ତି ଦ୍ୱିତୀୟ ଦିନିକିଆ

ଲଣ୍ଡନ: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କୁ ଭାଗ୍ୟ ମଧ୍ୟ ସହାୟ ହେଉ ନାହିଁ । ଫର୍ମ ପରେ ଏବେ ଫିଟନେସ ତାଙ୍କୁ ଠକୁଛି । ରିପୋର୍ଟ ମୁତାବକ କୋହଲି ଆଘାତ ସମସ୍ୟା ଯୋଗୁ ପ୍ରଥମ ଦିନିକିଆରେ ଖେଳି ପାରି ନ ଥିଲେ । ଏହି ମ୍ୟାଚରେ ଖରାପ ଫର୍ମରେ ଥିବା ରୋହିତ ପୁରୁଣା ଲୟକୁ…

ବୁମରାହଙ୍କୁ ନେଇ ଜାଫରଙ୍କ ଟୁଇଟ ହେଲା ଭାଇରାଲ

ମୁମ୍ବାଇ: ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଯଶପ୍ରୀତ ବୁମରାହଙ୍କ ପ୍ରଭାବୀ ପ୍ରଦର୍ଶନ ପରେ ଏବେ ସବୁଠାରେ ତାଙ୍କୁ ନେଇ ଚର୍ଚ୍ଚା । ଭାରତର ପୂର୍ବତନ ଓପନର ୱାସିମ ଜାଫର ବୁଧବାର ବୁମରାହଙ୍କ ପ୍ରଦର୍ଶନ ନେଇ ଏକ ଟ୍ୱିଟ କରିଥିଲେ, ଯାହା ଏବେ ଭାଇରାଲ ହେବାରେ ଲାଗିଛି । ଜାଫର ଟୁଇଟ କରିଥିଲେ…

୩୫୦ କୋଟି ବଜେଟରେ ନିର୍ମିତ ହେବ ପୁଷ୍ପା ଦି ରୁଲ !

ମାଡ୍ରାସ: ଅଲ୍ଲୁ ଅର୍ଜୁନ ଓ ରଶ୍ମିକା ମନ୍ଦାନାଙ୍କ ପୁଷ୍ପା ଦି ରାଇଜ ଫିଲ୍ମ ସାରା ଦେଶରେ ସୁପରହିଟ ହୋଇଥିଲା । ରିପୋର୍ଟ ମୁତାବକ ଏହାର ଲୋକପ୍ରିୟତାକୁ ଦେଖି ମେକର୍ସ ଏହାର ପରବର୍ତୀ ପାର୍ଟକୁ ବିଗ ବଜେଟରେ ନିର୍ମାଣ କରିବେ । ପ୍ରଥମ ପାର୍ଟରେ ୧୯୫ କୋଟି ବଜେଟ ଥିବା ବେଳେ ଏବେ ଏହାକୁ ୩୫୦…

ବୁଢ଼ା ହୋଇଗଲିଣି କହି କୋଚ ପଦରୁ ଇସ୍ତଫା ଦେଲେ ଅରୁଣ ଲାଲ, ଏବେ ହନୀମୁନ ପାଇଁ ତୁର୍କୀ ଯିବେ

କୋଲକାତା: ଭାରତର ପୂର୍ବତନ କ୍ରିକେଟର ଅରୁଣ ଲାଲ ଆଜି ବେଙ୍ଗଲ କୋଚ ପଦରୁ ଇସ୍ତଫା ଦେଇଛନ୍ତି । ମୋତେ ଲାଗିଲାଣି ମୁଁ ବୁଢ଼ା ହୋଇ ଗଲିଣି । ଆଉ କୋଚ ଦାୟିତ୍ୱ ସୁଚାରୁରୂପେ ତୁଲାଇ ପାରିବି ନାହିଁ । ସବୁଠାରୁ ମଜା କଥା ୭୭ ଦିନ ତଳେ ୬୬ ବର୍ଷୀୟ ଅରୁଣ ଲାଲ ତାଙ୍କଠାରୁ ୨୮ ବର୍ଷ ସାନ ବୁଲବୁଲଙ୍କ…

ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ କଲେ ବିଭିନ୍ନ ନିଗମ ଓ ରାଜ୍ୟ ସମବାୟ ବ୍ୟାଙ୍କ

ଭୁବନେଶ୍ୱର: ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନସ୍ଥ ବିଭିନ୍ନ ନିଗମ ଯଥା ଓଡିଶା କୃଷି ନିଗମ ଲିଃ, ଓଡ଼ିଶା କାଜୁ ଉନ୍ନୟନ ନିଗମ ଲିଃ ଏବଂ ଓଡିଶା ବିହନ ନିଗମ ଲିଃ ତଥା ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ…

ବୁମରାହ ହେଲେ ଏକ ନମ୍ବର

ଲଣ୍ଡନ: ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ବିଜୟରେ ହୀରୋ ସାଜିଥିବା ଯଶପ୍ରୀତ ବୁମରାହଙ୍କ ର‌୍ୟାଙ୍କିଙ୍ଗରେ ଉନ୍ନତି ଘଟିଛି । ସଦ୍ୟ ପ୍ରକାଶିତ ଆଇସିସି ଦିନିକିଆ ର‌୍ୟାଙ୍କିଙ୍ଗରେ ବୁମରାହ ବିଶ୍ୱର ଏକ ନମ୍ବର ବୋଲର ହୋଇଛନ୍ତି । ୧୯ ରନରେ ୬ ୱିକେଟ ହାସଲ କରିଥିବା…

ଲାଞ୍ଚ ନେଇ ଧରାପଡ଼ିଲେ ବେଗୁନିଆ ବ୍ଲକ୍ ଜେଇ; ଗିରଫ କଲା ଭିଜିଲାନ୍ସ

ବେଗୁନିଆ: ବେଗୁନିଆ ବ୍ଲକର ଜେଇ(କନିଷ୍ଠ ଯନ୍ତ୍ରୀ) ସଂଘମିତ୍ରା ସାହୁଙ୍କୁ ଭିଜିଲାନ୍ସ ଗିରଫ କରିଛି । ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଛି । ଜଣେ ଠିକାଦାରଙ୍କ ଠାରୁ ବିଲ୍ କରେଇଦେବା ପାଇଁ ସଂଘମିତ୍ରା ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ପୂର୍ବ ସୂଚନା ମୁତାବକ…